ଖୁସି ଖବର: ବ୍ରିଟେନରେ ଦେଖାଦେଇଥିବା କରୋନା ନୂଆ ଷ୍ଟ୍ରେନ୍ରେ ବି କାମ କରିବ ଫାଇଜର ଟିକା
ଲଣ୍ଡନ,୮ ।୧: କରୋନା ଭ୍ୟାକ୍ସିନ ଓ ବ୍ରିଟେନରେ ଦେଖାଦେଇଥିବା କରୋନାର ନୂଆ ଷ୍ଟ୍ରେନକୁ ନେଇ ଆଶ୍ୱସ୍ତି ଦେଲାଭଳି ଏକ ଖବର ସାମ୍ନାକୁ ଆସିଛି । କରୋନା ଟିକା ପ୍ରସ୍ତୁତକାରୀ କମ୍ପାନୀ ଫାଇଜର କହିଛି ସେ ପ୍ରସ୍ତୁତ କରିଥିବା ଭ୍ୟାକ୍ସିନ ବ୍ରିଟେନ ଓ…
ଦ୍ୱିତୀୟ ଦିନ ଖେଳ ଶେଷ: ଭାରତ ୯୬/୨
ସିଡନୀ,୮।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟରେ ଭାରତୀୟ ଭଲ ଆରମ୍ଭ ଦେଇଛନ୍ତି ରୋହିତ୍ ଶର୍ମା ଓ ଶୁବମାନ ଗିଲ। ଷ୍ଟିଭ ସ୍ମିଥଙ୍କ ଶତକ ବଳରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୩୩୮ ରନ କରି ଅଲଆଉଟ ହୋଇଥିଲା। ଜବାବରେ…
ପଡ଼ିଆରେ କେବେହେଲେ ଜାତୀୟ ସଂଗୀତ ଗାଇ ନାହାନ୍ତି ଏହି କ୍ରିକେଟର
ଯେକୌଣସି ଖେଳ ହେଉ, ଅନ୍ତରାଷ୍ଟ୍ରୀୟ ଖେଳାଳିଙ୍କ ପାଇଁ ସବୁଠାରୁ ଗର୍ବର ବିଷୟ ହେଉଛି ପଡ଼ିଆରେ ନିଜ ଦେଶର ଜାତୀୟ ସଂଗୀତ ଗାନ କରିବା। ଅଲମ୍ପିକରେ ହେଉ ଅବା କ୍ରିକେଟ ମ୍ୟାଚ୍ ପୂର୍ବରୁ, ଦଳ ଦ୍ୱାରା ଜାତୀୟ ସଂଗୀତ ଗାନ କରାଯାଇଥାଏ। କିନ୍ତୁ…
କରୋନା ନୂଆ ଷ୍ଟ୍ରେନ୍ ମଧ୍ୟରେ ୨୫୬ ଯାତ୍ରୀଙ୍କୁ ନେଇ ବ୍ରିଟେନରୁ ଭାରତ ପହଞ୍ଚିଲା ପ୍ରଥମ ବିମାନ
ନୂଆଦିଲ୍ଲୀ,୮ ।୧: ବ୍ରିଟେନରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଏବେ ବ୍ୟାପିବାରେ ଲାଗିଛି । ଏହାକୁ ଦେଖି ବ୍ରିଟେନ ସରକାର ଦେଶରେ ଲକ୍ଡାଉନ ଜାରି କରିଛନ୍ତି । ହେଲେ ଏହାରି ଭିତରେ ଭାରତ ସରକାର ବ୍ରିଟେନ ବିମାନସେବା ଉପରେ ଲାଗିଥିବା ପ୍ରତିବନ୍ଧକକୁ…
ଟେଷ୍ଟ ମ୍ୟାଚ୍ରେ କାହିଁକି ଧଳା ଶର୍ଟ ପିନ୍ଧନ୍ତି କ୍ରିକେଟର
୧୯୦୦ ମସିହା ପୂର୍ବରୁ କ୍ରିକେଟରଙ୍କ ଡ୍ରେସ୍ କୋଡ୍ ନିର୍ଦ୍ଧାରଣ ନ ଥିଲା। ସାଧାରଣ ଡ୍ରେସ୍ ପିନ୍ଧି କ୍ରିକେଟରମାନେ ପଡିଆକୁ ଓହ୍ଲାଉଥିଲେ। ସେ ସମୟରେ କେବଳ ଟେଷ୍ଟ କ୍ରିକେଟ ଖେଳାଯାଉଥିଲା। ପ୍ରତି ଟେଷ୍ଟ ମ୍ୟାଚ୍ ୬ ଦିନ ଯାଏ ସକାଳୁ-ସନ୍ଧ୍ୟା ପର୍ଯ୍ୟନ୍ତ ଖେଳା…
ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ
ନୂଆଦିଲ୍ଲୀ,୮।୧: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି ଅଛନ୍ତି ଯେଉଁମାନେ ଅନେକ ଥର ରନ୍ ନ କରି ଆଉଟ୍ ହୋଇଛନ୍ତି। ଶ୍ରୀଲଙ୍କାର ମୁଥେୟା ମୁରଲୀଧରନ୍…
ବ୍ରିଟେନ ବିମାନ ସେବା ବନ୍ଦ ଅବଧିକୁ ବୃଦ୍ଧି କରିବାକୁ କେଜରିୱାଲଙ୍କ ଅନୁରୋଧ
ନୂଆଦିଲ୍ଲୀ,୮ ।୧: ବ୍ରିଟେନରେ କରୋନା ଭାଇରସର ନୂଆ ଷ୍ଟ୍ରେନ୍ ଆସିବା ପରେ ଏହା ଏବେ ଅନ୍ୟ ଦେଶକୁ ବି ବ୍ୟାପି ସାରିଲାଣି । ଭାରତରେ ଏମିତି ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏହା ଦେଶବାସୀଙ୍କ ଚିନ୍ତା ବଢାଇ ଦେଇଛି ।…
କ୍ୟାପିଟଲରେ ଦଙ୍ଗା: ବିଶ୍ୱ ସ୍ତବ୍ଧ
ଓ୍ବାଶିଂଟନ, ୮।୧:ସର୍ବପୁରାତନ ଗଣତାନ୍ତ୍ରିକ ଦେଶର ଇତିହାସରେ ଯୋଡ଼ିହୋଇଛି କଳଙ୍କିତ ଅଧ୍ୟାୟ। କ୍ଷମତା ଲୋଭ ପାଇଁ ଶକ୍ତିଶାଳୀ ଦେଶ ଆମେରିକା ବିଶ୍ୱ ଦରବାରରେ ନିନ୍ଦିତ ହୋଇଛି। ଶେଷ ମୁହୂର୍ତ୍ତ ଯାଏ ପରାଜୟ ସ୍ବୀକାର କରି ନ ଥିବା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଉତ୍ତେଜନାପୂର୍ଣ୍ଣ…
ସ୍ତ୍ରୀଙ୍କ ହାତରୁ ଗାଜର ହାଲଓ୍ବା ଖାଇ ଖୁସିହେଲେ ଏହି କ୍ରିକେଟର
ଭାରତୀୟ ଦଳର ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲ ନିକଟରେ ଦୁବାଇରୁ ହନିମୁନ୍ ସାରି ଭାରତ ଫେରିଛନ୍ତି। ଦିଲ୍ଲୀ ଫେରିବା ପରେ ସ୍ତ୍ରୀ ଧନଶ୍ରୀ ବର୍ମା ଶାଶୁ ଘରେ ବହୁତ ଏନ୍ଜୟ କରୁଛନ୍ତି। କେତେବେଳେ ନଣନ୍ଦଙ୍କର ଜନ୍ମଦିନ ପାଳନ କରୁଛନ୍ତି ତ ଆଉ…
ଜାଡେଜାଙ୍କ ‘ରକେଟ୍ ଥ୍ରୋ’ରେ ଧରାଶାୟୀ ସ୍ମିଥ୍: ପ୍ରଶଂସକ କହିଲେ ବାଃ ବାଃ
ସିଡନୀ,୮।୧: ସିଡନୀ ଟେଷ୍ଟର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ଭାରତ ଉପରେ ଦୃଢ଼ ପ୍ରଦର୍ଶନ କରିଥିଲା, କିନ୍ତୁ ରବିନ୍ଦ୍ର ଜାଡେଜା ନିଜ ପ୍ରଦର୍ଶନ ଦ୍ୱାରା ସମସ୍ତଙ୍କ ହୃଦୟ ଜିତିଥିଲେ। ରବିନ୍ଦ୍ର ଜାଡେଜା ପ୍ରଥମ ଇନିଂସରେ ୪ଟି ଉଇକେଟ ନେଇ ଅଷ୍ଟ୍ରେଲିଆକୁ ଧରାଶାୟୀ କରିଥିଲେ।ଭାଙ୍ଗିଥିଲେ।…
୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ତାଲିକାରେ ନାମ
ନୂଆଦିଲ୍ଲୀ,୮।୧: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏହା ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ନେଇଥାଏ। ପାଞ୍ଚ ଦିନ ଧରି ଚାଲୁଥିବା ଏହି ଫର୍ମାଟରେ ସଂଯମତାର ରକ୍ଷା କରିବାକୁ ପଡ଼ିଥାଏ। ହେଲେ କିଛି ବ୍ୟାଟ୍ସମ୍ୟାନ୍ ଏଭଳି ଥାନ୍ତି, ଯେଉଁମାନେ…
‘ମ୍ୟାଡାମ୍ ଚିଫ୍ ମିନିଷ୍ଟର’ର ଟ୍ରେଲର୍କୁ ନେଇ ହଙ୍ଗାମା
ବଲିଉଡ୍ ଅଭିନେତ୍ରୀ ରିଚା ଚଢାଙ୍କ ଆଗାମୀ ଫିଲ୍ମ ‘ମ୍ୟାଡାମ୍ ଚିଫ୍ ମିନିଷ୍ଟର’ର ଟ୍ରେଲର ରିଲିଜ ହୋଇଛି। ଯାହାକୁ ନେଇ ହଙ୍ଗାମା ସୃଷ୍ଟି ହୋଇଛି। ରିଚାଙ୍କ ଅଭିନୟଠାରୁ ଆରମ୍ଭ କରି ଫିଲ୍ମର କାହାଣୀ ପର୍ଯ୍ୟନ୍ତ ପ୍ରତ୍ୟେକ ଦିଗ ଉପରେ ଅନେକ ଆଲୋଚନା ହେଉଛି।…
Archives


