ଦୈବୀକୋପ ଭୟରେ ଆତ୍ମସମର୍ପଣ
ମାଙ୍ଗାଲୋରର ସ୍ବାମୀ କୋରାଗଜ୍ଜା ମନ୍ଦିର ଦାନବାକ୍ସରେ ଆପତ୍ତିଜନକ ପଦାର୍ଥ ପକାଇଥିବା ୨ ଅଭିଯୁକ୍ତ ଦୈବୀକୋପ ଭୟରେ ଦୋଷ ସ୍ବୀକାର କରିବା ସହ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଦୁଇଜଣ ହେଲେ ଅବଦୁଲ ରହିମ ଏବଂ ତୌଫିକ୍।…
ତାଇଓ୍ବାନ୍ରେ ଟ୍ରେନ୍ ଲାଇନଚ୍ୟୁତ: ୪୮ ମୃତ
ତାଇପେଇ, ୩।୪(ଆଇଏଏନ୍ଏସ୍): ତାଇଓ୍ବାନ୍ର ହୁଆଲିଏନ୍ରେ ଶୁକ୍ରବାର ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣାରେ ୪୮ ଜଣଙ୍କ ମୃତ୍ୟୁ ଘଟିଛି। ଟ୍ରେନ୍ ଲାଇନଚ୍ୟୁତ ହେବାରୁ ଏଭଳି ଭୟାବହ ଦୁର୍ଘଟଣା ଘଟିଛି। ଉକ୍ତ ଲାଇନକୁ ମରାମତି କରିବାକୁ ୭ ଦିନ ଲାଗିଯିବ ବୋଲି ରେଳ କର୍ତ୍ତୃପକ୍ଷ କହିଛନ୍ତି।…
୪୩ ଶିଶୁଙ୍କ ଜୀବନ ନେଲାଣି ସେନା
ନାପିତାଉ,୩ା୪: ଗଣତାନ୍ତ୍ରିକ ଉପାୟରେ ନିର୍ବାଚିତ ସରକାରଙ୍କ କ୍ଷମତା ଅପହରଣ କରି ନୋବେଲ ବିଜୟିନୀ ନେତ୍ରୀ ଅଙ୍ଗ୍ ସାନ୍ ସ୍ୟୁ ଚୀଙ୍କୁ ଜେଲ୍ରେ ପୂରାଇବାର ୨ ମାସ ମଧ୍ୟରେ ୫୩୬ ଜଣଙ୍କ ଜୀବନ ନେଲାଣି ମ୍ୟାନ୍ମାର ସେନା। ମୃତକଙ୍କ ମଧ୍ୟରେ ଅନୂ୍ୟନ ୪୩…
ଶିମିଳିପାଳ ଅଭୟାରଣ୍ୟ:୫୧ ସ୍ଥାନରେ ଲାଗିଛି ନିଆଁ
ବାରିପଦା ଅଫିସ,୩।୪-ଜାତୀୟ ଉଦ୍ୟାନ ଶିମିଳିପାଳ ଅଭୟାରଣ୍ୟରେ ଦିନକୁ ଦିନ ନିଆଁ ବଢିବାରେ ଲାଗିଛି। ଏକ ମାସ ଧରି ଅଭୟାରଣ୍ୟ ଜଳୁଥିବା ବେଳେ ଏହାକୁ ଆୟତ୍ତ କରିବାରେ ବନବିଭାଗର ଉଦ୍ୟମ ଫେଲ୍ ମାରିଛି ା ଶୁକ୍ରବାର ୫୧ଟି ସ୍ଥାନରେ ନିଆଁ ଲାଗିଥିବା ଜଣାପଡିବା…
ନାଟ କରିବେନି ଦଣ୍ଡ କଳାକାର
ଆଠମଲ୍ଲିକ,୩ା୪(ଡି.ଏନ.ଏ.) ଆଠମଲ୍ଲିକ ଅଞ୍ଚଳରେ ଗଡ଼ଜାତ ଅମଳରୁ ଚାଲିଆସିଥିବା ବହୁ ପୁରାତନ ଲୋକନୃତ୍ୟ ଦଣ୍ଡ ନାଟ ଚଳିତବର୍ଷ କୋଭିଡ୍ କଟକଣା ପାଇଁ ହେବନାହିଁ। ସରକାର ଏହି ପାରମ୍ପରିକ ନାଟ ଉପରେ ରୋକ୍ ଲଗାଇଛନ୍ତି। ତେବେ କେବଳ ପରମ୍ପରା ଅନୁସାରେ ଦଣ୍ଡନାଟ ନୀତିକାନ୍ତିରେ ହିଁ…
ସାକାର ହେଉନି ଚାଷୀଙ୍କ ସ୍ବପ୍ନ
ବଇଣ୍ଡା,୩ା୪(ପରିକ୍ଷିତ ସାହୁ) ଜଳସେଚନ ପ୍ରକଳ୍ପ ନିର୍ମାଣ ହେଲେ ହସି ଉଠିବ ଜମି। ବର୍ଷ ସାରା ଫଳିବ ସୁନାର ଫସଲ। ଦୂର ହେବ ଚାଷୀଙ୍କ ଦୁରବସ୍ଥା। ଦୀର୍ଘବର୍ଷ ହେଲା ୫ଟି ଜଳସେଚନ ପ୍ରକଳ୍ପକୁ ନେଇ ଏପରି ସ୍ବପ୍ନ ଦେଖି ଆସୁଛନ୍ତି ଅନୁଗୋଳ ଜିଲା…
ହସ୍ପିଟାଲରେ ଭର୍ତ୍ତି ହେଲେ ତେନ୍ଦୁଲକର
ମୁମ୍ବାଇ, ୩ା୪(ପି.ଟି.): କରୋନା ସଂକ୍ରମିତ ହୋଇଥିବା ଭାରତର ପୂର୍ବତନ ଅଧିନାୟକ ତଥା ବ୍ୟାଟିଂ ଆଇକନ ସଚିନ ତେନ୍ଦୁଲକର ଶୁକ୍ରବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୪୭ ବର୍ଷୀୟ ଏହି ପୂର୍ବତନ ଷ୍ଟାର କ୍ରିକେଟରଙ୍କ କୋଭିଡ୍ ଟେଷ୍ଟ ମାର୍ଚ୍ଚ ୨୭ରେ ହୋଇଥିଲା ଏବଂ ଫଳାଫଳ…
ଗର୍ଭବତୀ ହେବାର ୩ ସପ୍ତାହ ପରେ ପୁଣି ଗର୍ଭଧାରଣ କଲେ ମହିଳା
ଜଣେ ମହିଳା ୩ ସପ୍ତାହର ଗର୍ଭବତୀ ହେବା ପରେ ପୁଣି ଥରେ ଗର୍ଭଧାରଣ କରିବା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ। ଏପରି ଅବିଶ୍ୱସନୀୟ ଘଟଣା ଦେଖିବାକୁ ମିଳିଛି ଇଂଲଣ୍ଡରେ। ଇଂଲଣ୍ଡର ଓ୍ବିଲ୍ଟସାୟାରର ବାସିନ୍ଦା ରେବିକାଙ୍କ ସହ ଘଟିଛି ଏମିତି ଘଟଣା।…
ଆଇପିଏଲ୍ର ୫ ସବୁଠୁ ବଡ଼ କଞ୍ଜୁସ୍ ବୋଲର୍
ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସଂସ୍କରଣ ୨୦୨୧ ଚେନ୍ନାଇରେ ଏପ୍ରିଲ ୯ରୁ ଆରମ୍ଭ ହେବ। ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିଅନ ତଥା ଆଇପିଏଲର ସଫଳତମ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ମଧ୍ୟରେ ହେବ। କିମ୍ବଦନ୍ତୀ ଖେଳାଳିମାନେ ସେମାନଙ୍କର ଚମତ୍କାର…
ଏହି କଥାରେ ରାଗି କୌଣସି ଆଓ୍ବାର୍ଡ ଶୋ’କୁ ଯାହାନ୍ତି ନାହିଁ ଆମିର , ଆଜି ବି…
ବଲିଉଡ୍ ଅଭିନେତା ଆମିର ଖାନ ସୋସିଆଲ ମିଡିଆରୁ ନିଜକୁ ଦୂରେଇ ରଖିଛନ୍ତି। ଏହା ବ୍ୟତୀତ ସମସ୍ତେ ଜାଣନ୍ତି ଯେ ଆମିର କୌଣସି ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦିଅନ୍ତି ନାହିଁ। ଏହା ବର୍ଷ ବର୍ଷ ଧରି ଚାଲିଆସୁଛି ଏବଂ ସେ ଗୋଟିଏ…
ନେହାଙ୍କୁ ରେଖାଙ୍କ ଉପହାର, ଭାବବିହ୍ବଳ ହେଲେ ଗାୟିକା
ବମ୍ବେ: ନିକଟରେ ଗାୟକ ରୋହନପ୍ରିତ ସିଂହଙ୍କ ହାତ ଧରିଛନ୍ତି ହିଟ୍ ସିଙ୍ଗର ନେହା କକ୍କଡ। ହେଲେ ବିବାହ ପରେ ସେ ଏବେ କାମରେ ବ୍ୟସ୍ତ। ବିଭିନ୍ନ ଆଲବମ୍ ସାଙ୍ଗକୁ ଇଣ୍ଡିଆନ୍ ଆଇଡଲ-୧୨ ମଞ୍ଚରେ ତାଙ୍କୁ ଦେଖିବାକୁ ମିଳୁଛି। ପ୍ରତିଯୋଗୀଙ୍କ ସାଙ୍ଗକୁ ବିଚାରପତିମାନଙ୍କ…
ରବର୍ଟ ଭଦ୍ରା କରୋନା ସଂକ୍ରମିତ ହେବା ପରେ ଆଇସୋଲେଶନରେ ପ୍ରିୟଙ୍କା; ନିର୍ବାଚନୀ ସଭା ବାତିଲ
ନୂଆଦିଲ୍ଲୀ,୨।୪: ରବର୍ଟ ଭଦ୍ରା କରୋନା ସଂକ୍ରମିତ ହେବା ପରେ ଆଇସୋଲେଶନରେ ପ୍ରିୟଙ୍କା ଗାନ୍ଧୀ। ହେଲେ ତାଙ୍କ ରିପୋର୍ଟ ନେଗେଟିଭ୍ ଆସିଛି। କେବଳ ସତର୍କତା ଅବଲମ୍ବନସ୍ବରୂପ ଡାକ୍ତରମାନେ ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି। ଏଣୁ ସେ ଆସାମ ଏବଂ ତାମିଲନାଡ଼ୁରେ ହେବାକୁ…

