Home

ଗାଈଙ୍କ ଉପରେ ହେବ ଅନ୍‌ଲାଇନ୍‌ ପରୀକ୍ଷା, ଜାଣନ୍ତୁ ଏହା ପଛରେ କ’ଣ ରହିଛି କାରଣ

ନୂଆଦିଲ୍ଲୀ,୭।୧: କେନ୍ଦ୍ରୀୟ ପଶୁପାଳନ ବିଭାଗ ଗାଈଙ୍କୁ ନେଇ ଦେଶବ୍ୟାପୀ ପରୀକ୍ଷା କରିବାକୁ ଯାଉଛି। ବାସ୍ତବରେ ପଶୁପାଳନ ଏବଂ ଦୁଗ୍ଧ ମନ୍ତ୍ରଣାଳୟ ଅଧୀନରେ ‘ରାଷ୍ଟ୍ରୀୟ କାମଧେନୁ’ ନାମକ ଏକ କମିଶନ ଗଠନ କରାଯାଇଛି। ଜାତୀୟ କାମଧେନୁ ଆୟୋଗ ଏହାର ପ୍ରଥମ କାମଧେନୁ ଗୋ…

ଦେଢ଼ କୋଟି ଟଙ୍କା ଖର୍ଚ୍ଚ କରି ‘ବିବାହିତ ପ୍ରେମିକ’ଙ୍କୁ କିଣିଲେ ପ୍ରେମିକା, କାରଣ ଜାଣିଲେ..

ଆଗରୁ କୁହାଯାଉଥିଲା ପ୍ରେମକୁ ଟଙ୍କାରେ କିଣି ହେବ ନାହିଁ। ହେଲେ ଆଜିକାଲିର ସମୟରେ କିଛି ବି ସମ୍ଭବ। ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ଅଜବ ପ୍ରେମକାହାଣୀ ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ନିଜ ପ୍ରେମକୁ ପାଇବା ପାଇଁ ଦେଢ଼ କୋଟି…

୨୦୫୦ ସୁଦ୍ଧା ଦେଶରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ୩ ଗୁଣା ହେବ

ନୂଆଦିଲ୍ଲୀ,୭।୧: ଦେଶରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ଆସନ୍ତା ୨୦୫୦ ସୁଦ୍ଧା ୩ ଗୁଣା ହେବ। ୨୦୧୧ ଜନଗଣନା ଅନୁସାରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ୧୦ କୋଟି ରହିଛି। ତେବେ ଆଉ ୩୦ ବର୍ଷ ପରେ ଏହି ସଂଖ୍ୟା ୩୧ କୋଟିରୁ ଅଧିକରେ…

ବିବାହର ତିନି ଘଣ୍ଟା ପରେ ଡ୍ରାମା କୁଇନ୍‌କୁ ଛାଡ଼ି ପଳାଇଥିଲେ ସ୍ବାମୀ

ବମ୍ବେ: ବିଗ୍‌ବସ୍‌ରେ ଭଳିକି ଭଳି ଡ୍ରାମା କରୁଛନ୍ତି ଡ୍ରାମା କୁଇନ୍‌ ରାକ୍ଷୀ। କିଛିଦିନ ପୂର୍ବେ ନିଜ ବିବାହକୁ ନେଇ ସମସ୍ତଙ୍କୁ ଚମକାଇ ଦେଇଥିଲେ ସେ। ହେଲେ ସ୍ବାମୀଙ୍କ ପରିଚୟ କିମ୍ବା ଫଟୋ ଶେୟାର କରୁ ନ ଥିଲେ। ଏବେ ରାକ୍ଷୀ ସ୍ବାମୀଙ୍କ…

ଅନ୍ନଦାତାଙ୍କ ଆନ୍ଦୋଳନ ତବଲିଘ୍‌ ଜମାତ୍‌ ଭଳି ସ୍ଥିତି ସୃଷ୍ଟି ନ କରୁ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୭।୧: ସିଙ୍ଘୁ ସୀମାରେ ଜାରି ରହିଥିବା ଅନ୍ନଦାତାଙ୍କ ଆନ୍ଦୋଳନ ନେଇ ସୁପ୍ରିମ୍‌କୋର୍ଟ ଚିନ୍ତା ପ୍ରକଟ କରିଛନ୍ତି। ଆନ୍ଦୋଳନ ତବଲିଘ୍‌ ଜମାତ୍‌ ଭଳି ସ୍ଥିତି ସୃଷ୍ଟି ନ କରୁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ପକ୍ଷରୁ କୁହାଯାଇଛି। ଆନ୍ଦୋଳନ ସ୍ଥଳରେ କରୋନା ମାର୍ଗଦର୍ଶିକା ପାଳନ…

ମିଛ କହିଲେ ଅମିତାଭ ବଚ୍ଚନ!

ବଲିଉଡ୍‌ ସୁପର୍‌ଷ୍ଟାର୍‌ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି। ଜାନୁୟାରୀ ୬ରେ ବିଗ ବି ଏକ ଫଟୋ ଶେୟାର କରିଥିଲେ। ଏହି ଫଟୋରେ ଅମିତାଭ ମିଛ କହୁଛନ୍ତି ବୋଲି ପ୍ରଶଂସକ କହିଛନ୍ତି। ଅମିତାଭ ସୋସିଆଲ ମିଡିଆରେ ଏକ ଫଟୋ…

ସୀମା ଜବର ଦଖଲ ପାଇଁ ଯାଯାବରଙ୍କ ସହାୟତା ନେଉଛି ଚାଇନା

ବେଜିଂ,୭।୧: ପୂର୍ବ ଲଦାଖରେ ଭାରତ ଚାଇନା ମଧ୍ୟରେ ଥିବା ଏଲ୍‌ଏସିରେ ଉତ୍ତେଜନା କମିବା ବଦଳରେ ବଢ଼ିଚାଲିଛି। ସୀମା ଜବର ଦଖଲ ପାଇଁ ଚାଇନା ସୈନ୍ୟ ବାହିନୀ ପକ୍ଷରୁ ନୂଆ ଷଡ଼ଯନ୍ତ୍ର ରଚାଯାଇଛି। ଯାଯାବର ସମ୍ପ୍ରଦାୟଙ୍କ ସହାୟତାରେ ଚାଇନା ଭାରତ ସୀମାରେ ଜବର…

ପ୍ରବଳ ରାଗିଗଲେ ଅନୁଷ୍କା ଶର୍ମା

ଆଜିକାଲି ଅନୁଷ୍କା ଶର୍ମା ତାଙ୍କ ଗର୍ଭଧାରଣ ସମୟକୁ ଉପଭୋଗ କରୁଛନ୍ତି। ଏହି ସମୟରେ ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ ରହିଛନ୍ତି। ଅନୁଷ୍କା ଶର୍ମା ପ୍ରଶଂସକଙ୍କ ସହ ପୋଷ୍ଟ ଶେୟାର କରୁଥିବା ଦେଖିବାକୁ ମିଳିଛି। କିନ୍ତୁ ନିକଟରେ ଅନୁଷ୍କା ତାଙ୍କ ସୋସିଆଲ…

ସାର୍କ ଧରିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ କୁନି ପୁଅ

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ନିଜ ପରିବାର ସହ ସମୟ ବିତାଉଛନ୍ତି। ନିକଟରେ ନିଜ ପୁଅ ସହ ଏକ ଫଟୋ ଶେୟାର କରିଛନ୍ତି। ଯାହା ଭାଇରାଲ ହୋଇଛି। ଫଟୋରେ ତାଙ୍କ ପୁଅ ଏକ ସାର୍କ ଧରିଥିବା ନଜର ଆସୁଛନ୍ତି।…

ଭିଜା ପାଇଁ ୮୧ ବର୍ଷ ବୟସ୍କା ମହିଳାଙ୍କୁ ବିବାହ କଲେ ଯୁବକ

କାଏରୋ,୭।୧: ଇଜିପ୍ଟରେ ଜଣେ ୩୬ ବର୍ଷ ବୟସ୍କ ଯୁବକ ଭିଜା ପାଇଁ ନିଆରା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାକୁ ନେଇ ସେ ଏବେ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ପାଲଟିଛନ୍ତି। ମହମ୍ମଦ ଅହମ୍ମଦ ଇବ୍ରାହିମ୍‌ ନାମକ ଏହି ଯୁବକ ୮୧ ବର୍ଷ…

ବିରୋଧ ନୁହେଁ ବିଦ୍ରୋହ: ବାଇଡେନ୍‌

ଓ୍ବାଶିଂଟନ,୭।୧: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସମର୍ଥକଙ୍କ ପକ୍ଷରୁ ଆମେରିକା ସଂସଦ ପରିସରରେ ହୋଇଥିବା ହିଂସାକାଣ୍ଡକୁ ନେଇ ଜୋ ବାଇଡେନ୍‌ ମୁହଁ ଖୋଲିଛନ୍ତି। ଏହା ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଗଣତନ୍ତ୍ର ପାଇଁ ଏହା ଉପଯୋଗୀ ନୁହେଁ। ଗଣତାନ୍ତ୍ରିକ ପ୍ରକ୍ରିୟାରେ ବିରୋଧ କରିବା କିଛି…

ଗଣତନ୍ତ୍ରର ହତ୍ୟା: ଶୀଘ୍ର ଟ୍ରମ୍ପ୍‌ଙ୍କୁ ହଟାଯାଉ

ଓ୍ବାଶିଂଟନ,୭।୧: ଆମେରିକାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସମର୍ଥକଙ୍କ ପକ୍ଷରୁ ସଂସଦ ପରିସରରେ ହୋଇଥିବା ହିଂସାକାଣ୍ଡକୁ ନେଇ ଭାରତୀୟ ବଂଶୋଦ୍ଭବ ସାଂସଦମାନେ କଡ଼ା ନିନ୍ଦା କରିଛନ୍ତି। ଶୀଘ୍ର ଟ୍ରମ୍ପ୍‌ଙ୍କୁ ପଦରୁ ହଟାଯାଉ ବୋଲି ସାଂସଦ ଆର.ଓ. ଖାନ୍ନା କହିଛନ୍ତି। ସଂସଦ ପରିସରରେ ଅସ୍ତ୍ରଶସ୍ତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri