Home

୨୦ ବର୍ଷ ଜେଲରେ ରହିବା ପରେ ନିର୍ଦ୍ଦୋଷ ସାବ୍ୟସ୍ତ ହେଲେ ବଳାତ୍କାର ଅଭିଯୁକ୍ତ

ଲଳିତପୁର,୨୩।୨: ବିନା ଦୋଷରେ ଜଣେ ଲୋକଙ୍କୁ ୨୦ ବର୍ଷ ଜେଲରେ ବିତାଇବାକୁ ପଡ଼ିଛି। ଏଭଳି ଏକ ଅଭାବନୀୟ ଘଟଣା ଉତ୍ତରପ୍ରଦେଶର ଲଳିତପୁରରେ ଘଟିଛି। ୧୬ ବର୍ଷ ବୟସରେ ୨୦୦୦ରେ ବିଷ୍ଣୁ ନାମକ ଅଭିଯୁକ୍ତଙ୍କୁ ଶେଶନ କୋର୍ଟ ଆଜୀବନ କାରାଦଣ୍ଡାଦେଶ ନିର୍ଦ୍ଦେଶ ଦେଇଥିଲେ।…

ତୃତୀୟ ଟେଷ୍ଟରେ ଏହି ୫ ‘ବିରାଟ’ ରେକର୍ଡ ହାସଲ କରିପାରନ୍ତି କୋହଲି

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚାରି ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଫେବୃୟାରୀ ୨୪ଠାରୁ ଅହମ୍ମଦାବାଦର ନବନିର୍ମିତ ମୋତେରା ଷ୍ଟାଡିୟମରେ ଖେଳାଯିବ। ଏହି ଟେଷ୍ଟ ଦୁଇ ଦଳ ମଧ୍ୟରେ ପିଙ୍କ୍‌ ବଲରେ ଖେଳାଯିବ। ଅଧିନାୟକ ବିରାଟ କୋହଲିଙ୍କ ପାଇଁ ମଧ୍ୟ…

ଧାନ ବିକି ପାରିଲେନି, ହୃଦ୍‌ଘାତରେ ଚାଷୀଙ୍କ ଜୀବନ ଗଲା

ପଦ୍ମପୁର,୨୩।୨(ଡି.ଏନ୍‌.ଏ.): ଧାନ ଅମଳ କରିଥିଲେ । ଅମଳ ଧାନକୁ ବିକ୍ରି ପାଇଁ ମଣ୍ଡିକୁ ଆଣିଥିଲେ। ତାହା ବିକ୍ରି ନ ହେବାରୁ ଧାନ ଉଠାଣ ଦାବିରେ ବରଗଡ଼ ଜିଲା ପଦ୍ମପୁରରେ ଚାଲିଥିବା ଚାଷୀ ଆନ୍ଦୋଳନରେ ମଧ୍ୟ ସାମିଲ ହୋଇ ଆସୁଥିଲେ। ତଥାପି ଧାନ…

ନିଖୋଜଙ୍କୁ ମୃତ ଘୋଷଣା କରିବେ ସରକାର

ଡେରାଡୁନ୍‌,୨୩।୨: ଚାମୋଲିରେ ଘଟିଥିବା ହିମସ୍ଖଳନ ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୩୬ ଜଣ ନିଖୋଜଙ୍କ ପତ୍ତା ମିଳିନି। ପରିବାର ସଦସ୍ୟଙ୍କ ଆଖିରୁ ଲୁହ ଶୁଖୁନି। ନିଖୋଜଙ୍କ ବାଟ ଚାହିଁ ବସିଛନ୍ତି ପ୍ରିୟପରିଜନ। ଏପରିସ୍ଥଳେ ରାଜ୍ୟ ସରକାର ନିଖୋଜଙ୍କୁ ମୃତ ଘୋଷଣା କରିବା ଲାଗି…

ଜୀବିତ ରହିବା ପାଇଁ ପ୍ରତି ୮ ଘଣ୍ଟାରେ ଥରେ ସୁସ୍ମିତାଙ୍କୁ କରିବାକୁ ପଡ଼ୁଥିଲା ଏହି କାମ

ବଲିଉଡ୍‌ ନିର୍ଦ୍ଦେଶକ ପଙ୍କଜ ପରଶରଙ୍କ ଫିଲ୍ମ ‘ତୁମ୍‌କୋ ନା ଭୁଲ୍‌ ପାଏଙ୍ଗେ’ ରିଲିଜ୍‌କୁ ଇତିମଧ୍ୟରେ ୨୦ ବର୍ଷ ହୋଇଯାଇଛି। ଫିଲ୍ମ ୨୨ ଫେବୃୟାରୀ, ୨୦୦୨ରେ ରିଲିଜ୍‌ ହୋଇଥିଲା। ଏଥିରେ ସଲମାନ୍‌ ଖାନ୍‌, ସୁସ୍ମିତା ସେନ୍‌, ଦୀୟା ମିର୍ଜା, ଇନ୍ଦର କୁମାର ପ୍ରମୁଖ…

ବିରାଟ କୋହଲିଙ୍କ ଘରେ ନାହାନ୍ତି ଚାକର, ଅତିଥି ଚର୍ଚ୍ଚା ହୁଏ ଏପରି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପଡ଼ିଆରେ ତାଙ୍କର ଆକ୍ରମଣାତ୍ମକ ମନୋଭାବ ଦେଖାଇଥାନ୍ତି। ତେବେ ପୂର୍ବତନ ଭାରତୀୟ କ୍ରିକେଟର ତଥା ଜାତୀୟ ଚୟନକର୍ତ୍ତା ସରନଦୀପ ସିଂ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ଆଚରଣ ବିଷୟରେ କିଛି…

କରୋନା ଅଗ୍ନିପରୀକ୍ଷାରେ ଦେଶ ସଫଳ ହୋଇଛି: ମୋଦି

ନୂଆଦିଲ୍ଲୀ,୨୩।୨: କରୋନା ମହାମାରୀ ବିରୋଧରେ ଲଢ଼େଇରେ ଦେଶକୁ ସଫଳତା ମିଳିଛି। ଏହା ଏକ ଅଗ୍ନି ପରୀକ୍ଷା ସଦୃଶ ଥିଲା। ତେବେ ଭାରତ ଯୋଜନାବଦ୍ଧ ଭାବେ ବିପଦରୁ ମୁକୁଳି ପାରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କହିଛନ୍ତି। ଆୟୋଜିତ ଏକ ହେଲଥ୍‌…

ଧୋନୀଙ୍କ ଅବସର ପୂର୍ବରୁ ଏହି ସ୍ବପ୍ନ ପୂରଣ କରିବାକୁ ଚାହୁଁଛନ୍ତି ଉଥାପ୍ପା

ବେଙ୍ଗାଳୁରୁ,୨୨।୨: କ୍ରିକେଟର୍‌ ରବିନ ଉଥାପ୍ପା ଆଇପିଏଲ ୨୦୨୧ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳିବେ। ଗତ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଉଥାପ୍ପା ଖେଳିଥିଲେ। ଚେନ୍ନାଇ ଦଳରେ ଯୋଗଦେବା ପରେ ଉଥାପ୍ପା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଭାବପ୍ରବଣ ଭିଡିଓ ପୋଷ୍ଟ…

ଲାଲ୍‌ କିଲ୍ଲା ହିଂସା: ୨ ଅଭିଯୁକ୍ତ ଜମ୍ମୁରୁ ଗିରଫ

ନୂଆଦିଲ୍ଲୀ,୨୩।୨: ଜାନୁୟାରୀ ୨୬ରେ ଲାଲକିଲ୍ଲା ହିଂସାର ୨ ଅଭିଯୁକ୍ତଙ୍କୁ ଦିଲ୍ଲୀ ପୋଲିସ ଜମ୍ମୁରୁ ଗିରଫ କରିଛି। ସେମାନେ ହେଉଛନ୍ତି ମନିନ୍ଦର ସିଂ ଏବଂ ମନଦୀପ୍‌ ସିଂ। ମନିନ୍ଦର ଜମ୍ମୁ-କଶ୍ମୀର ୟୁନାଇଟେଡ୍‌ କିଷାନ ଫ୍ରଣ୍ଟ୍‌ର ଅଧ୍ୟକ୍ଷ। ସେ ଜମ୍ମୁ ସହରର ଛାଥା ଅଞ୍ଚଳର…

ରାସାୟନିକ କାରଖାନାରେ ପ୍ରଚଣ୍ଡ ବିସ୍ଫୋରଣ

ଭରୁଚ,୨୩।୨: ଗୁଜରାଟର ଭରୁଚ ଜିଲାର ଝଗଡ଼ିଆଠାରେ ଥିବା ଜିଆଇଡିସିର ରାସାୟନିକ କାରଖାନାରେ ମଙ୍ଗଳବାର ଭୋର୍‌ ୨ଟାରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଛି। କାରଖାନାର ୟୁପିଏଲ୍‌-୫ ପ୍ଲାଣ୍ଟ୍‌ରେ ଏଭଳି ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ବିସ୍ଫୋରଣ ପରେ କାରଖାନାରେ ନିଆଁ ଲାଗି ଯାଇଥିଲା। ଏଥିରେ…

ରୁତୋଗରେ ଶିବିର ନିର୍ମାଣ କରୁଛି ଚାଇନା

ଲଦାଖ,୨୩।୨: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖରେ ଜାରି ରହିଥିବା ସୀମା ବିବାଦ ନେଇ ଆଲୋଚନା ପରେ ଦୁଇପକ୍ଷ ପଛକୁ ହଟିବାକୁ ନିଷ୍ପତ୍ତି ହୋଇଥିଲା। ଭାରତ ଏହାକୁ ପାଳନ କରିଥିବାବେଳେ ଚାଇନା ବିବାଦୀୟ ଅଞ୍ଚଳରୁ ହଟି ଏବେ ରୁତୋଗଠାରେ ସୈନ୍ୟ ଶିବିର…

ଇଟାଲୀ ରାଷ୍ଟ୍ରଦୂତଙ୍କୁ ହତ୍ୟା

ରୋମ୍‌, ୨୩ା୨: ଡେମୋକ୍ରାଟିକ୍‌ ରପବ୍ଲିକ ଅଫ୍‌ କଙ୍ଗୋରେ ଇଟାଲୀ ରାଷ୍ଟ୍ରଦୂତ ଲୁକା ଆଟେନେସିଓଙ୍କୁ ସୋମବାର ହତ୍ୟା କରାଯାଇଛି। ଏ ନେଇ ଇଟାଲୀ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆଟେନେସିଓ ଜାତିସଂଘର ଏକ କନ୍‌ଭେରେ ଯାଉଥିବାବେଳେ ତାଙ୍କ ଗାଡ଼ି ଉପରେ ଆକ୍ରମଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri