Home

ଖଣ୍ଡପଡ଼ା ବନାଞ୍ଚଳରେ ୪ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ

ଖଣ୍ଡପଡ଼ା,୬ା୧(ସ୍ବ.ପ୍ର.): ଚଳିତବର୍ଷ ଖଣ୍ଡପଡ଼ା ବନାଞ୍ଚଳ ପକ୍ଷରୁ ପକ୍ଷୀଗଣନା ଶେଷ ହୋଇଛି। ନୟାଗଡ଼ ବନଖଣ୍ଡ ସହକାରୀ ସଂରକ୍ଷକ ଆର.ବି. ମହାନ୍ତିଙ୍କ ନେତୃତ୍ୱରେ ୪ଟି ସ୍ଥାନରେ ପକ୍ଷୀଗଣନା କରାଯାଇଥିଲା। ଏହି ଗଣନାରେ ବନାଞ୍ଚଳରେ ମୋଟ ୪ହଜାର ୪୯୫ ବିଭିନ୍ନ ପ୍ରଜାତିର ପକ୍ଷୀ ଆସିଥିବା ଜଣାପଡିଛି।…

ସାଇକେଲରେ ଡ୍ରାଏ ରନ୍‌ ଟିକା

ବାରାଣସୀ, ୬ା୧: କୋଭିଡ୍‌-୧୯ ଟିକାକରଣକୁ ସଫଳତାର ସହ ସମ୍ପୂର୍ଣ୍ଣ କରାଯିବାକୁ ସାରା ଦେଶରେ ଡ୍ରାଏରନ୍‌ କରାଯାଉଛି। ତେବେ ଉତ୍ତରପ୍ରଦେଶରେ ଏଥିରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ବାଚନମଣ୍ଡଳୀ ବାରାଣସୀରେ ଟିକାକୁ ସାଇକେଲରେ ବୁହାଯାଉଥିବା ଘଟଣା ସାମ୍‌ନାକୁ ଆସିବା ପରେ…

ଦେଢ଼ କୋଟିରେ ପ୍ରେମିକଙ୍କୁ କିଣିଲେ

ନୂଆଦିଲ୍ଲୀ, ୬ା୧: ଜଣେ ବିବାହିତ ଯୁବକଙ୍କୁ ଦେଢ଼ କୋଟି ଟଙ୍କା ବଦଳରେ ତାଙ୍କ ସ୍ତ୍ରୀଙ୍କଠାରୁ କିଣି ନେଇଛନ୍ତି ପ୍ରେମିକା। ମଧ୍ୟପ୍ରଦେଶର ଭୋପାଳରେ ଏଭଳି ଘଟଣା ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ଯୁବକଙ୍କ ଝିଅ ଫ୍ୟାମିଲି କୋର୍ଟର ଦ୍ୱାରସ୍ଥ ହେବା ପରେ…

ସବୁଜ ବନାନୀ କାଟି ମୋରମ ଚାଲାଣ

ଚଣ୍ଡିଖୋଲ,୬ା୧(ଡି.ଏନ୍‌.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ଅସିଆ ପର୍ବତମାଳାର ଅଂଶବିଶେଷ ଧାଉଡିଆପଦା ପାହାଡ଼। ଏହି ପାହାଡ଼ର କୌଣସି ଅଂଶ ଲିଜ୍‌ ଦିଆଯାଇ ନ ଥିବା ବେଳେ ପ୍ରତିଦିନ ଶତାଧିକ ଟ୍ରିପ୍‌ ମୋରମ ବେଆଇନ ଭାବେ ଚାଲାଣ ହେଉଛି। ବିଳମ୍ବିତ ରାତିରେ…

ବିହାର ପ୍ରଭାରୀ ହେଲେ ଭକ୍ତ ଦାସ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ସୋନିଆ ଗାନ୍ଧୀ ମଙ୍ଗଳବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଓଡିଶାର ବରିଷ୍ଠ ନେତା ଭକ୍ତଚରଣ ଦାସଙ୍କୁ ବିହାର ଏଆଇସିସି ଇନଚାର୍ଜ ଦାୟିତ୍ୱ ପ୍ରଦାନ କରିଛନ୍ତି। ପୂର୍ବରୁ ଭକ୍ତ ଦାସଙ୍କୁ ମିଜୋରାମ ଏବଂ ମଣିପୁର ପ୍ରଭାରୀ…

ପୂର୍ବତନ ବ୍ୟାଙ୍କ ଅଧିକାରୀଙ୍କୁ ଫାଶୀଦଣ୍ଡ

ବେଜିଂ, ୬ା୧: ଚାଇନାର ଜଣେ ପୂର୍ବତନ ବ୍ୟାଙ୍କ ଅଧିକାରୀ ଲାଇ ଜିଆଓମିନ୍‌ଙ୍କୁ ତିଆନଜିନ୍‌ସ୍ଥିତ ଏକ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଲାଇଙ୍କ ନାମରେ ୨୬୦ ଡଲାର ମିଲିୟନ ଲାଞ୍ଚ କାରବାର ଓ ଦୁର୍ନୀତି ଅଭିଯୋଗ ରହିଥିଲା। କମ୍ୟୁନିଷ୍ଟ ପାର୍ଟିର ପୂର୍ବତନ ସଦସ୍ୟ…

ଟିକା ପାଇଁ ବ୍ୟକ୍ତିଙ୍କ ତଥ୍ୟ ଯାଞ୍ଚ ହେବ

ଭୁବନେଶ୍ୱର, ୬।୧(ବ୍ୟୁରୋ): ରାଜ୍ୟରେ କରୋନା ଟିକାକରଣ ପାଇଁ ସରକାର ପ୍ରସ୍ତୁତ ରହିଛନ୍ତି। ଟିକା ଦେବାକୁ ୨୯ ହଜାର କେନ୍ଦ୍ର ରହିଛି। କିନ୍ତୁ ପ୍ରଥମ ପର୍ଯ୍ୟାୟରେ ଏତେ କେନ୍ଦ୍ର ଦରକାର ହେବ ନାହିଁ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ନିର୍ଦ୍ଦେଶକ…

ଧାଡ଼ିରେ ଛିଡ଼ା ହେଲେ ମମତା

କୋଲକାତା, ୬ା୧: ‘ସ୍ବାସ୍ଥ୍ୟ ସାଥୀ’ ସ୍ମାର୍ଟ କାର୍ଡ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର କୋଲକାତା ମ୍ୟୁନିସିପାଲିଟି କାର୍ଡ ବଣ୍ଟନ କେନ୍ଦ୍ରରେ ଧାଡ଼ିରେ ଛିଡ଼ା ହୋଇଥିବା ଦେଖିବାକୁ ମିଳିଥିଲା। ନଗର ଉନ୍ନୟନ ମନ୍ତ୍ରୀ ଫିର୍‌ହାଦ ହାକିମ ଏବଂ ଅନ୍ୟ ସରକାରୀ…

ଆଖିବୁଜିଲା ବାଘୁଣୀ ଆନିନୀ

ବାରଙ୍ଗ,୬।୧(ଡି.ଏନ୍‌.ଏ.): ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ନନ୍ଦନକାନନର ବାଘୁଣୀ ଆନିନୀ ମଙ୍ଗଳବାର ଆଖିବୁଜିଛି। ପ୍ରାଣୀଉଦ୍ୟାନର ବାଘ ସଫାରିରେ ରହି ଆନିନୀ ପର୍ଯ୍ୟଟକଙ୍କ ଆର୍କଷଣର କେନ୍ଦ୍ରବିନ୍ଦୁ ସାଜିଥିଲା। ହେଲେ ନନ୍ଦନକାନନ ଡାକ୍ତରୀ ଟିମ୍‌ ଶତ ପ୍ରଚେଷ୍ଟା ସତ୍ତ୍ୱେ ବାଘୁଣୀ ଆନିନୀକୁ…

ବାଚସ୍ପତି ବିର୍ଲାଙ୍କ ଝିଅଙ୍କୁ ୟୁପିଏସ୍‌ସିରେ ସଫଳତା

ନୂଆଦିଲ୍ଲୀ, ୬ା୧: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ଝିଅ ଅଞ୍ଜଳି ବିର୍ଲା ୟୁନିୟନ ପବ୍ଲିକ ସର୍ଭିସ କମିଶନ (ୟୁପିଏସ୍‌ସି) ଦ୍ୱାରା ଆୟୋଜିତ ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ପ୍ରଥମ ଉଦ୍ୟମରେ ହିଁ ତାଙ୍କୁ ଏହି ସଫଳତା ମିଳିଛି। ଅଞ୍ଜଳୀଙ୍କ…

ଭାରତ ଗସ୍ତ ବାତିଲ କଲେ ବୋରିସ୍‌

ନୂଆଦିଲ୍ଲୀ, ୬।୧: ଆଗାମୀ ସାଧାରଣତନ୍ତ୍ର ଦିବସରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ଅତିଥି ହେବେନାହିଁ। ଚଳିତ ମାସ ଶେଷ ସପ୍ତାହରେ ଭାରତ ଗସ୍ତ କାର୍ଯ୍ୟକ୍ରମକୁ ସେ ବାତିଲ କରିଛନ୍ତି। କରୋନା ମହାମାରୀ ବେଳେ ନିଜ ଦେଶରେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ…

ପଲିଥିନ୍‌ କାରଖାନାରେ ଚଢ଼ାଉ

ଭୁବନେଶ୍ୱର, ୬।୧(ବ୍ୟୁରୋ): ଭଗବାନପୁର ଅଞ୍ଚଳର ଏକ ପଲିଥିନ୍‌ କାରଖାନାରେ ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଚଢ଼ାଉ କରିଛି। ଏହି କାରଖାନାରୁ ୨୫ କେଜି ବିଶିଷ୍ଟ ୬୯ଟି ପଲିଥିନ୍‌ କ୍ୟାରିବ୍ୟାଗ୍‌ ବସ୍ତା ଜବତ କରାଯିବା ସହ ମାଲିକଙ୍କୁ ୧୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri