Home

ହାଇ ହିଲ୍‌ ପିନ୍ଧି ଏମିତି ଦୌଡ଼ିଲେ ଯୁବତୀ, ଦେଖିଲେ କହିବେ…

ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଯିଏ ବି ହେଉ ନା କାହିଁକି ଆଶ୍ଚର୍ଯ୍ୟ ହୋଇଯିବ। କାରଣ ଏହି ଭିଡିଓରେ ଯୁବତୀ ଜଣକ ହାଇହିଲ୍‌ ପିନ୍ଧି ଖୁବ୍‌ ଜୋର୍‌ରେ ଦୌଡୁଛନ୍ତି। ତାହା ପୁଣି ଆବଡ଼ାଖାବଡ଼ା ରାସ୍ତାରେ।…

ଏମିତି ଗାଁ, ଯେଉଁଠି ସମସ୍ତ ଘର ନୀଳ ରଙ୍ଗର

ଦୁନିଆରେ ଏମିତି କିଛି ଗାଁ ଅଛି, ଯାହା ସ୍ବତନ୍ତ୍ର କାରଣ ପାଇଁ ବେଶ୍‌ ପରିଚିତ। କିଛି ଗାଁ ସଫାସୁତରାକୁ ନେଇ ଜଣାଶୁଣା ତ ଆଉ କେଉଁ ଗାଁ ସୁନ୍ଦର କାହାଣୀକୁ ନେଇ ପରିଚିତ। ସେମିତି ଏକ ଗାଁ ରହିଛି ସ୍ପେନ୍‌ରେ। ଏଠାରେ…

ଏହି ସମସ୍ୟାରେ ଚୁପ୍‌ଚାପ ବସି ହୁଏନି…

ବେଳେବେଳେ କେତେକ କୌଣସି ସ୍ଥାନରେ ସ୍ଥିର ରହିପାରନ୍ତି ନାହିଁ। ଏଭଳି ସମସ୍ୟାରେ ଚୁପ୍‌ଚାପ୍‌ ବସିବା ଏକ ପ୍ରକାର ଅସମ୍ଭବ ହୋଇଥାଏ। ଏହାକୁ ଡାକ୍ତରୀଭାଷାରେ ଆକାଥିସିଆ ବା ଚଳନ ସମସ୍ୟା କୁହାଯାଇଥାଏ। ଏହା ଶରୀର କେତେକ ଆଭ୍ୟନ୍ତରୀଣ ଅସ୍ଥିରତା ଯୋଗୁ ସୃଷ୍ଟି ହୋଇଥାଏ।…

ପୁଣି କଡ଼ାକଡ଼ି ହେବ କରୋନା କଟକଣା

ଭୁବନେଶ୍ୱର, ୨୧।୨: ବିଭିନ୍ନ ରାଜ୍ୟରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ମଧ୍ୟ କଡ଼ାକଡ଼ି ଭାବେ ପାଳନ କୋଭିଡ ନିୟମାବଳୀ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ସ୍ବତନ୍ତ୍ର ରିଲିଫ କମିଶନ(ଏସଆରସି)ର ସମସ୍ତ ଜିଲାର ଜିଲାପାଳ,…

ଘାଟିରେ ଓଲଟିଲା ପେପର ବୋଝେଇ ଟ୍ରକ୍‌

ଦିଗପହଣ୍ଡି,୨୧।୨(ଡି.ଏନ୍‌.ଏ.): ଗଞ୍ଜାମ – ଗଜପତି ସୀମାନ୍ତ ପାଟପୁର ଥାନା ଅଧୀନ ତପ୍ତପାଣି ଘାଟି ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଏକ ପେପର ବୋଝେଇ ଟ୍ରକ ଓଲଟି ପଡ଼ିଥିବା ବେଳେ ଏଥିରେ ଟ୍ରକ ଚାଳକ ସମେତ ହେଲପର ଗୁରୁତର ହୋଇଥିବା ଜଣାପଡ଼ିଛି। ଖବରନୁଯାୟୀ,…

ଲିଟର ପିଛା ୧ ଟଙ୍କା ଶସ୍ତା ହେବ ପେଟ୍ରୋଲ, ଡିଜେଲ

କୋଲକାତା,୨୧।୨: ସମଗ୍ର ଦେଶରେ ପେଟ୍ରୋଲ ଡିଜେଲ ଦର ହୁ ହୁ ହୋଇ ବଢ଼ିଚାଲିଛି। ଏଭଳି ସ୍ଥିତିରେ ପଶ୍ଚିମବଙ୍ଗ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପେଟ୍ରୋଲ ଡିଜେଲ ଉପରେ ଲଗାଯାଇଥିବା ‘ରାଜ୍ୟ ଟିକସ’ରେ ୧ ଟଙ୍କା କାଟିବା ପାଇଁ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତାକାଲି ପୁଣି ପଶ୍ଚିମବଙ୍ଗ ଯିବେ ମୋଦି

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୋଟିଏ ମାସ ମଧ୍ୟରେ ତୃତୀୟ ଥର ପାଇଁ ଆସନ୍ତାକାଲି ଅର୍ଥାତ୍‌ ସୋମବାର ପଶ୍ଚିମବଙ୍ଗ ଗସ୍ତ କରିବେ। ପଶ୍ଚିମବଙ୍ଗରେ ହେବାକୁ ଥିବା ନିର୍ବାଚନକୁ ନେଇ ଦଳୀୟ ପ୍ରଚାର ଅଭିଯାନ ପାଇଁ ମୋଦି ଏହି ଗସ୍ତ କରିବେ। ହୁଗୁଳି…

ମହାରାଷ୍ଟ୍ରର ଏହି ଦୁଇ ସହର ସପ୍ତାହ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌

ମୁମ୍ବାଇ,୨୧।୨: ମହାରାଷ୍ଟ୍ରରେ ପୁଣି ଥରେ କରୋନା ସଂକ୍ରମଣ ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ଅମରାବତୀ ସହର ଏବଂ ଅଚଲପୁରରେ ସପ୍ତାହକ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରାଯାଇଛି। ଏହି ଅଞ୍ଚଳରେ ସବୁଠୁ ଅଧିକ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହାକୁ ନଜରରେ ରଖି…

କର୍ଲାପାଟ ହାତୀ ମୃତ୍ୟୁ ଘଟଣା: ତଦନ୍ତ କରି ଦିଲ୍ଲୀ ଫେରିଗଲେ କେନ୍ଦ୍ରୀୟ ଟିମ୍‌

ଭବାନୀପାଟଣା,୨୧।୨(ଡି.ଏନ୍‌.ଏ.): କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁ ପରେ ଅନୁଧ୍ୟାନ ପାଇଁ କେନ୍ଦ୍ରୀୟ ୩ ଜଣିଆ ଟିମ୍‌ କଳାହାଣ୍ଡି ଆସି ଦିନ ତମାମ ହାତୀ ମୃତ୍ୟୁ ସ୍ଥାନ ତେନ୍ତୁଳି ପଦର ଓ ଘୁଷୁରିଗୁଡି ଗାଁକୁ ଯିବା ସହ ବିଭିନ୍ନ ଗାଁକୁ ଯାଇ ତଦନ୍ତ…

ଆଜି ରାଜଧାନୀରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ୪ ସୁସ୍ଥ

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରବିବାର ରାଜଧାନୀରୁ ମାତ୍ର ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ଏହି ଆକ୍ରାନ୍ତ ଜଣଙ୍କ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ସେ ପଟିଆ ଅଞ୍ଚଳର…

ପ୍ରେମିକାଙ୍କ ସହ କୁକୁରକୁ ହତ୍ୟା କଲେ ଡାକ୍ତର, କ୍ଲିନିକ୍‌ ପରିସରରେ ଗାତ କରି ପୋତିଦେଲେ

ଭୋପାଳ,୨୧।୨: ମଧ୍ୟପ୍ରଦେଶରେ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ଜଣେ ଡାକ୍ତର ଅବୈଧ ସମ୍ପର୍କକୁ ଲୁଚାଇବା ପାଇଁ ପ୍ରେମିକାଙ୍କୁ ହତ୍ୟା କରି ପୋତି ପକାଇଥିଲେ। ତେବେ ପୋଲିସ ଖୋଳତାଡ଼ କରି ଅଭିଯୁକ୍ତ ଡାକ୍ତରଙ୍କୁ ଗିରଫ କରିଛି। ପୋଲିସ ସୂଚନାନୁଯାୟୀ, ଡାକ୍ତରଙ୍କ ନିକଟରେ…

ରହସ୍ୟମୟ ବତିଘର: ଉଡ଼ିବୁଲେ ଶରୀର ବିହୀନ ମୁଣ୍ଡ, ଦେଖିବାକୁ ମିଳେ ରହସ୍ୟମୟ ଛାଇ

ଲାଇଟ୍‌ହାଉସ୍‌ ବା ବତିଘର, ରାତିରେ ଜଳଜାହାଜ ଓ ନୌକା ଚାଳକଙ୍କ ପାଇଁ ସାଜିଥାଏ ପଥପ୍ରଦର୍ଶକ। ତେବେ ନିଛାଟିଆ, ନିର୍ଜନ ସ୍ଥାନରେ ଠିଆ ହୋଇ ରହିଥିବା ଅନେକ ବତିଘର ସହ ଜଡିତ ରହିଛି କିଛି ଭୟଙ୍କର ଏବଂ ରହସ୍ୟମୟ କାହାଣୀ । ଯାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri