Home

୫୦ ଭରି ଓଜନର ସୁନା ପିନ୍ଧି କୁଲ୍‌ଫି ବିକୁଛନ୍ତି ଏହି ଗୋଲ୍ଡେନ ମ୍ୟାନ୍‌

ଜଣେ ସାଧାରଣ କୁଲ୍‌ଫି ବିକାଳି ଯେ ଏତେ ସୁନା ପିନ୍ଧି ପାରିବେ ଦେଖିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ। ମାତ୍ର ଏହା ସତ। କୁଲ୍‌ଫି ବିକାଳି ଜଣକ ପ୍ରଥମେ ଆଙ୍ଗୁଠିରେ ଏକ ସୁନା ମୁଦି ପିନ୍ଧୁଥିଲେ। ପରେ ସେ ସୁନାର ଏକ…

ପୂର୍ବ ଚୟନକର୍ତ୍ତାଙ୍କ ଖୁଲାସା: ଏପରି ନ ହୋଇଥିଲେ ଟି୨୦ ବିଶ୍ୱକପ୍‌ ଖେଳିଥାନ୍ତେ ଧୋନୀ

ନୂଆଦିଲ୍ଲୀ,୨୧।୨: ୨୦୧୯ ଅଗଷ୍ଟରେ ଭାରତୀୟ ଟିମ୍‌ର ପୂର୍ବ ଅଧିନାୟକ ତଥା ଅଭିଜ୍ଞ ଉଇକେଟକିପର ମହେନ୍ଦ୍ର ସିଂହ ଧୋନୀ ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ନେଇଥିଲେ। ନ୍ୟୁଜିଲାଣ୍ଡ ବିପକ୍ଷରେ ସେ ନିଜର ଶେଷ ମ୍ୟାଚ୍‌ ଖେଳିଥିଲେ। ଏହାପରେ ଧୋନୀ ଅନେକ ଦିନ ଧରି ପଡ଼ିଆରୁ…

ପକ୍ଷୀ ପରି ବୋବାଉଛି ଏହି ବାଘ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ରୁଷିଆର ଚିଡ଼ିଆଖାନାରେ ଏକ ବାଘ ନିଜର ସୁନ୍ଦରତା ପାଇଁ ହିରୋ ହୋଇଯାଇଛି। ବିଟାସ ନାମକ ଏହି ବାଘ ବର୍ତ୍ତମାନ ୮ ମାସର। ଏହି ବାଘ ଅମୁର ପ୍ରଜାତିର। ଯାହା ବିଶ୍ୱର ସବୁଠୁ ବଡ଼ ଆଉ ପ୍ରଖର। ସବୁଠୁ ଚର୍ଚ୍ଚାର ବିଷୟ ହେଲା…

ଛୋଟ ଭାଇକୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ତୈମୁର

ମୁମ୍ବାଇ: ଅଭିନେତ୍ରୀ କରୀନା କପୁର ଦ୍ୱିତୀୟ ସନ୍ତାନକୁ ରବିବାର ଜନ୍ମ ଦେଇଛନ୍ତି। ଏହି ଖବର ଜାଣିବା ପରେ ପ୍ରଶଂସକଙ୍କ ମହଲରେ ଆନନ୍ଦର ଲହରୀ ଖେଳିଯାଇଛି। ସୋସିଆଲ ମିଡିଆରେ ଚାରିଆଡୁ ତାଙ୍କୁ ଶୁଭେଚ୍ଛା ଏବଂ ଶୁଭକାମନାର ସୁଅ ଛୁଟୁଛି। ଏହି ସମୟରେ ସୈଫ…

ପକ୍ଷୀଙ୍କ ପରେ ଏବେ ମଣିଷ ବି ବାର୍ଡ ଫ୍ଲୁର ଶିକାର, ଏହି ଦେଶରେ ଦେଖିବାକୁ ମିଳିଲା ପ୍ରଥମଥର

ଓ୍ବାଶିଂଟନ,୨୧।୨: ବର୍ତ୍ତମାନ ସୁଦ୍ଧା ଆପଣ ଶୁଣି ଆସିଥିବେ ବାର୍ଡ ଫ୍ଲୁ କେବଳ ପଶୁପକ୍ଷୀଙ୍କୁ ହୋଇଥାଏ। ମାତ୍ର ପ୍ରଥମ ଥର ପାଇଁ ବାର୍ଡ ଫ୍ଲୁ ଭାଇରସ ମଣିଷଠାରେ ଦେଖିବାକୁ ମିଳିଛି। ଯାହା ସତ। ରୁଷିଆର ଜଣେ ବ୍ୟକ୍ତିଙ୍କଠାରେ ଏହି ଭାଇରସ ଦେଖିବାକୁ ମିଳିଛି।…

ଶିକ୍ଷାର୍ଥୀଙ୍କ ପାଇଁ ଖୁସି ଖବର: ଏକାସାଙ୍ଗରେ ୨ଟି ପାଠ୍ୟକ୍ରମରେ ଲେଖାଇ ପାରିବେ ନାମ

ନୂଆଦିଲ୍ଲୀ,୨୧।୨: ଉଚ୍ଚ ଶିକ୍ଷା କ୍ଷେତ୍ରରେ ଶିକ୍ଷାର୍ଥୀମାନଙ୍କ ପାଇଁ ଖୁସି ଖବର ଆସିଛି। ଏଣିକି ଶିକ୍ଷାର୍ଥୀମାନେ ଦେଶରେ କୌଣସି ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରୁଥିବାବେଳେ ବିଦେଶର ଯେ କୌଣସି ବିଶ୍ୱବିଦ୍ୟାଳୟରେ ନିଜ ପସନ୍ଦର ପାଠ୍ୟକ୍ରମରେ ନାମ ଲେଖାଇ ଏକାସାଙ୍ଗରେ ପାଠପଢ଼ି ଡିଗ୍ରୀ ହାସଲ କରିପାରିବେ।…

ବିବାହ ଭୋଜିରେ ଛେପ ଲଗାଇ ରୁଟି ବେଲୁଥିଲେ ଏହି ଯୁବକ, ଜଣାପଡ଼ିବା ପରେ…

ସୋସିଆଲ ମିଡିଆରେ ଏକ ଭିଡିଓ ଏବେ ଖୁବ୍‌ ଭାଇରାଲ ହେଉଛି। ଯେଉଁଥିରେ ଜଣେ ଯୁବକ ଏକ ବିବାହ ସମାରୋହରେ ଛେପ ଲଗାଇ ରୁଟି ବେଲୁଛନ୍ତି। ଭିଡିଓଟି କୌଣସି ମରାଠୀ ବିବାହ ସମାରୋହର ବୋଲି ଜାଣିବାକୁ ମିଳିଛି। ଭିଡିଓ ସାମ୍ନାକୁ ଆସିବା ପରେ…

ମାଟ୍ରିକ ପରୀକ୍ଷା ଦେବାକୁ ଆସିଥିଲେ ଛାତ୍ରୀ, ହଠାତ୍‌ ପ୍ରେମିକଙ୍କୁ ଦେଖି କରିନେଲେ ବିବାହ

ପାଟଣା,୨୧।୨: ବିହାରର କଟିହାରରେ ଅଜବ ପ୍ରେମର ଏକ ଗଜବ କାହାଣୀ ଦେଖିବାକୁ ମିଳିଛି। ଜଣେ ଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାକୁ ସେଣ୍ଟରକୁ ଆସିଥିଲେ। ଉକ୍ତ ସେଣ୍ଟରକୁ ପରୀକ୍ଷା ଦେବାକୁ ଆସିଥିବା ଜଣେ ଛାତ୍ର ତଥା ତାଙ୍କ ପ୍ରେମିକଙ୍କୁ ସେଠାରେ ଦେଖି ହଠାତ୍‌…

ଅଭିଷେକଙ୍କ ଘରେ ସିବିଆଇ

କୋଲକାତା,୨୧।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ତଥା ତୃଣମୂଳ କଂଗ୍ରେସ ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ଘରେ ସିବିଆଇ ଟିମ୍‌ ପହଞ୍ଚିଛନ୍ତି। କୋଇଲା ଚୋରାଚାଲାଣ ଘଟଣାର ପଚରାଉଚରା ପାଇଁ ସିବିଆଇ ଟିମ୍‌ ଜାରି ହୋଇଥିବା ସମନ ନେଇ ଅଭିଷେକଙ୍କ ଘରେ ପହଞ୍ଚିଛନ୍ତି।…

ମୋଦି ସରକାରଙ୍କ କାର୍ଯ୍ୟକ୍ରମରେ ଆଜାଦ୍‌ଙ୍କ ପୋଷ୍ଟର

ନୂଆଦିଲ୍ଲୀ,୨୧।୨: ଧୀରେ ଧୀରେ କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦଙ୍କ ପ୍ରତି ଭାଜପାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ମନୋଭାବରେ ପରିବର୍ତ୍ତନ ଯୋଗୁ ରାଜନୈତିକ ମହଲରେ ଚର୍ଚ୍ଚା ଜାରି ରହିଛି। ଏହାକୁ ନେଇ କଂଗ୍ରେସ ହାଇକମାଣ୍ଡ୍‌ ମଧ୍ୟ ଚିନ୍ତାରେ ପଡ଼ିଛନ୍ତି।…

ସକାଳେ ଚୌକା-ଛକା ମାରି ବୋଲର୍‌ଙ୍କୁ କରିଥିଲେ ଘାଇଲା, ସନ୍ଧ୍ୟାରେ ମିଳିଲା ଭାରତୀୟ ଟିମରୁ ଖେଳିବାର ସୁଯୋଗ

ନୂଆଦିଲ୍ଲୀ,୨୧।୨: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ୍‌ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ୧୯ ଜଣିଆ ଦଳର ଘୋଷଣା କରିଛି। ଏଥିରେ ଆଇପିଏଲ୍‌ ୨୦୨୦ରେ ଦମ୍‌ଦାର ପ୍ରଦର୍ଶନ କରିଥିବା କିଛି ଯୁବ ଖେଳାଳିଙ୍କୁ ଦେଖିବାକୁ ମିଳିଛି। ସେଥିରୁ ଜଣେ ହେଲେ ଉଇକେଟ…

ଦଳରେ ସାମିଲ ହେବା ପରେ କୋହଲିଙ୍କୁ ନେଇ ଏଭଳି କହିଲେ ଟେଓ୍ବାଟିଆ, ଡ୍ରେସିଂ ରୁମ୍‌ରେ…

ନୂଆଦିଲ୍ଲୀ,୨୧।୨: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ୍‌ ପାଇଁ ଭାରତର ୧୯ ସଦସ୍ୟ ବିଶିଷ୍ଟ ଟିମ୍‌ର ଘୋଷଣା କରାଯାଇଛି। ଏଥିରେ ଅନେକ ନୂଆ ମୁହଁ ଦେଖିବାକୁ ମିଳିଛି। ସେଥିରୁ ଜଣେ ହେଲେ ହରିୟାଣାର ଅଲ୍‌ରାଉଣ୍ଡର ରାହୁଲ ଟେଓ୍ବାଟିଆ। ରାଜସ୍ଥାନ ରୟାଲ୍ସ ପକ୍ଷରୁ ଆଇପିଏଲ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri