Home

ପିଏମ୍‌ଏଓ୍ବାଇ-ବିପିଜିଓ୍ବାଇ ଲୋଗୋ କଳି

ଭୁବନେଶ୍ୱର,୧ା୪(ବ୍ୟୁରୋ):ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ(ପିଏମ୍‌ଏୱାଇ-ଜି)ରେ ବିଜୁ ପକ୍କାଘର ଯୋଜନା (ବିପିଜିୱାଇ) ଲୋଗୋ ଲଗାଯାଉଛି। ଏହା କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା। ଏଥିରେ ବିପିଜିଓ୍ବାଇ ଲୋଗୋ ନ ଲଗାଇବାକୁ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି। ଏନେଇ ମାର୍ଚ୍ଚ ୧୨ରେ ଗ୍ରାମ୍ୟ ଉନ୍ନୟନ…

ବନ୍ଦ ହେଲା ଟିଟିପିଏସ୍‌: ପୂର୍ବାହ୍ନ ୮ଟା ୪୩ରେ ଲିଭିଲା ଲାଇଟ୍‌

ତାଳଚେର,୧ା୪(ନି.ପ୍ର.) ଅନୁଗୋଳ ଜିଲା ତାଳଚେରଠାରେ ଥିବା ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାୱାର ଷ୍ଟେଶନ (ଟିଟିପିଏସ୍‌) ପୂର୍ବ ଘୋଷଣା ଅନୁଯାୟୀ ବୁଧବାରଠାରୁ ବିଧିବଦ୍ଧ ଭାବେ ବନ୍ଦ ହୋଇଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶ କାର୍ଯ୍ୟକାରୀ କରି ନ ଥିବାରୁ ୫୪…

ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧି: ଗୃହ ହୁଲସ୍ଥୂଲ

ଭୁବନେଶ୍ୱର,୧ା୪(ବ୍ୟୁରୋ):କରୋନା ମହାମାରୀରେ ଲୋକମାନେ ଜୀବନଜୀବିକା ହରାଇ ଆର୍ଥିକ ଦୁର୍ଗତି ଦେଇ ଗତି କରୁଛନ୍ତି। ଏପରିସ୍ଥଳେ ବିଦ୍ୟୁତ୍‌ ଶୁଳ୍କ ବଢ଼ାଇ ସରକାର ବୋଝ ଉପରେ ନଳିତାବିଡ଼ା ଲଦିଛନ୍ତି। ଗତ ୭ ମାସରେ ଦୁଇ ଥର ବିଦ୍ୟୁତ୍‌ ଶୁଳ୍କ ବଢ଼ାଯାଇଛି। ସରକାର ତୁରନ୍ତ ବିଦ୍ୟୁତ୍‌…

ପୁଣି ହେବ କଣ୍ଟେନ୍‌ମେଣ୍ଟ

ଭୁବନେଶ୍ୱର, ୧।୪(ବ୍ୟୁରୋ):କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଏପ୍ରିଲ୍‌ ମାସ ପାଇଁ ଗାଇଡଲାଇନ୍‌ ଜାରି କରିଛନ୍ତି। ଏହି ଗାଇଡଲାଇନ୍‌ ଏପ୍ରିଲ୍‌ ୧ରୁ ୩୦ତାରିଖ ପର୍ଯ୍ୟନ୍ତ ଲାଗୁ ହେବ। ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ଏହି…

୪୭ ସ୍ଥାନରେ ଜଳୁଛି ଶିମିଳିପାଳ

ବାରିପଦା ଅଫିସ,୧ା୪:ମୟୂରଭଞ୍ଜ ଜିଲାକୁ ଘେରି ରହିଥିବା ଜୈବମଣ୍ଡଳ ଶିମିଳିପାଳ ଅଭୟାରଣ୍ୟରେ ନିଅଁା ଜଳୁଛି। ବୁଧବାର ଶିମିଳିପାଳ ଦକ୍ଷିଣ ଡିଭିଜନର ୪୭ଟି ସ୍ଥାନରେ ନିଆଁ ଲାଗିଥିବା ସାଟେଲାଇଟରୁ ପ୍ରାପ୍ତ ତଥ୍ୟରୁ ଜଣାପଡ଼ିଛି। ଡ଼ହଡ଼ହ ଖରା ସହିତ ନିଅଁାର ପ୍ରକୋପରେ ଜୀବଜନ୍ତୁ ଓ ଜନଜୀବନ…

ବନ୍ଦ କୋଠରୀରେ ଏମିତି କାମ କରୁଛନ୍ତି ନବବିବାହିତ କ୍ରିକେଟର୍‌‌

ଭାରତୀୟ ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରା ପୁଣି ଥରେ ପଡ଼ିଆକୁ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି। ବିବାହ ପରେ ସେ ପ୍ରଥମ ଥର ପାଇଁ ବ୍ୟାୟାମ କରୁଥିବା ଦେଖିବାକୁ ମିଳିଛି। ବୁମରା ଆଇପିଏଲ୍‌ ପାଇଁ ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗ ଦେଇଛନ୍ତି। ମୁମ୍ବାଇ ଆଇପିଏଲର…

ଭାଜପା ବିରୋଧୀଙ୍କୁ ଏକତ୍ରିତ ହେବାକୁ ଚିଠି ଲେଖିଲେ ମମତା

ନୂଆଦିଲ୍ଲୀ, ୩୧।୩ : ନନ୍ଦିଗ୍ରାମରେ ଶୁଭେନ୍ଦୁ ଅଧିକାରୀଙ୍କ ସହ ହେବାକୁ ଯାଉଥିବା ନିର୍ବାଚନୀ ଯୁଦ୍ଧ ଅବସରରେ ଭାଜପାର ବିରୋଧୀ ଦଳର ନେତାଙ୍କୁ ଚିଠି ଲେଖିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀ। ଏହି ଚିଠି କଂଗ୍ରେସର ସୋନିଆ ଗାନ୍ଧୀଙ୍କ ସମେତ ପ୍ରମୁଖ ୧୦…

ଗାଡ଼ିରୁ ଓହ୍ଲାଇ ମୁନ୍‌ଓ୍ବାକ୍‌ କଲେ ଯୁବକ, ଲୋକେ କହିଲେ…

ଦୁନିଆରେ ପ୍ରତ୍ୟେକ ବ୍ୟକ୍ତିଙ୍କ ପାଖରେ କିଛି ନା କିଛି ପ୍ରତିଭା ଲୁଚିକି ରହିଛି। ସେ ଗରିବ ହୁଅନ୍ତୁ କି ଧନୀ। ସମସ୍ତଙ୍କ ନିକଟରେ ଅନନ୍ୟ ପ୍ରତିଭା ରହିଥାଏ। ଏମିତି ଜଣେ ପ୍ରତିଭାବାନ ଯୁବକଙ୍କୁ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଯାହାଙ୍କ ଡ୍ୟାନ୍ସ…

ପିପିଲି ପାଇଁ ଏପ୍ରିଲ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩୧।୩(ବ୍ୟୁରୋ): ପିପିଲି ଉପନିର୍ବାଚନରେ କରୋନା କଟକଣା ନେଇ ରାଜ୍ୟ ସରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସଭାସମିତି ପାଇଁ ଗୁରୁବାର ଗାଇଡଲାଇନ ଜାରି କରିଛନ୍ତି ଏସ୍‌ଆର୍‌ସି। – ଇଣ୍ଡୋରରେ ସର୍ବାଧିକ ୨୦୦ ଲୋକଙ୍କୁ ନେଇ ସଭା କରାଯିବା ପାଇଁ ନିର୍ଦ୍ଦେଶ। – ଇଣ୍ଡୋର…

ଏପ୍ରିଲ ପାଇଁ ଗାଇଡ୍‌ଲାଇନ୍‌ ଜାରି, ଜାଣନ୍ତୁ କ’ଣ ରହିଛି ଏଥିରେ

ଭୁବନେଶ୍ୱର,୩୧।୩(ବ୍ୟୁରୋ): କରୋନାକୁ ଦୃଷ୍ଟିରେ ରଖି ବୁଧବାର ଏପ୍ରିଲ ମାସ ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି ରାଜ୍ୟ ସରକାର। ଏହି ଗାଇଡ୍‌ଲାଇନ୍‌ ଏପ୍ରିଲ ୧ରୁ ୩୦ ତାରିଖ ଯାଏ ଲାଗୁ ହେବ। କ’ଣ ରହିଛି ଗାଇଡ୍‌ଲାଇନ୍‌ରେ ଜାଣନ୍ତୁ: – ସତର୍କତାର ସହ ମାଇକ୍ରୋ…

ଐଶ୍ୱର୍ଯ୍ୟାଙ୍କ ସହ ଏହି ସିନ୍‌ କରିବାକୁ ଡରୁଥିଲେ ଶାହାରୁଖ, ବାରମ୍ବାର ଦେବାକୁ ପଡ଼ିଥିଲା ଶଟ୍‌

ମୁମ୍ବାଇ: ବଲିଉଡ୍‌ ବାଦ୍‌ଶାହା କୁହାଯାଉଥିବା ଶାହାରୁଖ୍‌ ଖାନ୍‌ ଯେ ଛୋଟ ଘଟଣାରେ ଡରନ୍ତି ଏକଥା ଶୁଣିଲେ ଟିକେ ଅଡୁଆ ଲାଗେ। ମାତ୍ର ଏହା ସତ। ଏକଥା ଆମେ କହୁନୁ। ଖୋଦ୍‌ ଶାହାରୁଖ ଏକଥା ଏକ ଶୋ’ରେ ପ୍ରକାଶ କରିଛନ୍ତି। ୨୦୦୨ ମସିହାରେ…

ଉଚ୍ଚ ରକ୍ତଚାପରେ ପୀଡ଼ିତ କି? ମେଥିକୁ ଏଭଳି ସେବନ କରି ନିୟନ୍ତ୍ରଣକୁ ଆଣନ୍ତୁ, ନଚେତ…

ଆଜିର ସମୟରେ ଅନିୟମିତ ଦିନଚର୍ଯ୍ୟା ବିଭିନ୍ନ ପ୍ରକାର ରୋଗର କାରଣ ପାଲଟୁଛି। ସେଥିରୁ ଗୋଟିଏ ହେଲା ଉଚ୍ଚ ରକ୍ତଚାପ। ସାଧାରଣତଃ ମୋଟାପଣ ଏବଂ ଜୀବନଶୈଳୀରେ ପରିବର୍ତ୍ତନ ଯୋଗୁ ଏଭଳି ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇଥାଏ। ଏହାର କୌଣସି ଲକ୍ଷଣ ଦେଖାଯାଉ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?