ସୌର ପ୍ରକଳ୍ପ ପାଇଁ ୭୦ କୋଟି ବ୍ୟୟବରାଦ
ଭୁବନେଶ୍ୱର,୨୦।୨(ବ୍ୟୁରୋ): ରାଜ୍ୟରେ ୨୦୨୨ ସୁଦ୍ଧା ୨୨୫୦ ମେଗାଓ୍ବାଟ୍ ସୌରଶକ୍ତି ଉତ୍ପାଦନ ପାଇଁ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଓଡ଼ିଶା ଅଣପାରମ୍ପରିକ ନୀତି -୨୦୧୬ ଅନୁଯାୟୀ ଏହି ସୌର ପ୍ରକଳ୍ପ ସ୍ଥାପନ କରାଯିବ। ରାଜ୍ୟରେ ଏ ପର୍ଯ୍ୟନ୍ତ ୪୭୨ ମେଗାଓ୍ବାଟ୍ ସୌରଶକ୍ତି ଉତ୍ପାଦନ…
ଭିଡିଓ ଭାଇରାଲ ନେଇ ବିଜେଡି, ଭାଜପା ମୁହାଁମୁହିଁ
ଭୁବନେଶ୍ୱର,୨୦।୨(ବ୍ୟୁରୋ): ବିଧାନସଭାରେ ଆଲୋଚନା ପାଇଁ ଚାଷୀ ସମସ୍ୟା, ସୀମା ବିବାଦ, ଓଡିଶା ସୀମାରେ ଆନ୍ଧ୍ର ନିର୍ବାଚନ କରାଇବା, ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ଆଦି ପ୍ରସଙ୍ଗ ରହିଛି। ଏହି ସମୟରେ ରାଜ୍ୟ ସରକାର ଜାଣିଶୁଣି ଏସ୍ଆଇଟିକୁ ଲଗାଇ ପରୀ ହତ୍ୟାକାଣ୍ଡ ସମ୍ପର୍କିତ…
ଚୋରି ସୁନା ବିକି ସ୍କୁଟି କିଣିଥିଲେ
ଭୁବନେଶ୍ୱର,୨୦।୨(ବ୍ୟୁରୋ): ଖଣ୍ଡଗିରି ଥାନା ଅଞ୍ଚଳରେ ରହୁଥିବା ନିବେଦିତା ରାୟଙ୍କ ଘରୁ ୧୦ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ଟଙ୍କା ଚୋରି କରି ଗିରଫ ହୋଇଛନ୍ତି ଜଣେ ମହିଳା ଘରୋଇ ସହାୟିକା ଓ ତାଙ୍କ ସହଯୋଗୀ। ସେମାନେ ହେଲେ ଡୁମୁଡୁମା ରଘୁନାଥ…
ଦିଲ୍ଲୀ ପୋଲିସକୁ ସୋସିଆଲ ମିଡ଼ିଆରେ ଖୋଲା ଚ୍ୟାଲେଞ୍ଜ୍ କଲେ ଲଖା ସିଧାନା
ନୂଆଦିଲ୍ଲୀ,୨୦।୨: ଜାନୁୟାରୀ ୨୬ ଦିଲ୍ଲୀ ହିଂସାର ମାଷ୍ଟର ମାଇଣ୍ଡ ଥିବା ପୂର୍ବ ଗ୍ୟାଙ୍ଗଷ୍ଟର ଲଖା ସିଧାନା ସୋସିଆଲ ମିଡ଼ିଆରେ ଦିଲ୍ଲୀ ପୋଲିସକୁ ଖୋଲା ଚ୍ୟାଲେଞ୍ଜ୍ ଦେଇଛନ୍ତି। ସେ ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ କରିବା ସହିତ ଫେବୃୟାରୀ ୨୩ରେ ଭଟିଣ୍ଡା ଜିଲାର ମେହରାଜ…
ପ୍ରସ୍ତାବିତ ଅଞ୍ଚଳରୁ ମନ୍ଦିର ଉଚ୍ଛେଦ ହେବ
କଟକ ଅଫିସ,୨୦।୨: ନେତାଜୀ ବସ୍ ଟର୍ମିନାଲ ଓ ତାଳଦଣ୍ଡା କେନାଲ ରାସ୍ତା ସମ୍ପ୍ରସାରଣ ଅଗ୍ରଗତି ସମ୍ପର୍କିତ ସମୀକ୍ଷା ବୈଠକ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍ଡିସି)ଙ୍କ କାର୍ଯ୍ୟାଳୟର ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆର୍ଡିସି ଅନିଲ କୁମାର ସାମଲ ଅଧ୍ୟକ୍ଷତା କରି…
ଖଦି କେବଳ ବସ୍ତ୍ର ନୁହେଁ, ଏକ ବିଚାର
ଭୁବନେଶ୍ୱର,୨୦।୨ (ବ୍ୟୁରୋ): ରାଜ୍ୟ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡର ଖାରବେଳନଗରସ୍ଥିତ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ରାଜ୍ୟସ୍ତରୀୟ ଖଦି ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ‘ଖଦି ବଜାର’ ଉଦ୍ଘାଟିତ ହୋଇଛି। ମୁଖ୍ୟ ଅତିଥି ଭାବେ ଶକ୍ତି, ଗୃହ, ଶିଳ୍ପ ଏବଂ ଅଣୁ, କ୍ଷୁଦ୍ର ଓ…
ଜୀବନରେ ଏହି ୪ ଜିନିଷକୁ ଧ୍ୟାନ ଦିଅନ୍ତୁ, ଧନ ସହ ସମ୍ମାନ ବଜାୟ ରହିବ; ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ
ମନୁଷ୍ୟକୁ ସଫଳ ହେବାର ମାର୍ଗ ଦେଖାଇଥାଏ ଚାଣକ୍ୟ ନୀତି। କାରଣ ବିଫଳ ହେବାକୁ କେହି ବି ଚାହିଁ ନ ଥାନ୍ତି। ଏଥିପାଇଁ ସମସ୍ତେ କଠିନ ପରିଶ୍ରମ କରିଥାନ୍ତି। ଚାଣକ୍ୟ କୁହନ୍ତି କଠିନ ପରିଶ୍ରମ ଏବଂ ବଳିଦାନ ବିନା ସଫଳତାକୁ କଳ୍ପନା କରାଯାଇପାରିବ…
ପରୀ ହତ୍ୟାକାଣ୍ଡ: ଏଲ୍ଭିଏ ଟେଷ୍ଟ ଆବେଦନ ପ୍ରତ୍ୟାହାର କଲା ଏସ୍ଆଇଟି
ନୟାଗଡ ଅଫିସ,୨୦।୨: ବହୁଚର୍ଚ୍ଚିତ ନୟାଗଡ଼ ସଦର ଥାନା ଯଦୁପୁରର ୫ ବର୍ଷର ଶିଶୁକନ୍ୟା ପରୀ ହତ୍ୟା ମାମଲାରେ କଲେଜ ଛାତ୍ରଙ୍କ ସ୍ବରର ସ୍ତର ନିରୀକ୍ଷଣ ବା ଲେୟର୍ଡ ଭଏସ୍ ଆନାଲିସିସ୍ (ଏଲ୍ଭିଏ) ହୋଇପାରିଲା ନାହିଁ। ଏଲ୍ଭିଏ ଟେଷ୍ଟ ପାଇଁ ଏସ୍ଆଇଟି କରିଥିବା…
ଶବନମ୍ଙ୍କ ଫାଶୀ ଦଣ୍ଡକୁ ବିରୋଧ କଲେ ଅଯୋଧ୍ୟା ସାଧୁସନ୍ଥ
ଲକ୍ଷ୍ନୌ,୨୦।୨: ଦେଶ ସ୍ବାଧୀନ ହେବା ପରେ ଉତ୍ତରପ୍ରଦେଶରେ ପ୍ରଥମ ଥର ପାଇଁ ଜଣେ ମହିଳାଙ୍କୁ ଫାଶୀ ଦିଆଯିବ। ଏନେଇ ମଥୁରା ଜେଲରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଆମରୋହା ବାସିନ୍ଦା ଶବନମଙ୍କୁ ମଥୁରା ଜେଲରେ ଫାଶୀ ଦିଆଯିବ। ତେବେ ଏନେଇ କୌଣସି ତାରିଖ…
ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା
ଭୁବନେଶ୍ୱର,୨୦।୨(ବ୍ୟୁରୋ) : ରାଜ୍ୟ ପାଣିପାଗରେ ହଠାତ୍ ପରିବର୍ତ୍ତନ ଦେଖାଦେଇଛି। ଆନ୍ଧ୍ରର ଉତ୍ତର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଶନିବାର ରାଜ୍ୟର କିଛି ଜିଲାରେ ପାଗ କୋହଲା ସାଙ୍ଗକୁ ଆକାଶ ମେଘାଚ୍ଛନ ରହିଛି। ଆଜି ରାଜଧାନୀର କିଛି ସ୍ଥାନରେ ଝିପିଝିପି ବର୍ଷା…
ଅନ୍ଲାଇନ୍ରେ ମାଟ୍ରିକ ସାର୍ଟିଫିକେଟ୍
ଭୁବନେଶ୍ୱର,୨୦।୨(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷା ମେ’ ୩ରୁ ଆରମ୍ଭ ହୋଇ ମେ’ ୧୫ରେ ସରିବ। ଖୁବ୍ଶୀଘ୍ର ଅନ୍ଲାଇନ୍ରେ ମାଟ୍ରିକ ସାର୍ଟିଫିକେଟ୍ ମିଳିବ। ସାର୍ଟିଫିକେଟ୍ ସହ ସମସ୍ତ ଦସ୍ତାବିଜ ହାଇସ୍କୁଲ ପିଲାଙ୍କୁ ଅନ୍ଲାଇନ୍ରେ ମିଳିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ଟୁଇଟ୍…
ପୁଣି କଡ଼ାକଡ଼ି ହେବ କୋଭିଡ୍ ନିୟମ
ଭୁବନେଶ୍ୱର,୨୦।୨(ବ୍ୟୁରୋ): ଓଡ଼ିଶାରେ ପୁଣି କଡ଼ାକଡ଼ି ହେବ କୋଭିଡ୍ ନିୟମ। ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବଢ଼ିବା ସହ ଲକ୍ଡାଉନ୍ ସ୍ଥିତି ଉପୁଜିବା ପରେ ଓଡ଼ିଶାରେ ମଧ୍ୟ ଛନକା ପଶିଛି। ବର୍ତ୍ତମାନ ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଥିଲେ ମଧ୍ୟ ମହାରାଷ୍ଟ୍ର ଭଳି ପରିସ୍ଥିତି ଯେପରି ନ…
Archives


