ପୁଣି ବଢୁଛି କରୋନା ଗ୍ରାଫ୍: ଦିନକରେ ୪୫ ହଜାରରୁ ଅଧିକ ଚିହ୍ନଟ, ୫୮୪ ମୃତ୍ୟୁ
ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ସଂକ୍ରମଣ ପୁଣି ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୪୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୫ ହଜାର ୮୮୨ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୫୮୪…
‘ବିଧାନସଭାରେ ଉଠିବ ହାଜତ ମୃତ୍ୟୁ ପ୍ରସଙ୍ଗ’
ପୁରୀ ଅଫିସ,୨୦।୧୧: ପୋଲିସ ହେପାଜରେ ଯୁବକଙ୍କ ମୃତ୍ୟୁକୁ ନେଇ ଗଭୀର ଉଦ୍ବେଗ ପ୍ରକାଶ କରିଛି ଭାଜପା। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ନେତୃତ୍ୱରେ ଗୁରୁବାର ସନ୍ଧ୍ୟାରେ ୨୦ଜଣ ବିଧାୟକଙ୍କ ଏକ ପ୍ରତିନିଧି ଦଳ ପୁରୀ ଆସି ମୃତକଙ୍କ ସମ୍ପର୍କୀୟଙ୍କୁ ଭେଟିଛନ୍ତି।…
ଡିସେମ୍ବର ୨୮ରୁ ପ୍ରକ୍ରିୟା ଆରମ୍ଭ: ୬.୭୬ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ
ପୁରୀ ଅଫିସ,୨୦।୧୧: ପୁରୀ ଜିଲା ଚାଷୀଙ୍କଠାରୁ କିପରି ସୁରୁଖୁରୁରେ ଖରିଫ ଧାନ ସଂଗ୍ରହ କରାଯିବ ସେ ନେଇ ବୁଧବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁଗୁଲ୍ ମିଟ୍ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ଜିଲାପାଳ ବଲୱନ୍ତ ସିଂ ଅଧ୍ୟକ୍ଷତା କରିଥିଲେ।…
ଖୁସି ଖବର: ପିତା ହେଲେ ଏହି ପ୍ରସିଦ୍ଧ କ୍ରିକେଟର୍
ଦକ୍ଷିଣ ଆଫ୍ରିକାର ପ୍ରସିଦ୍ଧ କ୍ରିକେଟର୍ ଏବି ଡିଭିଲିୟର୍ସ ତୃତୀୟଥର ପାଇଁ ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ତାଙ୍କ ସ୍ତ୍ରୀ ଡେନିୟଲ୍ ଡିଭିଲିୟର୍ସ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ସେ ନବଜାତ ଶିଶୁ ସହ ଏକ ଫଟୋ ଶେୟାର କରି…
ନିମାପଡ଼ା କଲେଜର ପ୍ରଥମ ପିଜି ପରୀକ୍ଷାଫଳ ପ୍ରକାଶିତ
ନିମାପଡ଼ା,୨୦ା୧୧(ଡି.ଏନ୍.ଏ.): ନିମାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରଥମଥର ସ୍ନାତକୋତ୍ତର(ପିଜି) ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ପରୀକ୍ଷାର ପାସ ହାର ଶତକଡ଼ା ଶତପ୍ରତିଶତ ହୋଇଛି। କଲେଜରେ ପ୍ରଥମଥର ପାଇଁ ସ୍ନାତକତ୍ତୋର ଶ୍ରେଣୀର ଓଡ଼ିଆ ବିଭାଗରେ ୨୯ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ସମସ୍ତେ ପ୍ରଥମ…
ବିଦେଶୀ ପକ୍ଷୀଙ୍କ ଆଗମନ ସଂଖ୍ୟା କମୁଛି
କୃଷ୍ଣପ୍ରସାଦ,୨୦ା୧୧(ଡି.ଏନ୍.ଏ.): ଶୀତ ଋତୁ ଆସିଲେ ରଙ୍ଗବେରଙ୍ଗ ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ କୃଷ୍ଣପ୍ରସାଦ ଅଞ୍ଚଳ। ଯେଉଁଥି ପାଇଁ ଦେଶ ବିଦେଶରୁ ପର୍ଯ୍ୟଟକଙ୍କ ସୁଅ ଛୁଟେ ଚିଲିକାକୁ। ତେବେ ବିଡ଼ମ୍ବନାର ବିଷୟ ପ୍ରାକୃତିକ ବୈଷମ୍ୟତା ଯୋଗୁ…
ମେଡିକାଲ ନାମଲେଖା ଆବେଦନ ଅବଧି ବୃଦ୍ଧି
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଥିବା ମେଡିକାଲ କଲେଜଗୁଡ଼ିକର ଏମ୍ବିବିଏସ୍ ଓ ବିଡିଏସ୍ ପାଠ୍ୟକ୍ରମରେ ନାମଲେଖା ଆବେଦନ ଅବଧିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ପୂର୍ବରୁ ଆବେଦନର ସମୟ ସୀମା ୧୮ ତାରିଖ ଥିବାବେଳେ ଏବେ ୨୩ ତାରିଖ ରାତି ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି।…
ପାଠପଢ଼, ପରୀକ୍ଷା ହେବ : ଦ୍ୱନ୍ଦ୍ୱ ଦୂରକଲେ ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୨୦ା୧୧(ବ୍ୟୁରୋ) : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବା ସଂକ୍ରାନ୍ତ ଗାଇଡ୍ଲାଇନ୍ ଆସିବା ପରେ ରାଜ୍ୟରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବାକୁ ତତ୍ପରତା ପ୍ରକାଶ ପାଇଛି। ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ଉପରେ ସମସ୍ତଙ୍କର ନଜର ରହିଥିବାବେଳେ ପାଠପଢା…
ଆସନ୍ତା ଶିକ୍ଷାବର୍ଷରୁ ୩ ମେଡିକାଲ କଲେଜରେ ନାମଲେଖା
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ୩ଟି ନୂଆ ଭେଷଜ ମହାବିଦ୍ୟାଳୟ ଓ ଡାକ୍ତରଖାନାର ପ୍ରତିଷ୍ଠା କାର୍ଯ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ହାସଲ ହୋଇଛି। ତେଣୁ ଡିସେମ୍ବର ଶେଷସୁଦ୍ଧା ଏଠାରେ ଆନୁଷଙ୍ଗିକ କାର୍ଯ୍ୟ ଶେଷକରି ଛାତ୍ରୀଛାତ୍ରଙ୍କ ନାମ ଲେଖା ନମନ୍ତେ ମେଡିକାଲ୍ କାଉନ୍ସିଲ୍ ଅଫ ଇଣ୍ଡିଆ (ଏମ୍ସିଆଇ)ର…
ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ୧୪ ଜୀବନ
ଲକ୍ଷ୍ନୌ,୨୦।୧୧: ଉତ୍ତର ପ୍ରଦେଶର ପ୍ରତାପଗଢରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ୧୪ ଜଣଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ୬ ଜଣ ଛୋଟ ପିଲା ଥିବା ଜଣାପଡିଛି। ମୃତକମାନେ ଗୋଟିଏ ପରିବାରର…
ପରିବର୍ତ୍ତନ ଆଣିଛି ଡିଜିଟାଲ ଇଣ୍ଡିଆ: ମୋଦି
ନୂଆଦିଲ୍ଲୀ: ସରକାର ଗ୍ରହଣ କରିଥିବା ଡିଜିଟାଲ ଇଣ୍ଡିଆ କାର୍ଯ୍ୟକ୍ରମ ଦେଶରେ ଅନେକ ପରିବର୍ତ୍ତନ ଆଣିବାରେ ସହାୟକ ହୋଇଛି। ବାଙ୍ଗାଲୋର ଟେକ୍ ସମିଟ-୨୦୨୦କୁ ଭର୍ଚୁଆଲ ଯୋଗେ ଉଦ୍ଘାଟନକରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା କହିଛନ୍ତି। ସେ ଦେଶର ଟେକ୍ନୋଲୋଜି ଭିତ୍ତିଭୂମି ଉପରେ ମତ…
ବୁଲେଟ ଟ୍ରେନ୍ ପ୍ରକଳ୍ପ ନିର୍ମାଣରେ ଏଲ୍ଆଣ୍ଡଟି ସାମିଲ
ନୂଆଦିଲ୍ଲୀ: ମୁମ୍ବାଇ-ଅହମ୍ମଦାବାଦ ଦ୍ରୁତଗାମୀ ରେଳ ପ୍ରକଳ୍ପ ବା ବୁଲେଟ ଟ୍ରେନ ପ୍ରକଳ୍ପ ନିର୍ମାଣରେ ପ୍ରମୁଖ କମ୍ପାନୀ ଏଲ୍ଆଣ୍ଡଟି ସାମିଲ ହୋଇଛି। ଏଥିଲାଗି କମ୍ପାନୀକୁ ୭ ହଜାର କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟ ମିଳିଥିବା ସୂଚନା ମିଳିଛି। ବୁଲେଟଟ୍ରେନ ପ୍ରକଳ୍ପର ପ୍ରାୟ ୮୭…
Archives


