Home

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୨୮।୩: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶୋପିଆନ୍‌ ଜିଲାର ଓ୍ବାନଗାମ୍‌ ଅଞ୍ଚଳରେ ହୋଇଥିବା ମିଳିତ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ସମୟରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଆତଙ୍କବାଦୀଙ୍କ…

କାର୍ଡିଓଲୋଜି ହସ୍ପିଟାଲରେ ଅଗ୍ନିକାଣ୍ଡ

କାନପୁର,୨୮।୩: ଉତ୍ତରପ୍ରଦେଶର କାନପୁରସ୍ଥିତ କାର୍ଡିଓଲୋଜି ହସ୍ପିଟାଲରେ ରବିବାର ସକାଳ ୭ଟା ୪୦ରେ ଅଗ୍ନିକାଣ୍ଡ ଘଟିଛି। ଏନେଇ ହସ୍ପିଟାଲରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଥିଲା। ଖବର ପାଇ ୯ଟି ଦମକଳ ଗାଡ଼ି ଏବଂ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ କରିଛନ୍ତି। ନିଆଁ ଲାଗିବା…

ହୋଲି କପଲ୍‌ ଟି-ଶାର୍ଟ

କପଲ୍‌ ଟି-ଶାର୍ଟର ଟ୍ରେଣ୍ଡ ଏବେ ଖୁବ୍‌ ଚାଲିଛି। ଖାସ୍‌କରି ଯୁବପିଢ଼ିଙ୍କ ଭିତରେ ଏହାର ଚାହିଦା ବେଶ୍‌ ରହୁଥିବା ଦେଖିବାକୁ ମିଳୁଛି। ତେବେ ହୋଲି ଭଳି ଏକ ବିଶେଷ ଦିନକୁ ଆହୁରି ଖାସ୍‌ କରିବା ପାଇଁ ଏବେ ମାର୍କେଟ୍‌କୁ ହୋଲି ଥିମ୍‌ ବାଲା…

ହୋଲି: କେଉଁଠି କେମିତି

ରଙ୍ଗର ପର୍ବ ହୋଲି। ଦେଶର ବିଭିନ୍ନ ସ୍ଥାନରେ ଏହି ପବିତ୍ର ଉତ୍ସବକୁ ମହା ଆନନ୍ଦର ସହକାରେ ପାଳନ କରାଯାଇଥାଏ। ଏଠାରେ ସେମିତି କେତେକ ଖାସ୍‌ ସ୍ଥାନ ସମ୍ପର୍କରେ ଉଲ୍ଲେଖ କରାଗଲା, ଯେଉଁଠାରେ ହୋଲିର କିଛି ଭିନ୍ନ ଛାପ ଦେଖିବାକୁ ମିଳିଥାଏ… ମଥୁରା…

ହୋଲିକୁ କେମିତି କରିବେ ଖାସ୍‌

ରଙ୍ଗ ତଥା ଖୁସିର ପର୍ବ ହେଉଛି ହୋଲି। ଏହି ବିଶେଷ ଅବସରରେ ବାସ୍ତୁର କିଛି ଜରୁରୀ ଟିପ୍ସକୁ ଆପଣାଇ ହୋଲିର ଖୁସିକୁ ଦ୍ବିଗୁଣିତ କରିପାରିବେ… *ବାସ୍ତୁଶାସ୍ତ୍ର ଅନୁଯାୟୀ, ହୋଲି ଖେଳିବା ସମୟରେ ନାଲି, ହଳଦିଆ, ସବୁଜ, ଗୋଲାପୀ ତଥା କମଳା ରଙ୍ଗର…

କପେ ଚା’କୁ ୧୦୦୦ ଟଙ୍କା

ଚା’ କେବଳ ଏକ ପାନୀୟ ନୁହେଁ, ଏହା ସହିତ ଅନେକ ଲୋକଙ୍କର ଭାବନା ବି ଜଡିତ ଥାଏ। ଚା’ ବିନା ତ ଅନେକଙ୍କର ଦିନ କଟେନା। ସେଇଥିପାଇଁ ତ ଚା’ ଷ୍ଟଲ୍‌ରେ ପ୍ରତିଦିନ ଦେଖିବାକୁ ମିଳେ ପ୍ରବଳ ଭିଡ। ହେଲେ କଲିକତା,…

ପ୍ରେମୀ ଯୁଗଳଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୮।୩: ଅନ୍ତର୍ଧାମିକ ଅବା ଅନ୍ତର୍ଜାତି ବିବାହ କରୁଥିବା କିମ୍ବା ଲିଭ୍‌ଇନ୍‌ରେ ରହୁଥିବା ପ୍ରେମୀଯୁଗଳଙ୍କ ସୁରକ୍ଷା ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଭଳି ଯୋଡ଼ାଙ୍କୁ ସୁରକ୍ଷିତ ଭାବେ ବାସ କରିବା ଳାଗି ସରକାରଙ୍କ ପକ୍ଷରୁ ସେଫ୍‌ ହାଉସ୍‌…

୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ଟପିଲା

ନୂଆଦିଲ୍ଲୀ,୨୮।୩: ଦେଶରେ କରୋନାର ସଂକ୍ରମଣ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୭୧୪ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩୧୨ ଜଣଙ୍କ ମୃତ୍ୟୁ…

ଓଡ଼ିଶାରେ ସର୍ବାଧିକ ୨୩ ସଂକ୍ରମିତ ସ୍ଥାନ

ଯାଜପୁର ଅଫିସ,୨୮ା୩: କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ତଥ୍ୟ ଅନୁସାରେ ଦେଶରେ ମୋଟ ୧୧୨ ସଂକ୍ରମିତ ଅଞ୍ଚଳ ରହିଛି। ସେଥିରୁ ଓଡ଼ିଶାରେ ଟକ୍ସିକ ଓ ହାଜାର୍ଡସ୍‌ ସବ୍‌ଷ୍ଟାନ୍ସସ୍‌ (ବିଷାକ୍ତ ଓ ବିପଦପୂର୍ଣ୍ଣ ପଦାର୍ଥ) ଦ୍ୱାରା ସର୍ବାଧିକ ୨୩ଟି ସଂକ୍ରମିତ ସ୍ଥାନ…

ଭୁଶୁଡ଼ିଲା ନିର୍ମାଣଧୀନ ଫ୍ଲାଇଓଭର

ଗୁରୁଗ୍ରାମ୍‌,୨୮।୩: ଏକ ନିର୍ମାଣଧୀନ ଫ୍ଲାଇଓଭର ରବିବାର ଗୁରୁଗ୍ରାମଠାରେ ଭୁଶୁଡ଼ି ପଡ଼ିବାରୁ ଜଣେ ଲୋକଙ୍କର ମୃତ୍ୟୁ ଘଟିଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୌଲତାବାଦ ନିକଟସ୍ଥ ଗୁରୁଗ୍ରାମ୍‌-ଦ୍ୱାରକା ଏକ୍ସପ୍ରେସ୍‌ ଓ୍ବେରେ…

୧୦ କୋଟିର ସାପବିଷ ଜବତ

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ରାଜଧାନୀରେ ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶାଦ୍ରବ୍ୟ କାରବାର ପରେ ପ୍ରଥମ ଥର ସାପବିଷ ବେପାର ସାମ୍ନାକୁ ଆସିଛି। ଶନିବାର ଭୁବନେଶ୍ୱରର ଦୁଇଟି ସ୍ଥାନରେ ସାପବିଷ ବିକ୍ରି ପାଇଁ ଡିଲ୍‌ ବେଳେ ବନ ବିଭାଗ ପକ୍ଷରୁ ଏକସଙ୍ଗେ ଚଢ଼ାଉ କରାଯାଇ…

ରାଷ୍ଟ୍ରପତିଙ୍କ ଫେସ୍‌ବୁକ୍‌ ପେଜ୍‌ ବ୍ୟାନ

ସୋସିଆଲ ମିଡିଆରେ କରୋନା ସମ୍ପର୍କିତ ଗୁଜବ ପ୍ରଚାର ଯୋଗୁ ଭେନେଜୁଏଲା ରାଷ୍ଟ୍ରପତି ନିକୋଲାସ୍‌ ମଦୁରୋଙ୍କ ପେଜ୍‌ ବନ୍ଦ କରିଛି ଫେସ୍‌ବୁକ। କାର୍‌ଭାଟିଭିର୍‌ ନାମକ ଏକ ଔଷଧକୁ ‘ଚମତ୍କାର’ ବୋଲି ବର୍ଣ୍ଣନା କରିବା ସହ ଏହାର ସେବନ କଲେ କରୋନା ସଂକ୍ରମଣରୁ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?