Home

ଜଳବାୟୁ ସମିଟ୍‌କୁ ମୋଦି ଆମନ୍ତ୍ରିତ

ଓ୍ବାଶିଂଟନ,୨୮।୩: ଆମେରିକା ଆସନ୍ତା ମାସରେ ଜଳବାୟୁ ଉପରେ ଏକ ଭର୍ଚୁଆଲ ସମିଟ୍‌ର ଆୟୋଜନ କରୁଛି। ରାଷ୍ଟ୍ରପତି ଜୋ ବାଇଡେନ୍‌ ଏହି ସମିଟ୍‌ରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ୪୦ ବିଶ୍ୱ ନେତାଙ୍କୁ ଆମନ୍ତ୍ରଣ କରିଛନ୍ତି। ଏପ୍ରିଲ୍‌ ୨୨ ଧରିତ୍ରୀ…

ଭାରତ-ବାଂଲାଦେଶ ମଧ୍ୟରେ ୫ ଚୁକ୍ତି

ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଂଲାଦେଶ ଗସ୍ତ ଅବସରରେ ଶନିବାର ଦୁଇ ଦେଶ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଲାଗି ୫ଟି ବୁଝାମଣା ପତ୍ର ସ୍ବାକ୍ଷର ହୋଇଛି। ଏହା ପୂର୍ବରୁ ମୋଦି ଓ ତାଙ୍କ ବାଂଲାଦେଶ ପ୍ରତିପକ୍ଷ ଶେଖ୍‌…

ସଂକ୍ରମଣ ରୋକିବାକୁ ୫ ସୂତ୍ରୀ ଯୋଜନା

ନୂଆଦିଲ୍ଲୀ,୨୮।୩: ଦେଶର କେତେକ ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଏହାର ମୁକାବିଲା ଲାଗି ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହାରାଷ୍ଟ୍ର, ହରିୟାଣା, ତାମିଲନାଡୁ, ପଶ୍ଚିମବଙ୍ଗ, କର୍ନାଟକ, ପଞ୍ଜାବ ଏବଂ ଦିଲ୍ଲୀ ସମେତ…

ସୁଏଜ ଅବରୋଧ ହଟାଇବାକୁ ଭାରତର ପ୍ରସ୍ତାବ

ନୂଆଦିଲ୍ଲୀ, ୨୮ା୩: ସୁଏଜ କେନାଲର ପୂର୍ବ-ପଶ୍ଚିମ ଜଳପଥରେ ଗତ ୨୩ ତାରିଖରୁ ଏକ ବିଶାଳ ଜାହାଜ ଫସି ରହିଛି। ଏଥିଯୋଗୁ ପ୍ରାୟ ୨ ଶହ ଜାହାଜ କେନାଲର ଉଭୟ ପାର୍ଶ୍ୱରେ ଫସି ରହି ବିଶ୍ୱ ପରିବହନକୁ ପ୍ରଭାବିତ କରିଛି। ଭାରତ ମଧ୍ୟ…

ଟିଏମ୍‌ସି-ଭାଜପା ଅଡିଓ ଟେପ୍‌ ଓ୍ବାର୍‌

କୋଲକାତା,୨୮।୩: ପଶ୍ଚିମବଙ୍ଗ ନିର୍ବାଚନରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ ଭାଜପା ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଜୋର୍‌ଦାର ହେଉଥିବାବେଳେ ଅଡିଓ ଟେପ୍‌ ମାଧ୍ୟମରେ ଦୁଇ ଦଳ ପରସ୍ପରକୁ ଦୋଷାରୋପ କରିବା ଆରମ୍ଭ କରିଛନ୍ତି। ନନ୍ଦିଗ୍ରାମରୁ ପ୍ରାର୍ଥୀ ହୋଇଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଭାଜପା…

ସେନା ଗୁଳିରେ ୯୩ ନିହତ

ୟାଙ୍ଗୁନ୍‌,୨୮।୩: ଫେବୃୟାରୀ ୧ରେ ଗଣତନ୍ତ୍ର ସପକ୍ଷବାଦୀ ନେତ୍ରୀ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀଙ୍କ କ୍ଷମତା ଅପହରଣ କରି ତାଙ୍କୁ ଜେଲରେ ପୂରାଇବା ପରଠାରୁ ଅଶାନ୍ତ ହୋଇପଡ଼ିଛି ମ୍ୟାନ୍‌ମାର। ନିର୍ବାଚିତ ସରକାରଙ୍କୁ ଗାଦିଚ୍ୟୁତ କରିଥିବା ସେନା ବିରୋଧରେ ଦେଶବାସୀ ବିକ୍ଷୋଭ କରୁଥିବାବେଳେ ସୈନ୍ୟ…

ଏବେ ବି ଏକା ଏକା…

ମୁମ୍ବାଇ: ବଲିଉଡ୍‌ର ରୋମାଣ୍ଟିକ ଅଭିନେତା ଅକ୍ଷୟ ଖାନ୍ନାଙ୍କୁ ରବିବାର ୪୬ ବର୍ଷ ପୂରଣ ହୋଇଛି। ୧୯୭୫ ମାର୍ଚ୍ଚ ୨୮ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପିତା ବିନୋଦ ଖାନ୍ନା ବଲିଉଡ୍‌ରେ ଥିବାରୁ ଅକ୍ଷୟଙ୍କର ମଧ୍ୟ ଫିଲ୍ମରେ ଅଭିନୟ କରିବାକୁ ଆଗ୍ରହ ଥିଲା।…

ଏମିତି ଦେଶ, ଯେଉଁଠି ଗର୍ଭପାତ ପରେ ସ୍ତ୍ରୀ-ସ୍ବାମୀଙ୍କୁ ମିଳେ ୩ ଦିନର ପାରିଶ୍ରମିକ ସହ ଛୁଟି

ପ୍ରତ୍ୟେକ ଦେଶରେ ଭିନ୍ନ ଭିନ୍ନ ନିୟମ କାନୁନ ରହିଛି। ସେମିତି ନ୍ୟୁଜିଲାଣ୍ଡରେ ଏକ ନିୟମ ରହିଛି ଯେ, ଯଦି କୌଣସି କର୍ମଜୀବୀ ମହିଳାଙ୍କ ଗର୍ଭପାତ ହୁଏ ତେବେ ଉଭୟ ସ୍ତ୍ରୀ-ସ୍ବାମୀଙ୍କୁ ୩ ଦିନ ଛୁଟି ସହ ଦରମା ବି ମିଳିଥାଏ। ଗତ…

ଆଜି ରାଜଧାନୀରୁ ୫୦ ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୧୦

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍‌…

ରାଜଧାନୀରେ ଧୂଳି ଝଡ଼ ସାଙ୍ଗକୁ ବର୍ଷା

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶନିବାର ଅପରାହ୍ନରେ ହଠାତ୍‌ ଧୂଳି ଝଡ଼ ସାଙ୍ଗକୁ ବର୍ଷା ହୋଇଛି। ମଧ୍ୟାହ୍ନରେ ପ୍ରବଳ ଗୁଳଗୁଳି ଅନୁଭୂତ ହେଉଥିବା ବେଳେ ଅପରାହ୍ନରେ ଝଡ଼ତୋଫାନ ସାଙ୍ଗକୁ ବର୍ଷା ହୋଇଛି। ଏହି ଝଡ଼ତୋଫାନ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହେବା ସହ ଅନେକ…

ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର, ଆର୍ମିରୁ ଏମ୍ସକୁ ସ୍ଥାନାନ୍ତର

ନୂଆଦିଲ୍ଲୀ,୨୭।୩: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଶନିବାର ଆର୍ମି ହସ୍ପିଟାଲରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ରାଷ୍ଟ୍ରପତି ଶୁକ୍ରବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଭର୍ତ୍ତି…

ନିର୍ବାଚନ ସମୟରେ ନେତାଙ୍କ ଅଜବ ପ୍ରତିଶ୍ରୁତି

ଚେନ୍ନାଇ,୨୭।୩: ଦେଶରେ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ପାଣିପାଗ ବେଶ୍‌ ସରଗରମ ରହିଛି। ରାଜନୈତିକ ଦଳଗୁଡ଼ିକ ନିଜ ନିଜର ଘୋଷଣା ପତ୍ର ଜାରି କରିଛନ୍ତି। ମତଦାତାମାନଙ୍କୁ ଆକର୍ଷିତ କରିବା ପାଇଁ କେହି କେହି ପ୍ରାର୍ଥୀ ଚାକିରି, ଘର, ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?