Home

ଭାରତ-ପାକିସ୍ତାନ ମଧ୍ୟରେ ହେବ T20 World Cup 2026 ଫାଇନାଲ? ଜାଣନ୍ତୁ ସମ୍ପୂର୍ଣ୍ଣ ଗଣିତ

ନୂଆଦିଲ୍ଲୀ,୨୮।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ମ୍ୟାଚ ନେଇ ପ୍ରଶଂସକଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି। ଏହି ଦୁଇ ଦଳ ୨୦୨୬ ଟି୨୦ ବିଶ୍ୱକପର ଗ୍ରୁପ ପର୍ଯ୍ୟାୟରେ ପରସ୍ପରକୁ ଭେଟିଥିଲେ। ଭାରତ ଜିତିଥିଲା, କିନ୍ତୁ ଭିନ୍ନ ଭିନ୍ନ ଗ୍ରୁପରେ ସ୍ଥାନିତ…

ଇରାନ-ଇସ୍ରାଏଲ ଯୁଦ୍ଧ ଭିତରେ ଅପରେସନ ସିନ୍ଦୂର ପାର୍ଟ-୨ରେ ଥରିଲା ପାକିସ୍ତାନ, ପୋଖରାନରେ ଭାରତୀୟ ବାୟୁସେନା କଲା…

ନୂଆଦିଲ୍ଲୀ,୨୮।୨: ଅପରେସନ ସିନ୍ଦୂରର ସଫଳତା ପରେ, ଭାରତୀୟ ବାୟୁସେନା ଏହାର ସବୁଠାରୁ ଶକ୍ତିଶାଳୀ ଫାୟାରିଂ ଡ୍ରିଲର ମୋଟ ୨୭୭ଟି ଆଧୁନିକ ଅସ୍ତ୍ରଶସ୍ତ୍ର ବ୍ୟବହାର କରି ଏହାର ସଠିକ ଆକ୍ରମଣ କ୍ଷମତା ପ୍ରଦର୍ଶନ କରିଛି। ଅପରେସନ ସିନ୍ଦୂର କେବଳ ବନ୍ଦ ହୋଇଛି, ଶେଷ…

ବର୍ଷକରେ ୧,୨୭,୦୦,୦୦୦ ଟଙ୍କାର ମଟନ ଖାଇଗଲେ ନ୍ୟାଶନାଲ ପାର୍କର ଚିତା, ପ୍ରତ୍ୟେକ ଦିନ ହେଉଛି ଏତିକି ଖର୍ଚ୍ଚ

ନୂଆଦିଲ୍ଲୀ,୨୮।୨: ମଧ୍ୟପ୍ରଦେଶର ମହତ୍ତ୍ୱାକାଂକ୍ଷୀ ଚିତା ପ୍ରକଳ୍ପ ପୁଣିଥରେ ଖବରରେ ଆସିଛି। କୁନୋ ଜାତୀୟ ଉଦ୍ୟାନରେ ବାସ କରୁଥିବା ଆଫ୍ରିକୀୟ ଚିତାଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି, କିନ୍ତୁ ବିଧାନସଭାରେ ସେମାନଙ୍କ ଖାଦ୍ୟ ଏବଂ ରକ୍ଷଣାବେକ୍ଷଣ ପାଇଁ ଖର୍ଚ୍ଚ ସମ୍ପର୍କରେ ପ୍ରଶ୍ନ…

ବାହାଘରର ୨ ଦିନ ପରେ ପ୍ରେମିକ ସହ ଛୁ’ ନବବଧୂ: ସ୍ବାମୀ ଏତଲା ଦେବାପରେ ଘଟିଲା..

ବୌଦ୍ଧ, ୨୮।୨(ଅଜିତ କୁମାର ବାରିକ): ବାହାଘରର ୨ ପରେ ପ୍ରେମିକ ସାଙ୍ଗରେ ଫେରାର ହୋଇଯାଇଛନ୍ତି ନବବଧୂ। ଏଭଳି ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲାରେ। ସ୍ବାମୀ ଥାନାରେ ମାମଲା ଦେବା ପରେ ପ୍ରେମିକ ଏବଂ ନବବଧୂ ଉଠାଇ ଆଣିଛି ପୋଲିସ l…

ନବୀନ ନିବାସରେ ଦତ୍ତେଶ୍ୱର ହୋତା: ରାଜ୍ୟ ସଭା ନିର୍ବାଚନ ପ୍ରାର୍ଥୀ ଘୋଷଣାକୁ ନେଇ ବଢ଼ିଲା ଜୋର୍‌ଦାର ଚର୍ଚ୍ଚା,

ଭୁବନେଶ୍ୱର,୨୮ା୨: ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବିଜେଡି। ଅନ୍ୟପକ୍ଷରେ ଡାକ୍ତର ଦତ୍ତେଶ୍ୱର ହୋତା ନବୀନ ନିବାସରେ ପହଞ୍ଚିବା ପରେ ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ବଢ଼ିଛି। ପୂର୍ବରୁ ପିସିସି ସଭାପତି ଭକ୍ତ ଦାସ ମଧ୍ୟ ଦତ୍ତେଶ୍ୱରଙ୍କ ନାଁ…

ଗଣମାଧ୍ୟମ ସହିତ ସୁସମ୍ପର୍କ ରଖିବାରେ ବିଫଳ ମୋରଡ଼ା ପୋଲିସ, ପିଲାଚୋରି ଗୁଜବକୁ ନେଇ…

ମୋରଡ଼ା,୨୮ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ପୋଲିସର କାର୍ଯ୍ୟ କରିବାର ଦକ୍ଷତାକୁ ନେଇ ଆଜି କ୍ଷୋଭ ପ୍ରକାଶ କରିଛନ୍ତି ମୋରଡ଼ା ଅଞ୍ଚଳର ଗଣମାଧ୍ୟମ ପ୍ରତିନିଧି। ସୂଚନା ଅନୁଯାୟୀ, ପିଲାଚୋରି ଗୁଜବକୁ ନେଇ ଉଦ୍‌ବେଗ ଜନକ ପରିସ୍ଥିତି ସୃଷ୍ଟି କରିଥିବା ବେଳେ…

ସେନା ଅଧିକାରୀଙ୍କୁ କିମ ଜଙ୍ଗ ଉନ ଦେଲେ ନୂଆ ସ୍ନାଇପର ରାଇଫଲ, ସୁଟିଂ ରେଞ୍ଜକୁ ଲକ୍ଷ୍ୟ ଲଗାଇଲେ ଝିଅ

ପୋଙ୍ଗୟାଙ୍ଗ,୨୮।୨: ଶାସକ ୱାର୍କର୍ସ ପାର୍ଟିର ଏକ ସପ୍ତାହ ଧରି ଚାଲିଥିବା ସମ୍ମିଳନୀ ଶେଷରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜଙ୍ଗ ଉନ ଦେଶର ଉଚ୍ଚ ପଦାଧିକାରୀଙ୍କୁ ସମ୍ମାନିତ କରିଛନ୍ତି। ଏକଛତ୍ରବାଦୀ ଶାସକ କିମ ଜଙ୍ଗ ଉନ ତାଙ୍କ ନେତୃତ୍ୱକୁ ପାଳନ…

ଟି-୨୦ ବିଶ୍ୱକପ୍‌ରୁ ବିଦା ହୋଇଯିବ ପାକିସ୍ତାନ! କେବଳ ବିଜୟ ନୁହେଁ…

ନୂଆଦିଲ୍ଲୀ,୨୮।୨: ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପାଇଁ ପ୍ରତିଯୋଗିତା ବହୁତ ରୋମାଞ୍ଚକର ହୋଇଗଲାଣି। ନ୍ୟୁଜିଲାଣ୍ଡ ବିପକ୍ଷରେ ବିଜୟ ସହିତ ଇଂଲଣ୍ଡ ଗ୍ରୁପ ୨ରେ ଶୀର୍ଷ ସ୍ଥାନ ପକ୍କା କରିଛି। ଫେବୃଆରୀ ୨୮ ଶନିବାର ପାକିସ୍ତାନ ବନାମ ଶ୍ରୀଲଙ୍କା ମ୍ୟାଚ ଦ୍ୱାରା ଦ୍ୱିତୀୟ…

ପାକିସ୍ତାନ-ଆଫଗାନିସ୍ତାନ ଉତ୍ତେଜନା ମଧ୍ୟରେ ଆମେରିକା ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡଭାଇଜରୀ

ଓ୍ବାଶିଂଟନ,୨୮।୨: ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଉତ୍ତେଜନା ବୃଦ୍ଧି ପାଇଛି। ପାକିସ୍ତାନ ଫେବୃଆରୀ ୨୨ରେ ଆଫଗାନିସ୍ତାନରେ ଥିବା କଥିତ ଟିଟିପି ଘାଟି ଉପରେ ବିମାନ ଆକ୍ରମଣ କରିଥିଲା। ଏହା ପରେ ପରିସ୍ଥିତି ଖରାପ ହେବାକୁ ଲାଗିଲା। ଆଫଗାନିସ୍ତାନ ପ୍ରତିଶୋଧ ନେବା ପାଇଁ ଚେତାବନୀ ଦେଇଥିଲା।…

ଶିଳ୍ପ କରିଡ଼ର ପ୍ରତିଷ୍ଠା ଯୋଜନା ପ୍ରସ୍ତୁତ: ପ୍ରଭାବିତ ହେବ ଲୁଣା ହେନ୍ତାଳ ଜଙ୍ଗଲ

ମହାକାଳପଡ଼ା,୨୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତିଘର ଅଞ୍ଚଳରେ ଶିଳ୍ପ କରିଡ଼ର ପ୍ରତିଷ୍ଠା ଯୋଜନା ପ୍ରସ୍ତୁତ ହୋଇଛି। ସେଥିପାଇଁ ଶିଳ୍ପ ଉନ୍ନୟନ ନିଗମ ପକ୍ଷରୁ ସରକାରୀ ଜମି ନିଜ ଅକ୍ତିଆରକୁ ନେଉଛି। ବତିଘର ଖରିନାଶି ରାମନଗର ପଞ୍ଚାୟତରେ ୧୫୦…

ଭାରତ ଯଦି ସେମିଫାଇନାଲ୍‌ରେ ପହଞ୍ଚେ, ଏହି ଟିମ୍‌ ସହ ହେବ ମୁକାବିଲା

ନୂଆଦିଲ୍ଲୀ,୨୮।୨: ୨୦୨୬ ଟି୨୦ ବିଶ୍ୱକପ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦକ୍ଷିଣ ଆଫ୍ରିକା ସୁପର ୮ ପର୍ଯ୍ୟାୟର ଗ୍ରୁପ ୧ରୁ ସେମିଫାଇନାଲରେ ସ୍ଥାନ ସୁରକ୍ଷିତ କରିସାରିଛି। ଦକ୍ଷିଣ ଆଫ୍ରିକା ନେଟ ରନ ରେଟ ସହିତ ଶୀର୍ଷ ସ୍ଥାନ ବଜାୟ ରଖିଛି। ଗ୍ରୁପରୁ…

କେଜ୍‌ରିୱାଲ ଦୋଷମୁକ୍ତ ହେବାପରେ ଆନ୍ନା ହଜାରେଙ୍କ ବଡ଼ ବୟାନ: ମୁଁ କୋର୍ଟଙ୍କ ନିଷ୍ପତ୍ତିକୁ…

ନୂଆଦିଲ୍ଲୀ,୨୮।୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି ସଂଯୋଜକ ଅରବିନ୍ଦ କେଜ୍‌ରିୱାଲଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ଅରବିନ୍ଦ କେଜ୍‌ରିୱାଲ, ମନୀଷ ସିସୋଦିଆ ଏବଂ ଅନ୍ୟ ୨୩ ଜଣଙ୍କୁ ନିର୍ଦ୍ଦୋଷରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri