ନିଃସନ୍ତାନ କର ଭଗବାନ
ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼ ହୋଇଉଠେ, ସେଠି ସନ୍ତାନ ପ୍ରାପ୍ତିର ସୁଖକର ଅନୁଭବଠାରୁ ମୁହଁ ମୋଡ଼ିନେବା କେବେ ବି…
ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!
ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ ଜାରି କରି କହିଛି ଯେ ସେମାନେ ନୌ-ସଂଘର୍ଷ ପାଇଁ ଆବଶ୍ୟକୀୟ କ୍ଷମତା ହାସଲ…
ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି
ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି ଅଧ୍ୟକ୍ଷ ଦାବି କରୁଛନ୍ତି ଯେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ପ୍ରଶ୍ନପତ୍ର ଲିକ ହୋଇନାହିଁ,…
ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ
ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର ଭୋର୍ ସମୟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…
ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….
କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ ମାମଲା ରୁଜୁ ହୋଇଥିଲା, ସେଗୁଡ଼ିକୁ ପ୍ରତ୍ୟାହାର କରାଯିବ ବୋଲି ସେ ରବିବାର ଘୋଷଣା…
‘ଛାତ୍ରୋଁ କୀ ଗୁଞ୍ଜ୍’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!
ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍’ କାର୍ଯ୍ୟକ୍ରମରେ ହାସ୍ୟାଭିନେତା ପୁଲକିତ୍ ମଣି ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନକଲ କରିଥିଲେ…
ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….
ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି । ନିଜ ମା’ ମାଟି ଓ ମାଳିର ସୁରକ୍ଷା ପାଇଁ ସମସ୍ତେ ସଜାଗ…
ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ ପ୍ରାୟ ୧୦ ହଜାର ଟଙ୍କା ମୂଲ୍ୟର ଖେଳଣା ଚୋରି ହୋଇଥିବା ନେଇ ଅଭିଯୋଗ…
ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା
ରୋମ୍,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ ସରକାର ପ୍ରସ୍ତୁତ ହେଉଛନ୍ତି । ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ରବିବାର ନିଜ…
ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO
ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ ଅନିୟମିତତା ପାଇଁ ଜିଲା ଶିକ୍ଷାଧିକାରୀ ପବିତ୍ର ମୋହନ ବାରିକ ତାଙ୍କୁ ନିଲମ୍ବିତ କରିଥିବା…
ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ
ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଦିଗପହଣ୍ଡି ଥାନା ଅତିରିକ୍ତ ଆଇଆଇସି…
ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…
ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଫରେଷ୍ଟର ହେଉଛନ୍ତି ବ୍ୟାସଦେବ ସାହୁ ।…

