Home

ମା’ଙ୍କ ଜୀବନ ନେଲା ପୁଅ

ଖଇରା,୧୮।୨(ଡି.ଏନ.ଏ) ବାଲେଶ୍ବର ଜିଲା ଖଇରା ବ୍ଲକ ମିରିପୁର ଖଇରା ଗ୍ରାମରେ ରଘୁନାଥ ଶିଅଳଙ୍କ ସାନ ପୁଅ ଜଗବନ୍ଧୁ ବୁଧବାର ବିଳମ୍ବିତ ରାତିରେ ମଦ ପିଇ ନିଶାଶକ୍ତ ଅବସ୍ଥାରେ ଘରକୁ ଫେରିଥିଲେ । ଘରକୁ ଫେରିବା ପରେ ମା’ ମଣି ଶିଅଳଙ୍କ ସମେତ…

ବରଣମାଳା ପୂର୍ବରୁ ବରଙ୍କ ହାତରେ ହାତକଡ଼ି

ଲକ୍ଷ୍ନୌ,୧୮।୨: ଉତ୍ତରପ୍ରଦେଶର ଆଗ୍ରାରେ ଜଣେ ବରଙ୍କୁ ହଟହଟା ହେବାକୁ ପଡ଼ିଛି। ୧୬ ବର୍ଷ ବୟସ୍କା ନାବାଳିକାଙ୍କୁ ବିବାହ କରିବାକୁ ଆସିଥିବା ବରଙ୍କ ବେକରେ ବରଣମାଳା ପଡ଼ିବା ପୂର୍ବରୁ ହାତରେ ହାତକଡ଼ି ଲାଗିଛି। ନାବାଳିକାଙ୍କୁ ବିବାହ କରୁଥିବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ…

୬୧ ଖେଳାଳି ୧୯୬ କୋଟି ଟଙ୍କାରେ ହେବେ ବିକ୍ରି: ଜାଣନ୍ତୁ କେଉଁ ଦଳ ପାଖରେ ଅଛି କେତେ ଟଙ୍କା

ଚେନ୍ନାଇ,୧୮।୧: ଆଇପିଏଲର ୧୪ତମ ସଂସ୍କରଣ ପାଇଁ ଆଜି ଦିନ ୩ଟାରୁ ଚେନ୍ନାଇର ଗୋଟିଏ ହୋଟେଲରେ ଖେଳାଳି ନିଲାମ ପ୍ରକ୍ରିୟା ହେବ। ନିଲାମର ଚୂଡାନ୍ତ ତାଲିକାରେ ସମେତ ମୋଟ ୨୯୨ ଜଣ ଖେଳାଳି ସାମିଲ ହେବେ। ଏମାନଙ୍କ ମଧ୍ୟରୁ ୮ଟି ଯାକ ଦଳ…

ତାମିଲସାଇ ହେଲେ ପୁଡୁଚେରୀର ନୂଆ ଉପ ରାଜ୍ୟପାଳ

ପୁଡୁଚେରୀ,୧୮।୨: ତାମିଲସାଇ ସୌନ୍ଦରାରାଜନ ପୁଡୁଚେରୀର ନୂଆ ଉପ ରାଜ୍ୟପାଳ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ତେଲେଙ୍ଗାନା ସହିତ ତାଙ୍କୁ ପୁଡୁଚେରୀର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଆୟୋଜିତ ଏକ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭି.ନାରାୟଣସ୍ବାମୀଙ୍କ ଉପସ୍ଥିତିରେ ତାମିଲସାଇ ଦାୟିତ୍ୱ ଗ୍ରହଣ କରିଛନ୍ତି।

ସାମରିକ ଶାସକଙ୍କ କଟକଣା: ପ୍ରଭାବିତ ହେଉଛି ମ୍ୟାନ୍‌ମାର ଅର୍ଥନୀତି

ନାପିତ୍ୱ,୧୮।୨: ମ୍ୟାନ୍‌ମାରରେ ସାମରିକ ଶାସକଙ୍କ କଟକଣା ଯୋଗୁ ସ୍ଥିତି ଏବେ ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ରାତ୍ର କାଳୀନ କର୍ଫ୍ୟୁ ଜାରି ହେବା ସହିତ ଇଣ୍ଟରନେଟ୍‌ ସେବା ଉପରେ ରାତ୍ର ୧ଟାରୁ ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ପ୍ରତିବନ୍ଧକ ଲଗାଯାଇଛି। ଏହା…

ଏହି କ୍ରିକେଟର୍‌ ସ୍ତ୍ରୀଙ୍କ ନାଁରେ ନକଲି ଫେସ୍‌ବୁକ୍‌ ଆକାଉଣ୍ଟ

ବିସିସିଆଇ ସଭାପତି ତଥା ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ସ୍ତ୍ରୀ ଡୋନା ଗାଙ୍ଗୁଲିଙ୍କ ନାମରେ ଏକ ନକଲି ‘ଫେସବୁକ ପେଜ’ ଥିବା ନେଇ ପୋଲିସ ନିକଟରେ ଅଭିଯୋଗ ହୋଇଛିି। ବୁଧବାର ଜଣେ ପୋଲିସ ଅଧିକାରୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି…

ନ୍ୟୁଜ୍‌ ଓ୍ବେବସାଇଟ୍‌କୁ ବ୍ୟାନ୍‌ କଲା ଫେସବୁକ୍‌

କାନବେରା,୧୮।୨: ସୁରକ୍ଷାକୁ ଦୃଷ୍ଟିରେ ରଖି ଅଷ୍ଟ୍ରେଲିଆରେ ଫେସବୁକ୍‌ ପକ୍ଷରୁ କେତେକ ନ୍ୟୁଜ୍‌ ଓ୍ବେସାଇଟ୍‌ ସହିତ ଅନ୍ୟ ପେଜ୍‌କୁ ବ୍ୟାନ୍‌ କରିଛି। ଏହାଦ୍ୱାରା ଜରୁରିକାଳୀନ ସେବା ପ୍ରଭାବିତ ହୋଇଛି। କରୋନା ସଂକ୍ରମଣ ସମ୍ପର୍କରେ ୟୁଜରଙ୍କୁ ଅବଗତ କରାଉଥିବା ପେଜ୍‌ ମଧ୍ୟ ଅକାମୀ ହୋଇ…

ଏହି ଫିଲ୍ମର ଗୋଟିଏ ସିନ୍‌ ପାଇଁ ଖର୍ଚ୍ଚ ହେଲା ଦେଢ କୋଟି ଟଙ୍କା

ବାହୁବଳୀ ସୁପରଷ୍ଟାର ପ୍ରଭାସ ଏବଂ ପୂଜା ହେଗେଡଙ୍କ ଅଭିନୀତ ଆଗାମୀ ଫିଲ୍ମ ରାଧେ ଶ୍ୟାମ୍‌ର ଟିଜର୍‌ ଇତିମଧ୍ୟରେ ରିଲିଜ୍‌ ହୋଇଯାଇଛି। ଟିଜରରେ ପୂଜା ଏବଂ ପ୍ରଭାସଙ୍କୁ କିଛି ସେକେଣ୍ଡ ପାଇଁ ଦେଖାଯାଇଥିଲା। ଏହି ସିନ୍‌ରେ ଉଭୟ ରେଳ ଷ୍ଟେସନ୍‌ରେ ଥିଲେ। ଏହି…

ଥମୁଛି ବିବାଦ: ଏଲ୍‌ଏସିରୁ ହଟୁଛନ୍ତି ଦୁଇପକ୍ଷ

ଲଦାଖ,୧୮।୨: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଲାଗି ରହିଥିବା ସୀମା ବିବାଦ ଥମିବାରେ ଲାଗିଛି। ଭାରତୀୟ ସେନା ଏବଂ ଚାଇନା ସୈନ୍ୟ ବାହିନୀ ଏଠାରୁ ହଟିବାରେ ଲାଗିଛନ୍ତି। ପୈଙ୍ଗାଙ୍ଗ୍‌ ହ୍ରଦର ଉତ୍ତର ଏବଂ ଦକ୍ଷିଣ ଅଞ୍ଚଳରୁ ଯୁଦ୍ଧ ସରଞ୍ଜାମ…

ଦୋସା ପ୍ରସ୍ତୁତ କରି ପବନରେ ଉଡ଼ାଇଦେଲେ ଦୋକାନୀ, ସିଧା ଯାଇ ପଡ଼ିଲା ଗ୍ରାହକଙ୍କ ଥାଳିରେ

ଦକ୍ଷିଣ ମୁମ୍ବାଇର ମଙ୍ଗଳଦାସ ମାର୍କେଟରେ ଜଣେ ଦୋକାନୀ ଦୋସା ପ୍ରସ୍ତୁତ କରି ପବନରେ ଏମିତି ଉଡ଼ାଇ ଦେଉଛନ୍ତି ଯେ, ସିଧା ଯାଇ ଗ୍ରାହକଙ୍କ ଥାଳିରେ ପଡୁଛି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓକୁ ବର୍ତ୍ତମାନ ସୁଦ୍ଧା ୮୪…

ଭାଜପା ମୂଳପୋଛ

ଚଣ୍ଡିଗଡ଼, ୧୮ା୨: କେନ୍ଦ୍ରର ୩ କୃଷି ଆଇନ ଭାଜପା ପାଇଁ ମହଙ୍ଗା ପଡ଼ିଛି। ଏହି ବିବାଦୀୟ ଆଇନ ହଟାଇବା ଦାବିରେ ଦିଲ୍ଲୀର ସିଙ୍ଘୁ, ଟିକ୍ରି ଓ ଗାଜିପୁର ସୀମାରେ କୃଷକଙ୍କ ଆନ୍ଦୋଳନ ୩ ମାସ ପୂରିବାକୁ ଯାଉଥିବାବେଳେ କୃଷି ପ୍ରଧାନ ରାଜ୍ୟ…

ତୈଳ-ବାଷ୍ପ ଭିତ୍ତିଭୂମିରେ ଖର୍ଚ୍ଚ ହେବ ୭.୫ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭିଡିଓ କନଫରେନ୍ସ ଯୋଗେ ତାମିଲନାଡୁର ୩୨,୭୦୦ କୋଟି ଟଙ୍କା ମୂଲ୍ୟର ତୈଳ ଏବଂ ବାଷ୍ପ ପ୍ରକଳ୍ପଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି। କାର୍ଯ୍ୟକ୍ରମ ଅବସରରେ ସେ କହିଛନ୍ତି, କେନ୍ଦ୍ର ସରକାର ପ୍ରାକୃତିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri