Home

ଦୋସା ପ୍ରସ୍ତୁତ କରି ଲୋକଙ୍କୁ ଖାଇବାକୁ ଦେଉଛନ୍ତି ପ୍ରାର୍ଥୀ

ଚେନ୍ନାଇ,୨୬।୩: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। ଭୋଟରଙ୍କୁ ନିଜ ଆଡକୁ ଆଣିବା ପାଇଁ ପ୍ରାର୍ଥୀମାନେ ପ୍ରତିଦିନ ପ୍ରଚାର କରିବାର ନୂତନ ପଦ୍ଧତି ଅବଲମ୍ବନ କରୁଛନ୍ତି। କେହି କେହି ଭୋଟରଙ୍କ ପୋଷାକ ଧୋଉଛନ୍ତି ତ…

ବାଲେଶ୍ୱରରେ ଭାରତ ବନ୍ଦର ପ୍ରଭାବ

ବାଲେଶ୍ୱର ଅଫିସ,୨୬।୩: କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଶୁକ୍ରବାର ସିପିଏମ୍‌ ଓ କଂଗ୍ରସ ପକ୍ଷରୁ ରାଜ୍ୟବ୍ୟାପୀ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କର କଳା କୃଷି ଆଇନ, ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଆକାଶଛୁଆଁ ଦରବୃଦ୍ଧି ବିରୋଧରେ…

୧୨ ଘଣ୍ଟିଆ ଭାରତ ବନ୍ଦ ଆରମ୍ଭ: ଗାଜିପୁର ବର୍ଡରରେ ନାଚୁଛନ୍ତି କୃଷକ

ନୂଆଦିଲ୍ଲୀ,୨୬।୩: ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାର ଆଣିଥିବା ୩ କୃଷି ଆଇନ ବିରୋଧରେ ମୋର୍ଚ୍ଚା ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାକୁ ବିଭିନ୍ନ ରାଜନୀତିକ ଦଳ ସମର୍ଥନ କରୁଛନ୍ତି। ବନ୍ଦ…

ପୋତି ହେଲାଣି ଡ୍ରେନ୍‌, ହଟାଯାଉନି ଅଳିଆ

ଜଟଣୀ,୨୬।୩(ଡି.ଏନ୍‌.ଏ): ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ମାଧ୍ୟମରେ ଜଟଣୀ ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବା ପାଇଁ ପଦକ୍ଷେପ ନିଆଯାଉଛି। ଏପରି କି, ଏଥିପାଇଁ ବିପୁଳ ଟଙ୍କା ଖର୍ଚ୍ଚ କରାଯାଉଛି। ମାତ୍ର ବାସ୍ତବରେ ଚିତ୍ର ସମ୍ପୂର୍ଣ୍ଣ ଅଲଗା ଯୋଗୁ ପୌରାଞ୍ଚଳବାସୀ ସୁଫଳ ପାଇପାରୁନାହାନ୍ତି।…

ପୁଣି ଛାନିଆ କଲାଣି କରୋନା: ଦିନକରେ ୫୯,୧୧୮ ସଂକ୍ରମିତ,୨୫୭ ମୃତ

ନୂଆଦିଲ୍ଲୀ,୨୬।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନଟକ, ଛତିଶଗଡ ଏବଂ…

କେନ୍ଦୁଝରରେ ଭାରତ ବନ୍ଦ: ଯାତାୟାତ ବ୍ୟାହତ

କେନ୍ଦୁଝର,୨୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଭାରତ ବନ୍ଦ ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ ହୋଇଛି। ସଂଯୁକ୍ତ କିଷାନ ମୋର୍ଚ୍ଚା ଡାକରାରେ ବିଭିନ୍ନ ଚାଷୀ ସଙ୍ଗଠନ ପକ୍ଷରୁ ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରାଯାଇଥିବାରୁ ଯାତାୟାତ ବ୍ୟାହତ ହୋଇଛି। ଦୋକାନ ବଜାର ବନ୍ଦ ରହିଛି। କେନ୍ଦୁଝର…

ଜଳିଗଲା ୧୦ ବଖରା, ମହିଳା ଜୀବନ୍ତ ଦଗ୍ଧ

ପଦ୍ମପୁର,୨୬।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ଉଚୁଡ଼ିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁରେନ୍ଦ୍ର ବାରିକ, ନରେନ୍ଦ୍ର ବାରିକ,ନିଶାକର ବାରିକ,ଗୌରାଙ୍ଗ ବାରିକଙ୍କର ୧୦ ବଖରା ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଛି। ଘରେ ଶୋଇଥିବା କନକଲତା ବାରିକ(୪୫) ନିଆଁରେ…

ଦ୍ୱିତୀୟ ଦିନିକିଆ ପୂର୍ବରୁ ଇଂଲଣ୍ଡଙ୍କୁ ଲାଗିଲା ବଡ଼ ଝଟ୍‌କା

ପୁଣେ,୨୬।୩: ଭାରତ ଗସ୍ତରେ ଇଂଲଣ୍ଡ ସମସ୍ୟା ବଢିବାରେ ଲାଗିଛି। ଇଂଲଣ୍ଡ ପ୍ରଥମେ ଟେଷ୍ଟ ସିରିଜ ଏବଂ ତା’ପରେ ଟି -୨୦ ସିରିଜରେ ଭାରତଠାରୁ ପରାଜୟର ସାମ୍ନା କରିଛି। ଏବେ ଇଂଲଣ୍ଡକୁ ଆଉ ଏକ ବଡ଼ ଝଟକା ଲାଗିଛି। ଆହତ କାରଣରୁ ଇଂଲଣ୍ଡ…

ଚିଲିକା: ୧୭ ହେକ୍ଟର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ବାଲୁଗାଁ,୨୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଅଧୀନ ଚିଲିକାର ହାଟବରଡ଼ିଠାରୁ ନଈରୀ ମଧ୍ୟରେ ବେଆଇନ ଭାବେ ଗଢ଼ି ଉଠିଥିବା ୧୭ ହେକ୍ଟର ପରିବ୍ୟାପ୍ତ ଚିଙ୍ଗୁଡ଼ି ଘେରିକୁ ଗୁରୁବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ପ୍ରଶାସନ ପକ୍ଷରୁ ଚିଲିକାରେ ବାରମ୍ବାର ଘେରି ଉଚ୍ଛେଦ କରାଯାଉଥିଲେ ମଧ୍ୟ…

ଆଜି ଖେଳାଯିବ ଭାରତ-ଇଂଲଣ୍ଡ ଦ୍ୱିତୀୟ ମ୍ୟାଚ୍‌: ଜାଣନ୍ତୁ କେବେ, କେଉଁଠି, କେତେବେଳେ ଦେଖିବେ

ନୂଆଦିଲ୍ଲୀ,୨୬।୩: ପୁଣେର ଏମ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ରେ ଇଂଲଣ୍ଡକୁ ୬୬ରନ୍‌ରେ ପରାସ୍ତ କରିଛି ଭାରତ। ୨୬ ମାର୍ଚ୍ଚ(ଶୁକ୍ରବାର) ସିରିଜର ଦ୍ୱିତୀୟ ମୁକାବିଲା ଖେଳାଯିବ। ଭାରତୀୟ ସମୟାନୁସାରେ ଅପରାହ୍ନ ୧ଟାରେ ଟସ୍‌ ପଡ଼ିବ। ସେହିଭଳି ମ୍ୟାଚ୍‌ ୧.୩୦ ରେ…

ବିଲୁପ୍ତି ପଥେ ତାଳପତ୍ର ଜାତକ

ଖୋର୍ଦ୍ଧା ଅଫିସ,୨୬।୩: ଭାରତୀୟ ସଂସ୍କୃତି, ପରମ୍ପରାରେ ତାଳପତ୍ରର ବହୁଳ ବ୍ୟବହାର ରହିଛି। ପ୍ରାଚୀନ କାଳରୁ ସଂସ୍କୃତି, ଶାସ୍ତ୍ରୀୟ ମତ ବିଚାର, ଗ୍ରନ୍ଥ ଆଦି ତାଳପତ୍ରରେ ଲେଖାଯାଇଛି। ମୁନିଋଷିମାନେ ମଧ୍ୟ ତାଳପତ୍ର ଓ ଲେଖନୀକୁ ବ୍ୟବହାର କରି ରାମାୟଣ, ମହାଭାରତ, ପୁରାଣ, ଶାସ୍ତ୍ର…

ମାତ୍ର ୪୦ ଦିନରେ ଭାରତକୁ ମିଳିଲା ୫ ବଡ଼ ସୁପରଷ୍ଟାର୍‌

ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା କ୍ରିକେଟ ସିରିଜରେ ଭାରତ ପକ୍ଷରୁ ଡେବ୍ୟୁ କରିଥିବା ଖେଳାଳି ଏବେ ରେକର୍ଡ ଭାଙ୍ଗିବାରେ ବ୍ୟସ୍ତ ଅଛନ୍ତି। ଏହି ପ୍ରଦର୍ଶନ ସୂଚାଇ ଦେଉଛି ଯେ ଭାରତୀୟ କ୍ରିକେଟର ଭବିଷ୍ୟତ ଭଲ ହେବ। ଏଥିସହ ଟେଷ୍ଟ ଏକଦିବସୀୟ ଏବଂ ଟି୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?