Home

ପ୍ରେମରେ ପଡିଛନ୍ତି ସୁନ୍ଦରୀ ରାଜକୁମାରୀ, ବିବାହ ପାଇଁ କରୁଛନ୍ତି ଭୟ

ଟୋକିଓ,୧୭।୧୧: ଜାପାନର ସୁନ୍ଦରୀ ରାଜକୁମାରୀ ମାକୋ ପ୍ରେମରେ ପଡିଛନ୍ତି। ଦେଶର ସାଧାରଣ ନାଗରିକ କେ କୋମୁରୋଙ୍କୁ ପ୍ରେମ କରି ବସିଛନ୍ତି ସେ। ଜାପାନର ସମୁଦ୍ର କୂଳରେ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା କାର୍ଯ୍ୟ କରୁଛନ୍ତି କୋମୁରୋ।ଜାପାନର ସମ୍ରାଟ ଆକିହିତୋଙ୍କ ନାତୁଣୀ ଏବଂ ବର୍ତ୍ତମାନର…

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କୁ ହତ୍ୟା ଧମକ

ଢାକା,୧୭।୧୧:ବାଂଲାଦେଶ କ୍ରିକେଟର ଶାକିବ ଅଲ ହାସନଙ୍କୁ ଫେସବୁକରେ ହତ୍ୟା ଧମକ ଦିଆଯିବା ପରେ ସେ ସୋସିଆଲ ମିଡିଆରେ କ୍ଷମା ମାଗିଛନ୍ତି। ଶାକିବ କାଳୀ ପୂଜାରେ ସାମିଲ ହେବା ପାଇଁ କୋଲକାତା ଆସିଥିଲେ ଏବଂ ଏହି କାରଣରୁ ତାଙ୍କୁ ହତ୍ୟା ଧମକ ଦିଆଯାଇଥିବା…

ବେଆଇନ ଭାବେ ମାଛ ମାରୁଥିବା ଟ୍ରଲର ଜବତ: ୮ ଗିରଫ

ଗଞ୍ଜାମ, ୧୭।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଳିବନ୍ଧସ୍ଥିତ ଋଷୁକୁଲ୍ୟା ମୁହାଣ ଠାରୁ ୮ କିଲୋମିଟର ସମୁଦ୍ର ମଧ୍ୟରେ ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ସୋମବାର ବିଳମ୍ବିତ ରାତିରେ ଜବତ କରାଯାଇଛି। ସେହି ଟ୍ରଲରରେ ଥିବା ୮ ଯୁବକଙ୍କୁ ଗିରଫ କରାଯାଇଛି।…

ଗର୍ଜିଲେ ଶାହା: ଟାର୍ଗେଟରେ ସୋନିଆ-ରାହୁଲ

ନୂଆଦିଲ୍ଲୀ,୧୭ ।୧୧: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁପକାର ଗୋଷ୍ଠୀ ସହ ଜଡିତ ଦଳ ଗୁଡିକ ଉପରେ ଖୁବ୍ ବର୍ଷିଛନ୍ତି । ମଙ୍ଗଳବାର ଶାହା କହିଛନ୍ତି ଗୁପକାର ଗ୍ୟାଙ୍ଗର ଗୋଷ୍ଠୀ ଏବେ ବିଶ୍ୱବ୍ୟାପୀ ହୋଇଯାଇଛି । ଏହି ଗ୍ୟାଙ୍ଗ ଉପରେ ତ୍ରିରଙ୍ଗାକୁ ଅପମାନ…

ପୁରୀକୁ ନେଇ ବିବାଦୀୟ ମନ୍ତବ୍ୟ: ଲେଖାଶ୍ରୀଙ୍କ ବିରୋଧରେ ଏତଲା ଦେଲା ଯୁବ କଂଗ୍ରେସ

ପୁରୀ ଅଫିସ,୧୭ା୧୧: ପୁରୀକୁ ନେଇ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଦେଇଥିବା ମନ୍ତବ୍ୟକୁ ବିରୋଧ କରିଛି ଜିଲା ଯୁବ କଂଗ୍ରେସ । କିଛିଦିନ ପୂର୍ବରୁ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଲେଖାଶ୍ରୀ କହିଥିଲେ, ଅନେକ ଲୋକ ପୁରୀକୁ କଲିକତାର ବୋଲି ଆଗରୁ…

ମୁହଁ ଖୋଲିଲେ ଗିରଫ ଅଭିଯୁକ୍ତ: ‘ବାବୁଙ୍କ ପାଇଁ ଆଣିଥିଲେ ବାଘଛାଲ’

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଚାଲିଛି ବାଘ ଛାଲ ବେପାର। କଲରାପତରିଆ ବାଘର ଛାଲ ସହ ଅଭିଯୁକ୍ତ ଧରାପଡ଼ିବା ପରେ ଏବେ ଫିଟୁଛି ଗୁମର। ଗିରଫ ଅଭିଯୁକ୍ତଜଣଙ୍କ ବାଘ ଛାଲ ବାବୁଙ୍କ ପାଇଁ ଆଣିଥିବା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଆଗରେ ସ୍ବୀକାର କରିଛନ୍ତି।…

ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦିୟିତ୍ୱ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଭୁବନେଶ୍ୱର ଏମ୍‌ପି ଅପରାଜାତି ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ। ଆଗାମୀ ୩ ବର୍ଷ ଲାଗି ରାଜ୍ୟଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଂଚାଳନ ସମିତିରେ ଭାରତ ପକ୍ଷରୁ ସେ ପ୍ରତିନିଧିତ୍ୱ କରିବେ । ଲୋକସଭା ବାଚସ୍ପତିଙ୍କ ଅନୁମୋଦନରେ ଅପରାଜିତାଙ୍କୁ ଏହି ଦାୟିତ୍ୱ…

ଏହି ପ୍ରସିଦ୍ଧ ଅଭିନେତାଙ୍କୁ ହତ୍ୟା

ତାମିଲ ଭାଷାର ଲୋକପ୍ରିୟ ଟିଭି ଧାରାବାହିକ ‘ଥେନମୋଝି ବିଏ’ରେ ଖଳନାୟ ଚରିତ୍ରରେ ଅଭିନୟ କରୁଥିବା ପ୍ରସିଦ୍ଧ ଅଭିନେତା ସେଲଭାରାଥିନମଙ୍କୁ ହତ୍ୟା କରାଯାଇଛି। ସିସିଟିଭି ଫୁଟେଜ ଆଧାରରେ ଘଟଣାସ୍ଥଳରେ ୪ଜଣ ସନ୍ଦିଗ୍ଧ ଥିବା ଦେଖିବାକୁ ମିଳୁଛି। ଏହାକୁ କେନ୍ଦ୍ରକରି ପୋଲିସ ଘଟଣାର ତଦନ୍ତ…

ମ୍ୟାଚ୍‌ ଚାଲୁଥିବା ସମୟରେ ହଠାତ୍‌ ଡ୍ରେସିଂ ରୁମ୍‌କୁ ଦୌଡିଲେ ଏହି ଖେଳାଳି, ଜାଣନ୍ତୁ କାହିଁକି

କରାଚି,୧୭।୧୧:ପାକିସ୍ତାନ ସୁପର ଲିଗ (ପିଏସଏଲ) ଏବେ ଚାଲିଛି। ଗତ ମାର୍ଚ୍ଚରେ ପ୍ଲେ ଅଫ ପୂର୍ବରୁ କରୋନା ଭାଇରସ କାରଣରୁ ପିସିଏ୍‌କୁ ସ୍ଥଗିତ ରଖାଯାଇଥିଲା ଏବଂ ଏବେ ଟୁର୍ନାମେଣ୍ଟ ସମାପ୍ତ ହେବ। ଗତ ଶନିବାର ଏହି ଟୁର୍ନାମେଣ୍ଟ ଆରମ୍ଭ ହୋଇଥିଲା। ପାକିସ୍ତାନ ସୁପର୍‌…

କର୍କଟ ରୋଗରେ ଆକ୍ରାନ୍ତ ଏହି ପ୍ରସିଦ୍ଧ ଅଭିନେତା ମାଗିଲେ ଆର୍ଥିକ ସହାୟତା

ତାମିଲ ସିନେମାର ପ୍ରସିଦ୍ଧ ଅଭିନେତା ଥଭାସି କର୍କଟ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କର ସ୍ବାସ୍ଥ୍ୟବସ୍ଥା ଅତ୍ୟନ୍ତ ଖରାପ ହୋଇପଡ଼ିଛି। ଏଭଳି ପରିସ୍ଥିତିରେ ସେ ତାଙ୍କର ଘନିଷ୍ଠ ବନ୍ଧୁ ଏବଂ ପ୍ରଶଂସକଙ୍କୁ ଆର୍ଥୀକ ସାହାଯ୍ୟ ପାଇଁ ଅନୁରୋଧ କରିଛନ୍ତି। ଥାଭାସି ଅନେକ ସୁପରହିଟ୍‌…

କ୍ରିକେଟର୍‌ମାନେ ‘ଶୂନ’ରେ ଆଉଟ୍‌ ହେଲେ କେମିତି ଥାଏ ସ୍ତ୍ରୀଙ୍କ ପ୍ରତିକ୍ରିୟା

କ୍ରିକେଟର୍‌ଙ୍କ ସ୍ତ୍ରୀ ଏବଂ ଗର୍ଲଫ୍ରେଣ୍ଡ ମ୍ୟାଚ୍‌ ଦେଖିବା ପାଇଁ ଷ୍ଟାଡିୟମକୁ ଯିବା କିଛି ନୂଆ କଥା ନୁହେଁ। ଆଜିକାଲି କ୍ରିକେଟର୍‌ମାନେ ଗସ୍ତ ସମୟରେ ସାଥିରେ ଗର୍ଲଫ୍ରେଣ୍ଡ ଏବଂ ସ୍ତ୍ରୀଙ୍କୁ ନେଉଛନ୍ତି। ଏହି କାରଣରୁ ଅନେକଥର ମଧ୍ୟ ସେମାନେ ସୋସିଆଲ ମିଡିଆରେ ଟ୍ରୋଲ…

କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୬୦ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri