କଂଗ୍ରେସର ବନ୍ଦ ଡାକରା, କୋରାପୁଟରେ ଜନଜୀବନ ପ୍ରଭାବିତ
କୋରାପୁଟ,୧୫।୨(ସ୍ବ.ପ୍ର.): ଡିଜେଲ ଓ ପେଟ୍ରୋଲ ଦର ବୃଦ୍ଧିକୁ ବିରୋଧ କରି ଜାତୀୟ କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଯୋଗୁ ସୋମବାର କୋରାପୁଟ ଜିଲାରେ ଜନଜୀବନ ପ୍ରଭାବିତ ହୋଇଛି। ସହରର ଟ୍ରାଫିକ ଛକଠାରେ ଜିଲା କଂଗ୍ରେସ କମିଟି ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ୱରେ…
ବରଗଡ଼ରେ ଓଡ଼ିଶା ବନ୍ଦଡାକରାକୁ ସମର୍ଥନ
ବରଗଡ଼ ଅଫିସ,୧୫।୨: କେନ୍ଦ୍ର ସରକାରଙ୍କ ତୈଳ ଓ ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଦିଆଯାଇଥିବା ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ ଜିଲାରେ ସ୍ବତଃସ୍ଫୁର୍ତ୍ତ ସମର୍ଥନ ମିଳିଛି। ସୋମବାର ସକାଳ ୭ଟାରୁ ଜିଲାର ଦୋକାନ…
ୟୁଜରଙ୍କ ଗୋପନୀୟତା ସର୍ବୋପରି: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୧୫।୨: ୟୁଜରଙ୍କ ଗୋପନୀୟତା ନେଇ ଫେସ୍ବୁକ୍ ଏବଂ ହ୍ବାଟସ୍ ଆପ୍କୁ ସୁପ୍ରିମ୍କୋର୍ଟ ଭର୍ସନା କରିଛନ୍ତି। ୟୁଜରଙ୍କ ଗୋପନୀୟତା ସର୍ବୋପରି। ଏଥିରେ ହସ୍ତକ୍ଷେପ ସହ୍ୟ କରାଯିବ ନାହିଁ। ହ୍ବାଟସ୍ ଆପ୍ର ନୂଆ ଗୋପନୀୟତା ନୀତି ଯୋଗୁ ହୋଇଥିବା ବିବାଦର ଶୁଣାଣି ସମୟରେ ସୁପ୍ରିମ୍କୋର୍ଟ…
ଏହି ପ୍ରସିଦ୍ଧ ଅଭିନେତ୍ରୀ ସିଗାରେଟ୍ ଟାଣୁଥିବା ଫଟୋ ଭାଇରାଲ
ସାଉଥ ଇଣ୍ଡଷ୍ଟ୍ରି ହେଉ କି ବଲିଉଡ ଚମତ୍କାର ଅଭିନୟ ପ୍ରଦର୍ଶନ କରି ଦର୍ଶକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି ଅଭିନେତ୍ରୀ କାଜଲ ଅଗ୍ରୱାଲ। କାଜଲ ଅନେକ ବଡ ତାରକାଙ୍କ ସହ କାମ କରିଛନ୍ତି ଏବଂ ତାଙ୍କ ଅଭିନୟରେ ଲକ୍ଷ ଲକ୍ଷ…
ଶ୍ରୀମନ୍ଦିରରେ ପଡ଼ିଲା ରକ୍ତଛିଟା
ପୁରୀ ଅଫିସ,୧୫।୨: ଜଣେ ଯାତ୍ରୀ ସହାୟକ ଏବଂ ସୁଆର ସେବାୟତଙ୍କ ମଧ୍ୟରେ ମାଡପିଟ୍ ଯୋଗୁ ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ରକ୍ତଛିଟା ପଡ଼ିଛି। ଆହତ ଯାତ୍ରୀ ସହାୟକ ଦାମୋଦର ଗୋଚ୍ଛିକାରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସୁଆର ସେବାୟତ ରାମକୃଷ୍ଣ ଖୁଣ୍ଟିଆ କୁଡୁଆ ନେଇ…
ଦାମ୍ପତ୍ୟ ଜୀବନରେ ପ୍ରେମ ଚାହାନ୍ତି ୯୨ ପ୍ରତିଶତ ଭାରତୀୟ
ନୂଆଦିଲ୍ଲୀ,୧୫।୨: ପ୍ରେମ ଏକ ଅଭୁଲା ଅନୁଭୁତି। ଦାମ୍ପତ୍ୟ ଜୀବନର ସ୍ଥାୟୀତ୍ୱ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଥିବା ଭଲ ପାଇବା ଉପରେ ହିଁ ନିର୍ଭର କରିଥାଏ। ବିବାହ ପରବର୍ତ୍ତୀ ଦାମ୍ପତ୍ୟ ଜୀବନରେ ୯୨ ପ୍ରତିଶତ ଭାରତୀୟ ପ୍ରେମ ଚାହିଥାନ୍ତି। ସମ୍ପ୍ରତି କରାଯାଇଥିବା ଏକ ସର୍ଭେ…
ପାଠ ମନେ ରଖିବା ପାଇଁ ଛାତ୍ରୀଛାତ୍ରଙ୍କୁ ଇଞ୍ଜେକସନ ଦେଉଥିଲେ ଶିକ୍ଷକ
ନୂଆଦିଲ୍ଲୀ,୧୫।୨: ରାଜଧାନୀ ଦିଲ୍ଲୀରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ଶିକ୍ଷକ ଛାତ୍ରୀଛାତ୍ରଙ୍କ ସ୍ମରଣଶକ୍ତି ବଢାଇବା ଇଞ୍ଜେକସନ ଦେଉଥିବାବେଳେ ଧରାପଡିଛନ୍ତି। ପୋଲିସ ଶିକ୍ଷକଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ଦିଲ୍ଲୀର ମଣ୍ଡାବାଲୀ ଅଞ୍ଚଳରେ ସନ୍ଦିପ ନାମକ ଜଣେ ବ୍ୟକ୍ତି ସ୍ଥାନୀୟ…
ଆଜି ରାଜ୍ୟରେ ୮୮ ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ରେ ରେକର୍ଡ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ସୋମବାର ରାଜ୍ୟରୁ ୮୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୨୬୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୧ ଜଣ ଚିହ୍ନଟ…
ନନ୍ଦନକାନନରେ ପୂର୍ଣ୍ଣିମା ଜନ୍ମଦେଲା ଶାବକ
ବାରଙ୍ଗ,୧୫।୨(ଡି.ଏନ୍.ଏ.): ପ୍ରାଣୀଉଦ୍ୟାନ ନନ୍ଦନକାନନ ପାଇଁ ଖୁସି ଖବର। ସୋମବାର ସକାଳେ ନନ୍ଦନକାନନରେ ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷକ ସାଜିଥିବା ସିମ୍ପାଜି ପୂର୍ଣ୍ଣିମା ଗୋଟିଏ ଶାବକକୁ ଜନ୍ମ ଦେଇଛି। ମା ଓ ଛୁଆ ଉଭୟ ସୁସ୍ଥ ଥିବାବେଳେ ଶାବକ ଜନ୍ମ ପରେ ମା…
ଚାଷୀଙ୍କ ଘରେ ଭୋଜନ: ଭାଜପାର ନିର୍ବାଚନୀ ଥୋପ
କୋଲକାତା,୧୫।୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଭାଜପା ପକ୍ଷରୁ ରାଜ୍ୟରୁ ତୃଣମୂଳ କଂଗ୍ରେସର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାରଙ୍କୁ ହଟାଇବା ପାଇଁ ବିଭିନ୍ନ ଯୋଜନା ପ୍ରସ୍ତୁତ କରାଯାଇଛି। ଫେବୃୟାରୀ ୧୮ରେ ରାଜ୍ୟର ୧,୨୬୩ ମଣ୍ଡଳରେ ଭାଜପାର କୃଷକ ମୋର୍ଚ୍ଚା…
ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ ପାଟଣା ବନ୍ଦ
ପାଟଣା,୧୫।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ପଦବୀ ପୂରଣ ନେଇ ୧୨ ଘଣ୍ଟିଆ ପାଟଣା ବନ୍ଦ ଡାକରା ଦିଆଯାଇଛି। ଆନ୍ଦୋଳନକାରୀମାନେ ସୋମବାର ସକାଳ ୬ରୁ ସା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ପାଟଣା ବନ୍ଦ ପାଳନ କରୁଛନ୍ତି। ବିଶେଷଜ୍ଞ…
ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ
କେନ୍ଦୁଝର,୧୫।୨(ସ୍ବ.ପ୍ର.): ସୋମବାର ତୈଳ ଦର ବୃଦ୍ଧି ପ୍ରତିବାଦ ଓ ତିନୋଟି କୃଷି ଆଇନ ପ୍ରତ୍ୟାହାର ଦାବିରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ ହୋଇଛି। ଗାନ୍ଧୀ ଛକ ନିକଟରେ କଂଗ୍ରେସ ଜିଲା ସଭାପତି ବିପ୍ଳବ…
Archives


