Home

ଝରାଫୁଲଙ୍କ ମୃତ୍ୟୁ ଉପରୁ ରହସ୍ୟ ହଟୁନି: ଅଭିଯୁକ୍ତ ଶକ୍ତି ଶେଖରଙ୍କ ସୁରାକ ପାଉନି ପୋଲିସ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ରହସ୍ୟଜନକ ମୃତ୍ୟୁ ଦିନକୁ ଦିନ ଆହୁରି ରହସ୍ୟ ଘେରକୁ ଚାଲିଯାଉଛି। ଘଟଣାର ୧୮ ଦିନ ବିତିଯାଇଥିଲେ ମଧ୍ୟ ମୃତ୍ୟୁର ପ୍ରକୃତ କାରଣ ପୋଲିସ ଖୋଜି ପାଉନି କି ସ୍ପଷ୍ଟ କରୁନି। ଏହି…

୧୧ଲକ୍ଷ ଟଙ୍କା ନ ଫେରାଇ ମହିଳାଙ୍କୁ ଅସଦାଚରଣ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବାଉନ୍ସରମାନଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ବାର୍‌ର ବାଉନ୍ସରମାନେ ମାଡ଼ ମାରି ଜଣେ ବ୍ୟକ୍ତିଙ୍କ ଗୋଡ଼ ଭାଙ୍ଗି ପଙ୍ଗୁ କରିଥିବାବେଳେ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଛାତ୍ରଙ୍କୁ ମାଡ଼ମାରି ରକ୍ତାକ୍ତ କରିଥିଲେ।…

ଯୁବକଙ୍କ ତଣ୍ଟି କାଟିଲେ ବାଉନ୍ସର

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବାଉଁସରମାନଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ବାର୍‌ର ବାଉନ୍ସରମାନେ ମାଡ଼ ମାରି ଜଣେ ବ୍ୟକ୍ତିଙ୍କ ଗୋଡ଼ ଭାଙ୍ଗି ପଙ୍ଗୁ କରିଥିବାବେଳେ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଛାତ୍ରଙ୍କୁ ମାଡ଼ମାରି ରକ୍ତାକ୍ତ କରିଥିଲେ।…

ମହାକାଶକୁ ଯିବ ଶ୍ରୀମଦ୍‌ ଭଗବଦ୍‌ ଗୀତା, ମୋଦିଙ୍କ ଫଟୋ

ନୂଆଦିଲ୍ଲୀ,୧୫।୨: ଫେବୃୟାରୀ ୨୮ରେ ଶ୍ରୀହରିକୋଟାର ମହାକାଶ କେନ୍ଦ୍ରରୁ ଏକ ଉପଗ୍ରହ ମହାକାଶକୁ ପ୍ରେରଣ କରାଯିବ। ଏହାର ନାମ ସତୀଶ ଧାଓ୍ବନ ସାଟେଲାଇଟ୍‌ ( ଏସ୍‌ଡି ସାଟ୍‌) ରଖାଯାଇଛି। ପିଏସ୍‌ଏଲ୍‌ଭି-ସି-୫୧ ରକେଟ ଦ୍ୱାରା ମହାକାଶକୁ ପଠାଯାଉଥିବା ଏହି ନିଆରା ଉପଗ୍ରହରେ ଶ୍ରୀମଦ୍‌ ଭଗବଦ୍‌…

ଜମି ଦେବା ନାଁରେ ୩୩ ଲକ୍ଷ ଠକେଇ, ଜଣେ ଗିରଫ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଭୁବନେଶ୍ୱରରେ ଜମି କିଣି ଦେବାକୁ କହି ୩୩ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗରେ ରବିବାର ଖଣ୍ଡଗିରି ଥାନା ପୋଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କେନ୍ଦ୍ରାପଡ଼ା ଅଞ୍ଚଳର ସଂଗ୍ରାମ ମହ୍ଲ(୪୨)। ସେ କିଛିଦିନ ହେବ…

ପଡିଆରେ ଏହି କ୍ରିକେଟର୍‌ଙ୍କୁ ଚାପୁଡା ମାରିଲେ ରୋହିତ ଶର୍ମା

ଚେନ୍ନାଇ,୧୫।୨: ଚେନ୍ନାଇରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନରେ ଏକ ମଜାଦାର ଘଟଣା ଘଟିଥିଲା । ଦ୍ୱିତୀୟ ଦିନରେ ଭାରତର ପ୍ରଥମ ଇନିଂସ ୩୨୯ରେ ଶେଷ ହୋଇଥିବାବେଳେ ଇଂଲଣ୍ଡ ଦଳ ପ୍ରଥମ ଇନିଂସରେ ମାତ୍ର ୧୩୪ରନ୍‌ରେ…

କନ୍ଧମାଳରୁ ମିଳିଲା ପୁଷ୍ପଲତାଙ୍କ ସ୍କୁଟି

ଭୁବନେଶ୍ୱର,୧୫।୨(ବ୍ୟୁରୋ): ବହ ଚର୍ଚ୍ଚିତ ପୁଷ୍ପଲତା ରାଉଳ ହତ୍ୟା ମାମଲାରେ ଗିରଫ ମୁଖ୍ୟ ଅଭିଯୁକ୍ତ ଗଞ୍ଜାମର ସଞ୍ଜୟ ଓରଫ ଅଙ୍ଗଦ ଦାସ ଓ ଚନ୍ଦୁ ଓରଫ ଶ୍ରୀକାନ୍ତ ଦାସଙ୍କ ୩ଦିନିଆ ରିମାଣ୍ଡ ରବିବାର ସରିଛି। ସୋମବାର ସେମାନଙ୍କୁ କୋର୍ଟରେ ହାଜର କରାଯିବ। ତେବେ…

କେସିଙ୍ଗାରେ କଂଗ୍ରେସ ପକ୍ଷରୁ ରାସ୍ତାରୋକୋ

କେସିଙ୍ଗା, ୧୫।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ସୋମବାର କଂଗ୍ରେସ ପକ୍ଷରୁ ବନ୍ଦ ପାଳନ କରାଯାଇଛି। ସକାଳ ୮ଟାରୁ ଦୁର୍ଗା ମଣ୍ଡପ ନିକଟ ଜାତୀୟ ରାଜପଥଠାରେ ରାସ୍ତାରୋକୋ କରାଯାଇଛି। କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବ ଏବଂ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ…

ଝିଅର ବୟସ ୯, ଓଜନ ୬ କିଲୋ

ତିଗିରିଆ,୧୫।୨(ଡି.ଏନ୍‌.ଏ.): ଯାଜପୁର ଜିଲା ନଗଡ଼ାରେ ଶିଶୁ ଅପପୁଷ୍ଟିର ଶିକାର ଘଟଣା ଦିନେ ଗଣମାଧ୍ୟମର ଚର୍ଚ୍ଚାର ବିଷୟ ପାଲଟିଥିଲା। ଏବେ କଟକ ଜିଲାର ତିଗିରିଆ ବ୍ଲକରେ ମଧ୍ୟ ସେଭଳି ଅବସ୍ଥା ଦେଖିବାକୁ ମିଳୁଛି। ଏହି ବ୍ଲକ ଅନ୍ତର୍ଗତ ନୂଆପାଟଣା, ମଝିସାହିର ଶ୍ୱେତବସନ୍ତ ପାତ୍ର…

ପ୍ରବଳ ରାଗିଗଲେ ଏହି ବ୍ୟାଟ୍ସମ୍ୟାନ୍‌, ଫିଙ୍ଗିଦେଲେ ହେଲ୍‌ମେଟ୍‌

ଚେନ୍ନାଇ,୧୫।୨: ଦୁନିଆର ଶ୍ରେଷ୍ଠ ଅଲରାଉଣ୍ଡର ବେନ ଷ୍ଟୋକ୍ସ ଆକ୍ରମଣାତ୍ମକ କ୍ରିକେଟର ଭାବେ ଜଣାଶୁଣା। ଷ୍ଟୋକ୍ସକୁ ପଡ଼ିଆ ଭିତରେ ଏବଂ ବାହାରେ ପ୍ରତିପକ୍ଷ ଖେଳାଳିଙ୍କ ସହ ଝଗଡା କରିବା ଦେଖାଯାଏ। ୨୯ ବର୍ଷୀୟ ଷ୍ଟୋକ୍ସ ଭାରତ ବିପକ୍ଷ ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ…

ନିଦ୍ରା ପାଲଟିଲା ମହାନିଦ୍ରା: ୧୬ ଶ୍ରମିକ ମୃତ

ଜଲଗାଓ୍ବଁ,୧୫।୨: ମହାରାଷ୍ଟ୍ର ଜଲଗାଓ୍ବଁରେ ଏକ ସଡ଼କ ଦୁର୍ଘଟଣାରେ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏକ ଅମୃତ ଭଣ୍ଡା ବୋଝେଇ ଟ୍ରକ୍‌ ଜଲଗାଓ୍ବଁର ରାବେରକୁ ଯାଉଥିଲା। ତେବେ ରବିବାର-ସୋମବାର ବିଳମ୍ବିତ ରାତ୍ରରେ କିନଗାଓ୍ବଁ ନିକଟରେ ଟ୍ରକ୍‌ଟି ଭାରସାମ୍ୟ ହାରଇ ଓଲଟି ପଡ଼ିଥିଲା। ଏଥିରେ…

ପିହୁଙ୍କୁ ଖୋଜିଦେଲେ ୨୦ ହଜାର: ପୁରସ୍କାର ପୋଷ୍ଟର ମାରିଲା ପୋଲିସ

ଯାଜପୁର ଅଫିସ/ବିଞ୍ଝାରପୁର,୧୫।୨(ଡି.ଏନ.ଏ.): ଶିଶୁକନ୍ୟା ଶୁଭଲକ୍ଷ୍ମୀ ନାୟକ(ପିହୁ) ନିଖୋଜ ଘଟଣାରେ ଯାଜପୁର ଜିଲା ବିଞ୍ଝାରପୁର ଥାନା ପୋଲିସ ସାଧାରଣ ଲୋକଙ୍କ ସହଯୋଗ ଲୋଡ଼ିଛି। ପିହୁ କେଉଁଠି ସେନେଇ ପୋଲିସକୁ ଖବର ଦେଲେ ସୂଚନାଦାତାଙ୍କୁ ୨୦ ହଜାର ଟଙ୍କା ପୁରସ୍କାର ଦିଆଯିବ। ଏନେଇ ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri