ଅମ୍ଫନ ରିଲିଫ୍ ପାଣ୍ଠି ଆତ୍ମସାତ୍ କରିଛି ଟିଏମ୍ସି: ଶାହା
ଗୋସାବା,୨୪ା୩: ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ସରକାର ଅମ୍ଫନ ରିଲିଫ୍ ପାଣ୍ଠିକୁ ଆତ୍ମସାତ୍ କରିଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ମଙ୍ଗଳବାର ଅଭିଯୋଗ ଆଣିଛନ୍ତି। ଗୋସାବାରେ ଭାଜପାର ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ଶାହା କହିଛନ୍ତି, ସାମୁଦ୍ରିକ ଝଡ଼ ଅମ୍ଫନରେ ସୁରନ୍ଦରବନ ଅଞ୍ଚଳର…
ସ୍ଥାନାନ୍ତର ପାଇଁ ମିଳୁନି ଜାଗା
ଭୁବନେଶ୍ୱର,୨୪ା୩(ବ୍ୟୁରୋ): ରାଜଧାନୀର ଛାତି ଉପରେ ରହିଛି ଝାରପଡ଼ା ସ୍ବତନ୍ତ୍ର ଜେଲ୍। ଏଠାରେ ବିଭିନ୍ନ ଅପରାଧରେ ସମ୍ପୃକ୍ତ ଅପରାଧୀମାନେ ରହୁଛନ୍ତି। ୧୯୬୪ ମସିହାରେ ଏହା ପ୍ରଥମେ ଏକ ସବ୍ଜେଲ ଭାବେ ପ୍ରତିଷ୍ଠା ହୋଇଥିଲା। ସେତେବେଳେ ସେହି ସ୍ଥାନରେ ଲକ୍ଷ୍ମୀସାଗର ଓ ଝାରପଡ଼ା ନାମରେ…
‘କେବଳ ମୋଦିଙ୍କ ମିଛ କାରଖାନା ରହିବ’
କୋଲକାତା,୨୪ା୩: କେନ୍ଦ୍ର ସରକାର ସରକାରୀ ସଂସ୍ଥାଗୁଡ଼ିକୁ ବିକି ଦେଉଛନ୍ତି। କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମିଛ କାରଖାନା’ ରହିବ ବୋଲି ମଙ୍ଗଳବାର ତୃଣମୂଳ କଂଗ୍ରେସ (ଟିଏମ୍ସି) ସୁପ୍ରିମୋ ମମତା ବାନାର୍ଜୀ ସମାଲୋଚନା କରିଛନ୍ତି। ପୁରୁଲିଆ ଜିଲାର ପାରା, କାଶୀପୁର ଓ ରଘୁନାଥପୁରରେ…
କେନ୍ଦ୍ର ଟାର୍ଗେଟରେ ମହିଳା ଭୋଟର
ନୂଆଦିଲ୍ଲୀ,୨୪।୩ : ପାନୀୟ ଜଳ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ଏହା ପ୍ରତ୍ୟେକ ନାଗରିକଙ୍କ ଏକ ମୌଳିକ ଆବଶ୍ୟକତା। ଭାରତ ବିଶ୍ୱ କ୍ଷେତ୍ରଫଳର ୧୮% ହୋଇଥିଲେ ସୁଦ୍ଧା ଦେଶର ମାତ୍ର ୪% ପାଣି ପିଇବା ଯୋଗ୍ୟ। ଭାରତର ଭୂତଳ ଜଳ ସର୍ବନିମ୍ନ…
ମଧ୍ୟପ୍ରଦେଶ ଅଭିମୁଖେ ବାଘୁଣୀ ସୁନ୍ଦରୀ
ବନ୍ତଳା,୨୪ା୩(ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ରାଇଗୁଡ଼ା ଏନ୍କ୍ଲୋଜର ମଧ୍ୟରେ ୨୦୧୮ ନଭେମ୍ବର ୬ରୁ ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀକୁ ମଙ୍ଗଳବାର ମଧ୍ୟପ୍ରଦେଶର କାହ୍ନା ଅଭୟାରଣ୍ୟକୁ ଫେରାଇ ନିଆଯାଉଛି। ଟ୍ରାଙ୍କୁଲାଇଜ୍ ଦ୍ୱାରା ନିସ୍ତେଜ କରାଯିବା ପରେ କାହ୍ନାରୁ ଆସିଥିବା…
ପକ୍କାଘର ଅପେକ୍ଷାରେ ୧.୨୪ ଲକ୍ଷ ହିତାଧିକାରୀ
ଯାଜପୁର ଅଫିସ,୨୪ା୩: ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ରହୁଥିବା ଲୋକଙ୍କ ମଧ୍ୟରୁ ଅଦ୍ୟାବଧି ୧,୨୪,୦୪୧ ଜଣଙ୍କ ମୁଣ୍ଡ ଉପରେ ଛାତ ନାହିଁ। ସେମାନଙ୍କ ମଧ୍ୟରେ ୨୩,୩୪୫ ଜଣ ଅନୁସୂଚିତ ଜନଜାତି(ଏସ୍ଟି), ୨୨,୨୫୨ ଜଣ ଅନୁସୂଚିତ ଜାତି(ଏସ୍ସି) ଓ ୩୩,୩୨୭ ଜଣ ଅର୍ଥନୈତିକ ଦୁର୍ବଳ…
୧୬ ଜିଲାରୁ ୧୩ ହଜାର ଶିଶୁ ଶ୍ରମିକ ଚିହ୍ନଟ
ଭୁବନେଶ୍ୱର,୨୪ା୩(ବ୍ୟୁରୋ): ରାଜ୍ୟର ୧୬ ଜିଲାରୁ ୧୩,୬୨୦ ଜଣ ଶିଶୁ ଶ୍ରମିକ ଚିହ୍ନଟ ହୋଇଛନ୍ତି। ୨୦୧୬ରୁ ୧୦୧୮ ମଧ୍ୟରେ ଜାତୀୟ ଶିଶୁ ଶ୍ରମିକ ପ୍ରକଳ୍ପ ଜରିଆରେ କରାଯାଇଥିବା ସର୍ଭେରୁ ଏହି ତଥ୍ୟ ମିଳିଛି। ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ମନ୍ତ୍ରୀ ଶୁଶାନ୍ତ…
କେନ୍ଦ୍ର ବଦଳାଇପାରିବେ ଛାତ୍ରୀଛାତ୍ର
ଭୁବନେଶ୍ୱର, ୨୪।୩(ବ୍ୟୁରୋ): କୋଭିଡ୍-୧୯ ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ ପରୀକ୍ଷାକେନ୍ଦ୍ରରେ ପରିବର୍ତ୍ତନ କରିବାକୁ ଅନୁମତି ଦେଇଛନ୍ତି। କେତେଜଣ ପିଲା ସେମାନଙ୍କ ପରିବାର ସହିତ ଅନ୍ୟ ସହର ବା ଦେଶକୁ…
ଗଡ଼ିବ ନୂଆ ମେମୁ ଟ୍ରେନ୍
ଭୁବନେଶ୍ୱର,୨୪।୩: ଭୁବନେଶ୍ୱର ଓ କେନ୍ଦୁଝରଗଡ଼ ଏବଂ ପୁରୀ ଓ ଅନୁଗୋଳ ମଧ୍ୟରେ ମେମୁ ଟ୍ରେନ୍ ଚଳାଚଳ ନେଇ ନିଷ୍ପତ୍ତି ହୋଇଛି। ସେହିଭଳି ବିଶାଖାପାଟଣା-ଜଗଦଳପୁର ବିଶେଷ ଟ୍ରେନ୍ ସେବା କିରାଣ୍ଡୁଲକୁ ସମ୍ପ୍ରସାରିତ କରାଯିବାକୁ ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ମିଳିଛି। ଚଳିତ ମାସ…
୨୧ଲକ୍ଷ ଲୁଟ୍ ଘଟଣାର ପର୍ଦ୍ଦାଫାଶ
ସୋନପୁର,୨୪।୩(ନି.ପ୍ର.): ସୁବର୍ଣ୍ଣପୁର ପୋଲିସ ଗତ ୧୭ ତାରିଖରେ ବନ୍ଧୁକ ମୁନରେ ହୋଇଥିବା ୨୧ଲକ୍ଷ ଟଙ୍କା ଲୁଟ୍ ଘଟଣାର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ମାଷ୍ଟରମାଇଣ୍ଡଙ୍କ ସମେତ ୫ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବୌଦ୍ଧ ଜିଲା ମନମୁଣ୍ଡା ଥାନା ଆମ୍ବପଖାଳ ଗ୍ରାମର…
ଗାନ୍ଧୀଙ୍କ ଦର୍ଶନ, ବାର୍ତ୍ତା ବିଶ୍ୱକୁ ଶ୍ରେଷ୍ଠ ଦାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୩(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ଦର୍ଶନ ଏବଂ ବାର୍ତ୍ତା ବିଶ୍ୱକୁ ଭାରତର ଶ୍ରେଷ୍ଠ ଦାନ । ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶହେବର୍ଷ ପୂର୍ତ୍ତି ଉପଲକ୍ଷେ ମଙ୍ଗଳବାର ବିଧାନସଭାରେ ଆଗତ ସ୍ବତନ୍ତ୍ର ସଂକଳ୍ପ ଆଲୋଚନାରେ ଭାଗ ନେଇ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ…
ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ: ୫ ଯବାନ ଶହୀଦ
ମାଲକାନଗିରି,୨୪ା୩(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାର କନହର ଜଙ୍ଗଲ ରାସ୍ତାରେ ମାଓବାଦୀମାନେ ଯବାନଙ୍କୁ ଟାର୍ଗେଟ୍ କରି ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟାଇଛନ୍ତି। ଫଳରେ ୫ଜଣ ଯବାନ ଶହୀଦ ହେବା ସହ ୮ଜଣ ଗୁରୁତର ହୋଇଛନ୍ତି। ୨୧ଜଣ ସାମାନ୍ୟ ଆହତ ହୋଇଥିବା…

