Home

ହୁ ହୁ ହୋଇ ବଢ଼ୁଛି କରୋନା: ପୁଣି ଫେରି ପାରେ ଲକ୍‌ଡାଉନ୍‌

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜ୍ୟରେ ଗୋଟିଏ ଦିନରେ ୧୪୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୩୫ ଜଣ ଚିହ୍ନଟ ହୋଇଥିବା ବେଳେ କଟକରେ ୨୫ ଜଣ ଚିହ୍ନଟ ହୋଇଛନ୍ତି। ଏହିଭଳି ସ୍ଥିତି ଦେଖି ପୁଣି…

ହୃଦ୍‌ଘାତ ଜାଣିବାର ନୂଆ ଉପାୟ

ହୃଦ୍‌ଘାତ (ହାର୍ଟ ଆଟାକ) ଜାଣିବାର ଏକ ନୂଆ ଉପାୟ ଖୋଜି ପାଇବାରେ ସକ୍ଷମ ହୋଇଛନ୍ତି ୟୁନିଭର୍ସିଟି ଅଫ ଲଣ୍ଡନର ହୃଦ୍‌ରୋଗ ବିଶେଷଜ୍ଞମାନେ। ଏ ସମ୍ପର୍କିତ ଏକ ଗବେଷଣାରୁ ସେମାନେ ଜାଣିପାରିଛନ୍ତି ଯେ, ଏହାର ବଂଶାନୁଗତ ସମ୍ପର୍କ ରହିଛି। ଅର୍ଥାତ୍‌, ଯଦି ପରିବାରର…

ମୁଣ୍ଡରୁ ହେଲା ସୁନା, ଟଙ୍କା ବର୍ଷା: ଜାଣନ୍ତୁ ପୁରା ଘଟଣା…

ନୂଆ ଦିଲ୍ଲୀ, ୨୨।୩: ବିଦେଶରୁ ସୁନା ଚୋରା ଚାଲାଣ ଘଟଣା ପ୍ରାୟ ପ୍ରତିଦିନ ସାମ୍ନାକୁ ଆସୁଛି। ବିମାନ ବନ୍ଦରରେ କଡ଼ା ଯାଞ୍ଚ ଯୋଗୁ ଚୋରା ଚାଲାଣକାରୀମାନେ ବର୍ତ୍ତମାନ ନୂଆ ପଦ୍ଧତି ଆପଣାଉଥିବା ଦେଖିବାକୁ ମିଳୁଛି। ଚେନ୍ନାଇ ବିମାନ ବନ୍ଦରରୁ ଏମିତି ଏକ…

ଭାରତରେ ଲଞ୍ଚ କରିବ ଜାଗୁଆରର ପ୍ରଥମ ଇଲେକ୍ଟ୍ରିକ୍‌ କାର୍‌, ସିଙ୍ଗଲ ଚାର୍ଜରେ ଗଡ଼ିବ ୪୮୦ କିଲୋମିଟର

ନୂଆଦିଲ୍ଲୀ,୨୨।୩: ଭାରତରେ ବର୍ତ୍ତମାନ ବିଳାସପୂର୍ଣ୍ଣ ଇଲେକ୍ଟ୍ରିିକ୍‌ ଯାନ ସେଗମେଣ୍ଟ ଚାଲିଛି। ବହୁ ପ୍ରତୀକ୍ଷିତ ଜାଗୁଆରର ଇଲେକ୍ଟ୍ରିକ୍‌ କାର୍‌ ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଭାରତରେ ଲଞ୍ଚ୍‌ କରିବ। ଯାହା ଭାରତୀୟ ବଜାରରେ କମ୍ପାନୀର ପ୍ରଥମ ଇଲେକ୍ଟ୍ରିକ୍‌ କାର୍‌ ଭାବେ ପରିଗଣିତ ହେବ। ଏହି…

ପ୍ରିନ୍ସ ହ୍ୟାରିଂଙ୍କ ଚିତ୍ର ଆଙ୍କି ଚର୍ଚ୍ଚାରେ ଏହି ଘୁଷୁରି, ଏତିକି ଲକ୍ଷ ଟଙ୍କାରେ ହେଲା ବିକ୍ରି

ଯଦି ଆପଣଙ୍କୁ କୁହାଯାଏ ଯେ, ଏକ ଘୁଷୁରି ଭଲ ଚିତ୍ର ଆଙ୍କୁଛି। ତେବେ ଏହାକୁ ବିଶ୍ୱାସ କରିବା ଟିକେ କଷ୍ଟକର ହେବ। କିନ୍ତୁ ପିଗ୍‌କାସୋ ନାମକ ଏକ ଘୁଷୁରି ଦୀର୍ଘ ବର୍ଷ ଧରି ପେଣ୍ଟିଂ କରି ଆସୁଛି। ଖାଲି ଏତିକି ନୁହେଁ,…

ଅଭିନେତାଙ୍କ ଘରେ ପଶିଲେ ଅଜଣା ବ୍ୟକ୍ତି: ବାଥ୍‌ରୁମ୍‌ରେ ଗାଧୋଇବା ସହ କଲେ ଏମିତି କାମ

ହଲିଉଡ୍‌ ଫିଲ୍ମ ‘ପାଇରେଟ୍‌ସ ଅଫ୍‌ ଦି କାରିବିଆନ୍‌’ରେ ନିଜର ସୁନ୍ଦର ଅଭିନୟ ମାଧ୍ୟମରେ ଦର୍ଶକଙ୍କ ହୃଦୟ ଜିତି ପାରିଥିବା ଅଭିନେତା ଜନି ଡେପ୍‌। ଏବେ ଜନିଙ୍କୁ ନେଇ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ଅଜଣା ବ୍ୟକ୍ତି ତାଙ୍କ ଘରେ…

ଜନତା କର୍ଫ୍ୟୁକୁ ଆଜି ପୂରିଲା ବର୍ଷେ: ଏମିତି ଥାଳି ବଜାଇଥିଲେ ବଲିଉଡ୍‌ ଷ୍ଟାର

ମୁମ୍ବାଇ: କରୋନା ସଂକ୍ରମଣ ଏବେ ଦେଶରେ ପୁଣି ବଢ଼ିବାରେ ଲାଗିଲାଣି। ଗତବର୍ଷ ଠିକ୍‌ ଏହି ସମୟରେ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିଲା କରୋନା। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସେତେବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ଲକ୍‌ଡାଉନ୍‌ ଜାରି କରିଥିଲେ।…

ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହେଲେ ପରମବୀର: ସିବିଆଇ ତଦନ୍ତ ଦାବି

ନୂଆଦିଲ୍ଲୀ,୨୨।୩: ମହାରାଷ୍ଟ୍ରରେ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ମାମଲାରେ ରାଜ୍ୟ ରାଜନୀତିରେ ସଙ୍କଟ ସୃଷ୍ଟି ହୋଇଛି। ଏହି ମାମଲାରେ ପୂର୍ବତନ ପୋଲିସ କମିଶନର ପରମବୀର ସିଂ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଏହାର ସିବିଆଇ ତଦନ୍ତ ଦାବି କରିବା ସହିତ ଦେଶମୁଖଙ୍କ ଘର…

ଫିଲ୍ମ ଟିଜର୍‌ ରିଲିଜ୍‌ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଭାରତୀୟ କ୍ରିକେଟ ଦଳର ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲ ଗତ ବର୍ଷ ଡିସେମ୍ବର ୨୨ରେ କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କୁ ବିବାହ କରିଥିଲେ। ଏହି ଦମ୍ପତି ଗୁରୁଗ୍ରାମରେ ବିବାହ କରିଥିଲେ। ଚହଲ ଏବଂ ଧନଶ୍ରୀ ଏହି ଫଟୋକୁ ଇନଷ୍ଟାଗ୍ରାମରେ ଶେୟାର କରି ଖୁସି…

ଭଗବାନଙ୍କ ମୂର୍ତ୍ତି ନିକଟରେ ବସି ବ୍ୟକ୍ତି କହିଲେ ଘରେ ସ୍ତ୍ରୀ ଝଗଡ଼ା କରୁଛନ୍ତି, ଉପରୁ ଶୁଭିଲା ଏମିତି ବାଣୀ

ହର୍ଷ ଗୋୟେଙ୍କା ସୋସିଆଲ ମିଡିଆରେ ବେଳେବେଳେ ଏମିତି ଭିଡିଓ ଶେୟାର କରନ୍ତି, ଯାହା ଦେଖିଲେ ଆପଣ ହସିହସି ଗଡ଼ିବେ। ଏବେ ଏକ ଭିଡିଓ ଶେୟାର କରିଛନ୍ତି, ଏଥିରେ ଜଣେ ବ୍ୟକ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ମୂର୍ତ୍ତି ନିକଟରେ ମନ ଦୁଃଖରେ ବସି ପ୍ରାର୍ଥନା…

ଲିଙ୍ଗରାଜ ସେବାୟତ କରୋନା ପଜିଟିଭ

ଭୁବନେଶ୍ୱର, ୨୨।୩(ବ୍ୟୁରୋ): ପୁଣି ଥରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଓଡ଼ିଶାରେ କରୋନା ଗ୍ରାଫ୍‌ ଉପରମୁହାଁ ହେବାରେ ଲାଗିଛି। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାରି ଭିତରେ ଲିଙ୍ଗରାଜ ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ ଚିହ୍ନଟ…

କେନ୍‌-ବେଟଓ୍ବା ଲିଙ୍କ୍‌ ବୁଝାମଣା

ନୂଆଦିଲ୍ଲୀ,୨୨।୩: ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶ ମଧ୍ୟରେ କେନ୍‌-ବେଟଓ୍ବା ଲିଙ୍କ୍‌ ବୁଝାମଣା ହୋଇଛି। ଏକ ଭିଡ଼ିଓ କନଫରେନ୍ସିଂ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଦୁଇ ରାଜ୍ୟ ଏହି ମୁଝାମଣାରେ ସ୍ବାକ୍ଷର କରିଛନ୍ତି। ଏହାଦ୍ୱାରା ବୁନ୍ଦେଲଖଣ୍ଡରେ ଜଳ ସଙ୍କଟ ଦୂର ହୋଇପାରିବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?