Home

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ ଅମଳ ହୋଇଥିଲେ ମଧ୍ୟ ସରକାର ଆଜି ଯାଏ ମଣ୍ଡି ଖୋଲିନାହାନ୍ତି। ଫଳରେ ଚାଷୀ ତାଙ୍କ…

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ ଉଦ୍ୟାନ ଭିତରକନିକା ଉପରେ ରହିଛି। ବନ୍ୟ ପ୍ରାଣୀ ବାର୍‌ହା, ହରିଣ, ଦେଶୀ ଓ ବିଦେଶାଗତ…

ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା ଆୟୁର୍ବେଦିକ-ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୧୫ା୧୨: ବଢ଼ିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିଛନ୍ତି । ଛାତ୍ରୀଛାତ୍ରମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ…

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ ଶୀତର ପ୍ରଭାବ ଜାରି ରହିଥିବା ଯୋଗୁ ଲୋକମାନେ ପ୍ରବଳ ଶୀତରେ ଅସ୍ତବ୍ୟସ୍ତ ହୋଇଗଲେଣି। ସୋମବାର…

ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ। ଦକ୍ଷିଣ-ପଶ୍ଚିମାଞ୍ଚଳ ଅନ୍ତର୍ଗତ କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ଟି…

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨ ଲକ୍ଷ ଟଙ୍କାରେ ପହଞ୍ଚିଛି । ସୋମବାର ସକାଳେ ବଜାର ଖୋଲିବା ମାତ୍ରେ ସୁନା ଏବଂ…

ଭାଜପାର ବଡ଼ ଘୋଷଣା: ବୈଜୟନ୍ତଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ ଜନତା ପାର୍ଟି ତାମିଲନାଡୁ ଏବଂ ଆସାମ ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀ ଏବଂ ସହ-ପ୍ରଭାରୀଙ୍କ ନାମ ଘୋଷଣା କରିଛି ଭାଜପା। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରଭାରୀ କରାଯାଇଛି।…

୨ ସନ୍ତାନ ପରେ ପ୍ରେମିକାଙ୍କ ସହ ନିର୍ବନ୍ଧ କଲେ ଏହି ଅଭିନେତା

ଅଭିନେତା ଅର୍ଜୁନ ରାମପାଲ ଶେଷରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚାଲିଥିବା ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଫିଲ୍ମ ‘ଧୁରନ୍ଧର’ର ସଫଳତା ପରେ ସେ ଏକ ଖୁସି ଖବର ନିଜ ପ୍ରଶଂସକଙ୍କୁ ଦେଇଛନ୍ତି। ସେ ତାଙ୍କର ଦୀର୍ଘକାଳୀନ ପ୍ରେମିକା ଗାବ୍ରିଏଲା ଡେମେଟ୍ରିଏଡେସ…

Dhurandhar: ଫିଲ୍ମ ନିର୍ମାଣ ପାଇଁ ଲାଗିଥିଲା କେତେ ବର୍ଷ? ଜାଣନ୍ତୁ କେତେ ଟଙ୍କା ହୋଇଥିଲା ଖର୍ଚ୍ଚ

ମୁମ୍ବାଇ: ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ‘ଧୁରନ୍ଧର’ ବର୍ତ୍ତମାନ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରୁଛି ଏବଂ ଦର୍ଶକଙ୍କ ମଧ୍ୟରେ ଖୁବ ଚର୍ଚ୍ଚା ସୃଷ୍ଟି କରୁଛି। ଡିସେମ୍ବର ୫ରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟି ମାତ୍ର ନଅ ଦିନରେ ୩୦୦କୋଟି (ପ୍ରାୟ…

ସ୍କୁଟିକୁ ଧକ୍କା ଦେଲା ସଫାରୀ କାର୍, ୨ ସାଙ୍ଗଙ୍କ ମୃତ୍ୟୁ

ଧର୍ମଗଡ଼,୧୫।୧୨(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କେବିଡ଼ି ବିଜୁ ଏକ୍ସପ୍ରେସ ଛକରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଆଜି(ସୋମବାର) ପୂର୍ବାହ୍ନରେ ଏକ ସଫାରୀ ଗାଡି ସ୍କୁଟିକୁ ଧକ୍କା ଦେଇଛି । ଦୁର୍ଘଟଣାରେ ସ୍କୁଟିରେ ଥିବା ଦୁଇ ଜଣଙ୍କର…

ଫ୍ୟାଟ୍‌ଜାତୀୟ ଖାଦ୍ୟ ଅଧିକ ଖାଉଥିଲେ…

ଆମେ ସୁସ୍ଥ ରହିବା ପଛରେ ସୁଷମ ତଥା ଭିଟାମିନଯୁକ୍ତ ଖାଦ୍ୟ ଖାଇବା ଦରକାର। ହେଲେ ଏସବୁ ଖାଦ୍ୟ ସନ୍ତୁଳିତ ରହିବା ନିହାତି ଆବଶ୍ୟକ। ତେବେ ଅସନ୍ତୁଳିତ ଖାଦ୍ୟଶୈଳୀ ପରୋକ୍ଷରେ କେତେକ ରୋଗକୁ ଆମନ୍ତ୍ରଣ କରିଥାଏ। ଅଧିକ ତେଲ ମସଲାଯୁକ୍ତ ଖାଦ୍ୟ ଅବା…

ବଂଶଗତ ରୋଗ ଥାଲାସିମିଆ

ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଏହି ରୋଗରେ ଶରୀରରେ ଅକ୍ସିଜେନ୍‌ ପରିବହନକାରୀ ହେମୋଗ୍ଲୋବିନ୍‌ର ଗଠନ ତ୍ରୁଟିପୂର୍ଣ୍ଣ ହୋଇଯାଇଥାଏ। ଏହାଫଳରେ ଦେଖାଦିଏ ‘ଆନିମିଆ’ ବା ରକ୍ତାଳ୍ପତା। ଆପଣମାନଙ୍କ ମଧ୍ୟରୁ ଅନେକେ ଥାଲାସିମିଆ ରୋଗଟିର ନଁା ଶୁଣିଥିବେ। କାହାର ପୁଅ କି ଝିଅ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri