Home

ମୋ ଚିତାଭସ୍ମକୁ ଗଙ୍ଗାରେ ପକାଇବ ନାହିଁ: କଙ୍ଗନା

ବମ୍ବେ: ବିବାଦର ଅନ୍ୟନାମ କଙ୍ଗନା। ବଲିଉଡ୍‌ର ଏହି ଅଭିନେତ୍ରୀ ସର୍ବଦା ବ୍ୟକ୍ତିଗତ ତଥା ସାମାଜିକ ପ୍ରସଙ୍ଗରେ ମତ ରଖି ଚର୍ଚ୍ଚାର ପରିସରକୁ ଆସିଥାନ୍ତି। ଏବେ ସେ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ଏବେ ସେ ଟୁଇଟରରେ ଏକ ଭିଡିଓ ଅପ୍‌ଲୋଡ୍‌ କରିଛନ୍ତି।…

ରାସ୍ତା ପାର୍ଶ୍ୱ ଗଛ ପୋଡ଼ି ବାଇକ୍‌ ଛାଡ଼ି ଦୁର୍ବୃତ୍ତ ଚମ୍ପଟ

ଓଡ଼ଗାଁ,୨୭ା୧୨(ଡି.ଏନ୍‌.ଏ.): ଓଡ଼ଗାଁ ଆଦର୍ଶ ଥାନା ଓ ବନାଞ୍ଚଳ ଅନ୍ତର୍ଗତ ଭାଡ଼ିକିଲା-ମହୁଲିଆ ରାସ୍ତାରେ ଜଙ୍ଗଲ ବିଭାଗ ଦ୍ୱାରା ଲଗାଯାଇଥିବା ଗଛ ସହିତ ଅଟେଇ ପୋଡ଼ି ଦେଇଛନ୍ତି ଦୁର୍ବୃତ୍ତ। ସୂଚନାନୁସାରେ, କେତେକ ଯୁବକ ମଦ୍ୟପାନ କରି ଗଛ ପାଖରେ ପାଳ ଏକାଠି କରି ସେଥିରେ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ: ୧୦ ଦିନରେ ଗଲାଣି ୩ ଜୀବନ

ମାଲକାନଗିରି,୨୭ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଉପକାରାଗାର ବିଚାରାଧୀନ ବନ୍ଦୀଙ୍କ ପାଇଁ ସତେ ଯେପରି ମରଣଯନ୍ତା ପାଲଟିଛି। ୧୦ ଦିନ ମଧ୍ୟରେ ୩ ଜଣଙ୍କ ଜୀବନ ଯାଇସାରିଲାଣି। ତେବେ ଉପକାରାଗାରରେ କାର୍ଯ୍ୟରତ କର୍ମଚାରୀଙ୍କ କର୍ତ୍ତବ୍ୟ ପରାୟଣତାକୁ ଏହା ପଦାରେ ପକାଇଛି। ଶନିବାର ରାତିରେ ମାଓବାଦୀ…

ଟ୍ରକ ଚକା ତଳେ ପଶିଗଲେ ସାଇକେଲ ଚାଳକ

କେନ୍ଦୁଝର,୨୭ା୧୨(ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ବନାଯୋଡ଼ି ଗ୍ରାମ ନିକଟରେ ଏନ୍‌ଏଚ୍‌ ୨୦ରେ ରବିବାର ପୂର୍ବାହ୍ନରେ ଏକ ଲୁହାପଥର ବୋଝେଇ ଟ୍ରକ ଚକା ତଳେ ଜଣେ ସାଇକେଲ ଚାଳକ ପଶି ଯାଇଥିଲେ। ସୌଭାଗ୍ୟବଶତଃ ନିଶ୍ଚିତ ମୃତ୍ୟୁ ମୁଖରୁ ସେ ବଞ୍ଚି ଯାଇଛନ୍ତି। ତେବେ…

ଆର୍‌.ସି.ପି. ସିଂ ହୋଇ ପାରନ୍ତି ଜେଡ଼ିୟୁର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ: ନୀତିଶ ଦେଲେ ସଙ୍କେତ

ପାଟନା,୨୭।୧୨: ଜେଡ଼ିୟୁର ଦୁଇ ଦିନିଆ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକର ଦ୍ୱିତୀୟ ଦିନରେ ବିବହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଦଳର ନୂଆ ଅଧ୍ୟକ୍ଷ ନିଯୁକ୍ତି ସମ୍ପର୍କରେ ସଙ୍କେତ ଦେଇଛନ୍ତି। ସେ ଆର୍‌.ସି.ପି. ସିଂଙ୍କୁ ଗେଡ଼ିୟୁର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ପ୍ରସ୍ତାବ…

ଦ୍ୱିତୀୟ ଟେଷ୍ଟରେ ଶତକ କରି ରେକର୍ଡ କଲେ ରାହାଣେ

ମେଲବୋର୍ନ,୨୭।୧୨: ବ୍ୟକ୍ତିଗତ କାରଣରୁ ଅଷ୍ଟ୍ରେଲିଆ ଗସ୍ତ ଛାଡ଼ି ସ୍ବଦେଶ ଫେରିଛନ୍ତି ଭାରତୀୟ ଟିମ୍‌ର ନିୟମିତ ଅଧିନାୟକ ବିରାଟ କୋହଲି। ଏଣୁ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ନେତୃତ୍ୱ ନେଇଛନ୍ତି ଅଜିଙ୍କ୍ୟ ରାହାଣେ। ଅଧିନାୟକ ଭାବେ ରାହାଣେ ଦମ୍‌ଦାର ବ୍ୟାଟିଂ କରି…

ମଝି ଆକାଶରେ ପାକିସ୍ତାନ ସୈନ୍ୟ ବାହିନୀ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୪ ମୃତ

ମୁଲତାନ୍‌,୨୭।୧୨: ପାକିସ୍ତାନ ସୈନ୍ୟ ବାହିନୀର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ହେଲିକପ୍ଟର କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁ ମଝି ଆକାଶରେ ଜଳି ଯାଇଥିବା ପାକିସ୍ତାନ ସୈନ୍ୟ ବାହିନୀ ପକ୍ଷରୁ…

ପତ୍ର ଖାଇ ପାରିଲାନି: ରାଗରେ ୩୮ ସେକେଣ୍ଡରେ ବିରାଟ ଗଛ ଉପାଡ଼ିଲା ହାତୀ, ଦେଖନ୍ତୁ ଭିଡିଓ

ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଖୁବ୍‌ ଭାଇରାଲ ହେଉଛି। ଭିଡିଓଟିରେ ଦେଖିବାକୁ ମିଳିଛି, ଏକ ହାତୀ ମାତ୍ର ୩୮ ସେକେଣ୍ଡରେ ଏକ ଗଛକୁ ଉପାଡ଼ି ପକାଉଛି। ହାତୀର ଏପରି ଶକ୍ତି ଦେଖି ସୋସିଆଲ ମିଡିଆରେ କେହି କେହି ତାଙ୍କୁ ଜେସିବି…

ଦାଉଦ୍‌ଙ୍କ ସହଯୋଗୀ ମଜିଦ୍‌ ଗିରଫ: ୨୪ ବର୍ଷ ଧରି ଥିଲେ ଫେରାର

ରାଞ୍ଚି,୨୭।୧୨: ଗୁଜରାଟର ଆତଙ୍କବାଦ ନିରୋଧି ସ୍କ୍ବାଡ୍‌(ଏଟିଏସ୍‌)ଙ୍କୁ ବଡ଼ ସଫଳତା ମିଳିଛି। ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ସହଯୋଗୀ ଅବ୍ଦୁଲ୍‌ ମଜିଦ୍‌ କୁଟ୍ଟିଙ୍କୁ ଝାଡ଼ଖଣ୍ଡରୁ ଗିରଫ କରିବାରେ ଏଟିଏସ୍‌ ଟିମ୍‌ ସକ୍ଷମ ହୋଇଛନ୍ତି। ଗତ ୨୪ ବର୍ଷ ଧରି ମଜିଦ୍‌ ଫେରାର ଥିଲେ।…

ମେଲବୋର୍ନ ଟେଷ୍ଟରେ ଅଧିନାୟକ ରାହାଣେଙ୍କ ଦମ୍‌ଦାର ବ୍ୟାଟିଂ: ଅଷ୍ଟ୍ରେଲିଆଠାରୁ ୮୨ ରନ୍‌ ଆଗରେ ଭାରତ

ମେଲବୋର୍ନ,୨୭।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ୍‌ ଟେଷ୍ଟର ଦ୍ୱିତୀୟ ମ୍ୟାଚ୍‌ ଜାରି ରହିଛି। ରବିବାର ମ୍ୟାଚ୍‌ର ଦ୍ୱିତୀୟ ଦିନରେ ଭାରତୀୟ ଦଳ ପ୍ରଥମ ପାଳିରେ ୯୧.୩ ଓଭର ଖେଳି ୨୭୭ ରନ୍‌ କରିନେଇଛି। ଅଧିନାୟକ ଅଜିଙ୍କ୍ୟ ରାହାଣେ ୧୦୪ ଏବଂ ରବିନ୍ଦ୍ର…

୮୦ ବର୍ଷ ବୟସରେ ପାଖରେ ରହିଛି ୮୦ଟି ଦାମୀ ପୋର୍ସେ କାର୍‌

ବୟସ ବଢ଼ିବା କେବଳ ଏକ ସଂଖ୍ୟା। ଯଦି ଜଣେ ବ୍ୟକ୍ତି ଏକଥା ମନ ମଧ୍ୟରେ ରଖିବ ତେବେ ମନୋବଳ ଆହୁରି ବୃଦ୍ଧି ପାରିବ। ବୃଦ୍ଧ ବୟସରେ ମଧ୍ୟ ଯୁବାବସ୍ଥା ଅନୁଭବ କରିହେବ। ଭିଏନାର ଜଣେ ବୃଦ୍ଧଙ୍କ ସହ ଏମିତି ଘଟିଛି। ଓଟୋକାର…

ପୁରୁଣା ଟିଭି ସେଟ୍‌ ଖୋଳରେ କୁକୁର ଛୁଆଙ୍କ ପାଇଁ ଘର: ସୋସିଆଲ ମିଡ଼ିଆରେ ଭାଇରାଲ

ଦିସପୁର,୨୭।୧୨: ଆସାମର ଦିସପୁରର ଜଣେ ଯୁବକ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛନ୍ତି। ଯୁବକ ଜଣକ ରାସ୍ତାରେ ବୁଲୁଥିବା କୁକୁର ଛୁଆଙ୍କ ପାଇଁ ପୁରୁଣା ଟିଭି ସେଟ୍‌ ଖୋଳରେ ଘର ତିଆରି କରିଛନ୍ତି। ଅଭିଜିତ୍‌ ଦୋଓ୍ବାରାହ ନାମକ ଏହି ଯୁବକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri