ବର୍ଷର ଶେଷ ମନ୍ କି ବାତ୍ କାର୍ଯ୍ୟକ୍ରମ: ବିଦାୟୀ ବର୍ଷ ବହୁ କିଛି ଦେଖାଇଛି-ଶିଖାଇଛି
ନୂଆଦିଲ୍ଲୀ,୨୭।୧୨: ବିଦାୟ ନେବାକୁ ଯାଉଛି ୨୦୨୦ ବର୍ଷ। ବିଦାୟୀ ବର୍ଷ ବହୁ କିଛି ଦେଖାଇଛି ଏବଂ ଶିଖାଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଘୋଷଣା କରାଯାଇଥିବା ଲକ୍ଡାଉନ୍ ସମୟରେ ଦେଶବାସୀ ଏକଜୁଟ ହୋଇ ମହାମାରୀ ବିରୋଧରେ ଲଢ଼େଇ କରିଛନ୍ତି ବୋଲି…
୨୦୦୦ ବର୍ଷ ପୁରାତନ ଜଳଖିଆ ଦୋକାନର ମିଳିଲା ସନ୍ଧାନ
ରୋମ୍,୨୭।୧୨: ଇଟାଲୀରେ ୨୦୦୦ ବର୍ଷ ପୁରାତନ ଏକ ଜଳଖିଆ ଦୋକାନର ସନ୍ଧାନ ମିଳିଛି। ଆଗ୍ନେୟଗରି ଉଦ୍ଗୀରଣରେ ଜଳଖିଆ ଦୋକାନଟି ଉତ୍ତପ୍ତ ତରଳ ଲାଭା ତଳେ ପୋତି ହୋଇ ଯାଇଥିଲା। ଏହାକୁ ପ୍ରତ୍ନତତ୍ତ୍ୱବିତ୍ମାନେ ଉଦ୍ଧାର କରିଛନ୍ତି। ଜଳଖିଆ ଦୋକାନରେ ଲୋକଙ୍କ ପାଇଁ ମୁଖ୍ୟତଃ…
ବନ୍ଦ କୋଠରିରୁ ଗଳିତ ମୃତଦେହ ଜବତ: ସମ୍ପତ୍ତି ଲୋଭରେ ହତ୍ୟା ସନ୍ଦେହ
ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ବଡଗଡ ଥାନା ଅନ୍ତର୍ଗତ ବ୍ରହ୍ମେଶ୍ୱର ପାଟଣା ଅଞ୍ଚଳର ଏକ ବନ୍ଦ ଘରୁ ଶନିବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଜବତ କରାଯାଇଛି। ମୃତବ୍ୟକ୍ତି ଜଣକ ହେଲେ ବିଭୂତି ଭୂଷଣ ଦାନି(୪୮)। ବିଭୂତିଙ୍କ ଘରୁ ଦୁର୍ଗନ୍ଧ ଆସିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର…
ପ୍ରଥମ ପର୍ଯ୍ୟାୟରେ ୫୧ ଲକ୍ଷଙ୍କୁ ମାଗଣା କରୋନା ଟିକା
ନୂଆଦିଲ୍ଲୀ,୨୭।୧୨: କରୋନା ପ୍ରତିଷେଧକ ଟିକାକରଣ ନେଇ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଦିଲ୍ଲୀରେ ୫୧ ଲକ୍ଷ ଲୋକଙ୍କୁ ମାଗଣାରେ କରୋନା ଟିକା ଦିଆଯିବାର ଯୋଜନା ରହିଛି। ଏସମ୍ପର୍କରେ ଦିଲ୍ଲୀ କୋଭିଡ୍ ଟାକ୍ସ୍ ଫୋର୍ସ ସଦସ୍ୟ ମୌଲାନା ଆଜାଦ୍…
ମେଡିକାଲରେ ଡାକ୍ତରଙ୍କ ଧୂମପାନ ଫଟୋ ଭାଇରାଲ
ପାତ୍ରପୁର,୨୭ା୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୪ଜଣ ଡାକ୍ତର ଏକାଠି ହୋଇ ଧୂମପାନ (ସିଗାରେଟ) କରୁଥିବା ଏକ ଫଟୋ ଶନିବାର ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। ଫଟୋଟି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ପ୍ରେକ୍ଷାଳୟ ପରିସରରେ ଉଠାଯାଇଥିବା ଜଣାପଡୁଛି। ଶୁକ୍ରବାର ରାତିରେ…
୯ ମାସ ଅପେକ୍ଷାର ଅନ୍ତ: ଆଜିଠୁ ଖୋଲିଲା ଶ୍ରୀଲିଙ୍ଗରାଜ ମନ୍ଦିର
ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର(ଡି.ଏନ୍.ଏ.), ୨୭ା୧୨: ପୁରୀ ଶ୍ରୀମନ୍ଦିର ପରେ ରବିବାରଠାରୁ ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀଲିଙ୍ଗରାଜ ମନ୍ଦିର। ଏଥିପାଇଁ ଏକାମ୍ରକ୍ଷେତ୍ର ପୂରା ପ୍ରସ୍ତୁତ ରହିଥିବାବେଳେ ଦୀର୍ଘମାସ ପରେ ପ୍ରଭୁଙ୍କ ଦର୍ଶନ ପାଇଁ ଉତ୍କଣ୍ଠାରେ ଶ୍ରଦ୍ଧାଳୁ। ଶନିବାର ଅପରାହ୍ନରେ ଅଗ୍ନିଶମ ବିଭାଗ ପକ୍ଷରୁ ଲିଙ୍ଗରାଜ…
‘ଓଡ଼ିଶା ଚାଷୀଙ୍କୁ ମିଳୁନି କେନ୍ଦ୍ରୀୟ ଅନୁଦାନ’
ଢେଙ୍କାନାଳ ଅଫିସ, ୨୭ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷି କ୍ଷେତ୍ର ପାଇଁ ଓଡ଼ିଶାକୁ ବିପୁଳ ଆର୍ଥତ୍କ ଅନୁଦାନ ଦେଉଛନ୍ତି। ରାଜ୍ୟର ଚାଷୀଙ୍କ ପାଖରେ ଏହା ପହଞ୍ଚୁନାହିଁ। ନୂତନ କୃଷି ଆଇନ ଦ୍ୱାରା ଦେଶର ଚାଷୀ ଲାଭବାନ ହେବେ। ନଖ ଘଷୁଥିବା ଗୋଷ୍ଠୀ…
‘ନବୀନଙ୍କ ଜୀବନଶୈଳୀକୁ ଅନୁସରଣ କର’
ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ବିଜୁ ଜନତା ଦଳର ୨୪ତମ ପ୍ରତିଷ୍ଠା ଦିବସ ରାଜ୍ୟ କାର୍ଯ୍ୟାଳୟରେ ଭୁବନେଶ୍ୱର ଜିଲା ସଭାପତି ତଥା ବିଧାୟକ ସୁଶାନ୍ତ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବିଜୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ…
ନିଜ ପରିବାରକୁ ବଞ୍ଚାନ୍ତୁ ଲୋକେ,ଦେଶକୁ ସମ୍ଭାଳିବାକୁ ଅଛନ୍ତି ମୋଦି : ସଞ୍ଜୟ ରାଉତ
ମୁମ୍ବାଇ,୨୭।୧୨: କେନ୍ଦ୍ର ସରକାରଙ୍କୁ ଶିବସେନା ପକ୍ଷରୁ ଲଗାତାର ଟାଗେର୍ଟ କରାଯାଉଛି। ଏହି ମର୍ମରେ ଶିବସେନା ମୁଖପତ୍ର ସାମନାରେ ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ମନ୍ତବ୍ୟ ଦେଇଛନ୍ତି। ସଞ୍ଜୟ କହିଛନ୍ତି ଯେ, ବିଦାୟ ନେବାକୁ ଯାଉଥିବା ୨୦୨୦ ବର୍ଷ ଦେଶ…
ଯେତେ ଖୋଜିଲେ ସେତେ ମିଳୁଛି
କଟକ ଅଫିସ,୨୭ା୧୨: ଗ୍ୟାଙ୍ଗଷ୍ଟାର ଧଳସାମନ୍ତ ଭ୍ରାତାଙ୍କ ଘରେ ପୋଲିସ ଯେତେ ଖୋଜୁଛି ସେତେ ମିଳୁଛି ବନ୍ଧୁକ, ଗୁଳି ଓ ଟଙ୍କା। ଦୁଇଦିନର ତନାଘନା ପରେ କମିଶନରେଟ ପୋଲିସ ୩ ବନ୍ଧୁକ, ୫ ମାଗାଜିନ, ୧୭୫ ଗୁଳି ଓ ୧୬ ଲକ୍ଷ ୫୦…
ଜଗା ଦର୍ଶନ କଲେ ପୁରୀବାସୀ: ଶୃଙ୍ଖଳିତ ଦର୍ଶନ, ଭାବବିହ୍ବଳ ପରିବେଶ
ପୁରୀ ଅଫିସ,୨୭ା୧୨: ଶ୍ରୀମନ୍ଦିର ଖୋଲିବାର ୩ଦିନ ପରେ ଶନିବାର ସ୍ଥାନୀୟ ଲୋକେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ପ୍ରଥମ ଦିନରେ ୩ଟି ପର୍ଯ୍ୟାୟରେ ପୁରୀବାସୀ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ସକାଳ ବେଳା ୬ ଓ ୯ ନମ୍ବର, ଅପରାହ୍ନରେ ୧୨ ଓ…
ମହିଳା ସଂରକ୍ଷଣକୁ ଜୋର୍
ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ବିଜୁ ଜନତା ଦଳ (ବିଜେଡି) ସ୍ବରକୁ ଆହୁରି ଜୋର୍ଦାର କରିବ। ଲୋକ ସଭା, ରାଜ୍ୟ ସଭା ଏବଂ ବିଧାନସଭାର ପ୍ରତି ଅଧିବେଶନରେ ବିଜେଡି ମହିଳା ସଂରକ୍ଷଣ ବିଷୟ…
Archives


