Home

ଆଜି ବିଶ୍ୱ ପଖାଳ ଦିବସ: ଆସ ଜୀବନ ଧନ ମୋ ପଖାଳ କଂସା…

ଭୁବନେଶ୍ୱର,୨୦।୩ (ବ୍ୟୁରୋ): ଓଡ଼ିଆ ଜନଜୀବନ ସହିତ ପଖାଳର ସମ୍ପର୍କ ବହୁ ନିବିଡ଼ ଓ ପୁରାତନ। ଓଡ଼ିଆ ପ୍ରାଣର ପ୍ରତୀକ ହେଉଛି ପଖାଳ। ଗାଁ ହେଉ ଅବା ସହର ଯେଉଁଠାରେ ବି ଓଡ଼ିଆ ଲୋକ ରୁହନ୍ତୁ ନା କାହିଁକି ପଖାଳ ପ୍ରତି ଥିବା…

୩ ଥର ଝୁଣ୍ଟିଲେ ବାଇଡେନ୍‌: ଭିଡ଼ିଓ ଭାଇରାଲ

ଓ୍ବାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏୟାର ଫୋର୍ସ ଓ୍ବାନ୍‌ ବିମାନରେ ଚଢ଼ିବା ସମୟରେ ୩ ଥର ଝୁଣ୍ଟିଛନ୍ତି। ଶେଷରେ ସେ ନିଜକୁ ସମ୍ଭାଳି ବିମାନରେ ପ୍ରବେଶ କରିଛନ୍ତି। ଏହାର ଭିଡ଼ିଓ ଏବେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ…

ଉପନିର୍ବାଚନ ନିୟମ କହିଲେ ଲୋହାନୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ପିପିଲି ଉପନିର୍ବାଚନ ଏପ୍ରିଲ ୧୭ରେ ହେବ। ଏନେଇ ଆସନ୍ତା ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏହାପୂର୍ବରୁ ଶୁକ୍ରବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସମସ୍ତ ସ୍ବୀକୃତି ପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ଏକ…

ସହରରେ ଗଡୁନି ଟାଉନ୍‌ ବସ୍‌

କଟକ ଅଫିସ,୨୦।୩: ରେଭେନ୍‌ଶା ବିଶ୍ୱବିଦ୍ୟାଳୟକୁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଛାତ୍ରୀଛାତ୍ରମାନେ ପଢ଼ିବାକୁ ଆସୁଛନ୍ତି। ବିଶେଷକରି ସହର ଉପକଣ୍ଠ ଚୌଦ୍ୱାର, ସିଡିଏ, ବାରଙ୍ଗ, ବିଡ଼ାନାସୀ, ଜଗତ୍‌ପୁର ଆଦି ସ୍ଥାନରୁ ଅନେକ ପିଲା ନିୟମିତଭାବେ ରେଭେନ୍‌ଶାକୁ ଆସନ୍ତି। ପୂର୍ବରୁ ସହରର ଭିନ୍ନଭିନ୍ନ ସ୍ଥାନରୁ ଛାତ୍ରୀଛାତ୍ରମାନେ…

ତିରୁପତିରୁ ବସ୍ତାବସ୍ତା କେଶ ଚାଇନାକୁ ଚୋରା ଚାଲାଣ

ତିରୁପତି,୨୦।୩: ଆନ୍ଧ୍ରପ୍ରଦେଶର ଚିତୋର ଜିଲାରେ ଥିବା ପ୍ରସିଦ୍ଧ ତିରୁପତି ମନ୍ଦିରରୁ ବିପୁଳ ପରିମାଣର କେଶ ଚାଇନାକୁ ଚୋରା ଚାଲାଣ ହେଉଛି। ଏହା ଭାୟା ମ୍ୟାନ୍‌ମାର ହେଉଥିବା ଆସାମ ରାଇଫଲ୍ସ୍‌ ପକ୍ଷରୁ ସୂଚନା ଦିଆଯାଇଛି। କିଛି ଦିନ ତଳେ ଆସାମ ମ୍ୟାନ୍‌ମାର୍‌ ସୀମାରୁ…

ଧାମରା ଶିଳ୍ପକେନ୍ଦ୍ର, ଟାଉନଶିପ ଲାଗି ମାଷ୍ଟରପ୍ଲାନ ପ୍ରସ୍ତୁତ କର: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଓଡ଼ିଶାର ପୂର୍ବତଟରେ ବନ୍ଦର-ଭିତ୍ତିକ ଶିଳ୍ପାନ୍ବୟନ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ଯୋଜନା ବର୍ତ୍ତମାନ ସାକାର ରୂପ ନେଉଛି। ପାରାଦ୍ୱୀପ ସହିତ ଧାମରା ଏବଂ ଗୋପାଳପୁର ଗଭୀର ପୋର୍ଟର ଦୃତ ବିକାଶ ଏ ଦିଗରେ ନୂଆ ସମ୍ଭାବନା ସୃଷ୍ଟି କରିଥିବା…

ଉପନିର୍ବାଚନ ପାଇଁ ରଣନୀତି: ପିପିଲି ଦାୟିତ୍ୱରେ ବିଜେଡି ନେତାଙ୍କ ତାଲିକା

ଭୁବନେଶ୍ୱର, ୨୦।୩(ବ୍ୟୁରୋ): ପିପିଲି ଉପନିର୍ବାଚନ ୧୭ ଏପ୍ରିଲରେ ଅନୁଷ୍ଠିତ ହେବ। ପିପିଲିବାସୀଙ୍କ ଭୋଟକୁ ନିଜ ସପକ୍ଷରେ ନେବା ପାଇଁ ଶାସକ ବିଜେଡି ପ୍ରସ୍ତୁତି ଆରମ୍ଭ କରିଛି। ଏଥିପାଇଁ ଗୋଟିଏ ଗୋଟିଏ ପଞ୍ଚାୟତରେ ଏକାଧିକ ନେତାକୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟତଃ ପିପିଲି ଏବଂ…

ଆଗୁଆ ପଦକ୍ଷେପ ନ ନେଲେ କୋଟିଆ ଭଳି ୧୦୦ ଗାଁ ଓଡ଼ିଶାରୁ ହଜିଯିବ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମୋଟ ୧୨୭୮ କୋଟି ୫୧ଲକ୍ଷ ୩୧ ହଜାର ଟଙ୍କା ଏବଂ ଅବକାରୀ ବିଭାଗର ୧୨୮କୋଟି ୬୦ ଲକ୍ଷ ୭୮ ହଜାର ଟଙ୍କା ଖର୍ଚ୍ଚଦାବି ଶୁକ୍ରବାର ବିଧାନସଭାରେ ଗୃହୀତ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ଆଦ୍ୟାଜ୍ୟୋତି: ୧ ମିନିଟ୍‌ରେ ଆବୃତ୍ତି କରିଥିଲେ ସର୍ବାଧିକ ଶ୍ଳୋକ

ଯାଜପୁର ଟାଉନ,୨୦।୩(ଡି.ଏନ.ଏ.): ୧ ମିନିଟ୍‌ରେ ଭଗବତ ଗୀତାର ସର୍ବାଧିକ ଶ୍ଳୋକ ଗାଇ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି ଆଦ୍ୟାଜ୍ୟୋତି ଦାଶ(୧୧)। ଫେବୃୟାରୀ ୫ରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ ପକ୍ଷରୁ ଆୟୋଜିତ ଭର୍ଚୁଆଲ ଶ୍ଳୋକ ପ୍ରତିଯୋଗିତାରେ ଆଦ୍ୟାଜ୍ୟୋତି ଅଂଶଗ୍ରହଣ…

ସର୍ବସାଧାରଣରେ ହୋଲି, ମେଳଣ ମନା

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆସନ୍ତା ୨୮ ଓ ୨୯ ତାରିଖରେ ରଙ୍ଗର ପର୍ବ ହୋଲି ପାଳନ ହେବ। ହେଲେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ରାଜ୍ୟରେ ହୋଲି ଖେଳ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର। ସର୍ବସାଧାରଣ ସ୍ଥାନରେ ହୋଲି ପାଳନ…

୪ ମାସ ପରେ ସମାନ ସ୍ଥିତିରେ କରୋନା

ନୂଆଦିଲ୍ଲୀ,୨୦।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ୯୫୩ରେ ପହଞ୍ଚିଥିବାବେଳେ ଏହି ସମୟ…

ଶତାବ୍ଦି ଏକ୍ସପ୍ରେସ୍‌ ପାର୍ସଲ ବଗିରେ ନିଆଁ

ନୂଆଦିଲ୍ଲୀ,୨୦।୩: ଦିଲ୍ଲୀରୁ ଲକ୍ଷ୍ନୌ ଯାଉଥିବା ଶତାବ୍ଦି ଏକ୍ସପ୍ରେସରକ ପାର୍ସଲ ବଗି ଜଳି ଯାଇଛି। ଗାଜିଆବାଦ ରେଳ ଷ୍ଟେଶନରେ ଛିଡ଼ା ହୋଇଥିବା ବେଳେ ଟ୍ରେନ୍‌ର ପାର୍ସଲ ବଗି ହଠାତ୍‌ ଜଳିବା ଆରମ୍ଭ କରିଥିଲା। ବଗିରେ ନିଆଁ ଲାଗିବା ଦେଖି ଯାତ୍ରୀମାନେ ଭୟରେ ଦୌଡ଼ାଦୌଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?