Home

କେଭିପିୱାଇ ପରୀକ୍ଷାରେ ଅତୀସ ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୮।୩(ବ୍ୟୁରୋ):ବେଙ୍ଗାଲୁରୁର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଦ୍ୱାରା ପରିଚାଳିତ କିଶୋର ବୈଜ୍ଞାନିକ ପ୍ରୋତ୍ସାହନ ଯୋଜନା(କେଭିପିଓ୍ବାଇ) ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ୍‌ର ଛାତ୍ର ଅତୀସ କୁମାର ସାହୁ ଓଡ଼ିଶା ଟପ୍ପର ହୋଇଥିବାବେଳେ ସର୍ବଭାରତୀୟ ସ୍ତରରେ ସେ ୧୩ତମ ର଼୍ୟାଙ୍କ…

ବଢୁଛି ତାତି: ୨୧ରୁ ଝଡ଼ବର୍ଷା

ଭୁବନେଶ୍ୱର,୧୮/୩(ବ୍ୟୁରୋ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବ। ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇବ। ତେବେ ଏହି ସମୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲାର କେତେକ ସ୍ଥାନରେ…

‘ବ୍ୟବହୃତ ଆଲୁମିନିୟମର ପୁନର୍ବ୍ୟବହାର ଯୋଜନା ଅଛି’

ଭୁବନେଶ୍ୱର, ୧୮ା୩(ବ୍ୟୁରୋ):ଆଲୁମିନିୟମ-ଏୟାର ବ୍ୟାଟେରି ଟେକ୍ନୋଲୋଜି ବ୍ୟବସାୟୀକରଣ କରିବା ଦିଗରେ ବୁଧବାର ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଇସ୍ରାଏଲର ଉର୍ଜା ମନ୍ତ୍ରୀ ୟୁଭାଲ୍‌ ଷ୍ଟିନ୍‌ଞ୍ଜଙ୍କ ଉପସ୍ଥିତିରେ ଭିଡିଓ କନଫରେନ୍ସ ଜରିଆରେ ଆଇଓସି ଫିନର୍ଜି ପ୍ରାଇଭେଟ୍‌ ଲିମିଟେଡ(ଆଇଓପି)ର ଉଦଘାଟନ ହୋଇଛି। ଏହି ଯୌଥ…

ରାଜ୍ୟର ୨୪୬୭ ଗାଁ ଅପହଞ୍ଚ

ଯାଜପୁର ଅଫିସ,୧୮ା୩:ରାଜ୍ୟର ୨୪୬୭ ଗାଁ ଏବେ ବି ଅପହଞ୍ଚ ଅବସ୍ଥାରେ ରହିଛି। ଏହି ଗାଁଗୁଡିକୁ ଆଜି ପର୍ଯ୍ୟନ୍ତ ରାସ୍ତା ସଂଯୋଗ ହୋଇନାହିଁ ା ସେଥିମଧ୍ୟରୁ ରାୟଗଡ଼ା ଜିଲାରେ ସର୍ବାଧିକ ୩୦୫ ଗ୍ରାମ ରହିଥିବା ବେଳେ ଦ୍ୱିତୀୟରେ କଳାହାଣ୍ଡି ଜିଲାର ୨୭୦ ଗ୍ରାମ…

ଜେଲ ମନ୍ଦିରରେ ବିବାହ କଲେ ପ୍ରେମୀଯୁଗଳ

ଚୌଦ୍ୱାର,୧୮ା୩(ଡି.ଏନ.ଏ.):କଟକ ଜିଲା ଚୌଦ୍ୱାର ସର୍କଲ ଜେଲ ପରିସରସ୍ଥ ଶିବ ମନ୍ଦିରରେ ବୁଧବାର ଏକ ନିଆରା ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିବାହ ପରେ କନ୍ୟା ଶାଶୁଘରକୁ ଯାଇଥିବାବେଳେ ବର ପୁଣି ଜେଲକୁ ଚାଲିଯାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, କଟକ ସଦର ଥାନା…

ସରକାରୀ ସଂସ୍ଥା କିଣିବେ ‘ମୋ ଖତ’

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ସରକାରଙ୍କ ସମସ୍ତ ବିଭାଗ ପୌର ସଂସ୍ଥା ଦ୍ୱାରା ପ୍ରସ୍ତୁତ ଅର୍ଗାନିକ ‘ମୋ ଖତ’ କିଲୋ ପ୍ରତି ୨୦ ଟଙ୍କା ଦରରେ କିଣିବେ। ଏ ନେଇ ବୁଧବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସଚିବ ଜି. ମାଥିଭାଥନନ ଜଙ୍ଗଲ…

ଶିଶିର କୁମାର ରଥ ନୂଆ ପିସିସିଏଫ୍‌

ଭୁବନେଶ୍ୱର, ୧୮।୩(ବ୍ୟୁରୋ): ବରିଷ୍ଠ ଆଇଏଫ୍‌ଏସ୍‌ ଅଫିସର ଶିଶିର କୁମାର ରଥଙ୍କୁ ରାଜ୍ୟ ସରକାର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ୍‌) ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ ବୁଧବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହିତ ସେ ରାଜ୍ୟର…

‘ଲକ୍‌ଡାଉନ ଯୁଗକୁ ଫେରିବାକୁ ଚାହୁଁନାହୁଁ’

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ବିଭିନ୍ନ ଦେଶରେ ଓ ଭାରତର କେତେକ ରାଜ୍ୟରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବହୁଗୁଣିତ ହେଉଥିବାରୁ ଆମକୁ ସାବଧାନତା ଅବଲମ୍ବନ କରିବାକୁ ପଡ଼ିବ। ଆମେ ଆଉ ଲକ୍‌ଡାଉନ ଯୁଗକୁ ଫେରିବା ନାହିଁ। ଏଥିପାଇଁ ସଚେତନତା ଓ କଟକଣା ନିୟମକୁ କଡ଼ାକଡ଼ି ଭାବେ…

ଧାନ କିଣ, କ୍ଷମା ମାଗ

ଭୁବନେଶ୍ୱର,୧୮।୩(ବ୍ୟୁରୋ):ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ବିରୋଧୀ ଓ ଶାସକ ମୁହାଁମୁହିଁ ଅବସ୍ଥାରେ ରହିଛନ୍ତି। କେହି ନିଜ ଜିଦ୍‌ରୁ ହଟିବାକୁ ରାଜି ନୁହନ୍ତି। ବିରୋଧୀ -ଶାସକଙ୍କ ହଙ୍ଗାମା ଯୋଗୁ ବିଧାନସଭା ଲଗାତର ୫ ଦିନ…

ଜୁସ୍‌ ଦୋକାନରୁ ପ୍ରେମ, ପରେ ଲିଭଇନ୍‌-ବିବାହ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରତ୍ନା ପାଠକ ଶାହଙ୍କୁ ଗୁରୁବାର ୬୪ ବର୍ଷ ପୂରଣ ହୋଇଛି। ସେ ୧୯୫୭ ମାର୍ଚ୍ଚ ୧୮ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ନିଜଠାରୁ ୧୩ ବର୍ଷ ବୟସ୍କ ବଡ଼ ଅଭିନେତା ନସିରୁଦ୍ଦିନ ଶାହଙ୍କୁ ରତ୍ନା ୧୯୮୨ରେ ବିବାହ କରିଥିଲେ।…

ସାନ ଭାଇଙ୍କୁ ଏପରି ଦୀର୍ଘ ନିଃଶ୍ୱାସ ନେବା ଶିଖାଉଛନ୍ତି ବଡ଼ ଭାଇ, ବର୍ତ୍ତମାନ ସୁଦ୍ଧା ଦେଖିସାରିଲେଣି ୬ ଲକ୍ଷ ୟୁଜର

ସୋସିଆଲ ମିଡିଆରେ ଦୁଇ ଛୋଟ ଶିଶୁଙ୍କ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ବଡ଼ ଭାଇ ନିଜ ଛୋଟ ଭାଇଙ୍କୁ ଦୀର୍ଘ ନିଃଶ୍ୱାସ ନେବା ଶିଖାଉଛନ୍ତି। ସେ ତାଙ୍କ ସାନ ଭାଇଙ୍କୁ କହୁଛନ୍ତି, ଏମିତି ନିଃଶ୍ୱାସ ନେଲେ ଶାନ୍ତ ରହିବ। My four…

କୋହଲିଙ୍କ ପରେ କେ.ଏଲ୍‌ ରାହୁଲଙ୍କ ସମର୍ଥନରେ ବାହାରିଲେ କୋଚ୍‌, କହିଲେ ସେ ଭାରତର ସର୍ବଶ୍ରେଷ୍ଠ…

ଅହମ୍ମଦାବାଦ,୧୭।୩: ଭାରତର ଓପନିଂ ବ୍ୟାଟ୍ସମ୍ୟାନ୍‌ କେ.ଏଲ୍‌. ରାହୁଲ ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜରେ ନୈରାଶ୍ୟଜନକ ଫର୍ମକୁ ନେଇ ସମାଲୋଚିତ ହେଉଛନ୍ତି। କାରଣ ସିରିଜର ୩ଟି ମ୍ୟାଚ୍‌ ଖେଳାଯାଇଥିବା ବେଳେ ସେ ମାତ୍ର ୧ ରନ୍‌ କରିଛନ୍ତି। ଏପରିକି ଦୁଇଟିରେ ସେ ଶୂନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?