ଉତ୍ତରାଖଣ୍ଡ ପାଇଁ ସମଗ୍ର ଦେଶବାସୀ ପ୍ରାର୍ଥନା କରୁଛନ୍ତି: ପ୍ରଧାନମନ୍ତ୍ରୀ
କୋଲକତା,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ ଅଛନ୍ତି। ହଳଦିଆରେ ଆୟୋଜିତ ଏକ ସଭାକୁ ସମ୍ବୋଧିତ କରି ମୋଦି ପ୍ରଥମେ ଉତ୍ତରାଖଣ୍ଡରେ ଘଟିଥିବା ହିମସ୍ଖଳନ ନେଇ ସେ ଦୁଃଖପ୍ରକାଶ କରିଛନ୍ତି। ସେ ଲଗାତର ଅପଡେଟ୍ ନେଉଛନ୍ତି, ପୂରା ଦେଶ ସେଠାରେ ଫସିଥିବା…
ଚାମୋଲିରେ ହିମସ୍ଖଳନ: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦି
ଲକ୍ଷ୍ନୌ,୭।୨: ଉତ୍ତରାଖଣ୍ଡର ଚାମୋଲିରେ ହୋଇଥିବା ହିମସ୍ଖଳନରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପ୍ରାୟ ୧୫୦ ଲୋକ ନିଖୋଜ ଥିବା କୁହାଯାଉଛି। ପ୍ରଭାବିତ ଅଞ୍ଚଳରେ ସେନାକୁ ନିୟୋଜିତ କରାଯାଇଛି। ଏଥିସହିତ ଆଇଟିବିପି ଏବଂ ଏନ୍ଡିଆରଏଫ୍ ଟିମ୍ ଉତ୍ତରାଖଣ୍ଡର ପ୍ରଭାବିତ ଅଞ୍ଚଳକୁ ପଠାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଆତ୍ମହତ୍ୟା କରିବାକୁ ଚାହୁଁଥିଲି
ବମ୍ବେ: ବିଗ୍ବସ୍ର ଚଳିତ ସିଜନ୍ର ସବୁଠୁ ଚର୍ଚ୍ଚିତ ପ୍ରତିଯୋଗୀ ପାଲଟିଛନ୍ତି ରୁବିନା ଦିଲୈକ। ସ୍ବାମୀ ଅଭିନବ ଶୁକ୍ଳାଙ୍କ ସହ ତାଙ୍କର ଖଟାମିଠା ମୂହୁର୍ତ୍ତକୁ ଦର୍ଶକେ ବେଶ୍ ପସନ୍ଦ କରୁଛନ୍ତି। ଏବେ ରୁବିନା ଶୋ’ରେ ଭାବବିହ୍ବଳ ହୋଇଥିବା ଦେଖାଯାଇଛି। ସେ ବେଶି ରାଗୁଥିବାରୁ…
ମୁଣ୍ଡ ପିଟିଦେଲେ ଅଶ୍ୱିନ୍
ନୂଆଦିଲ୍ଲୀ,୭।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଚେନ୍ନାଇରେ ଖେଳାଯାଉଛି। ପ୍ରଥମ ପାଳିରେ ଇଂଲଣ୍ଡ ୫୭୮ ରନ୍ କରିଛି। ଭାରତୀୟ ଖେଳାଳିଙ୍କ ଖରାପ ଫିଲ୍ଡିଂର ଭରପୂର ଫାଇଦା ଉଠାଇ ଇଂଲଣ୍ଡ ବିଶାଳ ସ୍କୋର କରିଛି। ମ୍ୟାଚ୍ର ତୃତୀୟ ଦିନରେ ଆର୍…
କୋରାପୁଟ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ
କୋରାପୁଟ,୭।୨(ସ୍ବ.ପ୍ର.): ରବିବାର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ଦିନିକିଆ କୋରାପୁଟ ଜିଲା ଗସ୍ତରେ ଆସି କୋରାପୁଟଠାରେ ନବନିର୍ମିତ ପୋଲିସ ଆର୍ଆଇ କାର୍ଯ୍ୟାଳୟ ଉଦ୍ଘାଟନ କରିଛନ୍ତି। ଏଥିସହ ଏଠାରେ ଦକ୍ଷିଣ ପଶ୍ଚିମାଞ୍ଚଳ ଜିଲା ଆରକ୍ଷୀ ଅଧୀକ୍ଷକମାନଙ୍କୁ ନେଇ ଆୟୋଜିତ ସଭାରେ ମାଓବାଦୀ ଦମନ,…
ଅଭିଷେକ ବଚ୍ଚନ ହେବେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ: ଫିଲ୍ମ ‘ଲୁଡୋ’ରେ ନଜର ଆସିଥିବା ବଲିଉଡ୍ ଅଭିନେତା ଅଭିଷେକ ବଚ୍ଚନ ବର୍ତ୍ତମାନ ଖୁବ୍ଶୀଘ୍ର ଏକ ନୂଆ ଇଂନିସ ଆରମ୍ଭ କରିବାକୁ ଯାଉଛନ୍ତି। ଅଭିଷେକ ବଲିଉଡ୍ରେ ୨୦ ବର୍ଷ କ୍ୟାରିୟର ପୂରା କରିଛନ୍ତି। ସେ ଖୁବ୍ଶୁଘ୍ର ରାଜନୀତି କରିବେ। ଆପଣ ଭାବୁଥିବେ…
ପୂଜାଫୁଲର କରନ୍ତୁ ଏଭଳି ବ୍ୟବହାର, ହେବ ସୌଭାଗ୍ୟ ପ୍ରାପ୍ତି
ବାରାଣସୀ: ମନ୍ଦିରକୁ ପୂଜା କରିବାକୁ ଗଲାବେଳେ ପୂଜାରୀ ଶ୍ରଦ୍ଧାଳୁମାନଙ୍କୁ ପୂଜାଫୁଲ ଅବା ମାଳ ପ୍ରଦାନ କରିଥାନ୍ତି। ତେବେ ଏହାକୁ ରଖିବା ନେଇ କେତେକ ଶ୍ରଦ୍ଧାଳୁ ସମସ୍ୟାରେ ପଡ଼ିଥାନ୍ତି। ଫୁଲ ଶୁଖିଗଲେ ଏହାକୁ କିପରି ରଖାଯିବ ସେନେଇ ଚିନ୍ତା ଦେଖାଦେଇଥାଏ। କିନ୍ତୁ ବ୍ୟସ୍ତ…
ବସ୍ତି ପିଲାଙ୍କୁ ଇଂରାଜୀ ପଢ଼ାଉଛନ୍ତି ଏହି ଛାତ୍ରୀ, ଛୁଟୁଛି ପ୍ରଶଂସାର ସୁଅ
ରାଞ୍ଚି,୭।୨: ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚିର ଦେଓଘର କଲେଜର ଛାତ୍ରୀ ନେହା ପାଣ୍ଡେ ନିଜର ପାଠପଢ଼ା ସରିବା ପରେ ବସ୍ତି ଅଞ୍ଚଳର ପିଲାଙ୍କୁ ପାଠ ପଢ଼ାଇବା ଆରମ୍ଭ କରିଛନ୍ତି। ଏହି ଶ୍ରେଣୀରେ ବସ୍ତି ପିଲାମାନେ କିପରି ଇଂରାଜୀ କହିପାରିବେ ସେ ବିଷୟରେ ଶିଖାଉଛନ୍ତି।…
ଭାରତ ବିରୋଧୀଙ୍କ ଉପରେ ବର୍ଷିଲେ ମୋଦି
ନୂଆଦିଲ୍ଲୀ,୭ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗୋଟିଏ ଦିନରେ ଦୁଇଟି ରାଜ୍ୟ ଗସ୍ତରେ ଅଛନ୍ତି । ପ୍ରଥମେ ସେ ଆସାମର ସୋନିତପୁର ଜିଲରେ ପହଞ୍ଚିଛନ୍ତି । ସେଠାରେ ପହଞ୍ଚି ସେ ୨ଟି ହସ୍ପିଟାଲ ବିଶ୍ୱନାଥ ଓ ଚରାଇଦେବରେ ମେଡିକାଲ କଲେଜର…
ପର୍ନ ଭିଡିଓ ଶୁଟ୍ କରି ଗିରଫ ହେଲେ ଏହି ଅଭିନେତ୍ରୀ, ପୋଲିସ ହାତରେ ଲାଗିଛି…
ମୁମ୍ବାଇ,୭।୨: ୮୦ ବିଜ୍ଞାପନ, ୭ ଓ୍ବେବ୍ସିରିଜ୍ ଏବଂ କିଛି ଫିଲ୍ମରେ କାମ କରିଥିବା ଅଭିନେତ୍ରୀ ତଥା ମଡେଲ ଗେହେନା ବଶିଷ୍ଟଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଗେହେନା ପର୍ନ ଭିଡିଓ ଶୁଟ୍ କରିବା ଏବଂ ଏହାକୁ ମୋବାଇଲ ଆପ୍ରେ ଅପଲୋଡ୍ କରିବା…
ବିଳାସୀ ରାଜା
ଏକଦା ଭାରତ ଥିଲା ରାଜା ମହାରାଜାଙ୍କ ଦେଶ। ସେମାନଙ୍କ ମଧ୍ୟରୁ କିଏ ଅଦମ୍ୟ ସାହସ ଓ ବୀରତ୍ୱ ପାଇଁ ପରିଚିତ ଥିଲେ ତ ଆଉ କିଏ ପରିଚିତ ଥିଲେ ସେମାନଙ୍କ ଅୟସ ଜୀବନ ଓ ଅଜବ ସଉକ ପାଇଁ। ନିଜ ଇଚ୍ଛା,…
ଅନେକରେ ଏକ ଅଶ୍ରୁମୋଚନ
ସେଇ ଶୀତସକାଳ। ସେଇ ସୋରିଷ ଫୁଲ। ସେଇ ଆମ୍ବବଉଳ। ସେଇ ବରଓହଳ। ସେଇ ଝିପିଝିପି ବର୍ଷା। ସେଇ କାଦୁଅର ରାସ୍ତା। ଧାନଭରା କିଆରି, କଇଁଭରା ପୋଖରୀ। ଡାକେ ଆଜି ହାତଠାରି, ଚାଲ ଗାଁକୁ ଯିବା ଫେରି। ଏବେ ଗାଁକୁ ଫେରିବାର ସମୟ…
Archives


