Home

ବୁରାଡ଼ି ହିଂସା: ୨୪ ଆନ୍ଦୋଳନକାରୀଙ୍କ ଫଟୋ ଜାରି

ନୂଆଦିଲ୍ଲୀ, ୭।୨: ଜାନୁୟାରୀ ୨୬ରେ କୃଷି ଆଇନକୁ ବିରୋଧ କରି ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ଟ୍ରାକ୍ଟର ରାଲି ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ବୁରାଡ଼ିରେ ଘଟିଥିବା ହିଂସାରେ ସମ୍ପୃକ୍ତ ଥିବା ୨୪ ଜଣ ଆନ୍ଦୋଳନକାରୀଙ୍କ ଫଟୋ ଦିଲ୍ଲୀ ପୋଲିସ ପକ୍ଷରୁ ଜାରି…

ଝରାଫୁଲଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା, ବିଳମ୍ବିତ ରାତିରେ ରାକେଶଙ୍କ ସହ ହୋଇଥିଲା ପ୍ରବଳ ପାଟିତୁଣ୍ଡ

ଯାଜପୁର ଅଫିସ/ ରସୁଲପୁର,୭ା୨(ଡି.ଏନ୍‌.ଏ.): ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାପୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଦିନକୁ ଦିନ ରୋଚକ ତଥ୍ୟ ମିଳୁଛି। ଝରାଫୁଲଙ୍କ ମୃତ୍ୟୁ କୌଣସି ବିଷକ୍ରିୟା କିମ୍ବା ଗଣବଳାତ୍କାର ଯୋଗୁ ହୋଇ ନ ଥିବାବେଳେ ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ…

ଗାଁ ରାସ୍ତାରେ ବହିଲା ରକ୍ତର ନଦୀ !

ଜାକର୍ତ୍ତା,୭।୨: ଏବେ ସୋସିଆଲ୍‌ ମିଡ଼ିଆରେ ଇଣ୍ଡୋନେସିଆର ଏକ ଗାଁର ଫଟୋ ଏବଂ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଗାଁ ରାସ୍ତାରେ ରକ୍ତ ଭଳି ଲାଲ୍‌ ରଙ୍ଗର ପାଣି ବହୁଥିବାରୁ ଦେଖିବାକୁ ମିଳୁଛି। ପ୍ରକୃତରେ ଗାଁରେ ଥିବା ଏକ ଡାଇଙ୍ଗ୍‌ ଫ୍ୟାକ୍ଟ୍ରିରୁ ନିର୍ଗତ…

ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ, ପ୍ରଥମ ଦିନରେ ଟିକା ନେଲେ ୮୧%

ଭୁବନେଶ୍ୱର, ୭।୨(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଶନିବାରଠାରୁ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆଯାଉଛି। ପ୍ରଥମ ଦିନରେ ଟିକାକରଣରେ ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀ ସାମିଲ ହୋଇଛନ୍ତି। କେତେକ ଜିଲାପାଳ, ଏଡିଏମ୍‌, ଏସ୍‌ପି ଓ ଅନ୍ୟ…

ମାହାଙ୍ଗା ଡବଲ ମର୍ଡର ଘଟଣା,ଫେରାର ମୁଖ୍ୟ ଅଭିଯୁକ୍ତ ମୃତ

ମାହାଙ୍ଗା/ନିଶ୍ଚିନ୍ତକୋଇଲି/ସାଲେପୁର/ଟାଙ୍ଗୀ (କଟକ), ୭ା୨(ସ୍ବ.ପ୍ର./ ଡି.ଏନ୍‌.ଏ.): ମାହାଙ୍ଗା ଡବଲ ମର୍ଡର ଓ ବିକାଶ ଜେନା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ମାହାଙ୍ଗା ବ୍ଲକ ନୃତାଙ୍ଗ ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ପ୍ରଫୁଲ୍ଲ ବିଶ୍ୱାଳ। ସେ ଦୀର୍ଘ…

ଖୁବ୍‌ଶୀଘ୍ର ପ୍ରଥମରୁ ଅଷ୍ଟମ ପାଠପଢ଼ା

ଭୁବନେଶ୍ୱର, ୭।୨(ବ୍ୟୁରୋ) : କରୋନା ସ୍ଥିତି ସ୍ବାଭାବିକ ହେଉଥିବାବେଳେ ଦୀର୍ଘ ୯ମାସ ଧରି ବନ୍ଦ ରହିଥିବା ଶିକ୍ଷା କ୍ଷେତ୍ରକୁ ପୁଣି ଟ୍ରାକ୍‌କୁ ଆଣିବାକୁ ରାଜ୍ୟ ସରକାର ପୂରା ଦମ୍‌ରେ ଲାଗିପଡ଼ିଛନ୍ତି। ପରୀକ୍ଷା ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ପ୍ରଥମେ କେବଳ…

ରାଜ୍ୟ ସଭାରେ ଗୁଲାମ ନବୀଙ୍କ ବିକଳ୍ପ ଖୋଜୁଛି କଂଗ୍ରେସ

ନୂଆଦିଲ୍ଳୀ,୭।୨: ଏବେ କଂଗ୍ରେସ ପକ୍ଷରୁ ରାଜ୍ୟ ସଭାରେ ଗୁଲାମ ନବୀ ଆଜାଦଙ୍କ ବିକଳ୍ପ ଖୋଜା ଆରମ୍ଭ ହୋଇଛି। ଫେବୃୟାରୀ ୧୫ରେ ଗୁଲାମ ନବୀଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତାଙ୍କ ସ୍ଥାନରେ ରାଜ୍ୟ ସଭାରେ କଂଗ୍ରେସ ପକ୍ଷରୁ ବିରୋଧୀ ଦଳ ନେତା କିଏ…

ସ୍ବର ଚପାଇ ପାରିବନି ସେନା

ୟାଙ୍ଗୁନ୍‌, ୭।୨: ମ୍ୟାନ୍‌ମାରରେ ସାମରିକ ବିଦ୍ରୋହ ବିରୋଧରେ ଆନ୍ଦୋଳନ ତେଜିବାରେ ଲାଗିଛି। ଶନିବାର ଏଠାରେ ସବୁଠୁ ବଡ଼ ବିକ୍ଷୋଭ ଦେଖିବାକୁ ମିଳିଥିଲା। ନୂଆ ସାମରିକ ଶାସନ ବିରୋଧରେ ସୋସିଆଲ ମିଡିଆରେ ଜନମତ ଜାଗ୍ରତ ହେଉଥିବାରୁ ଏହାକୁ ଚାପିଦେବା ପାଇଁ ସୈନ୍ୟବାହିନୀ ଦେଶବ୍ୟାପୀ…

‘ବିଦାୟ ନେବ ଟିଏମ୍‌ସି ଶାସନ’

ନବଦ୍ୱୀପ,୭ା୨(ପି.ଟି.): ପଶ୍ଚିମବଙ୍ଗ ଜନସାଧାରଣ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଶାସନର ଅନ୍ତ ଘଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ବିଧାନସଭା ନିର୍ବାଚନରେ ସେମାନେ ମମତା ବାନାର୍ଜୀଙ୍କ ସରକାରକୁ ବିଦାୟ ଦେବେ ବୋଲି ଶନିବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଦୃଢ଼ୋକ୍ତି ବାଢ଼ିଛନ୍ତି। ନଦୀୟା…

ଚାଷୀଙ୍କ ସପକ୍ଷରେ ସୁସାନ

ନୂଆଦିଲ୍ଲୀ, ୭।୨: ଭାରତରେ ଚାଷୀ ଆନ୍ଦୋଳନକୁ ହଲିଉଡ୍‌ର ବର୍ଷୀୟାନ ଅଭିନେତ୍ରୀ ସୁସାନ ସରାଣ୍ଡନ୍‌ ସମର୍ଥନ ଜଣାଇଛନ୍ତି। ପପ୍‌ ଷ୍ଟାର ରିହାନାଙ୍କ ଟୁଇଟ୍‌କୁ ଦେଇ ବିବାଦ ଦେଖାଦେବା ପରେ ହଲିଉଡ୍‌ର ଏହି ୭୪ ବର୍ଷୀୟା ସେଲିବ୍ରିଟି କୃଷକମାନଙ୍କ ସମର୍ଥନରେ ବାହାରିଛନ୍ତି। ନ୍ୟୁୟର୍କ ଟାଇମ୍ସରେ…

ମହାପଞ୍ଚାୟତରୁ ମହାସଂଗ୍ରାମ

ନୂଆଦିଲ୍ଲୀ,୭ା୨: ଅନଶନରେ ବସିବି। ଗାଁରୁ ପାଣି ନ ଆସିବା ଯାଏ ଜଳ ସ୍ପର୍ଶ କରିିବି ନାହିଁ। ଜାନୁୟାରୀ ୨୮ରେ ଗାଜିପୁର ସୀମାରେ କୃଷକ ନେତା ରାକେଶ ଟିକାଏତ୍‌ ଦେଇଥିବା ଏହି ଆବେଗପୂର୍ଣ୍ଣ ଆହ୍ବାନ ପରେ ଚାରିଆଡ଼ୁ ପାଣିର ସୁଅ ଛୁଟିଥିଲା ଆନ୍ଦୋଳନସ୍ଥଳକୁ।…

ମୋଦିଙ୍କ ଗୁଣଗାନ କଲେ ବିଚାରପତି

ନୂଆଦିଲ୍ଲୀ,୭ା୨: ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ପ୍ରଧାନମନ୍ତ୍ରୀଙ୍କୁ ତାଙ୍କର ସବୁଠୁ ପ୍ରିୟ, ଲୋକପ୍ରିୟ, ଜୀବନ୍ତ ଓ ଦୂରଦର୍ଶୀ ନେତା ଭାବେ ଅଭିହିତ କରିଛନ୍ତି। ଗୁଜରାଟ ହାଇକୋର୍ଟର ହୀରକ ଜୟନ୍ତୀ ପାଳନ ଅବସରରେ ଏକ ସ୍ମାରକ ଡାକଟିକେଟ ଉନ୍ମୋଚନ ବେଳେ ଭର୍ଚୁଆଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri