Home

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଇତିହାସ ଜାଣନ୍ତୁ

ମେଲବର୍ନ, ୨୩।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ପଛରେ କ’ଣ ଇତିହାସ ରହିଛି ଜାଣନ୍ତୁ। ଡିସେମ୍ବର ୨୬, ଅର୍ଥାତ୍‌ କ୍ରିସ୍‌ମାସ…

ରାଜ୍ୟରେ ସୁସ୍ଥ ହେଲେ ୩୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୋଳ ଜିଲାରୁ ସର୍ବାଧିକ ୫୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୬, ସୁନ୍ଦରଗଡରୁ ୩୦, କଟକରୁ ୨୭, ମୟୂରଭଞ୍ଜରୁ ୨୧, ପୁରୀରୁ ୨୧, ବରଗଡରୁ ୧୫, ନୂଆପଡାରୁ ୧୪, ବାଲେଶ୍ବରରୁ…

୧ ଟଙ୍କାରେ ଗରିବଙ୍କୁ ଖାଦ୍ୟ ବାଣ୍ଟିବେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୨୩ା୧୨-ମାତ୍ର ୧ ଟଙ୍କାରେ ଖାଦ୍ୟ ବାଣ୍ଟିବେ ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର। ଏ ନେଇ ବୁଧବାର ଗମ୍ଭୀରଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଗମ୍ଭୀର ତାଙ୍କ ଲୋକସଭା ନିର୍ବାଚନ ମଣ୍ଡଳୀ ଗାନ୍ଧୀନଗରଠାରେ ‘ଜନ୍‌…

ସର୍ବଶ୍ରେଷ୍ଠ ଟି -୨୦ ତାଲିକା: ପ୍ରଥମ ୧୦ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଭାରତର ୨ଜଣ

ନୂଆଦିଲ୍ଲୀ,୨୩।୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବୁଧବାର ସର୍ବଶ୍ରେଷ୍ଠ ଟି -୨୦ ତାଲିକା ପ୍ରକାଶ କରିଛି। ଭାରତୀୟ ବ୍ୟାଟ୍ସମ୍ୟାନ କେଏଲ ରାହୁଲ ଓ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଆଇସିସି ଟି-୨୦ ତାଲିକାର ପ୍ରଥମ ୧୦ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ସ୍ଥାନ…

ସ୍କୁଟି ଉପରେ ଚଢ଼ିଗଲା କ୍ରେନ୍‌: ଚାଲିଗଲା ୨ ଜୀବନ

ବାଲେଶ୍ୱର ଅଫିସ, ୨୩।୧୨-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ରାମେଶ୍ୱର ମନ୍ଦିର ଛକରେ ବୁଧବାର ଅପରାହ୍ନ ୪ଟା ବେଳେ ଏକ ଅଚଳ ଟ୍ରକ୍‌କୁ କ୍ରେନ୍‌ ଦ୍ୱାରା ଗ୍ୟାରେଜ୍‌କୁ ନିଆଯାଉଥିବା ବେଳେ କେନ୍‌ ଡ୍ରାଇଭର ଭାରସାମ୍ୟ ହରାଇ ଗୋଟିଏ ସ୍କୁଟି ଉପରେ ଚଢ଼ିିଯିବାରୁ…

ବଂଶୀକୁ ଲକ୍ଷ୍ୟଭେଦ କଲା ଏମ୍‌ଆର୍‌ଏସ୍‌ଏଏମ୍‌

ବାଲେଶ୍ୱର ଅଫିସ,୨୩।୧୨-ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରୁ ବୁଧବାର ଅପରାହ୍ନ ୩ଟା ୫୫ମିନିଟ୍‌ରେ ଉଚ୍ଚ କ୍ଷମତା ସମ୍ପନ୍ନ କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଛି। ଭାରତ-ଇସ୍ରାଏଲ ମିଳିତ ସହଯୋଗରେ ଏମ୍‌ଆର୍‌ଏସଏଏମ୍‌(ମିଡ଼ିୟମ୍‌ ରେଞ୍ଜ ସର୍‌ଫେସ ଟୁ ଏୟାର ମିଶାଇଲ)କୁ ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ…

ନାତିର ନାମକରଣ କଲେ ମୁକେଶ ଅମ୍ବାନୀ

ମୁମ୍ବାଇ,୨୩।୧୨: ଭାରତର ପ୍ରସିଦ୍ଧ ବ୍ୟବସାୟୀ ମୁକେଶ ଅମ୍ବାନୀ ନିକଟରେ ଜେଜେ ହୋଇଛନ୍ତି। ନାତି ଜନ୍ମ ହେବାର ୧୨ଦିନ ପରେ ଏବେ ଅମ୍ବାନୀ ପରିବାର ନବଜାତର ନାମକରଣ କରିଛନ୍ତି। ମୁକେଶଙ୍କ ବଡ ପୁଅ ଆକାଶ ଅମ୍ବାନୀ ଏବଂ ତାଙ୍କ ସ୍ତ୍ରୀ ଶ୍ଲୋକା ମେହେଟ୍ଟା…

ଭୁବନେଶ୍ୱରରେ ବ୍ରିଟେନ୍‌ ଫେରନ୍ତା

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ)- ଭୁବନେଶ୍ୱରରେ ଜଣେ ବ୍ରିଟେନ ଫେରନ୍ତା ଚିହ୍ନଟ ହୋଇଛନ୍ତି। ଚିହ୍ନଟ ବ୍ୟକ୍ତି ଜଣକ ଗତ ସପ୍ତାହରେ ବ୍ରିଟେନ୍‌ରୁ ଫେରିଛନ୍ତି। ବର୍ତ୍ତମାନ ତାଙ୍କୁ ସରକାରୀ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟ୍ରେସ୍‌ କରାଯାଉଛି। ଚିହ୍ନଟ ବ୍ୟକ୍ତିଙ୍କ ସହିତ…

ବିମାନବନ୍ଦରରୁ ଖାଲିସ୍ତାନ ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ,୨୩।୧୨-ନୂଆଦିଲ୍ଲୀସ୍ଥିତ ଇନ୍ଦିରା ଗାନ୍ଧୀ ବିମାନବନ୍ଦରରୁ ବୁଧବାର ଏନଆଇଏ ଜଣେ ଖାଲିସ୍ତାନ ଆତଙ୍କବାଦୀକୁ ଗିରଫ କରିଛି। ସେ ହେଲା ଗୁରଜିତ ସିଂହ ନିଜ୍ଜର। ପୁଣେ ଖଲିସ୍ତାନୀ ମାମଲାରେ ଏନଆଇଏ ଗୁରଜିତକୁ ଗିରଫ କରିଛି। ଏହାପୂର୍ବରୁ ସେ ସାଇପ୍ରସରେ ଲୁଚିଥିଲା। ପଞ୍ଜାବରେ ଖଲିସ୍ତାନୀ ଆତଙ୍କବାଦକୁ…

ପାକିସ୍ତାନକୁ ସୁପର୍‌ ଝଟ୍‌କା ଦେଲା ଚାଇନା

ବେଜିଂ,୨୩।୧୨: ପାକିସ୍ତାନ ଏବେ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏହି ବିପଦ ସମୟରେ ପାକିସ୍ତାନର ସହାୟତା ପାଇଁ ବନ୍ଧୁ ଚାଇନା ସର୍ତ୍ତ ରଖିବା ଆରମ୍ଭ କରିଛି। ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର ଅଧୀନରେ ଚାଇନା ପାକିସ୍ତାନରେ ବିପୁଳ ପରିମାଣର ବିନିଯୋଗ କରୁଛି।…

ଆଇପିଏସ୍‌ ଅଫିସର ସ୍ତରରେ ବଡଧରଣର ଅଦଳ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୨୧ ଜଣ ଆଇପିଏସ୍‌ ଓ ଜଣେ ଓପିଏସ୍‌ ଅଧିକାରୀଙ୍କୁ ବଦଳି କରାଯାଇଛି । ଏ ନେଇ ବୁଧବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି…

ଗତ ମାସେ ଭିତରେ ବ୍ରିଟେନରୁ ଭାରତ ଆସିଛନ୍ତି ୫୦ ହଜାରରୁ ଅଧିକ ଲୋକ: ଚାଲିଛି ଠିକଣା ଖୋଜା

ନୂଆଦିଲ୍ଲୀ,୨୩।୧୨: ସମଗ୍ର ବିଶ୍ୱରେ କରୋନା ମାମଲା ହ୍ରାସ ହେବା ପରେ ଲୋକଙ୍କ ସାଧାରଣ ଜୀବନଯାପନ ସ୍ବାଭାବିକ୍‌ ହେବାକୁ ଲାଗିଥିଲା। କିନ୍ତୁ ହଠାତ୍‌ ବ୍ରିଟେନରେ କରୋନା ଭୂତାଣୁର ଏକ ନୂଆ ରୂପ ଦେଖାଯାଇଛି। ଫଳରେ ପୁଣି ଥରେ ବିଶ୍ୱରେ ଭୟର ବାତାବରଣ ସୃଷ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri