Home

କ୍ରିକେଟର ଶ୍ରୀସନ୍ଥଙ୍କ ବିରୋଧରେ ଆସିଥିଲା ଏଭଳି ଅଭିଯୋଗ…

ମୁମ୍ବାଇ,୬।୨: ଭାରତୀୟ କ୍ରିକେଟର ଶାନ୍ଥାକୁମାରନ ଶ୍ରୀସନ୍ଥଙ୍କୁ ଶନିବାର ୩୮ବର୍ଷ ପୂରଣ ହୋଇଛି। ସେ ୩୯ ବର୍ଷରେ ପାଦ ଦେଇଛନ୍ତି। ୧୯୮୩ ଫେବୃୟାରୀ ୬ରେ ସେ କେରଳର କୋଥାମଙ୍ଗଳମ୍‌ ଠାରେ ଜନ୍ମଗ୍ରହଣ କରିଥିଲେ। କ୍ରିକେଟ ପଡ଼ିଆରେ ବେଶ ସଫଳତା ହାସଲ କରିପାରି ନ…

୧୮ ବର୍ଷ ପୂର୍ବେ କରିସ୍ମାଙ୍କ ସହ ନିର୍ବନ୍ଧ କରିଥିଲେ ଅଭିଷେକ, କେବଳ ମା’ଙ୍କ ଏହି ଡିମାଣ୍ଡ ଯୋଗୁ…

ବମ୍ବେ: ୨୦୦୦ ମସିହାରେ ଫିଲ୍ମ ‘ରେଫ୍ୟୁଜି’ରୁ ଅଭିନୟ ଜୀବନ ଆରମ୍ଭ କରିଥିଲେ ବିଗ୍‌ବିଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ। ଫିଲ୍ମରେ ତାଙ୍କ ନାୟିକା ସାଜିଥିଲେ ଅଭିନେତ୍ରୀ କରିସ୍ମା କପୁର। ଅଭିନୟ କରୁକରୁ ସତସତିକା ପ୍ରେମରେ ପଡ଼ିଥିଲେ ଅଭିଷେକ। ଏହାର ଦୁଇ…

ଡେଟିଂ ଆପରୁ ୧୬ଜଣ ଯୁବକଙ୍କୁ ପ୍ରେମ ଜାଲରେ ଫସାଇଥିଲେ ଯୁବତୀ, ପରେ ହୋଟେଲ ନଚେତ ଘରକୁ ନେଇ…

ପୁଣେ: ମହାମାରୀ କରୋନା ସମୟରେ ଚାକିରି ହରାଇଥିଲେ ଅନେକ। ଏହି ସମୟରେ ଜଣେ ଯୁବତୀ ଟଙ୍କା କମାଇବାର ଅଜବ ଉପାୟ ଆପଣାଇଥିଲେ, ଯାହାକୁ ଶୁଣିଲେ ଆପଣ ଚକିତ ହୋଇଯିବେ। ସେ ଡେଟିଂ ଆପ୍‌ ଜରିଆରେ ୧୬ଜଣ ଯୁବକଙ୍କୁ ପ୍ରେମ ଜାଲରେ ଫସାଇ…

କୋଟିଆର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୯ଟି ପ୍ରକଳ୍ପର ଶୁଭାରମ୍ଭ

କୋରାପୁଟ, ୫।୨(ସ୍ବ.ପ୍ର): କୋରାପୁଟ ଜିଲା ସୀମାନ୍ତ କୋଟିଆ ପଞ୍ଚାୟତର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀ ଶୁକ୍ରବାର ଭିଡିଓ କନ୍‌ଫରେନି୍ସଂ ମାଧ୍ୟମରେ ପ୍ରାୟ ୧୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ୯ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତିି ା ଏଥିମଧ୍ୟରେ ୧୩ କୋଟି…

ଚେନ୍ନାଇ ଟେଷ୍ଟରେ ରେକର୍ଡ କଲେ ବୁମ୍‌ରା, ଏଭଳି କରିବାରେ ସଚିନ, ଶ୍ରୀନାଥଙ୍କୁ ଟପିଲେ

ଚେନ୍ନାଇ,୫।୨: ଭାରତୀୟ ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରା ଶୁକ୍ରବାର ନୂଆ ଉପଲବ୍ଧି ହାସଲ କରିଛନ୍ତି। ସେ ବିଦେଶରେ ୧୭ ଟେଷ୍ଟ ମ୍ୟାଚ୍‌ ଖେଳିବା ପରେ ଶୁକ୍ରବାର ସେ ଭାରତରେ ନିଜର ପ୍ରଥମ ଟେଷ୍ଟ ଖେଳିଛନ୍ତି। ୨୦୧୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଡେବ୍ୟୁ…

ବିବାହ ପରେ ତୁମେ କ’ଣ କାମ କରିବ ବୋଲି ଏହି କ୍ରିକେଟରଙ୍କୁ ପ୍ରଶ୍ନ କରିଥିଲେ ଭାବି ସ୍ତ୍ରୀ

ଭାରତୀୟ ଦଳର ଦ୍ରୁତ ବୋଲର ଭୁବନେଶ୍ୱର କୁମାର ଫେବୃୟାରୀ ୫ରେ ନିଜର ୩୧ତମ ଜନ୍ମଦିନ ପାଳନ କରୁଛନ୍ତି। ଗୋଟିଏ ପଟେ ଭାରତୀୟ ଦଳ ଶୁକ୍ରବାରଠାରୁ ଇଂଲଣ୍ଡ ବିପକ୍ଷରେ ମ୍ୟାଚ୍‌ ଖେଳୁଛି। ମାତ୍ର ଆଘାତ ଯୋଗୁ ଭୁବନେଶ୍ୱର ଟିମ୍‌ର ଅଂଶ ହୋଇପାରି ନାହାନ୍ତି।…

ରୂପ ନା ଗୁଣ- ପୁରୁଷମାନେ କିଭଳି ବାଛିବେ ଜୀବନସାଥୀ, ଜାଣନ୍ତୁ ଚାଣକ୍ୟଙ୍କ ଏହି ୫ କଥା

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତି ମାଧ୍ୟମରେ ନନ୍ଦ ରାଜବଂଶକୁ ପରାସ୍ତ କରି ତାଙ୍କ ଶିଷ୍ୟ ଚନ୍ଦ୍ରଗୁପ୍ତ ମୋର୍ଯ୍ୟଙ୍କୁ ରାଜା କରିଥିଲେ। ସେବେଠାରୁ ତାଙ୍କର ନୀତି ଓ ଜ୍ଞାନକୁ ଲୋକେ ଜୀବନରେ ଗ୍ରହଣ କରି ଆସୁଛନ୍ତି। କାରଣ ଏହା ଜୀବନକୁ ସରଳ ଓ…

ଅଗ୍ନିକାଣ୍ଡ: ଜଳିଗଲା ୪ପରିବାରଙ୍କ ୧୦ ବଖରା

ଭଦ୍ରକ ଅଫିସ, ୫।୨: ଭଦ୍ରକ ଜିଲା କଲେଇ ପଞ୍ଚାୟତ ବଳାଜିତପଡା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ପରିବାରର ୧୦ ବଖରା ଘର ଜଳି ପାଉଁଶ ହୋଇଯାଇଛି। ଘରେ ଥିବା ସମସ୍ତ ଆସବାବପତ୍ର ସମେତ ଧାନ, ଚାଉଳ,…

ସାରା ବିଶ୍ୱରେ ଏବେ ଚାଉଳ ଅଭାବ, ଏମିତି ପୂରଣ କରିବ ଭାରତ

ନୂଆଦିଲ୍ଲୀ,୫।୨: ସମଗ୍ର ବିଶ୍ୱରେ ଏବେ ଚାଉଳର ଅଭାବ ପରିଲକ୍ଷିତ ହୋଇଛି। ତେଣୁ ଭାରତ ପୁଣି ଥରେ ସମଗ୍ର ବିଶ୍ୱର ଚାଉଳ ଅଭାବ ପୂରଣ କରିବାକୁ ଯାଉଛି। ଭାରତ ସରକାର ଆନ୍ଧ୍ରପ୍ରଦେଶରେ ଏକ ଡିପ୍‌ ଓ୍ବାଟର ପୋର୍ଟ ଉପଯୋଗ କରିବାକୁ ଯାଉଛନ୍ତି। ଏହା…

୧୦୦ତମ ଟେଷ୍ଟ ଖେଳି ବିଶ୍ୱ ରେକର୍ଡ କଲେ ଇଂଲଣ୍ଡ ଅଧିନାୟକ, ଏକମାତ୍ର କ୍ରିକେଟର ଭାବେ…

ଚେନ୍ନାଇ,୫।୨: ଇଂଲଣ୍ଡ ଅଧିନାୟକ ଜୋ ରୁଟ ଭାରତ ବିପକ୍ଷରେ ଶୁକ୍ରବାର ନିଜ କ୍ୟାରିୟରର ୧୦୦ତମ ଟେଷ୍ଟ ଖେଳୁଛନ୍ତି। ଏପରି କରିବାରେ ସେ ୧୫ତମ ଇଂରେଜ କ୍ରିକେଟର ପାଲଟିଛନ୍ତି। ଏହାଛଡ଼ା ସେ ସଚିନ ତେନ୍ଦୁଲକର, ଏଲିଷ୍ଟର କୁକ୍‌ଙ୍କ ପରେ ୧୦୦ତମ ଟେଷ୍ଟ ଖେଳିଥିବା…

ନ୍ୟାୟ ନ ମିଳିବାରୁ ଏସ୍‌ପି ଅଫିସ ସମ୍ମୁଖରେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ

ଭଦ୍ରକ ଅଫିସ, ୫।୨: ନ୍ୟାୟ ନ ମିଳିବାରୁ ଭଦ୍ରକ ଏସ୍‌ପିଙ୍କ ଅଫିସ ସମ୍ମୁଖରେ ମା’ ଓ ପୁଅ ଶୁକ୍ରବାର କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି। ସେମାନେ ହେଲେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବେଲଦା ଗ୍ରାମର ଜୋଶ୍ନାରାଣୀ ପାତ୍ର ଓ…

ଦାନ୍ତ କରିଥାଏ ଭବିଷ୍ୟବାଣୀ

ସାଧାରଣତଃ ଦାନ୍ତ ଖାଦ୍ୟ ଚୋବାଇବା ପାଇଁ ବ୍ୟବହୃତ ହୋଇଥାଏ। ଏହାର ଉପଯୋଗୀତା କେବଳ ଏତିକି ବୋଲି ଆମେ ଜାଣିଛୁ। କିନ୍ତୁ ଭାରତୀୟ ସମୁଦ୍ର ଶାସ୍ତ୍ର ଅନୁଯାୟୀ, ଦାନ୍ତ ଭବିଷ୍ୟ ବିଷୟରେ ବହୁତ କିଛି କହିଥାଏ। କେବଳ ଏହାକୁ ବୁଝିବା ଆବଶ୍ୟକ। ଜାଣିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri