ନିର୍ବାଚନ କମିଶନ ସାଲିସ୍ କରିଛନ୍ତି
ବାଷ୍ଟନ/ନୂଆଦିଲ୍ଲୀ,୨୨।୪: ଆମେରିକା ଗସ୍ତରେ ଯାଇଥିବା କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସେଠାର ଏକ କାର୍ଯ୍ୟକ୍ରମରେ ଭାରତର ନିର୍ବାଚନ କମିଶନଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମହାରାଷ୍ଟ୍ର ନିର୍ବାଚନରେ ମତଦାନ ସଂଖ୍ୟାକୁ ନେଇ ସେ ପ୍ରଶ୍ନ…
ଫ୍ରାନ୍ସିସ୍ଙ୍କ ଯୁଗ
୨୧ ଏପ୍ରିଲରେ ପୋପ୍ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ଦେହାନ୍ତ ହୋଇଛି। ରୋମାନ କାଥୋଲିକ ଚର୍ଚ୍ଚର ୨୦୦୦ ବର୍ଷ ପୁରୁଣା ପୋପ୍ ଇତିହାସରେ ଏକ ବିରଳ ବ୍ୟକ୍ତିତ୍ୱର ଅନ୍ତ ଘଟିଛି। ଫ୍ରାନ୍ସିସଙ୍କ ପରେ ଅନ୍ୟ ନଅ ଜଣ ବ୍ୟକ୍ତିଙ୍କର ନାମ ଏବେ…
ଆପେ ବଞ୍ଚିଲେ ବାପର ନାଁ
ଗୋଟେ କଥା ଅଛି ‘ଆପେ ବଞ୍ଚିଲେ ବାପର ନାଁ’। ଅନେକ ସମୟରେ ମଣିଷ ଯେତେବେଳେ ସ୍ବାର୍ଥସର୍ବସ୍ବ ହୁଅନ୍ତି, ସେତେବେଳେ ଏହି ଉକ୍ତିଟି ବ୍ୟବହାରକରି ନିଜ କାମର ଔଚିତ୍ୟ ପ୍ରଦର୍ଶନ କରିବାକୁ ଚେଷ୍ଟା କରିଥାନ୍ତି। କିନ୍ତୁ ଟିକେ ଭଲ ଭାବେ ଚିନ୍ତା କରନ୍ତୁ…
କିପରି ହୁଏ ନୂଆ ପୋପ୍ ନିର୍ବାଚନ: ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା
ନୂଆଦିଲ୍ଲୀ,୨୨।୪: ୧୪୦ କୋଟି କାଥୋଲିକ୍ଙ୍କର ଧର୍ମୀୟ ମୁଖ୍ୟ ଥିବା ପୋପ୍ ଫ୍ରାନ୍ସିସଙ୍କ ପରଲୋକ ପରେ ଭାଟିକାନ୍ ନେତୃତ୍ୱବିହୀନ ହୋଇଛି। ନୂଆ ନେତା ନିର୍ବାଚନ ହେବା ପର୍ଯ୍ୟନ୍ତ ଏକ ଏହା ଏକ ଅନ୍ତରାଳ ସମୟ ମଧ୍ୟରେ ଗତି କରିବ। କାମେରଲେଙ୍ଗୋ (ଭାଟିକାନ୍ର ସମ୍ପତ୍ତି…
କୋର୍ଟରୁମରେ ମହିଳା ବିଚାରପତିଙ୍କୁ ଧମକ
ନୂଆଦିଲ୍ଲୀ, ୨୧।୪:ଦିଲ୍ଲୀର ଏକ ଅଦାଲତର କୋର୍ଟରୁମରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତି ଏବଂ ତାଙ୍କ ଓକିଲ ସର୍ବ ସମ୍ମୁଖରେ ମହିଳା ବିଚାରପତିଙ୍କୁ ଧମକ ଦେବା ସହ ଗାଳି ଦେଇଥିବା ନେଇ ବିଭିନ୍ନ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ଏକ…
ପିଅନ ନିଯୁକ୍ତି ପାଇଁ ଆବେଦନ କରିଛନ୍ତି ପିଏଚ୍.ଡି., ଏମ୍ବିଏ, ଲ’ ଗ୍ରାଜୁଏଟ
ଜୟପୁର, ୨୧।୪:ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍ଅର୍ଡିନେଟ ଆଣ୍ଡ୍ ମିନିଷ୍ଟ୍ରିଆଲ ଷ୍ଟାଫ୍ ସିଲେକ୍ସନ ବୋର୍ଡ (ଆର୍ଏସ୍ଏମ୍ଏସ୍ଏସ୍ବି) ଦ୍ୱାରା ଜାରି ହୋଇଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି ପାଇଁ ରେକର୍ଡ ସଂଖ୍ୟକ ଆବେଦନ ହୋଇଛି। ମୋଟ ୫୩,୭୪୯ ପଦବୀ ପାଇଁ ହେଉଥିବା ଏହି…
ପରିବାରକୁ ମିସ୍ କରୁଛନ୍ତି ତହଉର: NIA ସ୍ବତନ୍ତ୍ର କୋର୍ଟରେ ଆବେଦନ
ମୁମ୍ବାଇ,୨୧।୪: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ତହଉର ରାଣା ଭାରତ ଆସିବା ପରେ ତାଙ୍କ ପରିବାରକୁ ମିସ କରିବା ଆରମ୍ଭ କରିଛି। ସେ ତାଙ୍କ ପରିବାର ସଦସ୍ୟଙ୍କ ସହ କଥା ହେବାକୁ ଚାହୁଁଛନ୍ତି ଏବଂ ଏଥିପାଇଁ ସେ NIA ସ୍ବତନ୍ତ୍ର କୋର୍ଟରେ…
ମୋଦିଙ୍କୁ ଭେଟିଲେ ଆମେରିକାର ଉପରାଷ୍ଟ୍ରପତି: ବସିବ ବଡ଼ ବୈଠକ
ନୂଆଦିଲ୍ଲୀ,୨୧।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ତାଙ୍କ ପରିବାର ସହିତ ଭାରତ ଗସ୍ତରେ ଅଛନ୍ତି। ସୋମବାର ସନ୍ଧ୍ୟାରେ ଜେଡି ଭାନ୍ସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଲୋକ କଲ୍ୟାଣ ମାର୍ଗରେ ଜେଡି ଭାନ୍ସ ଏବଂ ତାଙ୍କ ପରିବାରକୁ…
ଆହତ ହେଲପରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ବିଦ୍ୟୁତ ସଂଘ ପକ୍ଷରୁ କ୍ଷତିପୂରଣ ଦାବି
ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବେଲଗୁଣ୍ଠା ଟାଟା ପାୱାର ବିଦ୍ୟୁତ ସେକ୍ସନ ରେ ଏଜେନ୍ସି ମାଧ୍ୟମରେ କାର୍ଯ୍ୟରତ ଥିବା ହେଲପର ବଳରାମ ସାହୁ ଗତ ୧୧ ତାରିଖରେ ବିଦୁତ୍ ଖୁଣ୍ଟରେ ଚଢ଼ି କାମ କରୁଥିବାବେଳେ ଖୁଣ୍ଟରୁ ତଳେ ପଡି ଗୁରୁତର ଭାବେ ଆହତ…
ଯୌତୁକ ଦାବି କରିବା ପଡିଲା ମହଙ୍ଗା: ୩ ଅଭିଯୁକ୍ତ ଦୋଷୀ, ନଜରରେ ରହିବେ ବର୍ଷେ
ଛତ୍ରପୁର,୨୧ା୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଶାନ୍ତିନଗରରେ ୨୦୨୨ରେ ଘଟିଥିବା ଏକ ଯୌତୁକ ନିର୍ଯାତନା ମାମଲାର ଶୁଣାଣି ହୋଇଛି। ସୋମବାର ଛତ୍ରପୁର ଏସ୍ଡିଜେଏମ୍ ପ୍ରୀତିଶ କୁମାର ରଥ ୩ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ…
କେନାଲରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ: ପୋଲିସ ତଦନ୍ତ ଜାରି
ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ – ଭେଡେନ କେନାଲରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଛି। ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ବରଗଡ଼ ସହରର ସୁବାସ ନଗର ଓ ଗଙ୍ଗାଧର ନଗର ମଝିରେ କେନାଲରୁ ପୋଲିସ ମୃତଦେହକୁ ଜବତ କରିଛି। ତେବେ ମୃତ…
ଦେଶୀମଦ ଜବତ: ଜେଲ୍ ଗଲେ ପୂର୍ବତନ ସମିତି ସଭ୍ୟ
ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଦେବେନ୍ଦ୍ର ମଲ୍ଲିକଙ୍କୁ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।ତାଙ୍କ ନିକଟରୁ ୪୦ ଲିଟର ଦେଶୀମଦ…
Archives


