Home

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ କ୍ଷମତାରୁ ହଟାଯିବ ବୋଲି ରବିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ନୂଆଦିଲ୍ଲୀର ରାମଲୀଲା…

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର ଜିଲା ନୀଳଗିରି ଅଭିମୁଖେ ଯାଇଥିଲେ। ଗତ ୧୧ ତାରିଖରେ ୨୫ଟି ହାତୀ ଫେରିଥିବା ବେଳେ…

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ ଅଞ୍ଚଳରେ ଘଟିଥିବା କୁହାଯାଉଛି । ମହିଳାଙ୍କ ହତ୍ୟା ଘଟଣା ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଛି…

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨: ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ଯୋଗୁଁ ଗ୍ରେଟର ନୋଏଡାରେ CBSE, ICSE, UP ବୋର୍ଡ ଏବଂ ଅନ୍ୟାନ୍ୟ ବୋର୍ଡ…

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର ଜଣେ ହାବିଲଦାର ଅଲେଖ ଦାସ ଓ ଅନ୍ୟ ଜଣେ ଯବାନ ନାରାୟଣ ଦାସ ଗୁରୁତର…

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ (୬୦) । ସୂଚନା ଅନୁସାରେ, ପ୍ରହଲ୍ଲାଦ ନିଜ ସ୍ତ୍ରୀ ସହିତ କାଳିଆବାଲିରୁ ନିଜ ଘରକୁ…

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି ଏବଂ ଫୁଟବଲ୍ ବଦଳ କରିଥିଲେ। ଷ୍ଟାଡିୟମରେ ସଚିନଙ୍କୁ ଦେଖିବା ମାତ୍ରେ ଲୋକମାନେ ସଚିନଙ୍କୁ…

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ ପାଳନ ଅବସରରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିଶୁ ମନ୍ଦିର ପରିଚାଳନା ସମିତି…

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି । ଧର୍ମଶାଳା ଜିଲା ଜେନାପୁର ଥାନା ଗଡମଧୁପୁର ପଞ୍ଚାୟତର ଏକ ଫାର୍ମହାଉସ ନିକଟରେ ଦୁଇଗୋଷ୍ଠୀ…

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଳକ୍ ଅନ୍ତର୍ଗତ ଜୁଙ୍ଗା ପଞ୍ଚାୟତ ଅଧୀନ କାବେରୀପଶି…

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨: ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା ନୂଆ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି । ବିଜେପି ସଂସଦୀୟ ବୋର୍ଡରେ ନୀତିନ ନବୀନଙ୍କ ନାଁ…

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ ସୂର୍ଯ୍ୟନାରାୟଣ ନାଏକଙ୍କ ଧାନଖଳାରେ ଗଦା ହୋଇଥିବା ଧାନରେ ରାତିରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri