ଶିଳ୍ପୀ ଅଣଦେଖା
ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟ ଶିଳ୍ପୀ ମହାସଂଘ ପକ୍ଷରୁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ବିରୋଧରେ ଗୁରୁତର ଅଭିଯୋଗ ଆସିଛି। ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀମାନେ କାରିଗର ବିରୋଧୀ କାର୍ଯ୍ୟରେ ଲିପ୍ତ ରହୁଥିବା ମହାସଂଘ ଯୁକ୍ତି ବାଢିଛି, ଯାହାକି ରାଜ୍ୟ ଶିଳ୍ପୀ ଓ…
ପ୍ରଥମ ଟେଷ୍ଟ ଆରମ୍ଭ ହେବାର କିଛି ସମୟ ପୂର୍ବରୁ ଭାରତକୁ ଲାଗିଲା ଝଟ୍କା
ଚେନ୍ନାଇ,୫।୨: ଚେନ୍ନାଇ ଟେଷ୍ଟ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ ଝଟ୍କା ଲାଗିଛି। ଆହତ କାରଣରୁ ଭାରତୀୟ ସ୍ପିନର ଅକ୍ଷର ପଟେଲ ପ୍ରଥମ ଟେଷ୍ଟ ମ୍ୟାଚରୁ ବାଦ ପଡିଛନ୍ତି। ଅକ୍ଷର ପଟେଲଙ୍କ ସ୍ଥାନରେ ଭାରତୀୟ ଦଳରେ ଶାହବାଜ ନଦିମ ସାମିଲ କରାଯାଇଛି।…
ବଦଳିଲେ କୋରାପୁଟ ଜିଲାପାଳ
ଭୁବନେଶ୍ୱର/ପଟ୍ଟାଙ୍ଗୀ,୫।୨(ବ୍ୟୁରୋ/ ଡି.ଏନ୍.ଏ.): କୋରାପୁଟ ଜିଲାପାଳ ମଧୁସୂଦନ ମିଶ୍ରଙ୍କୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ ଅବଦାଲ ଅକ୍ତରଙ୍କୁ ନିଯୁକ୍ତି ଦିଆଯାଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍ତର କଟକ ଜିଲା…
ଔଷଧ ଖୋଳ ଉପରେ କାହିଁକି ଲାଲ୍ ରଙ୍ଗର ଗାର ଥାଏ ଜାଣନ୍ତି…
ଆମ ମଧ୍ୟରୁ ଅଧିକାଂଶ ଲୋକ ଅସୁସ୍ଥ ହେବା ପରେ ଡାକ୍ତରଙ୍କ ପାଖକୁ ଯିବା ପରିବର୍ତ୍ତେ ସିଧା ମେଡିସିନ ଷ୍ଟୋରକୁ ଯାଇଥାନ୍ତି। କିଛି ଚିନ୍ତା ନ କରି ରୋଗ ପାଇଁ ଔଷଧ କିଣି ଆଣନ୍ତି। ବେଳେବେଳେ ଲୋକେ ଏହି ଔଷଧ ଦ୍ୱାରା ଆରୋଗ୍ୟ…
ପ୍ରଥମେ ନୂଆ ରିଂ ରୋଡ୍, ବ୍ୟବସାୟୀଙ୍କୁ ଥଇଥାନ
କୋଣାର୍କ,୫।୨(ଡି.ଏନ୍.ଏ): ଖୁବଶୀଘ୍ର ବିଶ୍ୱ ପ୍ରସିଦ୍ଧ କୋଣାର୍କ ନୂଆ ରୂପ ନେବାକୁ ଯାଉଛି। ଏଥିପାଇଁ କୋଣାର୍କ ସୌନ୍ଦର୍ଯ୍ୟକରଣ ଯୋଜନାରେ କାର୍ଯ୍ୟ ବଣ୍ଟନ କରାଯାଇଥିବାବେଳେ ଗୁରୁବାର ଏ ନେଇ ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ…
ବିବାହ କରିବାକୁ ଯାଉଛନ୍ତି ଆଉ ଜଣେ କ୍ରିକେଟର୍, ନିର୍ବନ୍ଧ ସମ୍ପନ୍ନ
ନୂଆଦିଲ୍ଲୀ,୫।୨: ଆଇପିଏଲ ୨୦୨୦ରେ ତାଙ୍କ ପ୍ରଦର୍ଶନ ସହିତ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ରାହୁଲ ତେୱଟିଆଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଛି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ହରିୟାଣା ଅଲରାଉଣ୍ଡର ଏହି ସୂଚନା ସେୟାର କରିଛନ୍ତି। ରାହୁଲ ଆଇପିଏଲରେ କିଙ୍ଗସ ଏକାଦଶ…
ସାଇତିଛନ୍ତି ୬୦ ଦେଶର ୪୫୦ ମୁଦ୍ରା, ୧୯ ନୋଟ୍
କଟକ ଅଫିସ,୫।୨: ସମସ୍ତଙ୍କର ସ୍ବପ୍ନ ଭିନ୍ନ ଭିନ୍ନ। ନିଜର ସ୍ବପ୍ନକୁ ସାକାର କରିବା ପାଇଁ ସମସ୍ତେ ଚେଷ୍ଟା କରିଥାନ୍ତି। ସେହିଭଳି ଏକ ସ୍ବପ୍ନ ଦେଖିଥିଲେ କଟକ ଜିଲା ବିରିବାଟିସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। କମ୍ ବୟସରେ ସେ ୬୦ଟି ଦେଶର…
ହଜିଛି ନିଯୁକ୍ତି ଚାବି:ଆଶାୟୀଙ୍କ ସ୍ବପ୍ନକୁ ଧୂଳିସାତ୍ କରିଛି ବଜେଟ
ନୂଆଦିଲ୍ଲୀ,୫ା୨କୋଭିଡ୍-୧୯ ଭୂତାଣୁର ମୁକାବିଲା ପାଇଁ ଗତ ମାର୍ଚ୍ଚ ମାସରୁ ଲଗାତର ଲକ୍ଡାଉନ୍ ଓ ଶଟ୍ଡାଉନ୍ ଭଳି କଠୋର ପଦକ୍ଷେପ ନିଆଯାଇଥିଲା। ଏହି ତାଲାବନ୍ଦୀ ଯୋଗୁ ଦୋକାନ ବଜାର କଳକାରଖାନା ଆଦି ବନ୍ଦ ହୋଇଯିବା ପରେ କୋଟି କୋଟି ଲୋକ ଜୀବିକା ହରାଇ…
ଦିଲ୍ଲୀ ପୋଲିସ ମାମଲା ଦାଏର କରିବା ପରେ ଗ୍ରେଟା କହିଲେ କିଛି ଭୟ ନାହିଁ
ନୂଆଦିଲ୍ଲୀ, ୫ା୨:ନଭେମ୍ବର ୨୬ରୁ ଦିଲ୍ଲୀର ସିଙ୍ଘୁ, ଟିକ୍ରି ଓ ଗାଜିପୁର ସୀମାରେ ଲକ୍ଷାଧିକ ଚାଷୀ କେନ୍ଦ୍ରର କୃଷି ଆଇନ ପ୍ରତ୍ୟାହାର ଦାବିରେ ଅଡ଼ିବସିଛନ୍ତି। କୃଷକଙ୍କୁ ଦମନ କରିବାକୁ ଯାଇ ଦିଲ୍ଲୀ ପୋଲିସ କଣ୍ଟାର ତାରବାଡ଼ ଦେଇ ସିମେଣ୍ଟ କଂକ୍ରିଟ୍ରେ ଆନ୍ଦୋଳନସ୍ଥଳକୁ ଆବଦ୍ଧ…
ପେଟ୍ରୋଲ ୩୪, ଡିଜେଲ ୩୭ ପଇସା ବଢ଼ିଲା
ଭୁବନେଶ୍ୱର,୫।୨:ଗତ ୭ ଦିନ ହେବ ତେଲ ଦର ବୃଦ୍ଧିରେ ବିରତି ପରେ ଗୁରୁବାର ପୁଣି ଥରେ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଟର ପିଛା ୩୪ ପଇସା ଏବଂ ଡିଜେଲ ୩୭ ପଇସା ବଢ଼ିଥିବା ନଜରକୁ ଆସିଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ…
ନିଆଁ ପୁଇଁବା ହେଲା କାଳ:ଜଳିଗଲେ ୨ ଭଉଣୀ
ଟିକିରି/ରାୟଗଡ଼ା ଅଫିସ,୫ା୨(ଡି.ଏନ୍.ଏ.):ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ଲାକରସି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଥଣ୍ଡାରେ ନିଆଁ ପୁଇଁବାବେଳେ ଜଳିଯାଇଛନ୍ତି ୨ ଭଉଣୀ। ଦୁହେଁ ହେଲେ ଗାଁର ଦୁର୍ଯ୍ୟୋଧନ ମାଝିଙ୍କ ଝିଅ କୁମାରୀ(୫) ଏବଂ ବିଦ୍ୟା(୩)। ସୂଚନା ଅନୁଯାୟୀ, ଦୁର୍ଯ୍ୟୋଧନ…
ରେଲଓ୍ବେ ଲାଗି ଓଡ଼ିଶାକୁ ୬୯୯୫ କୋଟି
ଭୁବନେଶ୍ୱର: ବଜେଟ ୨୦୨୧-୨୨ରେ ଓଡିଶାକୁ ବ୍ୟୟ ବରାଦ ବୃଦ୍ଧି କରାଯାଇଛି। ୨୦୨୦-୨୧ରେ ରାଜ୍ୟକୁ ୫୭୫୯.୬୪ କୋଟି ଟଙ୍କା ମିଳିଥିବା ବେଳେ ଚଳିତ ବର୍ଷ ବଜେଟରେ ଏହା ୬୯୯୫.୫୮ କୋଟି ଟଙ୍କାକୁ ବଢିଛି। ପାଣ୍ଠି ଅଭାବ ଯୋଗୁ ଯେଭଳି କୌଣସି ପ୍ରକଳ୍ପ କାମ…
Archives


