Home

ରେଲଓ୍ବେ ଲାଗି ଓଡ଼ିଶାକୁ ୬୯୯୫ କୋଟି

ଭୁବନେଶ୍ୱର: ବଜେଟ ୨୦୨୧-୨୨ରେ ଓଡିଶାକୁ ବ୍ୟୟ ବରାଦ ବୃଦ୍ଧି କରାଯାଇଛି। ୨୦୨୦-୨୧ରେ ରାଜ୍ୟକୁ ୫୭୫୯.୬୪ କୋଟି ଟଙ୍କା ମିଳିଥିବା ବେଳେ ଚଳିତ ବର୍ଷ ବଜେଟରେ ଏହା ୬୯୯୫.୫୮ କୋଟି ଟଙ୍କାକୁ ବଢିଛି। ପାଣ୍ଠି ଅଭାବ ଯୋଗୁ ଯେଭଳି କୌଣସି ପ୍ରକଳ୍ପ କାମ…

ବିଗ୍‌ ବିଙ୍କ ପୁଅ ହୋଇ ବି କରିଥିଲେ ସଂଘର୍ଷ…

ମୁମ୍ବାଇ,୫।୨: ବଲିଉଡ ଷ୍ଟାର ଅଭିଷେକ ବଚ୍ଚନଙ୍କୁ ଶୁକ୍ରବାର ୪୫ ବର୍ଷ ପୂରଣ ହୋଇଛି। ରେ ପଦାର୍ପଣ କରିଛନ୍ତି। ୧୯୭୬ ଫେବୃୟାରୀ ୫ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ପୁଅ ହେଲେ ମଧ୍ୟ ତାଙ୍କୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ସଫଳତା…

କିଶୋରାବସ୍ଥାରେ ଏପରି ନିଅନ୍ତୁ ପିଲାମାନଙ୍କ ସ୍ବାସ୍ଥ୍ୟର ଯତ୍ନ: ଖାଦ୍ୟରେ ସାମିଲ କରନ୍ତୁ ଏସବୁ…

ଶରୀରର ସାମଗ୍ରିକ ବିକାଶ ପାଇଁ ଖାଦ୍ୟରେ ସମସ୍ତ ପୋଷକତତ୍ତ୍ୱ ରହିବା ଅତ୍ୟନ୍ତ ଆବଶ୍ୟକ। କାରଣ ପୋଷକତତ୍ତ୍ୱ ଦ୍ୱାରା ଶରୀରର ବିକାଶ ସାଙ୍ଗକୁ ଉଚ୍ଚତା ମଧ୍ୟ ବୃଦ୍ଧି ପାଇଥାଏ। ଏପରି ପରିସ୍ଥିତିରେ ଅଭିଭାବକମାନେ କିଶୋରାବସ୍ଥାରେ ନିଜ ପିଲାମାନଙ୍କର ଖାଦ୍ୟ ଓ ପାନୀୟ ଉପରେ…

ଶାହା ନୁହେଁ ଏହି କ୍ରିକେଟରଙ୍କୁ ଦିଆଯିବ ସୁଯୋଗ: କୋହଲି

ନୂଆଦିଲ୍ଲୀ,୪।୨: ଅନ୍ତଃରାଷ୍ଟ୍ରୀୟ କ୍ରିକେଟରୁ ମହେନ୍ଦ୍ର ସିଂହ ଧୋନୀ ସନ୍ୟାସ ନେବା ପରେ ଭାରତୀୟ କ୍ରିକେଟ ଟିମ୍‌ର ଉଇକେଟକିପର କିଏ ହେବ ସେ ନେଇ ଚର୍ଚ୍ଚା ଜାରି ରହିଛି। ପ୍ରାରମ୍ଭିକ ସମୟରେ ରିଦ୍ଧିମାନ ଶାହାଙ୍କ ଅନୁଭବକୁ ନେଇ ତାଙ୍କୁ ପ୍ରାଥମିକତା ଦିଆଯାଇଥିଲା। ହେଲେ…

ଉପଅଧିନାୟକ ରାହାନେଙ୍କ ସହ ସମ୍ପର୍କକୁ ନେଇ ସ୍ପଷ୍ଟ କଲେ କୋହଲି, କହିଲେ…

ନୂଆଦିଲ୍ଲୀ,୪।୨: ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ଭାରତର କାମଚଳା ଅଧିନାୟକ ଦାୟିତ୍ୱ ସମ୍ଭାଳିଥିବା ଅଜିଙ୍କ୍ୟ ରାହାନେ ବେଶ୍‌ ପ୍ରଶଂସିତ ହୋଇଥିଲେ। ନିଜର ଶାନ୍ତ ସ୍ବଭାବ ସାଙ୍ଗକୁ ଖେଳାଳି ଚୟନରେ ଉତ୍କୃଷ୍ଟ ପ୍ରଦର୍ଶନକୁ ନେଇ ଦଳ ୨-୧ରେ ସିରିଜ ଜିତିଥିଲା। ଏବେ ବିରାଟ କୋହଲି…

ଦୁଇ ବର୍ଷ ଧରି ଖେଳି ନାହାନ୍ତି, ହେଲେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଏହି କ୍ରିକେଟରଙ୍କୁ ଖେଳାଇବାକୁ ଦାବି କରୁଛନ୍ତି…

ନୂଆଦିଲ୍ଲୀ,୪।୨: ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି ଭାରତ-ଇଂଲଣ୍ଡ ମଧ୍ୟରେ ମୁକାବିଲା। ନିକଟରେ ଅଷ୍ଟ୍ରେଲିଆକୁ ଘରୋଇ ମଇଦାନରେ ପରାଜିତ କରି ଫେରିଥିବା ଭାରତୀୟ ଦଳ ଏହି ସିରିଜ ଖେଳିବାକୁ ପ୍ରସ୍ତୁତ ରହିଛି। ଅଧିନାୟକ ବିରାଟ କୋହଲି ଏହି ସିରିଜରେ ଛୋଟବଡ଼ ପରିବର୍ତ୍ତନ କରିବା…

ପିଲା ଚୋର ସନ୍ଦେହରେ ମାନସିକ ବିକାରଗ୍ରସ୍ତଙ୍କୁ ବାନ୍ଧିଲେ

ଧାମନଗର,୪।୨ – ଗତ କିଛିଦିନ ଧରି ଗ୍ରାମାଞ୍ଚଳରେ ପିଲା ଚୋରି ଗୁଜବ ଚାଲିଥିବାରୁ ବିଭିନ୍ନ ଗଁାରେ ବୁଲାବୁଲି କରୁଥିବା ନିରୀହ ମାନସିକ ବିକାରଗ୍ରସ୍ତ ଲୋକଙ୍କ ମାଡ଼ ଗାଳିର ଶିକାର ହେଉଛନ୍ତି। କେତେକ ସ୍ଥାନରେ ହାବୁଡ଼ରେ ପଡ଼ିଥିବା ଏଭଳି ମାନସିକ ବିକାରଗ୍ରସ୍ତଙ୍କୁ ମାଡ଼…

ବିଡିଓଙ୍କ କାର୍ଯ୍ୟାଳୟ ପରିସରରେ ଜିଆର୍‌ଏସ୍‌ଙ୍କ ଆତ୍ମାହୁତି ଉଦ୍ୟମ

ବାସୁଦେବପୁର,୪।୨(ଡି.ଏନ.ଏ.): ୧୦ ମାସର ବକେୟା ଦରମା ନ ମିଳିବାରୁ ପ୍ରତିବାଦରେ ଜଣେ ଜିଆର୍‌ଏସ୍‌ ଓ ତାଙ୍କ ସ୍ତ୍ରୀ ବିଡିଓଙ୍କ କାର୍ଯ୍ୟାଳୟ ପରିସରରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଗୁରୁବାର ପୂର୍ବାହ୍ନରେ ଭଦ୍ରକ ଜିଲା ବାସୁଦେବପୁର ବିଡିଓଙ୍କ କାର୍ଯ୍ୟାଳୟ ପରିସରରେ ଏଭଳି ଅଭାବନୀୟ ଘଟଣା…

୧୭ ବର୍ଷ ବୟସରେ ନିଜଠାରୁ ୬ ବର୍ଷ ବଡ଼ ଅଞ୍ଜଳିଙ୍କୁ ହୃଦୟ ଦେଇ ବସିଥିଲେ ଏହି ଖ୍ୟାତନାମା କ୍ରିକେଟର, ପରେ…

ନୂଆଦିଲ୍ଲୀ,୪।୨: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟ ସହ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ଚର୍ଚ୍ଚାରେ ରହିଥାନ୍ତି। ୧୯୯୦ ଅଗଷ୍ଟ ୧୪ରେ ସେ ନିଜ କ୍ୟାରିୟରର ପ୍ରଥମ ଶତକ ମାରିବା ପରଠାରୁ ‘କ୍ରିକେଟର ଭଗବାନ’ ପାଲଟିବାର ଯାତ୍ରା ସେତେଟା ସହଜ…

ଏହି କ୍ରିକେଟରଙ୍କ ପ୍ରେମରେ ପାଗଳ ଥିଲେ ମାଧୁରୀ ଦୀକ୍ଷିତ

ବଲିଉଡ୍‌ ଅଭିନେତ୍ରୀ ଏବଂ କ୍ରିକେଟରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ କିଛି ନୂଆ କଥା ନୁହେଁ। ଅନେକ କ୍ରିକେଟର ବି-ଟାଉନ ଅଭିନେତ୍ରୀଙ୍କୁ ଡେଟ୍‌ କରିସାରିଛନ୍ତି। ସେମାନଙ୍କ ମଧ୍ୟରୁ କେତେକ ବିବାହ କରିିଥିବା ବେଳେ ଆଉ କେତେକଙ୍କ ବିବାହ ହୋଇପାରି ନାହିଁ। ତେବେ ବିବାହ…

ଭୟରେ ଗାଁ ଛାଡ଼ିଲେ ୮୫ ପରିବାର

ଚିତ୍ରକୋଣ୍ଡା, ୪।୨(ଡି.ଏନ୍‌.ଏ.): ମାଲକଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୁଇଟି ପଞ୍ଚାୟତ ଯୋଡ଼ାମ୍ବ ଓ ପଣଷପୁଟ ପଞ୍ଚାୟତର ୧୨ଟି ଗ୍ରାମର ୮୫ ପରିବାର ମାଓବାଦୀ ଭୟରେ ଏବଂ କାମଧନ୍ଦା ଅଭାବରୁ ଭିଟାମାଟି ଛାଡିଛନ୍ତି। ଗତ ଦୁଇ ଦିନ ହେଲା ସେମାନେ ଚିତ୍ରକୋଣ୍ଡା…

ରେଳ ବଜେଟରେ ଓଡ଼ିଶାକୁ ୬୯୯୫ କୋଟି ୫୮ ଲକ୍ଷ

ଭୁବନେଶ୍ୱର, ୪।୨(ବ୍ୟୁରୋ): ରେଳ ବଜେଟରେ ଚଳିତ ବର୍ଷ ଓଡ଼ିଶାକୁ ମୋଟ ୬୯୯୫ କୋଟି ୫୮ ଲକ୍ଷ ଟଙ୍କା ଅନୁଦାନ ମିଳିଛି। ଗତବର୍ଷ ଓଡ଼ିଶାକୁ ମୋଟ ୪୩୭୩ କୋଟି ଟଙ୍କାର ଅନୁଦାନ ମିଳିଥିଲା। ଗତବର୍ଷ ଅପେକ୍ଷା ଏବର୍ଷ ୬୦% ଅଧିକ ଅନୁଦାନ ମିଳିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri