Home

ଓଆଇପିଏଲ୍‌ ଜାଲିଆତି କରି ଜମି ହାତେଇଛି : କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଖୋର୍ଦ୍ଧା ସାରୁଅ ଜମି ବିବାଦ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଓଡ଼ିଶା ଇନ୍‌ଫ୍ରାଟେକ ପ୍ରାଇଭେଟ ଲିମିଟେଡ୍‌ (ଓଆଇପିଏଲ) କମ୍ପାନୀ ଜାଲିଆତି କରି ଜମି ହଡପ ସହ ବେଆଇନ କାରବାର କରି ଜମି ଅକ୍ତିଆର କରିଥିବା କ୍ରାଇମବ୍ରାଞ୍ଚ ଏଡିଜି…

ପିଜି ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସାମ୍ସ ପୋର୍ଟାଲରେ ମାର୍କ ଦାଖଲ କରିବା ଅବଧିକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ବୃଦ୍ଧି କରିଛି। ଗୁରୁବାର ଏକ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟ ଏବଂ ସ୍ବୟଂଶାସିତ ମହାବିଦ୍ୟାଳୟର ପିଜି ପାଠ୍ୟକ୍ରମରେ ନାମଲେଖା ଲାଗି ଏକକ ପ୍ରବେଶିକା…

ରାଜଧାନୀରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ ଅଧ୍ୟକ୍ଷାଙ୍କ ତଦନ୍ତ

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୬।୧୧(ଡି.ଏନ.ଏ.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅଞ୍ଚଳର ଆଦିବାସୀ ନାବାଳିକାଙ୍କୁ ବିଏମ୍‌ସି(ଭୁବନେଶ୍ୱର ମ୍ୟୁନିସିପାଲ୍‌ଟି କର୍ପୋରେଶନର) ଜଣେ ଡେପୁଟି କମିଶନରଙ୍କ ଘରେ ବଳାତ୍କାର କରାଯିବା ଘଟଣା ନେଇ କଡ଼ା ଆଭିମୁଖ୍ୟ ପ୍ରକାଶ ପାଇଛି। ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ…

ଆଜିଠୁ ଇ-ବିଧାନସଭା ପ୍ରଶିକ୍ଷଣ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେଉଛି। ଏଥିପୂର୍ବରୁ ଶୁକ୍ରବାରଠାରୁ ଇ-ବିଧାନସଭା ନେଇ ପ୍ରଶିକ୍ଷଣ ଶିବିର ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ବିଧାନସଭା କର୍ମଚାରୀଙ୍କୁ ଟ୍ରେନିଂ ଦିଆଯିବ। ଡିସେମ୍ବର ୩୧ ଯାଏ ଚାଲିବାକୁ ଥିବା ଶୀତ ଅଧିବେଶନରେ…

ଉପକୂଳରେ ୨ ଦିନିଆ ମିଳିତ ସମରାଭ୍ୟାସ

ପାରାଦୀପ,୬।୧୧(ସ୍ବ.ପ୍ର.): ଓଡ଼ିଶା ଓ ପଶ୍ଚିମବଙ୍ଗର ପୂର୍ବଉପକୂଳରେ ୨ ଦିନିଆ ମିଳିତ ସମରାଭ୍ୟାସ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହି କ୍ରମରେ ପାରାଦୀପ ସାମୁଦ୍ରିକ ଥାନା ଓ ଆଖପାଖ ଅଞ୍ଚଳର ଉପକୂଳବର୍ତ୍ତୀ ସମୁଦ୍ର ସୀମାରେ ମିଳିତ ପାଟ୍ରୋଲିଂ କରାଯାଇଛି। ଏହି ସମରାଭ୍ୟାସର ନାମ ସାଗର…

ଟ୍ରମ୍ପ୍‌ ସମର୍ଥକଙ୍କ ସଶସ୍ତ୍ର ବିକ୍ଷୋଭ

ଆମେରିକା ରାଷ୍ଟ୍ରପତି ନିର୍ବାଚନ ପରେ ଭୋଟଗଣତି ଜାରି ରହିଥିବାବେଳେ ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରାୟ ୨୦୦ ସମର୍ଥକ ଆରିଜୋନାର ଏକ ଭୋଟ କେନ୍ଦ୍ରରେ ବୁଧବାର ରାତିରେ ସଶସ୍ତ୍ର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମାସ୍କ ନ ପିନ୍ଧି ସେମାନେ ହାତରେ ରାଇଫଲ ଓ ହ୍ୟାଣ୍ଡଗନ୍‌…

୧୩ ଭାରତୀୟ ବଂଶୋଦ୍ଭବ ଜିତିଲେ

ଆମେରିକାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ନିର୍ବାଚନରେ ୫ ମହିଳାଙ୍କ ସମେତ ୧୨ରୁ ଅଧିକ ଭାରତୀୟ-ଆମେରିକୀୟ ବିଜୟୀ ହୋଇଛନ୍ତି। ଏହା ବ୍ୟତୀତ ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌କୁ ୪ ଭାରତୀୟ-ଆମେରିକୀୟ ପୁନଃ ନିର୍ବାଚିତ ହୋଇଛନ୍ତି। ସେମାନେ ହେଲେ ଡ. ଆମି ବେରା, ପ୍ରମିଳା ଜୟପାଲ, ରୋ…

କମଲା ହାରିସ୍‌ଙ୍କ ଅଜାଙ୍କ ଗ୍ରାମ ଉତ୍ସବମୁଖର

ଜୋ ବାଇଡେନ୍‌ ଆମେରିକା ରାଷ୍ଟ୍ରପତି ନିର୍ବାଚିତ ହେବାକୁ ଯାଉଥିବାବେଳେ ତାଙ୍କ ରନିଂ ମେଟ୍‌ ତଥା ଡେମୋକ୍ରାଟିକ୍‌ ପାର୍ଟିର ଉପରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ୍‌ଙ୍କ ମାଆଙ୍କର ଭାରତରେ ଥିବା ଗାଁ ଉତ୍ସବମୁଖର ହୋଇଉଠିଛି। ଗ୍ରାମବାସୀ ସ୍ଲୋଗାନ ଦେବା ସହ ହାରିସ୍‌ଙ୍କ ବିଜୟ କାମନା…

ଓବାମାଙ୍କ ଉପରାଷ୍ଟ୍ରପତି

ଆମେରିକା ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବାକୁ ଯାଉଥିବା ଜୋ ବାଇଡେନ୍‌ଙ୍କ ପୂରାନାମ ଜୋସେଫ୍‌ ରୋବିନେଟ୍ଟେ ବାଇଡେନ୍‌ ଜୁନିୟର। ୧୯୪୨ ନଭେମ୍ବର ୨୦ରେ ଜନ୍ମିତ ଏହି ରାଜନେତା ବାରାକ୍‌ ଓବାମା ପ୍ରଶାସନରେ ୨୦୦୯ରୁ ୨୦୧୭ ଉପରାଷ୍ଟ୍ରପତି ଥିଲେ। ଡେମୋକ୍ରାଟିକ ପାର୍ଟର ସଦସ୍ୟ ଭାବେ…

ରାଷ୍ଟ୍ରପତିଙ୍କୁ ମିଳୁଥିବା ସୁବିଧା

ବିଶ୍ୱର ସବୁଠୁ ପ୍ରଭାବଶାଳୀ ରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ହେବା କେବଳ ମର୍ଯ୍ୟାଦାଜନକ ନୁହେଁ, ଏଥିସହିତ ପର୍ଯ୍ୟାପ୍ତ ସୁବିଧା ଓ ଲାଭ ମିଳିଥାଏ। ରାଷ୍ଟ୍ରପତିଙ୍କୁ ୪ ଲକ୍ଷ ଡଲାର ବାର୍ଷିକ ବେତନ, ବାସଭବନ ସାଙ୍ଗକୁ ବ୍ୟକ୍ତିଗତ ବିମାନ ଓ ହେଲିକପ୍ଟର ଯୋଗାଇ ଦିଆଯାଇଥାଏ।…

ଟ୍ରମ୍ପ୍‌ ଯୁଗର ଅବସାନ

ଓ୍ବାଶିଂଟନ,୬ା୧୧:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ତାଙ୍କ ଡେମୋକ୍ରାଟିକ୍‌ ଚ୍ୟାଲେଞ୍ଜର ଜୋଶେଫ୍‌ ଆର୍‌ ବାଇଡେନ୍‌ ଜୁନିୟରଙ୍କଠାରୁ ପରାସ୍ତ ହୋଇଛନ୍ତି। ସମ୍ପୂର୍ଣ୍ଣ ଫଳାଫଳ ଆସିବା ବାକି ଥିଲେ ମଧ୍ୟ ଟ୍ରମ୍ପ୍‌ ଯେଉଁ ସ୍ଥିତିରେ ରହିଛନ୍ତି, ସେଠାରୁ ଉଠି ନିର୍ବାଚନ ଜିତିବା ଏକପ୍ରକାର ଅସମ୍ଭବ ମନେହେଉଛି।…

୧୦ରୁ ଖୋଲିବ ମ୍ୟୁଜିୟମ: ସଂସ୍କୃତି ମନ୍ତ୍ରଣାଳୟର ଏସ୍‌ଓପି ଜାରି

ନୂଆଦିଲ୍ଲୀ, ୬ା୧୧(ପିଆଇବି):ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅନ୍‌ଲକ୍‌ ୫.୦ ଗାଇଡ୍‌ଲାଇନ ଆଧାରରେ ୧୦ ତାରିଖରୁ ଦେଶରେ ମ୍ୟୁଜିୟମ୍‌, ଆର୍ଟ ଗ୍ୟାଲେରି ଏବଂ ପ୍ରଦର୍ଶନୀ ଖୋଲିବାକୁ ଯାଉଛି। ଏଥିପାଇଁ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁଓର) ଜାରି ହୋଇଛି। କରୋନା ସଂକ୍ରମଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri