Home

ଏହି ପରିବାରର ସମସ୍ତ ସଦସ୍ୟ ଚୋର, ଏମିତି ଉପାୟରେ କେବଳ ଚୋରି କରନ୍ତି ସୁନା

ମୁମ୍ବାଇ,୩।୨: ‘ଆମେ ସମସ୍ତେ ଚୋର’ ଏହା କୌଣସି ବଲିଉଡ୍‌ ଫିଲ୍ମର ଡାଏଲଗ୍‌ ନୁହେଁ, ଏହା ହେଉଛି ମୁମ୍ବାଇର ଏକ ପରିବାରର ନିରାଟ ସତ କାହାଣୀ। କାରଣ ଏହି ପରିବାରର ପ୍ରତ୍ୟେକ ସଦସ୍ୟ ଚୋର। ପୋଲିସ ସୂଚନାନୁଯାୟୀ, ଏହି ପରିବାର ନାଁରେ ଗୋଟିଏ…

ମିଶନ ପଶ୍ଚିମବଙ୍ଗ: ମେଗା ରାଲିରେ ଯୋଗଦେବେ ମୋଦି

କୋଲକାତା, ୩।୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ । ଏନେଇ ଭାଜପା ପକ୍ଷରୁ ଏକ ମେଗା ରାଲିର ଆୟୋଜନ କରାଯାଉଛି। ଶାସକ ତୃଣମୂଳ କଂଗ୍ରେସକୁ କ୍ଷମତା ଚ୍ୟୁତ କରିବା ଲାଗି ମାର୍ଚ୍ଚ ପ୍ରଥମ ସପ୍ତାହରେ ରାଲି ହେବ। ମାର୍ଚ୍ଚ ୫ ଅବା…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୧ କରୋନା ପଜିଟିଭ: ୩୩୫୨୮୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୩।୨(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଆଜି ୭୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୨୮୨ରେ ପହଞ୍ଚିଛି । ଏ ନେଇ ରାଜ୍ୟ…

ଚାଷୀଙ୍କ ସହିତ ନୁହେଁ ଚାଇନା-ପାକିସ୍ତାନ ସହ ଯୁଦ୍ଧ କଲେ ମିଳିବ ଲାଭ: ଗୁଲାମ୍‌ ନବୀ

ନୂଆଦିଲ୍ଲୀ, ୩।୨: କୃଷି ଆଇନ ନେଇ କଂଗ୍ରେସ ରାଜ୍ୟ ସଭା ଏମ୍‌ପି ଗୁଲାମ୍‌ ନବୀ ଆଜାଦ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଚାଷୀଙ୍କ ସହିତ ଲଢ଼ିଲେ ସରକାରଙ୍କୁ କୌଣସି ଲାଭ ମିଳିବ ନାହିଁ। ଦେଶର ୧୩୦ କୋଟି ଲୋକଙ୍କ…

ଅଫିସରେ ଦିଆଯିବ କରୋନା ଟିକା: ୬ରୁ ଆରମ୍ଭ ହେବ ଟିକାକରଣ

ଭୁବନେଶ୍ୱର, ୩।୨(ବ୍ୟୁରୋ): ଏଣିକି ଅଫିସରେ ଦିଆଯିବ କେରୋନା ଟିକା। କରୋନା ସମ୍ମୁଖ ଯୋଦ୍ଧାଙ୍କୁ ସେମାନଙ୍କ ଅଫିସରେ କୋଭିଡ୍‌ ଭ୍ୟାକ୍ସିନ୍‌ ଦିଆଯିବ। ଏଥିଲାଗି ବିଭିନ୍ନ ଅଫିସରେ ଟିକା ରୁମ୍‌ କରାଯିବ। ପ୍ରଥମ ପର୍ଯ୍ୟାୟରେ ଗୃହ ଓ ଉନ୍ନୟନ, ରାଜସ୍ବ ବିଭାଗର ଅଧିକାରୀ ଏବଂ…

ବିଶ୍ୱର ସୁପରହିଟ୍‌ ଷ୍ଟାର: ମାତ୍ର ୧୬ ବର୍ଷ ବୟସରେ ୪୪୦୦ କୋଟିର ମାଲିକାଣୀ

ଅନ୍ତର୍ଜାତୀୟ ପପ୍‌ ଷ୍ଟାର ରିହାନା ଭାରତରେ ଚାଲିଥିବା କିଷାନ ଆନ୍ଦୋଳନରେ ଟୁଇଟ୍‌ କରି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ବାର୍‌ବାଡୋସର ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରି ପପ୍‌ ମ୍ୟୁଜିକ୍‌ ଇଣ୍ଡଷ୍ଟ୍ରିରେ ସେ ପ୍ରତିଷ୍ଠିତ ହୋଇପାରିଛନ୍ତି। ତାଙ୍କର ପ୍ରଥମ ଆଲବମ୍‌ ଗୀତ ‘ଅମ୍ବ୍ରେଲା’…

କ୍ଷେତ୍ରୀୟ ଅଖଣ୍ଡତା ବଜାୟ ରଖିବା ପାଇଁ ଭାରତ ସର୍ବଦା ପ୍ରସ୍ତୁତ: ରାଜନାଥ

ବେଙ୍ଗାଲୁରୁ, ୩।୨: କ୍ଷେତ୍ରୀୟ ଅଖଣ୍ଡତା ବଜାୟ ରଖିବା ପାଇଁ ଭାରତ ସର୍ବଦା ପ୍ରସ୍ତୁତ ରହିଛି। ଦେଶବାସୀଙ୍କ ସୁରକ୍ଷା ଲାଗି ଯେ କୌଣସି ସ୍ଥିତିର ମୁକାବିଲା କରାଯିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୁଧବାର ଏରୋ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ଏୟାର ଶୋରେ…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଶିଶୁକନ୍ୟା ମୃତ, ୪ ଗୁରୁତର

ଦିଗପହଣ୍ଡି,୩।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ରାଜ୍ୟ ରାଜପଥ – ୧୭ ମୁଖ୍ୟ ରାସ୍ତାର ଗଣିଆନାଳ ଛକ ନିକଟ ମାଁ ଖେମଣ୍ଡିକାଳୁଆ ଛକରେ ମଙ୍ଗଳବାର ସନ୍ଧ୍ୟାରେ ୨ଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଜଣେ ଦେଢ଼ବର୍ଷର ଶିଶୁକନ୍ୟାଙ୍କ…

ଲାଲ୍‌ କିଲ୍ଲା ହିଂସା: ଦୀପ୍‌ ସିଦ୍ଧୁଙ୍କ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା

ନୂଆଦିଲ୍ଲୀ, ୩।୨: ଲାଲ୍‌ କିଲ୍ଲା ହିଂସା ନେଇ ଦିଲ୍ଲୀ ପୋଲିସ ପକ୍ଷରୁ ଦୀପ୍‌ ସିଦ୍ଧୁଙ୍କୁ ଧରାଇଦେଲେ ଲକ୍ଷେ ଟଙ୍କାର ପୁରସ୍କାର ପ୍ରଦାନ କରାଯିବ ବୋଲି ବୁଧବାର ଘୋଷଣା କରାଯାଇଛି। ଦୀପ୍‌ଙ୍କ ସହିତ ଜୁଗରାଜ ସିଂ, ଗୁଜରୋଟ ସିଂ ଏବଂ ଗୁଜରୋଣ୍ଟ୍‌ ସିଂଙ୍କ…

୬୦ ଫୁଟ ଗଭୀର ସମୁଦ୍ର ମଝିରେ ବିବାହ କଲେ ବର-କନ୍ୟା

ଲୋକମାନେ ସେମାନଙ୍କ ବିବାହକୁ ସ୍ମରଣୀୟ କରିବା ପାଇଁ କିଛି ବି କରିବାକୁ ପଛାନ୍ତି ନାହିଁ। ସେମିତି ଏକ ବିବାହ ଦେଖିବାକୁ ମିଳିଛି କୋୟମ୍ବାଟୁରରେ। ଏଠାରେ ଏକ ବର-କନ୍ୟା ୬୦ ଫୁଟ ଗଭୀର ସମୂଦ୍ର ମଝିରେ ବିବାହ କରିଛନ୍ତି। ବର ଚିନ୍ନାଦୁରାଇ ଏବଂ…

ହାଲ୍‌ ଯୋଗାଇବ ୮୩ ତେଜସ୍‌ ଯୁଦ୍ଧ ବିମାନ

ବେଙ୍ଗାଲୁରୁ, ୩।୨: କର୍ନାଟକର ବେଙ୍ଗାଲୁରୁରେ ଜାରି ରହିଥିବା ଏରୋ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ଏୟାର ଶୋରେ ହିନ୍ଦୁସ୍ଥାନ ଏରୋନ୍ୟୁଟିକ୍ସ୍‌ ଲିମିଟେଡ୍‌(ହାଲ୍‌)କୁ ୮୩ ତେଜସ୍‌ ଯୁଦ୍ଧ ବିମାନ ଯୋଗାଇବା ପାଇଁ ଠିକା ମିଳିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଏନେଇ ୪୮, ୦୦୦କୋଟି ଟଙ୍କାର…

୨ ମହିଳାଙ୍କ ସାଇକେଲ ଅଭିଯାନ: ଅତିକ୍ରମ କରିବେ ୫,୦୦୦ କିମି

ଅମୃତସର, ୩।୨: ପ୍ରଦୂଷଣ ମୁକ୍ତ ପରିବେଶ ବାର୍ତ୍ତା ନେଇ ୨ ମହିଳା ଓ୍ବାଘା ବର୍ଡରଠାରୁ ଅରୁଣାଚଳପ୍ରଦେଶ ପର୍ଯ୍ୟନ୍ତ ସାଇକେଲ ଅଭିଯାନ ଆରମ୍ଭ କରିଛନ୍ତି। ବିହାରର ସାଓ୍ବିତା ମାହତାଭ ଏବଂ ଉତ୍ତରାଖଣ୍ଡ ଉତ୍ତରକାଶୀ ଜିଲାର ସୃଷ୍ଟି ରାଓ୍ବତ ଏହି ଅଭିଯାନରେ ସାମିଲ୍‌ ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri