Home

୨ ମହିଳାଙ୍କ ସାଇକେଲ ଅଭିଯାନ: ଅତିକ୍ରମ କରିବେ ୫,୦୦୦ କିମି

ଅମୃତସର, ୩।୨: ପ୍ରଦୂଷଣ ମୁକ୍ତ ପରିବେଶ ବାର୍ତ୍ତା ନେଇ ୨ ମହିଳା ଓ୍ବାଘା ବର୍ଡରଠାରୁ ଅରୁଣାଚଳପ୍ରଦେଶ ପର୍ଯ୍ୟନ୍ତ ସାଇକେଲ ଅଭିଯାନ ଆରମ୍ଭ କରିଛନ୍ତି। ବିହାରର ସାଓ୍ବିତା ମାହତାଭ ଏବଂ ଉତ୍ତରାଖଣ୍ଡ ଉତ୍ତରକାଶୀ ଜିଲାର ସୃଷ୍ଟି ରାଓ୍ବତ ଏହି ଅଭିଯାନରେ ସାମିଲ୍‌ ହୋଇଛନ୍ତି।…

କଳାକାରଙ୍କ ମହଙ୍ଗା ଉପହାର: କାହାକୁ ଘର ତ ଆଉ କାହାକୁ ବିଏମ୍‌ଡବ୍ଲ୍ୟୁ କାର

ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ବତ୍‌ ନିକଟରେ ନିଜର ଭାଇ ଅକ୍ଷତ, ଭଉଣୀ ରଙ୍ଗୋଲୀ ଏବଂ ଅନ୍ୟ ୨ ସମ୍ପର୍କୀୟଙ୍କୁ ୪ଟି ଫ୍ଲାଟ୍‌ ଉପହାର ରୂପେ ଦେଇଛନ୍ତି। ଏହି ସମସ୍ତ ଫ୍ଲାଟ୍‌ ଚଣ୍ଡିଗଡ଼ର ନାମୀ ଅଞ୍ଚଳରେ ରହିଛି। ଏଥିପାଇଁ କଙ୍ଗନାଙ୍କୁ ୪ କୋଟି…

ଆଜି ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୩।୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ବନକଲାଗି ନୀତି ପାଇଁ…

ରାଜ୍ୟସଭାରେ ହଙ୍ଗାମା: ଏଏପିର ୩ ଏମ୍‌ପିଙ୍କୁ ବାହାର କଲେ ମାର୍ଶଲ

ନୂଆଦିଲ୍ଲୀ,୩।୨: କୃଷି ଆଇନକୁ ନେଇ ବୁଧବାର ମଧ୍ୟ ରାଜ୍ୟସଭା ଅଚଳ ହୋଇପଡ଼ିଛି। ବିରୋଧୀ ଦଳ ସଦସ୍ୟ କୃଷି ଆଇନକୁ ନେଇ ଗୃହରେ ହଙ୍ଗାମା ଆରମ୍ଭ କରିଛନ୍ତି। ଗୃହରେ ହଟ୍ଟଗୋଳ ସୃଷ୍ଟି କରି କାର୍ଯ୍ୟରେ ବାଧା ସୃଷ୍ଟି କରୁ ଥିବା ଆମ୍‌ ଆଦ୍‌ମୀ…

ଆନ୍ଦୋଳନକୁ ସମର୍ଥନ କଲେ ରିହାନା-ଗ୍ରେଟା

ଓ୍ବାଶଂଟନ,୩।୨: କୃଷି ଆଇନକୁ ନେଇ ଭାରତରେ ଜାରି ରହିଥିବା ଚାଷୀ ସଂଗଠନଙ୍କ ଆନ୍ଦୋଳନକୁ ଏବେ ସେଲିବ୍ରିଟିଙ୍କ ସମର୍ଥନ ମିଳିବାରେ ଲାଗିଛି। ଆମେରିକା ପପ୍‌ ଷ୍ଟାର ରିହାନା ମଙ୍ଗଳବାର ସନ୍ଧ୍ୟାରେ ଏହାକୁ ଟୁଇଟ କରି ସମର୍ଥନ କରିଥିଲେ। ଏବେ ପରିବେଶକର୍ମୀ ଗ୍ରେଟା ଥନବର୍ଗ…

ଚାଲାଣ ବେଳେ ୨୪ ଶ୍ରମିକ ଉଦ୍ଧାର

ଢେଙ୍କାନାଳ ଅଫିସ, ୩।୨: ବେଆଇନ ଭାବେ ତାମିଲନାଡୁ ଚାଲାଣ କରାଯାଉଥିବା ୨୪ ଶ୍ରମିକଙ୍କୁ ଢେଙ୍କାନାଳ ଜିଲା ଶ୍ରମ ବିଭାଗ ପୋଲିସ ସହାୟତାରେ ମଙ୍ଗଳବାର ଉଦ୍ଧାର କରିଛି। ଶ୍ରମିକ ଚାଲାଣରେ ମଧ୍ୟସ୍ଥ ସାଜିଥିବା ବ୍ୟକ୍ତିଙ୍କୁ କାରଣଦର୍ଶାଅ ନୋଟିସ ଜାରି କରାଯାଇଛି। ଅନ୍ୟପଟେ ଶ୍ରମିକଙ୍କୁ…

ମାର୍ଚ୍ଚ ସୁଦ୍ଧା ୩ ଜିଲାକୁ ସମ୍ପ୍ରସାରଣ ହେବ ମୋବାଇଲ ଚକ୍ଷୁ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର, ୩।୨(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏବଂ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ଉପସ୍ଥିତିରେ ମଙ୍ଗଳବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ୨୦୨୦ ଡିସେମ୍ବର ସୁଦ୍ଧା…

ଯୁବ କଂଗ୍ରେସର ଶଗଡ଼ ଶୋଭାଯାତ୍ରା

ଭୁବନେଶ୍ୱର,୩।୨(ବ୍ୟୁରୋ): ପେଟ୍ରୋଲ, ଡିଜେଲର ଅହେତୁକ ଦରବୃଦ୍ଧି ଏବଂ କେନ୍ଦ୍ର ସରକାରଙ୍କ କଳା କୃଷି ଆଇନ ପ୍ରତ୍ୟାହାର ଦାବିରେ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରଣହୁଙ୍କାର ଦେଇଛି। ଏହି ପରିପ୍ରେକ୍ଷୀରେ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ମଙ୍ଗଳବାର ଏକ ବିଶାଳ…

ଭବ୍ୟା ନାସା କାର୍ଯ୍ୟକାରୀ ମୁଖ୍ୟ

ଓ୍ବାଶିଂଟନ୍‌, ୩ା୨: ଭାରତୀୟ ବଂଶୋଦ୍ଭବ ଭବ୍ୟା ଲାଲଙ୍କୁ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସାର କାର୍ଯ୍ୟକାରୀ ମୁଖ୍ୟ ନିଯୁକ୍ତ କରାଯାଇଛି। ସେ ଏବେ ନାସାରେ ପରିବର୍ତ୍ତନ ସମ୍ବନ୍ଧୀୟ ସମୀକ୍ଷା ଟିମ୍‌ର ସଦସ୍ୟ ଅଛନ୍ତି। ଇଞ୍ଜିନିୟରିଂ ଏବଂ ସ୍ପେସ୍‌ ଟେକ୍ନୋଲୋଜିରେ ଭବ୍ୟାଙ୍କର ବ୍ୟାପକ…

ଭାରତୀୟଙ୍କୁ ସତର୍କ କରାଇଲା ଦୂତାବାସ

ନୂଆଦିଲ୍ଲୀ, ୩।୨(ପି.ଟି.): ମ୍ୟାନ୍‌ମାରରେ ସାମରିକ ବିଦ୍ରୋହ ପରେ ସେଠାରେ ଥିବା ଭାରତୀୟମାନଙ୍କୁ ଦୂତାବାସ ପକ୍ଷରୁ ସତର୍କ କରିଦିଆଯାଇଛି। ଅତି ଜରୁରୀ ନ ଥିଲେ ବାହାରକୁ ନ ବାହାରିବା ଲାଗି ୟାଙ୍ଗୁନ୍‌ସ୍ଥିତ ଭାରତୀୟ ଦୂତାବାସ ଆଡଭାଇଜରି ଜାରି କରିଛି। ଆବଶ୍ୟକ ପଡ଼ିଲେ ଦୂତାବାସ…

ଭଙ୍ଗା ଘରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର

କାକଟପୁର,୩।୨(ଡି.ଏନ୍‌.ଏ.): ଚଳିତ ମାସ ୧ ତାରିଖରୁ ରାଜ୍ୟରେ ଥିବା ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲିଛି। ହେଲେ କାକଟପୁର ବ୍ଲକ କୁଣ୍ଢେଇ ପଞ୍ଚାୟତର ବାଜପୁର ଗ୍ରାମରେ ଥିବା ୨ ଅଙ୍ଗନଓ୍ବାଡି କେନ୍ଦ୍ର ଅସୁରକ୍ଷିତ ଭାବେ ଏକ ବିଦ୍ୟାଳୟର ଗୃହରେ ଚାଲିଥିବା ଦେଖିବାକୁ ମିଳିଛି।…

ଗିରଫ ଚାଷୀଙ୍କୁ ନ ଛାଡ଼ିଲେ ଆଲୋଚନା ହେବନି

ନୂଆଦିଲ୍ଲୀ, ୩।୨(ପି.ଟି.): ପୋଲିସ ଓ ପ୍ରଶାସନର ନିର୍ଯାତନା ବନ୍ଦ ନ ହେବା ଏବଂ ଗିରଫ ଚାଷୀଙ୍କୁ ମୁକ୍ତ ନ କରିବା ପର୍ଯ୍ୟନ୍ତ ସରକାରଙ୍କ ସହ ଆନୁଷ୍ଠାନିକ ଆଲୋଚନା ଆରମ୍ଭ ହୋଇପାରିବ ନାହିଁ ବୋଲି ମଙ୍ଗଳବାର ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ କୁହାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri