ସତର୍କ କରାଇଥିଲେ ସୁ ଚୀ
ୟାଙ୍ଗୁନ, ୩।୨: ମ୍ୟାନ୍ମାରରେ ଗଣତାନ୍ତ୍ରିକ ସଂସ୍କାର ସଫଳ ହେବ ଯଦି ଦେଶର ପ୍ରଭାବଶାଳୀ ସୈନ୍ୟବାହିନୀ ପରିବର୍ତ୍ତନକୁ ଗ୍ରହଣ କରିନିଏ। ପାଞ୍ଚ ଦଶନ୍ଧିର ସାମରିକ ଶାସନ ପରେ ୨୦୧୬ରେ ମ୍ୟାନ୍ମାର ନେତ୍ରୀ ହୋଇଥିବା ଆଙ୍ଗ୍ ସାନ୍ ସୁ ଚୀ ଅନେକ ଥର ଏଭଳି…
ଅସ୍ତରଙ୍ଗରେ ଭିଜିଲାନ୍ସର ଖୋଳତାଡ଼
ଅସ୍ତରଙ୍ଗ,୩।୨(ଡି.ଏନ୍.ଏ.): ପୁରୀ ଜିଲା ମୃତ୍ତିକା ସଂରକ୍ଷଣ ବିଭାଗ ଅଧୀନରେ ଅସ୍ତରଙ୍ଗ ବ୍ଲକରେ ଚାରାରୋପଣ ଓ ରାଡ୍ ଯୋଜନାରେ ଦୁର୍ନୀତି ହୋଇଥିବା ଅଭିଯୋଗରେ ମଙ୍ଗଳବାର ଭୁବନେଶ୍ୱର ଭିଜିଲାନ୍ସର ଡିଏସପି ଅନୁପମା ମହାପାତ୍ରଙ୍କ ନେତୃତ୍ୱରେ ୬ଜଣିଆ ଟିମ୍ ୨ ପଞ୍ଚାୟତରେ ଖୋଳତାଡ଼ କରିଛନ୍ତି। ସୂଚନାଯୋଗ୍ୟ,…
ମ୍ୟାନ୍ମାରରେ ଅନିଶ୍ଚିତତା
ନାପିତାଉ, ୩।୨(ଆଇଏଏନ୍ଏସ୍): ଏକ ଅପ୍ରତ୍ୟାଶିତ ଘଟଣାକ୍ରମେ ମ୍ୟାନ୍ମାର ସୈନ୍ୟବାହିନୀ ସୋମବାର ବିଦ୍ରୋହ ବଳରେ ଦେଶ ଶାସନକୁ ନିଜ ନିୟନ୍ତ୍ରଣକୁ ନେଇଥିଲା। ନୋବେଲ ପୁରସ୍କାର ବିଜେତା ନେତ୍ରୀ ଅଙ୍ଗ୍ ସାନ୍ ସୁ ଚୀଙ୍କ ସମେତ ବହୁ ବରିଷ୍ଠ ନେତାଙ୍କୁ ଗିରଫ କରାଯାଇଥିଲା। ୫…
ଯୋଗମୁହାଁ ଯୁବପିଢ଼ି
କଟକ ଅଫିସ, ୩ା୨: ଶରୀର ସୁସ୍ଥ ରହିବା ପାଇଁ ମନକୁ ଶାନ୍ତ ରଖିବା ଆବଶ୍ୟକ। ମନର ସୁସ୍ଥତା ପାଇଁ ଦରକାର ଅନୁକୂଳ ପରିବେଶ ଓ ଉପଯୁକ୍ତ ପନ୍ଥା, ଯାହା ଯୋଗ ଦ୍ୱାରା ହିଁ ଉପଲବ୍ଧି ହୋଇଥାଏ। ନିୟମିତ ଯୋଗ କଲେ ମଣିଷ…
ଆରମ୍ଭ ହେଲା ଡିଜିଟାଲ ଠିକଣା ସର୍ଭେ
ଭୁବନେଶ୍ୱର,୩ା୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ ଘର ଖୋଜିବାକୁ ଆଉ ଅସୁବିଧା ହେବ ନାହିଁ। ବିଏମ୍ସି ମଙ୍ଗଳବାରଠାରୁ ଜିଓ ଟ୍ୟାଗ ସ୍ମାର୍ଟ ଆଡ୍ରେସ୍ ପ୍ରଦାନ ଆରମ୍ଭ କରିଛି। ନୂତନ ଭାବେ ଆରମ୍ଭ କରାଯାଇଥିବା ଡିଜିଟାଲ ଡୋର ନମ୍ବରିଂ ବ୍ୟବସ୍ଥା ସହରବାସୀଙ୍କ ପାଇଁ…
ଋଷିକୁଲ୍ୟା ମୁହାଣରେ ବିଦେଶୀ ପକ୍ଷୀ
ଗଞ୍ଜାମ,୩ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଋଷିକୁଲ୍ୟା ମୁହାଣରେ ସମ୍ପ୍ରତି ବିଦେଶୀ ପକ୍ଷୀମାନଙ୍କ କଳରବ ଦେଖିବାକୁ ମିଳିଛି। ବିଦେଶୀ ପକ୍ଷୀମାନଙ୍କ ମଧ୍ୟରେ ଶହ ଶହ ସଂଖ୍ୟାରେ ମଙ୍ଗୋଲିଆ ପକ୍ଷୀ ସ୍ଥାନୀୟ ଅଞ୍ଚଳବାସୀ ଓ ପର୍ଯ୍ୟଟକଙ୍କୁ ବିମୋହିତ କରୁଛନ୍ତି। ମଙ୍ଗୋଲିଆ ଓ ମ୍ୟାନ୍ମାର ଅଞ୍ଚଳରେ ପ୍ରବଳ…
ବିଧାନସଭା ପ୍ରବେଶ ପାଇଁ କୋଭିଡ୍ ପରୀକ୍ଷା ବାଧ୍ୟତାମୂଳକ ନୁହେଁ: ବାଚସ୍ପତି
ଭୁବନେଶ୍ୱର,୩ା୨(ବ୍ୟୁରୋ): ଆସନ୍ତା ୧୮ ତାରିଖରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ତେବେ ଚଳିତ ଅଧିବେଶନ ପାଇଁ କୋଭିଡ୍ ପରୀକ୍ଷା ବାଧ୍ୟତାମୂଳକ ହେବ ନାହିଁ। ଏହା ବାଧ୍ୟତାମୂଳକ ହୋଇ ନ ଥିଲେ ମଧ୍ୟ ପ୍ରବେଶ କଲାବେଳେ ଥଣ୍ଡା, କାଶ, ଜ୍ୱର ଭଳି…
ବ୍ୟାଙ୍କରୁ ୧୪ ଲକ୍ଷ ଟଙ୍କାର କଏନ୍ ହେରଫେର
ପାରାଦୀପ,୩ା୨(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ପାରାଦୀପ ଲକ୍ ଥାନା ଅନ୍ତର୍ଗତ ଗଡବଜାରସ୍ଥିତ ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ ଶାଖାରୁ ୧୪ ଲକ୍ଷ ଟଙ୍କାର କଏନ୍ ହେରଫେର ହୋଇଥିବା ଅଭିଯୋଗ ହୋଇଛି। ଏନେଇ ବ୍ୟାଙ୍କ ମ୍ୟାନେଜର ସନ୍ତୋଷ କୁମାର ନାୟକ ମଙ୍ଗଳବାର ଥାନାରେ ଅଭିଯୋଗ…
ଅନିଶ୍ଚିତତାରେ ସୁବର୍ଣ୍ଣରେଖା ବନ୍ଦର
ଭୋଗରାଇ,୩ା୨: ରାଜସ୍ବ ବିଭାଗ ପକ୍ଷରୁ ଜମି ଅଧିଗ୍ରହଣରେ ବିଳମ୍ବ ଓ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ପ୍ରସ୍ତାବିତ ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀଭିତ୍ତିକ ବନ୍ଦର ପ୍ରକଳ୍ପର ଭାଗ୍ୟ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି। ୧୪ ବର୍ଷ ପୂର୍ବେ ଏହି ବନ୍ଦର ନିର୍ମାଣ…
‘ବିଖ୍ୟାତ ବରା’ ବ୍ୟବସାୟୀଙ୍କ ପରଲୋକ
ଢେଙ୍କାନାଳ ଅଫିସ, ୩।୨: ଢେଙ୍କାନାଳ ବରାକୁ ପରିଚିତ କରାଇଥିବା ଗଣେଶ ବଜାରର ପ୍ରତିଷ୍ଠିତ ବ୍ୟବସାୟୀ ସଦାଶିବ ସାହୁଙ୍କ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୦ବର୍ଷ ହୋଇଥିଲା। ସୂଚନା ପାଇ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ବ୍ୟବସାୟୀ, ପୂଜା ପ୍ରତିଷ୍ଠାନର କର୍ମକର୍ତ୍ତା…
ପୋଲିସକୁ ଡେମୋ ଦେଖାଇଲେ ରାକେଶ
ଯାଜପୁର ଅଫିସ/ ରସୁଲପୁର(ଡି.ଏନ୍.ଏ.),୩ା୨: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୧)ଙ୍କ ମୃତ୍ୟୁ ଘଟଣାରେ ଗିରଫ ରାକେଶ କୁମାର ସ୍ବାଇଁଙ୍କୁ ପୋଲିସ ୩ ଦିନିଆ ରିମାଣ୍ଡରେ ଆଣିଛି। ମଙ୍ଗଳବାର ରିମାଣ୍ଡର ପ୍ରଥମ ଦିନରୁ ପୋଲିସ ଜୋରଦାର ଜେରା ଆରମ୍ଭ କରିଛି।…
ପାରାଦୀପ-ବଡ଼ବିଲ ୮ ଲେନ୍ ରାସ୍ତା ହେବ
ଭୁବନେଶ୍ୱର,୩ା୨(ବ୍ୟୁରୋ): ପାରାଦୀପ-ବଡ଼ବିଲ ମଧ୍ୟରେ ନିର୍ମାଣ ହେବ ଅର୍ଥନୈତିକ କରିଡର। ଏହି ରାସ୍ତାକୁ ୮ ଲେନ୍ ବିଶିଷ୍ଟ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ୍କରୀଙ୍କ ସହ ଭିଡିଓ କନ୍ଫରେନ୍ସରେ ଏ ନେଇ ଆଲୋଚନା…
Archives


