Home

ପରୀ ହତ୍ୟା ଘଟଣା: ଯଦୁପୁରର ୩ ଜଣଙ୍କୁ ଉଠାଇ ନେଲା ପୋଲିସ

ନୟାଗଡ଼ ଅଫିସ,୧୯।୧୨: ନୟାଗଡ଼ ସଦର ଥାନା ଅଧୀନ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟା ଘଟଣାରେ ଯଦୁପୁର ଗାଁର ୩ଜଣଙ୍କୁ ଉଠାଇ ନେଇଛି ଏସ୍‌ଆଇଟି। ଯଦୁପୁର ଗାଁର ସରୋଜ ସେଠୀ, ତାଙ୍କ ମା’ ଓ ବଡଭଉଣୀ ପ୍ରମୁଖ ୩ଜଣଙ୍କୁ ଏସ୍‌ଆଇଟି ପଚରାଉଚରା ଜାରି…

ପ୍ରଧାନମନ୍ତ୍ରୀଙ୍କ ରାଲି ଉପରେ ଆତଙ୍କବାଦୀ ଆକ୍ରମଣ: ୧୫ ମୃତ

ମୋଗାଦିସୁ,୧୯।୧୨: ସୋମାଲିଆରେ ନୂଆ ପ୍ରଧାନମନ୍ତ୍ରୀ ମହମ୍ମଦ ହୁସେନ ରୋବେଲଙ୍କ ରାଲି ଉପରେ ଆତ୍ମଘାତୀ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଘଟଣାରେ ରୋବେଲ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ତେବେ ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରଧାନମନ୍ତ୍ରୀ ଏକ ଷ୍ଟାଡ଼ିୟମ୍‌ରେ କାର୍ଯ୍ୟକ୍ରମରେ ଯୋଗଦେବାର…

ଦିଦିଙ୍କ ଘର ସଜଡ଼ା ଆରମ୍ଭ: ଜିତେନ୍ଦ୍ର ନେଲେ ୟୁ-ଟର୍ନ

କୋଲକାତା,୧୯।୧୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବ। ଭାଜପା ପକ୍ଷରୁ ଏହାକୁ ଦୃଷ୍ଟିରେ ରଖି ମିଶନ ପଶ୍ଚିମବଙ୍ଗ ଆରମ୍ଭ ହୋଇଛି। ଶାସକ ତୃଣମୂଳର ବରିଷ୍ଠ ନେତାଙ୍କୁ ବାଡ଼ ଡିଆଁଇବା ଯୋଜନା ଭାଜପା ପକ୍ଷରୁ କରାଯାଇଛି। ଇତିମଧ୍ୟରେ ତୃଣମୂଳ ୫ ଜଣ ଅସନ୍ତୁଷ୍ଟ…

ଚାଇନାର ଦାଦାଗିରି: କାରାକୋରମ ପର୍ଯ୍ୟନ୍ତ ନିର୍ମାଣ କରୁଛି ସଡ଼କ

ଲଦାଖ,୧୯।୧୨: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଚାଇନା ଜାଣିଶୁଣି ଏଠାରେ ଲଗାତାର ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରୁଛି। ଏହାକୁ ନେଇ ଭାରତ ଚିନ୍ତା ବଢ଼ିବାରେ ଲାଗିଛି। ଉପଗ୍ରହ ଦ୍ୱାରା ଉତ୍ତୋଳନ କରାଯାଇଥିବା ଚିତ୍ରରୁ…

ରାହୁଲଙ୍କ ଅଧ୍ୟକ୍ଷ ହେବାକୁ ନେଇ ୯୯.୯୯ ପ୍ରତିଶତ ସଦସ୍ୟ ରାଜି: ସୁର୍ଜେଓ୍ବାଲା

ନୂଆଦିଲ୍ଲୀ,୧୯।୧୨: କଂଗ୍ରେସରେ ନେତୃତ୍ୱ ସଙ୍କଟ ନେଇ ୨୩ ଜଣ ବରିଷ୍ଠ ନେତା ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ପାଖକୁ ଚିଠି ଲେଖିଥିଲେ। ଏହାକୁ ନେଇ ଦଳରେ ସେତେବେଳେ ବହୁ ଚର୍ଚ୍ଚା ହୋଇଥିଲା। ଅସନ୍ତୁଷ୍ଟଙ୍କୁ ସନ୍ତୁଷ୍ଟ କରିବା ପାଇଁ ସୋନିଆ ଗାନ୍ଧୀ ଶନିବାର କେତେକ…

ସାନିଟାଇଜର ବାଣ୍ଟିଲେ ସାଣ୍ଟା

ମୁମ୍ବାଇ,୧୯ା୧୨: ମୁମ୍ବାଇରେ ସାଣ୍ଟା ସାନିଟାଇଜର ବାଣ୍ଟୁଛନ୍ତି। ସାଣ୍ଟା କ୍ଲଜ୍‌ ପୋଷାକଧାରୀ ଜଣେ ବ୍ୟକ୍ତି ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇର ଲକ୍ଷ୍ମୀ ଚୌକ୍‌ ଏରିଆରେ ଲୋକଙ୍କୁ ସାନିଟାଇଜର ଓ ମାସ୍କ ବାଣ୍ଟୁଥିବା ଦେଖିବାକୁ ମିଳିଛି। ପ୍ରତିବର୍ଷ ପିଲାମାନଙ୍କୁ ମୁଁ ଚକୋଲେଟ, ଖେଳଣା ଓ…

ଭୂତ ଡଙ୍ଗାରେ ଡ୍ରଗ୍ସ

ଓ୍ବାଶିଂଟନ,୧୯ା୧୨: ସମୁଦ୍ରରେ ବହୁ ସଂଖ୍ୟକ ‘ଭୂତ ଜାହାଜ’ ଅଛି। ଅତଳ ସାଗରରେ ଜାହାଜ ଓ ଡଙ୍ଗାଗୁଡ଼ିକରୁ ନାବିକମାନେ ରହସ୍ୟଜନକ ଭାବେ ଉଭାନ ହୋଇଯିବା ପଛରେ ଅନେକ କାହାଣୀ ଥାଏ। ପ୍ରତ୍ୟେକ କାହାଣୀ ସହ ଗୋଟିଏ ଗୋଟିଏ ନିର୍ଦ୍ଦିଷ୍ଟ ପ୍ରହେଳିକା ଜଡ଼ିତ ହୋଇ…

ଗଣବଳାତ୍କାର ପରେ ହତ୍ୟା କରାଯାଇଥିଲା

ଲକ୍ଷ୍ନୌ,୧୯।୧୨(ପି.ଟି.): ଉତ୍ତରପ୍ରଦେଶର ହାଥ୍‌ରସ୍‌ରେ ଦଳିତ ଯୁବତୀଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ବହୁଚର୍ଚ୍ଚିତ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଶୁକ୍ରବାର ୪ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଛି। ସେମାନେ ହେଲେ ସନ୍ଦୀପ୍‌, ଲବକୁଶ, ରବି…

ଆଲୋଚନା ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ, ୧୯।୧୨(ପି.ଟି.): କେନ୍ଦ୍ରର ନୂଆ କୃଷି ଆଇନକୁ ନେଇ ଚାଷୀମାନେ ଆନ୍ଦୋଳନ ଚଳାଇଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ସେମାନଙ୍କ ଆଗରେ ମୁଣ୍ଡ ନୁଆଇବା ସହ ସମସ୍ତ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ ବୋଲି ଶୁକ୍ରବାର କହିଛନ୍ତି। ଭିଡିଓ କନ୍‌ଫରେନ୍ସ ଜରିଆରେ ମଧ୍ୟପ୍ରଦେଶର କିଷାନ…

ଫସିଛନ୍ତି ହଜାରେ ଡ୍ରାଇଭର

ଟୋକିଓ,୧୯ା୧୨: ବରଫ ଝଡ଼ ଯୋଗୁ ଜାପାନର ବିଭିନ୍ନ ସ୍ଥାନରେ ବହୁ ଲୋକ ଫସିରହିଛନ୍ତି। ୧୦,୦୦୦ରୁ ଊର୍ଦ୍ଧ୍ୱ ଘରର ବିଦ୍ୟୁତ୍‌ ସଂଯୋଗ କଟିଯାଇଛି। ରାଜଧାନୀ ଟୋକିଓ ସହ ନିଗାଟାକୁ ସଂଯୋଗ କରୁଥିବା କାନେଟ୍‌ସୁ ଏକ୍ସପ୍ରେସ୍‌ଓ୍ବେ ବରଫ ଦ୍ୱାରା ଆଚ୍ଛାଦିତ ହୋଇଛି। ସେଠାରେ ବୁଧବାର…

ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୧୯ା୧୨: ସମଗ୍ର ଉତ୍ତର ଭାରତକୁ ଥରାଇ ଦେଇଛି ଶୀତ। ହିମାଳୟର ଥଣ୍ଡା ପବନ ରାଜସ୍ଥାନର ମାଉଣ୍ଟ ଆବୁରେ ତାପମାତ୍ରାକୁ ନିମ୍ନଗାମୀ କରିବାରେ ଲାଗିଛି। ଆରାବଳୀ ପର୍ବତମାଳାର ଏହି ହିଲ୍‌ ଷ୍ଟେଶନରେ ଶୁକ୍ରବାର ତାପମାତ୍ରା ବିଯୁକ୍ତ ୧ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି।…

ଶତ୍ରୁତାରୁ ଟାର୍ଗେଟ୍‌ ଶିଶୁ

ଅନୁଗୋଳ/ ଢେଙ୍କାନାଳ ଅଫିସ,୧୯ା୧୨ ରାଜ୍ୟରେ ବଢ଼ୁଛି ଶିଶୁ ନିଖୋଜ ଓ ହତ୍ୟା ଘଟଣା। ଏନ୍‌ସିଆର୍‌ବି ତଥ୍ୟ ଅନୁଯାୟୀ ଓଡ଼ିଶାରୁ ଦୈନିକ ୧୨ ଜଣ ଶିଶୁ ନିଖୋଜ ହେଉଛନ୍ତି। ତେବେ କିଛିଦିନ ହେଲା ଏପରି ମାମଲାରେ ତୀବ୍ରତା ପରିଲକ୍ଷିତ ହେଉଛି। ବିଶେଷକରି କଳି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri