ଏହି ଦୁଇ କ୍ରିକେଟରଙ୍କ ପ୍ରଶଂସାରେ ଶତମୁଖ ପୂଜାରା: କହିଲେ ସେମାନଙ୍କପାଇଁ ଖେଳିପାରିଲି ସ୍ବାଭାବିକ ଖେଳ
ନୂଆଦିଲ୍ଲୀ, ୨୯।୧: ଭାରତୀୟ କ୍ରିକେଟ ଟିମ୍ର ନୂଆ ‘ଓ୍ବାଲ୍’ କୁହାଯାଉଥିବା ଚେତେଶ୍ୱର ପୂଜାରା ଦୁଇ ପ୍ରମୁଖ ସାଥୀ ଖେଳାଳିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଶୁଭମନ ଗିଲ ଏବଂ ରୋହିତ ଶର୍ମାଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଶୈଳୀ ତାଙ୍କୁ ଅଷ୍ଟ୍ରେଲିଆ ବିପକ୍ଷରେ ନିଜର ସ୍ବାଭାବିକ…
୩ ଦିନ ବନ୍ଦ ରହିବ ଟିକାକରଣ
ଭୁବନେଶ୍ୱର, ୨୯।୧(ବ୍ୟୁରୋ): ପୋଲିଓ ପାଇଁ ବନ୍ଦ ରହିବ କୋଭିଡ୍ ଟିକାକରଣ । ଦିନେ କି ଦୁଇ ଦିନ ନୁହେଁ ୩ ଦିନ ଟିକାକରଣ ବନ୍ଦ ରହିବ। ଏ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଶୁକ୍ରବାର ସୂଚନା ଦେଇଛନ୍ତି ।…
ଭାରତୀୟ ଖେଳାଳିଙ୍କ ପ୍ରଥମ କରୋନା ଟେଷ୍ଟ ନେଗେଟିଭ୍: ବିସିସିଆଇ ଦେଲା ଏହି ବଡ଼ ଉପହାର
ନୂଆଦିଲ୍ଲୀ,୨୯।୧:ଭାରତୀୟ କ୍ରିକେଟ ଖେଳାଳିମାନେ ଗୁରୁବାର ଆର୍ଟି ପିସିଆର କୋଭିଡ-୧୯ ପରୀକ୍ଷଣ ପାସ କରିଛନ୍ତି। ଆଉ ଦୁଇଥର ସେମାନଙ୍କ ପରୀକ୍ଷା କରାଯିବା ପରେ ସେମାନେ ଅଭ୍ୟାସ ଆରମ୍ଭ କରିବେ। ଏହାପୂର୍ବରୁ ଖେଳାଳିମାନେ ଚେନ୍ନାଇରେ ପହଞ୍ଚିଛନ୍ତି। ଏବେ ଖେଳାଳିମାନେ କୋଭିଡ କଟକଣାକୁ ନେଇ ହୋଟେଲରେ…
ସ୍ତ୍ରୀଙ୍କ କ୍ରେଡିଟ୍ କାର୍ଡରୁ ପ୍ରେମିକାଙ୍କ ପାଇଁ ଟ୍ରାଫିକ ଚାଲାଣ ଭରିଥିଲେ ସ୍ବାମୀ, ଜଣାପଡ଼ିବା ପରେ…
ଦୁବାଇରୁ ଏମିତି ଏକ ମାମଲା ସାମ୍ନାକୁ ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ। ଜଣେ ମହିଳା ତାଙ୍କ କ୍ରେଡିଟ୍ କାର୍ଡ ହ୍ୟାକ୍ ସମ୍ପର୍କରେ ପୋଲିସକୁ ସୂଚନା ଦେଇଥିଲେ। ସୂଚନା ଅନୁସାରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା।…
ପୁରୀ ସମୁଦ୍ରରେ ଭାସିଗଲେ ୭ ଜଣ
ପୁରୀ ଅଫିସ, ୨୯।୧: ଜଗା ଦର୍ଶନ କରିବାକୁ ପୁରୀ ଆସି ସମୁଦ୍ରରେ ଗାଧୋଇବା ବେଳେ ୭ ପର୍ଯ୍ୟଟକ ଭାସିଯାଇଛନ୍ତି। ତେବେ ସ୍ଥାନୀୟ ନୋଳିଆ ୬ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଜଣଙ୍କର ପତ୍ତା ମିଳିପାରି ନାହିଁ। ନିଖୋଜ ଯୁବକ ଜଣଙ୍କ ଝାରଖଣ୍ଡର ଦୀପକ…
ଏହି ଇଂଲଣ୍ଡ ବୋଲରଙ୍କ ଦମ୍ଭୋକ୍ତି: ସ୍ପିନ୍ ବୋଲିଂରେ ଆମକୁ ହରାଇ ପାରିବ ନାହିଁ…
ନୂଆଦିଲ୍ଲୀ,୨୯।୧: ଭାରତ-ଇଂଲଣ୍ଡ ମଧ୍ୟରେ ଚାରି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଫେବୃୟାରୀ ୫ରୁ ଖେଳାଯିବ। ଚେନ୍ନାଇ ମଇଦାନ ଉଭୟ ବ୍ୟାଟ୍ସମ୍ୟାନ୍ ଏବଂ ସ୍ପିନ୍ ବୋଲରଙ୍କ ପାଇଁ ସହାୟକ ରହିଥାଏ। ଏଣୁ ଆସନ୍ତା ସିରିଜ୍ରେ ସହଜ ଉଇକେଟ ମିଳିବ ବୋଲି ଆଶା ରଖିଥିବା…
ସ୍ତ୍ରୀଙ୍କ କଥାରେ ଉଠ୍-ବସ୍ ହୋଇଥାନ୍ତି ଏହି ନାମଧାରୀ ପୁଅ
ବିବାହ ପରେ ସମସ୍ତଙ୍କ ଜୀବନରେ ପରିବର୍ତ୍ତନ ଆସିଥାଏ। କିନ୍ତୁ ଏମିତି କିଛି ପୁଅ ଅଛନ୍ତି ଯେଉଁମାନେ ସେମାନଙ୍କ ସ୍ତ୍ରୀଙ୍କ ବୋଲକରା ହୋଇଥାନ୍ତି। ଜାଣିବା ସେହି ନାମଧାରୀ ପୁଅଙ୍କ ବିଷୟରେ … ଏ ନାମଧାରୀ ପୁରୁଷ: ‘ଏ’ ନାମଧାରୀ ପୁଅମାନେ ସେମାନଙ୍କ ସ୍ତ୍ରୀଙ୍କ…
ଲାଲୁଙ୍କୁ ଝଟ୍କା: ଅସୁସ୍ଥତା ପରେ ବି ମିଳିଲାନି ଜାମିନ
ରାଞ୍ଚି,୨୯ ।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି) ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସମସ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ଶୁକ୍ରବାର ଝାଡ଼ଖଣ୍ଡ ହାଇକୋର୍ଟ ପୁଣିଥରେ ଲାଲୁଙ୍କୁ ଜାମିନ ଦେବାକୁ ମନା କରି ଦେଇଛନ୍ତି ।…
ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା
ବରଗଡ଼ ଅଫିସ,୨୯।୧: ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ଅଢେଇ ମାସରୁ ଅଧିକ ସମୟ ବିତିଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି ଦିଆଯାଇଛି।…
ଫେବୃୟାରୀ ୨୮ ପର୍ଯ୍ୟନ୍ତ ବଢିଲା ଲକ୍ଡାଉନ୍ ଅବଧି: ମହାରାଷ୍ଟ୍ର ସରକାର
ମୁମ୍ବାଇ,୨୯ ।୧: ଗୋଟିଏ ପଟେ କରୋନା ମହାମାରୀ ସାରା ଦେଶରେ ଏକ ପ୍ରକାର କମ୍ ହାଇଯାଇଥିବା ବେଳେ ଅନ୍ୟପଟେ କିନ୍ତୁ ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ସ୍ଥିତି ସୁଧୁରି ନାହିଁ କହିଲେ ଚଳେ । ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ସରକାର ପୁଣିଥରେ ଫେବୃୟାରୀ…
ଏଆର୍ସିରେ ଅଗ୍ନିକାଣ୍ଡ
ଚୌଦ୍ୱାର,୨୯।୧(ଡି.ଏନ୍.ଏ.): ଚୌଦ୍ୱାର ଚାରବାଟିଆ ସ୍ଥିତ ଆଭିଏସନ ରିସର୍ଚ୍ଚ ସେଣ୍ଟର(ଏଆର୍ସି) ପରିସରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅପରାହ୍ନ ୨ଟା ଠାରୁ ନିଆଁ ଲାଗିଥିବାବେଳେ ଖବର ଲେଖା ହେବା ପର୍ଯ୍ୟନ୍ତ ନିଆଁ ଲିଭା କାର୍ଯ୍ୟ ଜାରି ରହିଥିବା ଜଣାପଡିଛି। କଟକ, ଚୌଦ୍ୱାର ଓ ଏଆର୍ସିର…
ଅଷ୍ଟ୍ରେଲିଆ ବିପକ୍ଷରେ ବୋଲିଂ ବେଳେ ଚଉକା ହେଲେ ରାଗରେ ଚିତ୍କାର କରୁଥିଲେ ଶାସ୍ତ୍ରୀ: ଭରତ ଅରୁଣ
ନୂଆଦିଲ୍ଲୀ,୨୯।୧: ଭାରତୀୟ କ୍ରିକେଟ ଟିମ୍ର ବୋଲିଂ କୋଚ୍ ଭରତ ଅରୁଣ ନିକଟରେ ମୁଖ୍ୟ କୋଚ୍ ରବି ଶାସ୍ତ୍ରୀଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି। ଯେତେବେଳେ କୌଣସି ଭାରତୀୟ ବୋଲରଙ୍କ ବଲ୍ରେ ବିପକ୍ଷ ବ୍ୟାଟ୍ସମ୍ୟାନ୍ ଚଉକା ମାରିଥାଏ, ସେତେବେଳେ ସେ ରାଗରେ ଚିତ୍କାର…
Archives


