Home

ସାମୁଦ୍ରିକ ଝଡ଼ ‘ଗୋନି’ର ତାଣ୍ଡବ: ମାନିଲା ବିମାନ ବନ୍ଦର ୨୪ ଘଣ୍ଟା ପାଇଁ ବନ୍ଦ

ମାନିଲା,୧।୧୧: ଫିଲିପାଇନ୍ସ୍‌ର ପୂର୍ବ ଅଞ୍ଚଳରେ ସାମୁଦ୍ରିକ ଝଡ଼ ‘ଗୋନି’ର ତାଣ୍ଡବ ଆରମ୍ଭ ହୋଇଛି। ରବିବାର ଭୋର୍‌ ସମୟରେ ଏହା କାଟାଣ୍ଡୁଆନାସ୍‌ ଦ୍ୱୀପରେ ମାଡ଼ ହୋଇଛି। ସ୍ଥଳଭାଗରେ ମାଡ଼ ସମୟରେ ଏହାର ଘଣ୍ଟାପ୍ରତି ବେଗ ୨୨୫ କିଲୋମିଟର ଥିବା କୁହାଯାଉଛି। ଏବେ ଏହାର…

ଧରାପଡ଼ିଲା ନିଶାଦିଆ ଲୁଟେରା ଗ୍ୟାଙ୍ଗ

ଭୁବନେଶ୍ୱର,୧ା୧୧ (ବ୍ୟୁରୋ): ରାଜଧାନୀର ରେଲଓ୍ବେ ଷ୍ଟେଶନ ଓ ବସ୍‌ ଷ୍ଟାଣ୍ଡ ଅଞ୍ଚଳରେ ଯାତ୍ରୀଙ୍କୁ ନିଶା ଦେଇ ଲୁଟ୍‌ କରୁଥିବା ଏକ ଗ୍ୟାଙ୍ଗର ୨ସଦସ୍ୟଙ୍କୁ ଖଣ୍ଡଗିରି ପୋଲିସ ଟିମ୍‌ ବରମୁଣ୍ଡାରୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ନିଶା ବଟିକା, ସୁନା ଚେନ୍‌,…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ: ଅସନ୍ତୋଷ ପରେ ଟପ୍ପର ତାଲିକା ପ୍ରକାଶ ପାଇଁ ପ୍ରତିଶ୍ରୁତି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ଥିବା ରାଜ୍ୟର ୪୮ ମହିଳା ମହାବିଦ୍ୟାଳୟର ୟୁଜି ଓ ପିଜି ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଥିଲା। କିନ୍ତୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଟପ୍ପର ତାଲିକା ପ୍ରକାଶ ପାଇ ନ ଥିବାରୁ ବିଭିନ୍ନ ଛାତ୍ର…

ଆଜିଠୁ ‘ମୋ ଧାମ, ମୋ ଗର୍ବ’ ଅଭିଯାନ

ପୁରୀ ଅଫିସ,୧ା୧୧: ସହରବାସୀଙ୍କ ସହଯୋଗ ରହିଲେ ସ୍ବଚ୍ଛତା କ୍ଷେତ୍ରରେ ଭାରତର ଅନ୍ୟ ସମସ୍ତ ତୀର୍ଥକ୍ଷେତ୍ର ପାଇଁ ଶ୍ରୀକ୍ଷେତ୍ର ଉଦାହରଣ ସାଜିପାରିବ। ୨୦୨୧ ସ୍ବଚ୍ଛ ସର୍ବେକ୍ଷଣରେ ପୁରୀ ଦେଶରେ ୧ ନମ୍ବର ସ୍ଥାନ ହାସଲ କରିପାରିବ। ଏଥିପାଇଁ ରବିବାରଠାରୁ ସପ୍ତାହବ୍ୟାପୀ ‘ମୋ ଧାମ,…

ଆଜିଠୁ କାର୍ତ୍ତିକ ବ୍ରତ: ମହାପ୍ରସାଦ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ ଅଫିସ,୧ା୧୧: ରବିବାରଠାରୁ କାର୍ତ୍ତିକ ମାସ ଆରମ୍ଭ ହେଉଛି। ପ୍ରତିବର୍ଷ କାର୍ତ୍ତିକ ମାସରେ ବହୁ ସଂଖ୍ୟାରେ ହବିଷିଆଳି ପୁରୀ ଆସି ମାସାଧିକ କାଳ ରହି କାର୍ତ୍ତିକ ବ୍ରତ ପାଳନ କରିଥାନ୍ତି। ଭୋରୁ ଶ୍ରୀକ୍ଷେତ୍ରର ତୀର୍ଥ ପୁଷ୍କରିଣୀରେ ସ୍ନାନସାରି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ…

ବଳଦେବଜୀଉଙ୍କ ମନ୍ଦିରରେ ପଶିଲେ ଶ୍ରଦ୍ଧାଳୁ

କେନ୍ଦ୍ରାପଡ଼ା ଅଫିସ,୧ା୧୧: କରୋନା ସଂକ୍ରମଣ ପାଇଁ କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରସ୍ଥ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ବନ୍ଦ ରହିଛି। ତେବେ ଶନିବାର ସନ୍ଧ୍ୟାରେ ନିୟମ ଉଲ୍ଲଂଘନ କରି ଶ୍ରଦ୍ଧାଳୁମାନେ ମନ୍ଦିର ମଧ୍ୟରେ ପଶି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ଏ ନେଇ ମନ୍ଦିର ଟ୍ରଷ୍ଟବୋର୍ଡ…

ଅଲିଭ୍‌ ରିଡ୍‌ଲେଙ୍କ ସୁରକ୍ଷା ଚିନ୍ତା

କେନ୍ଦ୍ରାପଡ଼ା ଅଫିସ,୧ା୧୧: ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ପାଇଁ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ନଭେମ୍ବର ୧ ରବିବାରଠାରୁ କଟକଣା ଆରମ୍ଭ ହେଉଛି। ଏହି କଟକଣା ଆଗାମୀ ୭ ମାସ ଅର୍ଥାତ୍‌ ମେ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ।…

ଟ୍ରମ୍ପ୍‌ଙ୍କ ୧୮ ନିର୍ବାଚନ ରାଲି: ୩୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ, ୭ ଶହ ମୃତ

ଓ୍ବାଶିଂଟନ,୧।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ନଭେମ୍ବର ୩ରେ ହେବାକୁ ଯାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପକ୍ଷରୁ ୧୮ଟି ନିର୍ବାଚନ ରାଲି କରାଯାଇଛି। ଏହାଯୋଗୁ ୩୦ ହଜାରରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୭ ଶହ ଜଣଙ୍କ ମୃତ୍ୟୁ ଘଟିଛି। ଷ୍ଟେନଫୋର୍ଡ…

ରଞ୍ଜନ କୁମାର ଦାସ ସଂସ୍କୃତି ବିଭାଗ ଭାରପ୍ରାପ୍ତ ନିର୍ଦ୍ଦେଶକ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସଙ୍କୁ ବିଭାଗର ଭାରପ୍ରାପ୍ତ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କୁମାର ନାୟକ ଶନିବାର ଅବସର ଗ୍ରହଣ କରିଥିବାରୁ…

ଶିବରାତ୍ରି ପୂର୍ବରୁ ରାସ୍ତା ପ୍ରଶସ୍ତୀକରଣ

ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧ା୧୧(ଡି.ଏନ୍‌.ଏ.): ଆସନ୍ତା ମହାଶିବରାତ୍ରି ପୂର୍ବରୁ ଲିଙ୍ଗରାଜ ମନ୍ଦିରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାର ପ୍ରଶସ୍ତୀକରଣ କାର୍ଯ୍ୟ ଶେଷ ହେବ। ଏଥିସହିତ ଭକ୍ତମାନଙ୍କ ଯିବା ଆସିବା ସହଜ କରିବାକୁ ବିକଳ୍ପ ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ…

ଶ୍ରୀମନ୍ଦିର ଖୋଲିବା ଆଶା କ୍ଷୀଣ

ପୁରୀ ଅଫିସ,୧ା୧୧: ରାଜ୍ୟ ସରକାର ଶନିବାର ଅନ୍‌ଲକ୍‌-୬ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହି ଗାଇଡ୍‌ଲାଇନ ଅନୁସାରେ ସ୍ଥାନୀୟ ପ୍ରଶାସନ ଅନୁମତିରେ ଧର୍ମାନୁଷ୍ଠାନ ଖୋଲିପାରିବ। ଅର୍ଥାତ୍‌ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ପରିସ୍ଥିତିକୁ ଦେଖି ଏ ନେଇ ଅନୁମତି ଦେଇପାରିବେ। ତେବେ ଏହି ଗାଇଡ୍‌ଲାଇନକୁ…

ମାଡ଼ି ଆସୁଛି ବିପଦ: ପୃଥିବୀକୁ ଧକ୍କାଦେବ ଗ୍ରହାଣୁପିଣ୍ଡ, ହେବ ପ୍ରଚଣ୍ଡ ବିସ୍ଫୋରଣ

ଓ୍ବାଶିଂଟନ,୧।୧୧: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆସନ୍ତା ୪୮ ବର୍ଷ ପରେ ୨୦୬୮ ଏପ୍ରିଲ୍‌ ୧୨ରେ ଏକ ଗ୍ରହାଣୁପିଣ୍ଡ ପୃଥିବୀକୁ ତୀବ୍ର ବେଗରେ ଧକ୍କାଦେବ। ଏହାଯୋଗୁ ପ୍ରଚଣ୍ଡ ବିସ୍ଫୋରଣ ହେବ। ବିସ୍ଫୋରଣର ତୀବ୍ରତା ୮୮ କୋଟି ଟନ୍‌ ଟ୍ରାଇ ନାଇଟ୍ରୋ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri