Home

ସ୍ମରଣ ଶକ୍ତିକୁ ଦୃଢ଼ କରେ ମନ ପସନ୍ଦର ସଙ୍ଗୀତ

ମନ ପସନ୍ଦର ଗୀତ ଶୁଣିବା ଦ୍ୱାରା କେତେକ ଉପକାର ମଧ୍ୟ ମିଳିଥାଏ। ଏହାଦ୍ୱାରା ସ୍ମରଣ ଶକ୍ତି ଆହୁରି ଦୃଢ଼ ହୋଇଥାଏ ବୋଲି ଜଣାପଡିଛି। ଏପରି ବିଷୟବସ୍ତୁ ଉପରେ ସର୍ଭେ କରି ଏଭଳି ସିଦ୍ଧାନ୍ତରେ ଉପନୀତ ହୋଇଛନ୍ତି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ। ଅଧିକାଂଶ…

କୋଭିଡ୍‌ ୧୯: ଧ୍ରୁବୀକରଣ ସମସ୍ୟା

ବିଗତ କିଛି ମାସ ଧରି ଆମ ଦେଶରେ କୋଭିଡ୍‌ ୧୯ ସଂକ୍ରମଣ ହ୍ରାସ ପାଇଥିଲାବେଳେ ଏବେ ପୁଣି କେରଳ, ମହାରାଷ୍ଟ୍ର ଏବଂ ଅନ୍ୟ କେତେକ ସ୍ଥାନରେ ଏହା ବୃଦ୍ଧି ପାଇବା ଚିନ୍ତାର କାରଣ ପାଲଟିଛି। ଅନ୍ୟପକ୍ଷରେ ଟିକାଦାନ ପ୍ରକ୍ରିୟା କ୍ରମେ ବ୍ୟାପକ…

ବଜେଟ ଅଧିବେଶନ ଅବଧି କମ୍‌ କରିବାକୁ ଦାବି

ନୂଆଦିଲ୍ଲୀ,୮।୩: ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ପେଟ୍ରୋଲ ଏବଂ ଡିଜେଲ ଦାମ ବୃଦ୍ଧି ନେଇ ବିରୋଧି ଦଳଙ୍କ ପକ୍ଷରୁ ପ୍ରବଳ ହଟ୍ଟଗୋଳ ହୋଇଛି। କଂଗ୍ରେସ ପକ୍ଷରୁ ମଲ୍ଲିକାର୍ଜୁନ ଖଡ୍‌ଗେ ଶୂନ୍ୟକାଳ ନିଲମ୍ବିତ କରିବା ଲାଗି…

ପେଟ୍ରୋଲ-ଡିଜେଲ ଦାମ ବୃଦ୍ଧି ନେଇ ରାଜ୍ୟ ସଭା ଅଚଳ

ନୂଆଦିଲ୍ଲୀ,୮।୩: ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ପେଟ୍ରୋଲ ଏବଂ ଡିଜେଲ ଦାମ ବୃଦ୍ଧି ନେଇ ବିରୋଧି ଦଳଙ୍କ ପକ୍ଷରୁ ପ୍ରବଳ ହଟ୍ଟଗୋଳ ହୋଇଛି। କଂଗ୍ରେସ ପକ୍ଷରୁ ମଲ୍ଲିକାର୍ଜୁନ ଖଡ୍‌ଗେ ଶୂନ୍ୟକାଳ ନିଲମ୍ବିତ କରିବା ଲାଗି…

ତାମିଲନାଡୁ: ୨୫ ଆସନରେ ଲଢ଼ିବ କଂଗ୍ରେସ

ଚେନ୍ନାଇ, ୮।୩: ତାମିଲନାଡୁ ବିଧାନସଭା ନିର୍ବାଚନ ଲାଗି ଡିଏମ୍‌କେ ଏବଂ କଂଗ୍ରେସ ମଧ୍ୟରେ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଛି। ଡିଏମ୍‌କେ ସହଯୋଗୀ ଦଳ କଂଗ୍ରେସକୁ ୨୫ ଆସନ ଛାଡ଼ିଦେଇଛି। ଏଥିସହିତ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିତ୍ବା କନ୍ୟାକୁମାରୀ ଲୋକ ସଭା ଆସନରେ…

ପ୍ରିୟଙ୍କାଙ୍କ ପାଇଁ ଲଣ୍ଡନରେ ରହି ଏମିତି କାମ କଲେ ମା’

ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ ବିଦେଶରେ ଏକ ଭାରତୀୟ ରେଷ୍ଟୁରାଣ୍ଟ ‘ସୋନା’ ଉନ୍ମୋଚନ କରିଛନ୍ତି ଏବଂ ଅନ୍ୟପଟେ ତାଙ୍କ ପୁସ୍ତକ ‘ଅନ୍‌ଫିନିଶଡ’ ମଧ୍ୟ ରିଲିଜ୍‌ ହୋଇଛି। ଏହି ପୁସ୍ତକରେ ପ୍ରିୟଙ୍କା ଚୋପ୍ରା ତାଙ୍କ ଜୀବନ…

ହିନ୍ଦୁ ପରିବାରର ୫ ଜଣଙ୍କୁ ହତ୍ୟା

ଇସଲାମାବାଦ୍‌, ୮ା୩: ପାକିସ୍ତାନରେ ଏକ ହିନ୍ଦୁ ପରିବାରର ୫ ସଦସ୍ୟଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଜବତ କରାଯାଇଛି। ମୃତକଙ୍କ ତଣ୍ଟିକୁ କୌଣସି ଧାରୁଆ ଅସ୍ତ୍ରରେ କଟାଯାଇଥିବା ଜଣାଯାଇଛି। ରହିମ ୟାର ଖାନ୍‌ ସହରରୁ ୧୫ କିମି ଦୂର ଆବୁ ଧାବି କଲୋନୀରେ…

ରିଲିଫ୍‌ କ୍ୟାମ୍ପ୍‌ ଛାଡ଼ିଲେ ରୋହିଙ୍ଗ୍ୟା

ଶ୍ରୀନଗର, ୮।୩ : ଅଟକ ଭୟରେ ଜମ୍ମୁ ରିଲିଫ୍‌ କ୍ୟାମ୍ପ୍‌ରୁ ଶତାଧିକ ରୋହିଙ୍ଗ୍ୟା ଶରଣାର୍ଥୀ ରବିବାର ଖସି ପଳାଇଯାଇଛନ୍ତି। ସେମାନେ ପ୍ରାୟ ୧୦ ବର୍ଷ ହେଲା ରିଲିଫ୍‌ କ୍ୟାମ୍ପ୍‌ରେ ଆଶ୍ରୟ ନେଇଥିଲେ। ଜମ୍ମୁ-କଶ୍ମୀର ସରକାର ଶନିବାର ସେମାନଙ୍କ ମଧ୍ୟରୁ ୧୬୦ ଜଣଙ୍କୁ…

ୟେମେନ ସଂଘର୍ଷରେ ଶହେ ମୃତ

ସାନା, ୮ା୩: ୟେମେନ ସେନା ଏବଂ ହୁତି ଗ୍ରୁପ୍‌ ମଧ୍ୟରେ ସଂଘର୍ଷ ଘଟି ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ଶହେ ଜଣଙ୍କ ମୃତ୍ୟୁ ଘଟିଛି। ଦେଶର ଦକ୍ଷିଣ-ପଶ୍ଚିମ ପ୍ରାନ୍ତ ତାଇଜ୍‌‌ ସହ ମାରିବ୍‌ର ବିଭିନ୍ନ ସ୍ଥାନରେ ଶନିବାର ସଂଘର୍ଷ ହୋଇଥିଲା।…

ଯୁଦ୍ଧରେ ଶାନ୍ତିର ନାୟିକା

ଆଫଗାନିସ୍ତାନକୁ ସ୍ତବ୍ଧ କରିଦେଇଛି ୩ ମହିଳା ଗଣମାଧ୍ୟମ କର୍ମୀଙ୍କୁ ଗୁଳି କରି ହତ୍ୟା କରାଯିବା ଘଟଣା। ତେଣୁ ତାଲିବାନ ଓ ଆମେରିକା ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିରେ ଆଫ୍‌ଗାନ ମହିଳାଙ୍କ ଅଧିକାର ସୁରକ୍ଷା ପାଇଁ ବ୍ୟବସ୍ଥା ନାହିଁ ବୋଲି ଏମ୍‌ପି ଫୱଜିଆ…

ପ୍ରବାସୀଙ୍କୁ ପର କରିଦେଲା କେନ୍ଦ୍ର

ନୂଆଦିଲ୍ଲୀ, ୮ା୩: ବିଦେଶରେ ରହୁଥିବା ଭାରତର ନାଗରିକ(ଓସିଆଇ)ମାନଙ୍କୁ ଚକିତ କରିଦେବା ଭଳି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ବିଜ୍ଞପ୍ତି ଜାରି କରିଛି। ନାଗରିକତ୍ୱ ଆଇନ, ୧୯୫୫ ଧାରା ୭ ‘ବି’ ଅଧୀନରେ ମାର୍ଚ୍ଚ ୪ରେ ପ୍ରକାଶିତ ଉକ୍ତ ବିଜ୍ଞପ୍ତି ଫଳରେ ଭାରତର ଦରିଆପାରି…

କୋଣାର୍କ: ଜ୍ୟୋତିର୍ବିଜ୍ଞାନର ଏକ ମାନମନ୍ଦିର

କୋଣାର୍କରେ ନଦୀର ସଙ୍ଗମସ୍ଥଳରେ ଏକ ଗଣ୍ଡ ଥିଲା। ଏହି ଗଣ୍ଡର ନାମ ପଦ୍ମକେଶର ଗଣ୍ଡ। ପଦ୍ମକେଶର ଗଣ୍ଡରେ ପଦ୍ମକେଶର ମନ୍ଦିରର ନିର୍ମାତା ଥିଲେ ଗଙ୍ଗବଂଶର ଗଜପତି ଲାଙ୍ଗୁଳା ନରସିଂହ ଦେବ। ପଦ୍ମକେଶର ମନ୍ଦିର ନିର୍ମାଣ ସମୟଠାରୁ ଭାରତର ବିଭିନ୍ନ ସାମ୍ରାଜ୍ୟରେ ଚହଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?