Home

ହାଲୁକା ବର୍ଷା ସାଙ୍ଗକୁ କୁହୁଡ଼ି

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଜ୍ୟରେ ଶୀତ କମିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, କଟକ, ନୟାଗଡ଼…

ଚାକିରି ନାଁରେ ୨୭ ଲକ୍ଷ ଠକେଇ

ଜଗନ୍ନାଥପ୍ରସାଦ,୧୬ା୧୨(ଡି.ଏନ.ଏ.): ବିଶାଖାପାଟଣା ପୋର୍ଟରେ ଚାକିରି ଦେବା ନାଁରେ ୨୭ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗରେ ମଙ୍ଗଳବାର ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ପୋଲିସ ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ସରକୁମ୍ପା ଗ୍ରାମର ବଂଶୀଧର…

ପ୍ରଥମ ପର୍ଯ୍ୟାୟରେ ୩.୨ ଲକ୍ଷ ଲୋକଙ୍କୁ ଟିକା

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): କରୋନା ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଟିକା ଦିଆଯିବ। ମଙ୍ଗଳବାର ଏ ସଂକ୍ରାନ୍ତରେ ସୂଚନା ଦେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି,…

୨ ଏଏନ୍‌ଏମ୍‌ଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ଭୁବନେଶ୍ୱର ଲୋୟର ପିଏମ୍‌ଜି ଧାରଣା ସ୍ଥଳରେ ଆମରଣ ଅନଶନରେ ବସିଥିବା ବେଳେ ମଙ୍ଗଳବାର ବାଲେଶ୍ୱର ଓ ଜଗତ୍‌ସିଂହପୁରର ୨ ସିସିଏଚ୍‌ ନିଯୁକ୍ତିପ୍ରାପ୍ତ ଏଏନ୍‌ଏମ୍‌ ସ୍ବାସ୍ଥ୍ୟ କର୍ମୀ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଦେହରେ କିରୋସିନ ଢାଳି ନିଆଁ ଲଗାଇବାକୁ ଯାଉଥିବାବେଳେ…

ଏଟିଏମ୍‌ କାଟି ସାଢ଼େ ୨୬ ଲକ୍ଷ ଲୁଟ୍‌

ଢେଙ୍କାନାଳ ଅଫିସ, ୧୬ା୧୨: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଧୀନ ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ନିମବାହାଳି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)ର ଏକ ଏଟିଏମ୍‌ରୁ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଗ୍ୟାସ୍‌ କଟର ସହାୟତାରେ ଏଟିଏମ୍‌ କ୍ୟାଶ…

ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲେ ବର୍ଷା

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ଏବେ ଚରମ ସୀମାରେ ପହଞ୍ଚତ୍ଛି। ମଙ୍ଗଳବାର ଅନୁଭବଙ୍କ ବିରୋଧରେ ରାଜ୍ୟ ମହିଳା କମିଶନର ଦ୍ୱାରସ୍ଥ ହୋଇଛନ୍ତି ବର୍ଷା। ତେବେ ସେ କ’ଣ ଅଭିଯୋଗ…

ପୁଅକୁ ବିଷ ଦେଇ ମା’ ପିଇଲେ

ସଇଁତଳା, ୧୬ା୧୨(ଡ଼ି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ କୁମ୍ଭାରୀ ଗ୍ରାମରେ ମଙ୍ଗଳବାର ସକାଳେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି ଦୁଇବର୍ଷର ପୁଅକୁ ବିଷ ପିଆଇବା ପରେ ସ୍ତ୍ରୀ ରିକି ରଣା(୨୫) ନିଜେ ବିଷ ପିଇ…

ଟ୍ରେନ୍‌ରେ ଲାଗିବ ଇଓଟିଟି ସିଷ୍ଟମ

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ଗାର୍ଡ଼ ଓ ବ୍ରେକ୍‌ ଭ୍ୟାନ୍‌ବିହୀନ ଟ୍ରେନ୍‌ ପରିଚାଳନା ପାଇଁ ଭାରତୀୟ ରେଳପଥ ଦ୍ୱାରା ଗ୍ରହଣ କରାଯାଇଥିବା ଏଣ୍ଡ୍‌ ଅଫ୍‌ ଟ୍ରେନ୍‌ ଟେଲିମେଟ୍ରି(ଇଓଟିଟି) ସିଷ୍ଟମକୁ ଏଣିକି ପୂର୍ବତଟ ରେଳପଥରେ ବ୍ୟବହାର କରିବ। ଡ୍ରାଇଭରଙ୍କୁ ସଙ୍କେତ ଦେଇ ଗାର୍ଡ଼ଙ୍କ କାର୍ଯ୍ୟ କରିବା ନିମନ୍ତେ…

ମୁଖ୍ୟ ବିଚାରପତି ପାଇଁ ଏସ୍‌. ମୁରଲିଧରଙ୍କ ନାମ ସୁପାରିସ

କଟକ ଅଫିସ, ୧୬।୧୨: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ଏସ୍‌. ମୁରଲିଧରଙ୍କ ନାମକୁ ସୁପ୍ରିମ୍‌କୋର୍ଟଙ୍କ କଲେଜିୟମ୍‌ ସୁପାରିସ କରିଛନ୍ତି। ଆଇନ୍‌ ମନ୍ତ୍ରଣାଳୟର ଅନୁମୋଦନ ପରେ ମୁରଲିଧର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିବେ। ସେ…

ଚାଷୀଙ୍କୁ ବୀମା ପ୍ରହାର

ବରଗଡ଼ ଅଫିସ୍‌,୧୬।୧୨: ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏଥିରେ ରବି ଫସଲ ପାଇଁ ଚାଷୀମାନେ ଡିସେମ୍ବର ୩୧ ତାରିଖ ସୁଦ୍ଧା ବୀମା ପ୍ରିମିୟମ ରାଶି…

ନଦୀ କଇଁଛଙ୍କ ସୁରକ୍ଷା ଚିନ୍ତା

ଢେଙ୍କାନାଳ ଅଫିସ, ୧୬।୧୨ – ଢେଙ୍କାନାଳ ଜିଲାର ବିସ୍ତୀର୍ଣ୍ଣ ନଦୀ ଅବବାହିକା ବିରଳ ପ୍ରଜାତିର କଇଁଛଙ୍କ ସୁରକ୍ଷିତ ଆଶ୍ରୟସ୍ଥଳ ପାଲଟିଛି। ଏମାନଙ୍କୁ ସୁରକ୍ଷା ଦେବାକୁ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଉଦ୍ୟମ ଜାରି ରହିଥିବାବେଳେ ବନ ବିଭାଗ ପକ୍ଷରୁ ଏକ ପ୍ରକଳ୍ପ କରାଯିବାକୁ…

କୋଳ ପାଉଛନ୍ତି କୋମଳମତି

ଢେଙ୍କାନାଳ ଅଫିସ, ୧୬।୧୨ – ଶୈଶବରେ ଯନ୍ତ୍ରଣା। କିଏ ହରାଇଛି ମା’ବାପାଙ୍କୁ ତ ପିତୃତ୍ୱ ପରିଚୟ ଭୟରେ ଆଉ କାହାକୁ ନାହି ନାଡ଼ କଟା ହେବା ଆଗରୁ ପର କରିଦେଇଛି ଜନ୍ମକଲା ମା’। ମରଣ ମୁହଁରୁ କିଏ ବଞ୍ଚତ୍ୟାଇଛି ତ ଆଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri