Home

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି । ଏହି ତାଲିକାରେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଓ ତାଙ୍କ ପତ୍ନୀ…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌ ସିରିଜ୍‌ ପାଇଁ ତାଙ୍କୁ ଏହି ଦାୟିତ୍ୱ ମିଳିଛି । ପୁଡୁଚେରୀରେ ଆସନ୍ତା ୨୨…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି । ଶନିବାର ଦିନ ଅଡବା ଅଞ୍ଚଳର ରାସପେଟ, ଗାଲିମେରା ଓ ଆଖପାଖ ଅଞ୍ଚଳରେ…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ ଏଠାରେ ପ୍ରତିପଦାଠାରୁ ଆରମ୍ଭକରି ଦଶହରା ଦଶମୀ ପର୍ଯ୍ୟନ୍ତ ଚାଲିଥାଏ । ରାତି ପାହିଲେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍ ମଧ୍ୟ ଆରମ୍ଭ ହେବାକୁ ଯାଉଛି । ତଥାପି, ଟିମ୍ ଇଣ୍ଡିଆର ପରବର୍ତ୍ତୀ ଗୁରୁତ୍ୱପୂର୍ଣ୍ଣ…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାଡ଼ଖଣ୍ଡର ଶତ୍ରୁଘ୍ନ କୁମାର ପାଣ୍ଡେ, ଛତିଶଗଡ଼ର ଧର୍ମଦାସ ମାଣିକପୁରୀ ଏବଂ ସ୍ଥାନୀୟ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ । ଏହାର ଏକ ଉଦାହରଣ ସାଜିଛନ୍ତି ହରିୟାଣାର ସିରସାର ବାସିନ୍ଦା ଲାଲ ଚନ୍ଦ ଗୋଦାରା।…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ ଦେବତା ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ପରେ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର ୮ ସନ୍ଧ୍ୟା ୭ଟା ୩ ମିନିଟ୍ ପର୍ଯ୍ୟନ୍ତ ଏହି ପଦରେ ରହିବେ। ବୃହସ୍ପତି…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌ ଓ ପାପାରାଜିଙ୍କ ପକ୍ଷରୁ ତାଙ୍କ ଲୁକ୍‌ ଓ ଓଜନକୁ ନେଇ ଟ୍ରୋଲିଂ ଆରମ୍ଭ…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ରବିବାର ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର ତାଙ୍କ ଲାହୋରସ୍ଥିତ ବାସଭବନରୁ ତାଙ୍କୁ ହେପାଜତକୁ ନିଆଯାଇଥିବା ଖବର ସାମ୍ନାକୁ ଆସିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?