ସାଧାରଣତନ୍ତ୍ର ଦିବସରେ ଏମିତି ଟୁଇଟ୍ କରି ହୃଦୟ ଜିତିଲେ ସେହ୍ବାଗ
ନୂଆଦିଲ୍ଲୀ,୨୬।୧: ସାରା ଦେଶରେ ଆଜି ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଛି। ଏହି ଅବସରରେ ଖେଳ, ବଲିଉଡ୍ ସେଲିବ୍ରିଟିମାନେ ଦେଶବାବସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି କ୍ରମରେ ସାମିଲ ହୋଇଛନ୍ତି ଭାରତୀୟ ଦଳର ପୂର୍ବତନ ବିସ୍ପୋରକ ବ୍ୟାଟ୍ସମ୍ୟାନ୍ ବୀରେନ୍ଦ୍ର ସେହ୍ବାଗ। ସେ ସାଧାରଣତନ୍ତର…
ଗଞ୍ଜାମ ବ୍ଲକରେ ଅଗ୍ନିକାଣ୍ଡ: ଜଳିଗଲା ୬ ବଖରା
ଗଞ୍ଜାମ, ୨୬।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ପୋଇରାଶି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬ଟି ବଖରା ସମ୍ପୂର୍ଣ ଜଳିଯାଇଛି l ଖବର ପାଇ ଦମକଳ ଗାଡି ଓ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ…
ପୂଜାରାଙ୍କୁ ଚ୍ୟାଲେଞ୍ଜ୍ ଦେଲେ ଅଶ୍ୱିନ୍: ଏମିତି କରିଦେଲେ ଫାଳେ ନିଶ କାଟିଦେବି
ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ସ୍ପିନର୍ ରବିଚନ୍ଦ୍ରନ ଅଶ୍ୱିନ୍ ନିଜ ସାଥୀ ଖେଳାଳି ଚେତେଶ୍ୱର ପୂଜାରାଙ୍କୁ ଏକ ଚ୍ୟାଲେଞ୍ଜ ଦେଇଛନ୍ତି। ଆଗାମୀ ଇଂଲଣ୍ଡ ବିପକ୍ଷ ସିରିଜ୍ରେ ଯଦି ପୂଜାରା ତାଙ୍କର ଚ୍ୟାଲେଞ୍ଜ ପୂରଣ କରିଦେଲେ ତେବେ ମୁଁ ଫାଳେ ନିଶ କାଟିଦେବି…
୪୦ କୋଟି ୟୁଜରଙ୍କ ଡାଟା ଚୋରି କରିଛି ଟେଲିଗ୍ରାମ୍ ଆପ୍
ନୂଆଦିଲ୍ଲୀ, ୨୬।୧: ଟେଲିଗ୍ରାମ୍ ଆପ୍ ଦ୍ୱାରା ଦେଶର ୪୦ କୋଟି ୟୁଜରଙ୍କ ଡାଟା ଚୋରି ହୋଇଛି। ଏହି ଆପ୍ ମାଧ୍ୟମରେ ଫେସ୍ବୁକ୍ ୟୁଜରଙ୍କ କଣ୍ଟେଟ୍ ସମ୍ପର୍କିତ ବିସ୍ତୃତ ତଥ୍ୟ ଚୋଲାଇ ନିଆଯାଇଛି। ହ୍ୟାକର ରିସର୍ଚ୍ଚ ସର୍ଚ୍ଚ ଟ୍ରିକ୍ ଦ୍ୱାରା ଫେସ୍ବୁକ୍ ଆଇଡି…
କେନ୍ଦୁଝରରେ ୭୨ତମ ଗଣତନ୍ତ୍ର ଦିବସ ପାଳିତ
କେନ୍ଦୁଝର, ୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଷ୍ଟାଡିୟମ୍ ଠାରେ ମଙ୍ଗଳବାର ୭୨ତମ ଗଣତନ୍ତ୍ର ଦିବସ କରୋନା କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିଳ୍ପ, ଶକ୍ତି, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ତଥା ଗୃହ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଯୋଗ…
ବ୍ୟାଣ୍ଡ୍-ବାଜା ସହ ପହଞ୍ଚିଲେ ବର, କନ୍ୟା ଘରେ ପଡିଥିଲା ତାଲା: ଆଉ ତା’ପରେ
ଚଣ୍ଡିଗଡ,୨୬।୧: ପଞ୍ଜାବର ମୋଗା ଜିଲାରେ ଏକ ରୋଚକ ଘଟଣା ଘଟିଛି। ବ୍ୟାଣ୍ଡବାଜା ସହ ବର କନ୍ୟା ଘରେ ପହଞ୍ଚିବା ପରେ ସେଠାରେ ଏକ ଅଜବ ପରିସ୍ଥିତି ସୃଷ୍ଟି ହୋଇଥିଲା। କନ୍ୟା ଘରେ ତାଲା ପଡିଥିବା ଦେଖି ବରଘର ପକ୍ଷ କୌଣସି ଉପାୟ…
ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ
ଶ୍ରୀନଗର, ୨୬।୧: ଗଣତନ୍ତ୍ର ଦିବସ ଅବସରରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରରେ ମୋବାଇଲ ଇଣ୍ଟରନେଟ୍ ସେବାକୁ ଅସ୍ଥାୟୀ ଭାବେ ବନ୍ଦ କରି ଦିଆଯାଇଛି। ମଙ୍ଗଳବାର ପରେ ଏହା ପୁଣି ସ୍ବାଭାବିକ ହେବ। ପୂର୍ବରୁ ଉଦାମପୁର ଏବଂ ଗାନ୍ଦେରଓ୍ବଲକୁ ଛାଡି ଅନ୍ୟ ଅଞ୍ଚଳରେ…
ଏହି ଅଭିନେତ୍ରୀଙ୍କ ପଛରେ ଲୁଚିଲେ ଶାହିଦ କପୁର
ବଲିଉଡ୍ ଅଭିନେତା ଶାହିଦ କପୁର ଏବେ ସ୍ତ୍ରୀ ମୀରା ରାଜପୁତଙ୍କ ସହ ଗୋଆରେ ଛୁଟି କାଟୁଛନ୍ତି। ଏହି ସମୟରେ ନିଜର ଏକ ସେଲ୍ଫି ପାଇଁ ଶାହିତ ଚର୍ଚ୍ଚାରେ ରହିଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଉକ୍ତ ସେଲ୍ଫି ଖୁବ୍ ଭାଇରାଲ ହେବାରେ ଲାଗିଛି।…
ଛାତିରେ ମା-ବାପାଙ୍କ ନାମ ଲେଖିଛନ୍ତି ଏହି ଭାରତୀୟ ଖେଳାଳି
ଭାରତ-ଅଷ୍ଟ୍ରେଲିଅାକୁ ହରାଇ ଐତିହାସକ ବିଜୟ ହାସଲ କରିଛି ଭାରତର ଏହି ବିଜୟ ସବୁଠାରୁ ସ୍ବତନ୍ତ୍ର, କାରଣ ଉକ୍ତ ସମୟରେ ଭାରତୀୟ ଦଳର ଜଣଙ୍କ ପରେ ଜଣେ ଖେଳାଳି ଅାହତ ହେଇଥିଲେ ଏହି ସମୟରେ ବିରାଟ କୋହଲି ମଧ୍ୟ ନ ଥିଲେ ତେଣୁ…
ଟିକ୍ଟକ୍ ସହିତ ୫୯ ଆପ୍ ଉପରେ ସ୍ଥାୟୀ ପ୍ରତିବନ୍ଧକ
ନୂଆଦିଲ୍ଲୀ, ୨୬।୧: ପୂର୍ବରୁ ଜୁନ୍ ୨୦୨୦ରେ ଭାରତରେ ଟିକ୍ଟକ୍, ଓ୍ବି ଚାଟ୍, ୟୁସି ବ୍ରାଉଜର ସମେତ ୫୯ ଆପ୍ ଉପରେ କଟକଣା ଜାରି କରାଯାଇଥିଲା। ତେବେ ଏବେ ଭାରତୀୟ ଇଲୋକ୍ଟ୍ରୋନିକ୍ସ୍ ଏବଂ ସୂଚନା ପ୍ରଯୁକ୍ତି ଜ୍ଞାନକୌଶଳ ମନ୍ତ୍ରଣାଳୟ ପକ୍ଷରୁ ଏସ ବୁ…
ଆରମ୍ଭ ହେଲା ଟ୍ରାକ୍ଟର ରାଲି: କୃଷକ ପୋଲିସ ମୁହାଁମୁହିଁ
ନୂଆଦିଲ୍ଲୀ,୨୬ ।୧: ଗୋଟିଏ ପଟେ ଦେଶ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ରାଜଧାନୀ ରାଜପଥରେ ସମାରୋହକୁ ଉପଭୋଗ କରୁଛନ୍ତି ଦେଶବାସୀ । ଅନ୍ୟପଟେ କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ବିଭିନ୍ନ ରାଜ୍ୟର କୃଷକ ଦିଲ୍ଲୀରେ…
ମାଇନସ୍ ୨୫ ଡିଗ୍ରୀ ତାପମାତ୍ରାରେ ଗଣତନ୍ତ୍ର ଦିବସ ପାଳିତ
ଲେହ,୨୬।୧: ଲଦାଖର ମାଇନସ୍ ୨୫ ଡିଗ୍ରୀ ସେଲସିୟସ୍ରେ ଭାରତ-ତିବ୍ବତ ସୀମା ପୋଲିସ ଯବାନମାନେ ୭୨ତମ ଗଣତନ୍ତ୍ର ଦିବସ ପାଳନ କରିଛନ୍ତି। ସମୁଦ୍ର ପତ୍ତନଠାରୁ ୧୭ ହଜାର ଫୁଟ ଉଚ୍ଚରେ ଯବାନମାନେ ଉତ୍ସାହର ସହିତ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହାର ୧୮…
Archives


