ଘର ଖୋଜୁଛନ୍ତି ଏହି ପ୍ରସିଦ୍ଧ ଅଭିନେତା
ଆଜିକାଲି ଅପକମିଂ ଫିଲ୍ମ ପ୍ରମୋଶନ ପାଇଁ ବଲିଉଡ୍ ଅଭିନେତା/ଅଭିନେତ୍ରୀମାନେ କୌଣସି ସୁଯୋଗ ହାତଛଡା କରୁନାହାନ୍ତି। ଦର୍ଶକଙ୍କ ପାଖରେ ପହଞ୍ଚିବା ପାଇଁ ଏବେ ନୂଆ ଅସ୍ତ୍ର ହେଉଛି ସୋସିଆଲ ମିଡିଆ। ତେଣୁ ସୋସିଆଲ ମିଡିଆ ମାଧ୍ୟମରେ ନିଜ ଅପକମିଂ ଫିଲ୍ମ ପ୍ରମୋଶନ ପାଇଁ…
୧୦୭ ବର୍ଷ ପରେ କ୍ରିକେଟରେ ଏମିତି କାରନାମା କଲା ଇଂଲଣ୍ଡ
କଲମ୍ବୋ,୨୬।୧: ଇଂଲଣ୍ଡ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ୨ଟି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ରେ କ୍ଲିନ୍ସୁଇପ୍ କରିଛି ଇଂଲଣ୍ଡ ଦଳ। ଦଳର ଏହି ବିଜୟ ପରେ ୧୦୭ ବର୍ଷର ଏକ ରେକର୍ଡ ଭାଙ୍ଗିଛି। ଶ୍ରୀଲଙ୍କାକୁ ନିଜ ମାଟିରେ ପରାସ୍ତ କରି ବିଦେଶରେ…
ଶକ୍ତି ପ୍ରଦର୍ଶନ କଲେ ତିନି ସେନା: ପରେଡରେ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର ସାମିଲ
ନୂଅ।ଦିଲ୍ଳୀ,୨୬୧: ମଙ୍ଗଳବାର ୭୨ ତମ ଗଣତନ୍ତ୍ର ଦିବସ ପାଳନ ଅବସରରେ ଦିଲ୍ଲୀର ରାଜପଥରେ ତିନି ସେନା ପରେଡ଼ କରିଛନ୍ତି। ଏହି ଅବସରରେ ବିଭିନ୍ନ ସାମରିକ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କରାଯାଇଛି । ପରେଡ଼ରେ ବ୍ରହ୍ମୋସ୍ ଏବଂ ତେଜସ୍ କ୍ଷେପଣାସ୍ତ୍ରକୁ ସାମିଲ କରାଯାଇଛି ।…
ଭାରତଠାରୁ ଆମେ ଖେଳିବା ଶିଖିଛୁ
ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଜାନୁୟାରୀ ୨୬ରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ପାକିସ୍ତାନର ପୂର୍ବତନ ଉଇକେଟ୍ କିପର୍ କମରାନ ଅକମଲ ଏକ ଖୁଲା କରିଛନ୍ତି। ଭାରତର ପୂର୍ବତନ ଓପନର୍୍ ଆକାଶ…
ଚଳିତ ବର୍ଷ ଗଣତନ୍ତ୍ର ଦିବସରେ ସାମିଲ ହେଲେ ନାହିଁ କେହି ବିଦେଶୀ ଅତିଥି
ନୂଆଦିଲ୍ଲୀ,୨୬ ।୧: ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସଠାରୁ ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ଭିନ୍ନ ହୋଇଛି । କାରଣ ଏବର୍ଷ କେହି ବିଦଶୀ ଅତିଥି ସାଧାରଣତନ୍ତ୍ର ଦିବସରେ ଯୋଗ ଦେଇ ନାହାନ୍ତି । ସାରା ବିଶ୍ୱରେ ବ୍ୟାପିଥିବା ମହାମାରୀ କାରଣରୁ ଏପରି ହୋଇଛି ।…
୬ ଓଡ଼ିଆଙ୍କୁ ପଦ୍ମ
ଭୁବନେଶ୍ୱର,୨୬।୧(ବ୍ୟୁରୋ): ୨୦୨୧ ବର୍ଷ ପାଇଁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ତାଲିକାରେ ଏଥର ୬ ଜଣ ଓଡ଼ିଆ ପଦ୍ମ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଚଳିତବର୍ଷ ପାଇଁ ଦେଶରେ ୭…
୭୨ତମ ସାଧାରଣତନ୍ତ୍ର ଦିବସ ପାଳନ: ରାଜ୍ୟପାଳ କଲେ ପତାକା ଉତ୍ତୋଳନ
ଭୁବନେଶ୍ୱର,୨୬।୧(ବ୍ୟୁରୋ): ସାରା ଦେଶ ଆଜି ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ଏହି ଅବସରରେ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସାଧାରଣ ଦିବସ ପାଳିତ ହୋଇଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ଏହାସହ…
ବଜେଟ ଦିନ ଚାଷୀଙ୍କ ସଂସଦ ଭବନ ପଦଯାତ୍ରା
ନୂଅ।ଦିଲ୍ଲୀ, ୨୬।୧ (ପି.ଟି.): ସାଧାରଣତନ୍ତ୍ର ଦିବସରେ ଅ।ନ୍ଦୋଳନରତ ହଜାର ହଜାର ଚାଷୀ ଦିଲ୍ଲୀରେ ଟ୍ରାର ରାଲି କରିବାକୁ ଯାଉଥତ୍ବାବେଳେ ଫେବୃୟାରୀ ୧ ବଜେଟ ଉପସ୍ଥାପନ ଦିନ ସେମାନେ ପାର୍ଲାମେଣ୍ଟ ଭବନ ଅଭିମୁଖେ ପଦଯାତ୍ରାରେ ବାହାରିବେ ବୋଲି ସୋମବାର ଘୋଷଣା କରିଛନ୍ତି। ୩…
ଇ-ଭୋଟର ପରିଚୟପତ୍ର ଜାରି
ନୂଅ।ଦିଲ୍ଲୀ, ୨୬ା୧ (ପି.ଟି.): ଭାରତର ନିର୍ବାଚନ କମିଶନ ସୋମବାର ଭୋଟର ଫଟୋ ପରିଚୟପତ୍ରର ଇଲେ୍ରୋନିକ୍ ଭର୍ସନ (ଇ-ଭୋଟର କାର୍ଡ) ଜାରି କରିଛନ୍ତି। ଏହି ଡିଜିଟାଲ ପରିଚୟପତ୍ରକୁ ଭୋଟର ନିଜ ମୋବାଇଲ ଫୋନ୍ରେ ଷ୍ଟୋର କରିବା ସହ ବ୍ୟକ୍ତିଗତ କମ୍ପୁ୍ୟଟରରେ ଡାଉନ୍ଲେଡ୍ କରିହେବ।…
ସୈନ୍ୟ ପ୍ରତ୍ୟାହାର ଲାଗି ସହମତି
ନୂଆଦିଲ୍ଲୀ, ୨୬ା୧ (ପି.ଟି.): ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି) ଅନ୍ତର୍ଗତ ଅଞ୍ଚଳରେ ଦୀର୍ଘ ୯ ମାସ ହେଲା ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଲାଗି ରହିଥତ୍ବାବେଳେ ଅଚଳାବସ୍ଥା ଦୂର ପାଇଁ ଉଭୟ ପକ୍ଷର ସେନା…
ହିନ୍ଦୁ ଦେବତାଙ୍କୁ ଥଟ୍ଟା ଅଭିଯୋଗ: ଅଭିନେତା ଗିରଫ
ମୁମ୍ବାଇ, ୨୬ା୧: ହିନ୍ଦୁ ଦେବଦେବୀଙ୍କୁ ଥଟ୍ଟା କରିବା ଅଭିଯୋଗରେ ଭାରତୀୟ ହାସ୍ୟ ଅଭିନେତା ମୁନାଓ୍ବର ଫାରୁକିଙ୍କୁ ଗିରଫ କରାଯାଇଛି। ତେବେ ଯେଉଁ ଶୋରେ ସେ ଏପରି କରିଥତ୍ବା ଅଭିଯୋଗ ହୋଇଛି । ସେଠାରେ ସେ ଅ।ଦୌ ଯୋଗ ଦେଇ ନ ଥତ୍ଲେ।…
ଦୁର୍ଘଟଣାର ଦ୍ରୁତଗତି
ଅମିତ କୁମାର ସାମଲ ଅନୁଗୋଳ ଅଫିସ,୨୬ା୧- କରୋନା ସଂକ୍ରମଣ ରୋକିବାକୁ ଗତବର୍ଷ ଲକ୍ଡାଉନ୍, ଶଟ୍ଡାଉନ୍କୁ କଡ଼ାକଡ଼ି କରାଯାଇଥିଲା। ଫଳରେ ୨୦୨୦ରେ ରାଜ୍ୟର ଅନେକ ଜିଲାରେ ସଡ଼କ ଦୁର୍ଘଟଣା ପୂର୍ବାପେକ୍ଷା ହ୍ରାସ ପାଇଛି। କିନ୍ତୁ ଅନୁଗୋଳ ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…
Archives


