Home

ପରେଡ୍‌ରେ ସାମିଲ ହେବେ ବାଂଲାଦେଶ ସୈନ୍ୟ

ନୂଆଦିଲ୍ଲୀ, ୨୫।୧ : ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ ରାଜପଥରେ ହେବାକୁ ଥିବା ପରେଡ୍‌ରେ ଭାରତୀୟ ଯବାନଙ୍କ ସହ ପ୍ରଥମ ଥର ପାଇଁ ୧୨୨ ବାଂଲାଦେଶୀ ସୈନ୍ୟ ସାମିଲ ହେବେ। ସେମାନଙ୍କ ଦେଶକୁ ସ୍ବାଧୀନ କରାଇବାରେ ଭାରତୀୟ ସେନା ଯବାନମାନଙ୍କ ବଳିଦାନ…

ଶାସକ ଦଳରୁ ଓଲି ବିଦା

କାଠମାଣ୍ଡୁ, ୨୫ା୧: ନେପାଳ ରାଜନୀତି ସଙ୍କଟ ଦେଇ ଗତି କରୁଥିବାବେଳେ ଏବେ ପୁଣି ସୃଷ୍ଟି ହୋଇଛି ହଇଚଇ। କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ କେ ପି ଶର୍ମା ଓଲିଙ୍କୁ ବାହାର ରାସ୍ତା ଦେଖାଇଛି ତାଙ୍କ ଦଳ ନେପାଳ କମ୍ୟୁନିଷ୍ଟ ପାର୍ଟି (ଏନ୍‌ସିପି)। ପାର୍ଟିରୁ ତାଙ୍କୁ…

ଟ୍ରାକ୍ଟର ରାଲିକୁ ପୋଲିସ ଅନୁମତି

ନୂଆଦିଲ୍ଲୀ, ୨୫।୧(ପି.ଟି.): ସାଧାରଣତନ୍ତ୍ର ଦିବସରେ ଆନ୍ଦୋଳନରତ ଚାଷୀମାନଙ୍କ ପ୍ରସ୍ତାବିତ ଟ୍ରାକ୍ଟର ରାଲିକୁ ଦିଲ୍ଲୀ ପୋଲିସ ଅନୁମତି ପ୍ରଦାନ କରିଛି। ରବିବାର ଏ ସମ୍ପର୍କରେ ପୋଲିସ ଏକ ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟ କରିଛି। ଜାନୁୟାରୀ ୨୬ରେ ଶାନ୍ତିପୂର୍ଣ୍ଣ ଭାବେ ରାଲି ବାହାର କରିବା…

ଦିନକ ପାଇଁ ମୁଖ୍ୟମନ୍ତ୍ରୀ

ଡେରାଡୁନ୍‌, ୨୫ା୧: ଦିନକ ପାଇଁ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପଦରେ ବସି ଚର୍ଚ୍ଚାକୁ ଆସିଛନ୍ତି ସୃଷ୍ଟି ଗୋସ୍ବାମୀ। ରବିବାର ଜାତୀୟ କନ୍ୟା ଦିବସ ଅବସରରେ ହରିଦ୍ୱାର ଜିଲା ଦୌଲତପୁର ଗ୍ରାମର ସୃଷ୍ଟି ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ତାଙ୍କୁ ମନ୍ତ୍ରିମଣ୍ଡଳ ପକ୍ଷରୁ ସ୍ବାଗତ…

ବୋହୂଙ୍କ ଫେସ୍‌ବୁକ ପୋଷ୍ଟରେ ଶାଶୁ ଦେଲେ ଏମିତି କମେଣ୍ଟ, ଭାଙ୍ଗିଗଲା ସମ୍ପର୍କ

ଜଣେ ମହିଳା ସୋସିଆଲ ମିଡିଆ ଜରିଆରେ ତାଙ୍କ ଶାଶୁ-ଶ୍ୱଶୁରଙ୍କ ଉପରେ ରାଗିଥିବା ଜଣାଇଛନ୍ତି। ସେ ଲେଖିଛନ୍ତି, ମୋ ଶାଶୁ-ଶ୍ୱଶରୁର ଏମିତିରେ ବହୁତ ଭଲ। ମାତ୍ର ସୋସିଆଲ ମିଡିଆରେ ସେମାନଙ୍କ ବ୍ୟବହାର ବହୁତ ଅଜବ। ଯାହା ତାଙ୍କୁ ଖରାପ ଲାଗିଛି। ମହିଳା ଜଣକ…

ମହାକାଶରୁ ପୃଥିବୀର ଫଟୋ

ନୂଆଦିଲ୍ଲୀ, ୨୫ା୧: ଇଣ୍ଟରନ୍ୟାଶନାଲ ସ୍ପେଶ ଷ୍ଟେଶନ(ଆଇଏସ୍‌ଏସ୍‌) ମହାକାଶରୁ ପୃଥିବୀର ବିରଳ ଫଟୋ ଜାରି କରିଛି। ସହରର ଆଲୋକ ଓ ଚମକୁଥିବା ତାରାଗୁଡ଼ିକ ମଧ୍ୟରେ ପୃଥିବୀର ଦୃଶ୍ୟ କେତେ ମନୋରମ ରହିଛି ତାହା ଏହି ଫଟୋରେ ଦେଖିବାକୁ ମିଳିଛି। ଷ୍ଟେଶନର କକ୍ଷପଥରେ ଇକ୍ୟୁଟେରର…

ଟିକସ ବଢ଼ାଇ ୨୦ ଲକ୍ଷ କୋଟି ଆୟ

ନୂଆଦିଲ୍ଲୀ, ୨୫।୧: ପେଟ୍ରୋଲ, ଡିଜେଲର କ୍ରମାଗତ ଦରବୃଦ୍ଧିକୁ ନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସରକାର ଟିକସ ସଂଗ୍ରହରେ ବ୍ୟସ୍ତ ଥିବାବେଳେ ଦେଶରେ ହୁ ହୁ ହୋଇ ଦରଦାମ୍‌ ବଢ଼ି ଚାଲିଥିବାରୁ ସେ…

ମନ ଅସ୍ଥିିର ହେଲେ କରନ୍ତୁ ଏପରି…

ଅଗରବତୀ ଜାଳିବା ପଛରେ ଆଧ୍ୟାତ୍ମିକ କାରଣ ରହିଛି । ଅଗରବତୀ ଜଳାଇବା ଦ୍ୱାରା ସେଥିରୁ ବାହାରୁଥିବା ଧୂଆଁ ମନରେ ଶାନ୍ତି ଆଣିଥାଏ ଆଉ ଏଥିଯୋଗୁ ପରିବେଶରେ ଶୁଦ୍ଧ ବାତାବରଣ ସୃଷ୍ଟି ହୁଏ । ତେବେ ମନୋବୈଜ୍ଞାନିକ ଦୃଷ୍ଟିରୁ ବିଭିନ୍ନ ରୋଗର ଚିକିତ୍ସା…

ପ୍ରେମରେ ଉବୁଟୁବୁ ଏହି କ୍ରିକେଟର୍‌: ଗର୍ଲଫ୍ରେଣ୍ଡଙ୍କ ସହ କଲେ ପାର୍ଟି

ଭାରତୀୟ କ୍ରିକେଟରମାନେ ବଲିଉଡ ସୁନ୍ଦରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ଭଲ ପାଇ ବିବାହ କରିଛନ୍ତି। ଏବେ ସେହି ସୂଚୀରେ ଏକ ନୂଆ ନାଁ ସାମିଲ ହୋଇଥିବା ନେଇ ଚର୍ଚ୍ଚା ଆରମ୍ଭ…

ଭାଜପା ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ: କହିଲେ, ମମତା ବାନାର୍ଜୀଙ୍କ ଡିଏନ୍‌ଏରେ ଦୋଷ ଅଛି

ଲକ୍ଷ୍ନୌ,୨୪।୧: ଉତ୍ତର ପ୍ରଦେଶର ବାଲିଆ ଜିଲାର ଭାଜପା ବିଧାୟକ ସୁରେନ୍ଦ୍ର ସିଂ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଷୟରେ ବିବାଦୀୟ ବିବୃତ୍ତି ଦେଇ ତାଙ୍କୁ ଇସଲାମ ଧର୍ମର ପୋଷକ ବୋଲି ବର୍ଣ୍ଣନା କରିଛନ୍ତି।…

ଫେସ୍‌ବୁକ୍‌, ହ୍ବାଟ୍‌ସଆପ୍‌ ଛାଡି ନୂଆ ଆପ୍‌ ବ୍ୟବହାର କରୁଛନ୍ତି ଆତଙ୍କବାଦୀ

ଶ୍ରୀନଗର,୨୪।୧: ହ୍ବାଟସଆପ୍‌ ଏବଂ ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ଆପ୍‌ ଦ୍ୱାରା ଗୋପନୀୟ ତଥ୍ୟ ଲିକ୍‌ ହେଉଥିବା ଜଣାପଡିବା ପରେ ଏବେ ବିଭିନ୍ନ ଆତଙ୍କବାଦୀ ସଂଗଠନ ସତର୍କ ହୋଇ ପଡିଛନ୍ତି। ବିଭିନ୍ନ ପାକିସ୍ତାନ ଆତଙ୍କବାଦୀ ସଂଗଠନ ଏବେ ନୂତନ ଆପ ଆଡକୁ…

କରୋନା ଟିକା ନେଇ ଆଶାକର୍ମୀଙ୍କ ମୃତ୍ୟୁ ଅଭିଯୋଗ

ହାଇଦ୍ରାବାଦ,୨୪।୧: ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଜିଲାର ଏକ ସରକାରୀ ଡାକ୍ତରଖାନାରେ ରବିାର ଜଣେ ଆଶା କର୍ମୀଙ୍କ ମୃତ୍ୟୁ ଘଟିଛି। କୋଭିଡ-୧୯ ଟୀକାକରଣ ପରେ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ସହକର୍ମୀମାନେ ଅଭିଯୋଗ କରିଛନ୍ତି। ଗୁଣ୍ଟୁର ଜିଲାପାଳ ସାମୁଏଲ ଆନନ୍ଦ କହିଛନ୍ତି ଯେ ଆଶା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri