ମାଗଣାରେ ମିଳିବ କରୋନା ଟିକା: ୫ ରାଜ୍ୟ ସରକାର କରି ସାରିଲେଣି ଘୋଷଣା
ନୂଆଦିଲ୍ଲୀ,୧୩।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଆସନ୍ତା କିଛି ସପ୍ତାହ ମଧ୍ୟରେ ଦେଶରେ କରୋନା ଟିକା ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା ମଧ୍ୟ କରି ସାରିଛନ୍ତି। ଇତିମଧ୍ୟରେ ୫ ରାଜ୍ୟ ସରକାର ଲୋକଙ୍କୁ ମାଗଣାରେ କରୋନା…
ଭାରତରେ ମହିଳା ଆତ୍ମଘାତୀ ଆକ୍ରମଣ ପାଇଁ ରୋହିଙ୍ଗ୍ୟା ଜେହାଦୀ ସଂଗଠନର ଷଡ଼ଯନ୍ତ୍ର: ୨ ଲକ୍ଷ ଡଲାର ପାଣ୍ଠି ଯୋଗାଣ
ନୂଆଦିଲ୍ଲୀ,୧୩।୧୨: ଭାରତରେ ମହିଳା ଆତ୍ମଘାତୀ ଆକ୍ରମଣ ପାଇଁ ରୋହିଙ୍ଗ୍ୟା ଜେହାଦୀ ସଂଗଠନ ପକ୍ଷରୁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ଏକ ସତର୍କତା ମୂଳକ ରିପୋର୍ଟ ଜାରି କରାଯାଇଛି। ରୋହିଙ୍ଗ୍ୟା ଜେହାଦୀ ସଂଗଠନକୁ ମାଲେସିଆରେ ବାସ କରୁଥିବା ଇସଲାମିକ୍…
ଉଜୁଡ଼ିବ ହାତୀ କରିଡର ବେଲଡୁଙ୍ଗୁରି
ସମ୍ବଲପୁର,୧୩ା୧୨(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅଞ୍ଚଳରେ ଇଡ୍କୋ ପକ୍ଷରୁ ୫୦୦ ଏକର ଜମି ଅଧିଗ୍ରହଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଜମିରେ ଏକ କମ୍ପାନୀ ସୋଲାର ପ୍ରକଳ୍ପ କରିବାକୁ ଯୋଜନା କରିଥିବା ଜଣାପଡିଛି। ଏହା ଦ୍ୱାରା ହାତୀ କରିଡର୍…
ବିଜେଡି କେବଳ ମିଥ୍ୟା ପ୍ରତିଶ୍ରୁତି ଦିଏ
ଭୁବନେଶ୍ୱର,୧୩ା୧୨(ବ୍ୟୁରୋ): ରାଜ୍ୟରେ ଶାସନ କରିବା ପାଇଁ ଓଡ଼ିଶାର ଜନତା ନବୀନବାବୁଙ୍କୁ ଭୋଟ ଦେଇଛନ୍ତି। କିନ୍ତୁ ଏଠି ସରକାରୀ ବାବୁମାନେ ଶାସନ କରୁଛନ୍ତି। କୋଇଲା, ଜଙ୍ଗଲ, ଚିଟ୍ଫଣ୍ଡ, ଜମି ଭଳି ଅନେକ ଦୁର୍ନୀତିରେ ବିଜେଡି ନେତାମାନଙ୍କର ସମ୍ପୃକ୍ତି ରହିଛି। ସେହିପରି ପରୀ ହତ୍ୟାକାଣ୍ଡରେ…
‘ମିଛ କହୁଛନ୍ତି ଭାଜପା ନେତ୍ରୀ’
ଭୁବନେଶ୍ୱର,୧୩ା୧୨(ବ୍ୟୁରୋ): ଦୁଇ ଦୁଇଟି ଉପନିର୍ବାଚନରେ ହାରିଥିବା ଭାଜପା କର୍ମକର୍ତ୍ତାଙ୍କ ମନୋବଳ ବଢ଼ାଇବାକୁ ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟ ଭାଜପା ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଲୋକଙ୍କୁ ମିଛ କହୁଛନ୍ତି। ଏଭଳି ପ୍ରବଞ୍ଚନା ଓଡ଼ିଶାବାସୀଙ୍କ ନିକଟରେ କାମ ଦେବ ନାହିଁ ବୋଲି ବିଜେଡି ରାଷ୍ଟ୍ରୀୟ…
ଆମେରିକାରେ ମହାତ୍ମାଙ୍କ ପ୍ରତିମା ପ୍ରତି ଅସମ୍ମାନ ପ୍ରଦର୍ଶନ
ଓ୍ବାଶିଂଟନ,୧୩।୧୨: କୃଷି ଆଇନକୁ ନେଇ ଭାରତରେ ଜାରି ରହିଥିବା ଅନ୍ନଦାତାଙ୍କ ଆନ୍ଦୋଳନକୁ ସମର୍ଥନ କରି ଆମେରିକାରେ ଖଲିସ୍ତାନୀ ସଂଗଠନଗୁଡ଼ିକ ପକ୍ଷରୁ ପ୍ରଦର୍ଶନ କରାଯାଇଛି। ପ୍ରଦର୍ଶନ ସମୟରେ ସଂଗଠନର ସଦସ୍ୟ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମା ପ୍ରତି ଅସମ୍ମାନ ପ୍ରଦର୍ଶନ କରିଛନ୍ତି।…
ମାଫିଆଙ୍କ କବ୍ଜାରେ ରତ୍ନପଥର ଖଣି
ବିଷମକଟକ/କୋରାପୁଟ,୧୩ା୧୨(ସ୍ବ.ପ୍ର.): ରାୟଗଡ଼ା ଜିଲାରୁ ଅବାଧରେ ବାହାର ରାଜ୍ୟକୁ ରତ୍ନପଥର ଚାଲାଣ କରାଯାଉଛି। ଦୀର୍ଘ ବର୍ଷ ଧରି ମାଫିଆମାନେ ଏହି କାରବାର ଚଳାଇଥିଲେ ମଧ୍ୟ ଏଥିରେ ଲଗାମ ଲାଗିପାରୁନାହିଁ। ସୋମବାର କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ରାୟଗଡ଼ା ସହରରୁ ଅମ୍ବାଦଳା ଥାନା ଅଧୀନ ବିଜାବନ୍ଦାଳି ଗ୍ରାମର…
ଅନ୍ନଦାତାଙ୍କ ଆନ୍ଦୋଳନରେ ଖଲିସ୍ତାନୀ ପତାକା ପ୍ରଦର୍ଶନ ପାଇଁ ଷଡ଼ଯନ୍ତ୍ର: ଗୋଇନ୍ଦା ରିପୋର୍ଟ
ନୂଆଦିଲ୍ଲୀ,୧୩।୧୨: କୃଷି ଆଇନକୁ ନେଇ ଦେଶରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଇତିମଧ୍ୟରେ ଆନ୍ଦୋଳନ ୧୮ ଦିନରେ ପହଞ୍ଚିଛି। ଉଗ୍ରବାଦୀ ସଂଗଠନ ଶିଖ୍ ଫର୍ ଜଷ୍ଟିସ୍ ପକ୍ଷରୁ ଆନ୍ଦୋଳନ ସମୟରେ ଖଲିସ୍ତାନୀ ପତାକା ପ୍ରଦର୍ଶନ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଗୋଇନ୍ଦା…
ସୁପ୍ରିମକୋର୍ଟରେ ଟ୍ରମ୍ପ୍ ନିରାଶ
ଓ୍ବାଶିଂଟନ, ୧୩।୧୨(ପି.ଟି.): ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ଚ୍ୟାଲେଞ୍ଜ କରି ରିପବ୍ଲିକାନ୍ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍ ଦାଏର କରିଥିବା ପିଟିଶନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଫଳାଫଳକୁ ନେଇ ରାଷ୍ଟ୍ରପତି ଟ୍ରମ୍ପ୍ଙ୍କ ଆଇନଗତ ଲଢ଼େଇ ଶେଷ ହୋଇଛି। ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ…
‘ ପିଲା ଜନ୍ମ ନିଷ୍ପତ୍ତି ଦମ୍ପତି ନିଅନ୍ତୁ ’
ନୂଆଦିଲ୍ଲୀ, ୧୩ା୧୨: ଦେଶବାସୀଙ୍କ ଉପରେ ପରିବାର ନିୟନ୍ତ୍ରଣ ନିଷ୍ପତ୍ତି ଛଡାଯିବାକୁ କେନ୍ଦ୍ର ସରକାର ସୁପ୍ରିମକୋର୍ଟକୁ କହିଛନ୍ତି। ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ଭାଜପା ନେତା ତଥା ଆଇନଜୀବୀ ଅଶ୍ୱିନୀ କୁମାର ଉପାଧ୍ୟାୟଙ୍କ ଦ୍ୱାରା ଦାଖଲ ପିଆଇଏଲ୍ର ପ୍ରତିକ୍ରିୟାରେ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଫାମିଲି…
ଇରାନରେ ଖବରଦାତାଙ୍କୁ ଫାଶୀ
ତେହେରାନ, ୧୩।୧୨: ଇରାନରେ ଜଣେ ଖବରଦାତାଙ୍କୁ ଶନିବାର ଫାଶୀ ଦିଆଯାଇଛି। ୨୦୧୭ରେ ରୁହୋଲା ଜାମ୍ ନାମକ ଏହି ସାମ୍ବାଦିକଙ୍କ ଓ୍ବେବ୍ସାଇଟ୍ ଓ ଚ୍ୟାନେଲରେ ପ୍ରକାଶିତ ଖବରକୁ ନେଇ ଦେଶବ୍ୟାପୀ ଅର୍ଥନୈତିକ ବିକ୍ଷୋଭ ହୋଇଥିଲା। ଗତ ଜୁନ୍ରେ ଅଦାଲତ ତାଙ୍କୁ ମୃତ୍ୟୁଦଣ୍ଡାଦେଶ ଦେଇଥିଲେ।…
୩ ଆଇପିଏସ୍ ଅଫିସରଙ୍କୁ ଡେପୁଟେଶନ ନିର୍ଦ୍ଦେଶ
ନୂଆଦିଲ୍ଲୀ, ୧୩।୧୨(ପି.ଟି.): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ କାର୍ ଉପରେ ଆକ୍ରମଣ ବେଳେ ସୁରକ୍ଷାରେ ତ୍ରୁଟି ପାଇଁ ଦାୟୀ ପଶ୍ଚିମବଙ୍ଗର ୩ ଜଣ ଆଇପିଏସ୍ ଅଫିସରଙ୍କୁ କେନ୍ଦ୍ରୀୟ ଡେପୁଟେଶନରେ ନେବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଶନିବାର ଏକତରଫା ଭାବେ ସମନ…
Archives


