ରାସ୍ତାରେ ଦନ୍ତା, ଗାଡ଼ି ଛାଡ଼ି ଦୌଡ଼ିଲେ ଲୋକେ
ଖୋର୍ଦ୍ଧା ଅଫିସ,୨୪।୧: ହାତୀ ପୁଣି ସହରମୁହାଁ ହୋଇଛନ୍ତି। ଶନିବାର ଭୋର ୬ଟାରେ ଭୁବନେଶ୍ୱର-ଚେନ୍ନାଇ ୧୬ନଂ. ଜାତୀୟ ରାଜପଥ ଦଳେଇପୁଟ ଛକରେ ୨ ଦନ୍ତାହାତୀଙ୍କୁ ଦେଖିବାକୁ ମିଳିଥିଲା। ଘନକୁହୁଡ଼ି ଯୋଗୁ ଲୋକେ ହଠାତ୍ ହାତୀକୁ ଦେଖି ପାରି ନ ଥିଲେ। ରାଜପଥରେ ହାତୀଙ୍କୁ…
ସଚିବାଳୟରେ ସୁରକ୍ଷା ନେଇ ପ୍ରଶ୍ନ: ଉଦ୍ଧବଙ୍କ ଫାଇଲରେ ଅଦଳ ବଦଳ
ମୁମ୍ବାଇ, ୨୪।୧: ମହାରାଷ୍ଟ୍ର ସଚିବାଳୟର ସୁରକ୍ଷା ନେଇ ଏବେ ପ୍ରଶ୍ନ ଉଠିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ଦ୍ୱାରା ଦସ୍ତଖତ ହୋଇଥିବା କେତେକ ଫାଇଲ୍ରେ ନିଷ୍ପତ୍ତି ଅଦଳ ବଦଳ କରାଯାଇଥିବା ଅଭିଯୋଗ ହୋଇଛି। ଏସମ୍ପର୍କରେ ମରିନ୍ ଡ୍ରାଇଭ୍ ଥାନାରେ ଏକ ମାମଲା…
ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ
ରାଜନଗର,୨୪।୧(ଡି.ଏନ୍.ଏ.) : କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖରୁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଥିଲା। ତେବେ ଏହା ଆଜି ସକାଳେ ଖୋଲିଛି। ପ୍ରଥମେ ଭିତରକନିକାକୁ ପ୍ରବେଶ କରିଛନ୍ତି କେନ୍ଦ୍ର ମନ୍ତ୍ରୀ। ଉଦ୍ୟାନ ଖୋଲିଥିଲେ ମଧ୍ୟ ପ୍ରବେଶ ସମୟରେ କୋଭିଡ୍…
ପାର୍ଟଟାଇମ ଚାକିରି ନାଁରେ ଆସୁଛି ଏସ୍ଏମ୍ଏସ୍: ଜାଲରେ ଫସୁଛନ୍ତି ଶିକ୍ଷିତ ବେକାରି
ଭୁବନେଶ୍ୱର,୨୪।୧(ବ୍ୟୁରୋ): ସାରା ଦେଶରେ ଅନଲାଇନ ଠକେଇ ମୁଣ୍ଡ ବ୍ୟଥା ପାଲଟିଛି। ସାଇବର ଠକ ଘରେ ବସି ନୂଆ ନୂଆ ତରିକାରେ ଲୋକଙ୍କୁ ଠକୁଛନ୍ତି। ମୋବାଇଲ୍ ଓ ଇଣ୍ଟରନେଟ୍ ସହ ଜଡିତ ଥିବା ଲୋକେ ସଚେତନତା ଅଭାବରୁ ଖୁବ ସହଜରେ ଏମିତିକା ଠକଙ୍କ…
ଖାନ୍ ମାର୍କେଟରେ ପାକିସ୍ତାନ ଜିନ୍ଦାବାଦ୍ ସ୍ଲୋଗାନ୍
ନୂଆଦିଲ୍ଲୀ, ୨୪।୧: ଜାନୁୟାରୀ ୨୬ ପୂର୍ବରୁ ରାଜଧାନୀ ଦିଲ୍ଲୀର ଖାନ୍ ମାର୍କେଟ ଅଞ୍ଚଳରେ ପାକିସ୍ତାନ ଜିନ୍ଦାବାଦ୍ ସ୍ଲୋଗାନ୍ ଦିଆଯାଉଥିବା ଘଟଣା ନେଇ ପୋଲିସ ଆକ୍ସନ୍ ମୋଡରେ ରହିଛି। ଶନିବାର-ରବିବାର ରାତ୍ର ୧ଟାରେ ତୋଗଲକ ରୋଡ୍ଠାରେ ଥିବା ପିିସିଆର୍ ଭ୍ୟାନ୍କୁ ଖବର ମିଳିଥିଲା…
ସାକ୍ଷୀ ମହାରାଜଙ୍କ ବିବାଦୀୟ ମନ୍ତବ୍ୟ: ନେତାଜୀଙ୍କ ହତ୍ୟା ପଛରେ କଂଗ୍ରେସ ହାତ
ଉନ୍ନାଓ, ୨୪।୧: ସବୁବେଳେ ନିଜ ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ରହୁଥିବା ଭାଜପା ଏମ୍ପି ସାକ୍ଷୀ ମହାରାଜଙ୍କୁ ନେଇ ଏବେ ଦେଶର ରାଜନୈତିକ ମହଲରେ ଉଷ୍ଣତା ବଢ଼ିବାରେ ଲାଗିଛି। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ହତ୍ୟା ପଛରେ କଂଗ୍ରେସର ହାତ ଥିବା ସେ…
ଆଜି ରାଜ୍ୟରୁ ୧୫୦ ପଜିଟିଭ୍ ଚିହ୍ନଟ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୪।୧(ବ୍ୟୁରୋ): ରବିବାର ରାଜ୍ୟରେ ୧୫୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୩୦୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮୯ ଜଣ ଚିହ୍ନଟ…
ଜୁଲାଇ ୧୭ ପର୍ଯ୍ୟନ୍ତ ବଢ଼ିଲା ଲକ୍ଡାଉନ୍
ଲଣ୍ଡନ, ୨୪।୧: ବ୍ରିଟେନ୍ରେ କରୋନା ମହାମାରୀ ସଂକ୍ରମଣର ନୂଆ ଷ୍ଟ୍ରେନ୍ ନେଇ ଆତଙ୍କ ସୃଷ୍ଟି ହୋଇଛି। ସରକାରୀ ପ୍ରତିବନ୍ଧକ ସତ୍ତ୍ୱେ କରୋନା ସଂକ୍ରମଣକୁ ରୋକିବା ସମ୍ଭବ ହୋଇ ପାରୁ ନାହିଁ। ଦେଶରେ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ୍ ଜାରି…
ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଦିଲ୍ଲୀରେ କଡ଼ା ସୁରକ୍ଷା
ନୂଆଦିଲ୍ଲୀ, ୨୪।୧: ଜାନୁୟାରୀ ୨୬ରେ ଦିଲ୍ଲୀ, ଅଯୋଧ୍ୟା ଏବଂ ବୋଧଗୟାରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ସୂଚନା ଆଧାରରେ ଦିଲ୍ଲୀକୁ ହାଇ ଆଲର୍ଟରେ ରଖାଯାଇଛି। ସୁରକ୍ଷା…
କିଏ ଏହି ମଡେଲ, ଯାହାଙ୍କୁ ଟ୍ରମ୍ପ୍ କରିଥିଲେ ବ୍ଲକ; ବାଇଡେନ କରୁଛନ୍ତି ଫଲୋ
ଓ୍ବାଶିଂଟନ,୨୪।୧ : ଆମେରିକାର ନବନିଯୁକ୍ତ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଅଫିସିଆଲ ଟୁଇଟର ଆକାଉଣ୍ଟ ମିଳିଛି। ଏହି ଆକାଉଣ୍ଟରେ ସେ ୧୩ ଜଣ ଲୋକଙ୍କୁ ଫଲୋ କରୁଛନ୍ତି। ଏହି ୧୩ ଜଣଙ୍କ ମଧ୍ୟରେ ବାଇଡେନଙ୍କ ସ୍ତ୍ରୀ ଜିଲ୍ ବାଇଡେନ, କମଳା ହାରିସଙ୍କ ସମେତ…
ମହିଳାଙ୍କ ଅଜାଣତରେ ଫଟୋ ଉଠାଇ ଛେଚା ଖାଇଲେ ଯୁବକ
ଉଦଳା,୨୪।୧(ଡି.ଏନ.ଏ.): ଜନୈକା ମହିଳାଙ୍କ ଅଜାଣତରେ ତାଙ୍କ ଫଟୋ ଉଠାଇବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଧରାପଡ଼ିବା ପରେ ଯିଏ ଯେମିତି ପାରିଲା ବାଡ଼େଇ ଚାଲିଲା। ନିସ୍ତୁକ ମାଡ଼ ମାରିସାରିବା ପରେ ଲୋକେ ତାଙ୍କୁ ପୋଲିସ ଜିମା ଦେଇଥିଲେ। ପରେ ଆପୋଷ…
ମାଡ଼ି ଆସୁଛି ବିପଦ: ପୁରୁଣା ନଦୀବନ୍ଧ ଯୋଜନା ସୃଷ୍ଟି କରିବ ଆତଙ୍କ
ଜେନେଭା, ୨୪।୧: ପୃଥିବୀ ଉପରେ ବଡ଼ ଧରଣର ବିପଦ ମାଡ଼ି ଆସୁଛି। ଦିନେ ଲୋକଙ୍କ ସୁରକ୍ଷା ପାଇଁ ନିର୍ମାଣ କରାଯାଇଥିବା ନଦୀ ବନ୍ଧ ଯୋଜନା ଯୋଗୁ ଆଗାମୀ ଦିନରେ ସଙ୍କଟ ସୃଷ୍ଟି ହେବ। ଏନେଇ ଜାତିସଂଘର ଏଜିଂ ଓ୍ବାଟର ଇନଫ୍ରାଷ୍ଟ୍ରକଚର ରିପୋର୍ଟରେ…
Archives


