୩୦ ବର୍ଷରୁ ଅଧିକ ହୋଇଥିଲେ ଏହିସବୁ ଖାଦ୍ୟଠାରୁ ଦୂରେଇ ରୁହନ୍ତୁ, ନଚେତ୍…
ମହିଳା କିମ୍ବା ପୁରୁଷ, ବୟସ ବଢିବା ସାଙ୍ଗକୁ ଶରୀରରେ ଅନେକ ପରିବର୍ତ୍ତନ ଆସିଥାଏ। ପ୍ରାୟତଃ ଦେଖାଯାଉଛି କି ୨୦-୨୫ ବର୍ଷ ବୟସର ଯୁବତୀଯୁବକମାନେ କୌଣସି କାମ କରିବାରେ ବହୁତ ଫୁର୍ତ୍ତି ଦେଖାନ୍ତି। କିନ୍ତୁ ୩୦ ବର୍ଷ ଶରୀରରେ ସାମାନ୍ୟ ମନ୍ଥରତା ଦେଖାଯାଏ।…
ଦାଦାବଟି ମାଗି ୫ ସାମ୍ବାଦିକ ଗିରଫ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ଦାଦାବଟି ମାଗିବା ଅଭିଯୋଗରେ କମିଶନରେଟ ପୋଲିସ ପାଞ୍ଚ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ସମୁଦାୟ ୬ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ନଗଦ ଟଙ୍କା, ବାଇକ, କାର୍ ଓ ମୋବାଇଲ ଜବତ ହୋଇଛି। ପୋଲିସ କହିଛି, ଖଣ୍ଡଗିରି ଥାନା ଅଞ୍ଚଳରେ…
ରେଳ ଧାରଣାରୁ ମିଳିଲା ପରିବାରର ୩ ଜଣଙ୍କ ମୃତଦେହ
ଟିକିରି/ଦଶମନ୍ତପୁର,୨୬ା୧୦(ଡି.ଏନ୍.ଏ.)-କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ସିଙ୍ଗାରାମ ରେଳ ଷ୍ଟେଶନ ନିକଟରୁ ସୋମବାର ଗୋଟିଏ ପରିବାରର ୩ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ୍ ଚିକାମ୍ବ ଗ୍ରାମର କେଶବ ସୁବୁଦ୍ଧି(୩୮), ଝିଅ ଶ୍ରେୟା(୧୨) ଏବଂ ପୁଅ…
ହିମାଚଳ ପ୍ରଦେଶରେ ଭୂମିକମ୍ପ
ହିମାଚଳ ପ୍ରଦେଶ,୨୬।୧୦-ହିମାଚଳ ପ୍ରଦେଶର ଶିମଲା ଜିଲାରେ ସୋମବାର ଭୂ-କମ୍ପର ଝଟକା ଅନୁଭୂତ ହୋଇଛି। ଅପରାହ୍ନ ୧ଟା ୨୦ ମିନିଟରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା। ରିଚ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ରହିଥିଲା। ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତି ହୋଇନାହିଁ। ସୂଚନାଯୋଗ୍ୟ,…
୪ଟି ପର୍ଯ୍ୟାୟରେ ହେବ କଟକ ଦୁର୍ଗାପୂଜା ଭସାଣ
କଟକ ଅଫିସ,୨୬।୧୦-କରୋନା କଟକଣା ଭିତରେ ସାରା ରାଜ୍ୟରେ ପାଳିତ ହୋଇଛି ଦଶହରା। ଆସନ୍ତାକାଲି ଅନୁଷ୍ଠିତ ହେବ ଭସାଣ ଉତ୍ସବ। ଏଥିପାଇଁ କଟକରେ କମିଶନରେଟ ପୋଲିସ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ନିର୍ଦ୍ଦେଶାବଳୀ ଅନୁଯାୟୀ, ଆସନ୍ତାକାଲି କଟକରେ ୧୪ଟି କୃତ୍ରିମ ପୋଖରୀରେ ସମସ୍ତ…
ମୁମ୍ବାଇ ରାସ୍ତାରୁ ଫଳ କିଣିଲେ ଏହି ଅଭିନେତ୍ରୀ
ଏବେ ସମ୍ପୂର୍ଣ୍ଣ ଭାବେ ଅନ୍ଲକ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସାଧାରଣ ଜନତାଙ୍କ ପରି ବଲିଉଡ୍ କଳାକାରଙ୍କୁ ମଧ୍ୟ ମୁମ୍ବାଇର ଭିନ୍ନ ଭିନ୍ନ ସ୍ଥାନରେ ବୁଲୁଥିବାର ଦେଖିବାକୁ ମିଳୁଛି। କିଏ ପ୍ରାତଃ ଭ୍ରମଣ କରୁଛନ୍ତି ତ ଆଉ କିଏ କିଣାକିଣି କରୁଥିବାର ନଜରକୁ…
୪୮ ବର୍ଷରେ ପୁଣିଥରେ ମା’ ହେଲେ ଏହି ଲୋକପ୍ରିୟ ଅଭିନେତ୍ରୀ!
ବଲିଉଡ୍ ଅଭିନେତ୍ରୀ ମନ୍ଦିରା ବେଦୀ ୪୮ ବର୍ଷ ବୟସରେ ଦ୍ୱିତୀୟ ଥର ପାଇଁ ମା’ ହୋଇଛନ୍ତି। ହେଲେ ମନ୍ଦିର ଏହି କନ୍ୟା ସନ୍ତାନକୁ ଜନ୍ମ ଦେଇ ନାହାନ୍ତି। ମନ୍ଦିରା ଏବଂ ତାଙ୍କ ସ୍ବାମୀ ରାଜ କୌଶଲ ଏକ କନ୍ୟାକୁ ପୋଷ୍ୟ ସନ୍ତାନ…
ଦିଲ୍ଲୀରେ ପହଞ୍ଚିଲେ ମାଇକ୍ ପୋମ୍ପିଓ-ମାର୍କ ଏସ୍ପର
ନୂଆଦିଲ୍ଲୀ, ୨୬।୧୦: ଆମେରିକା ବହିର୍ବ୍ୟାପାର ମନ୍ତ୍ରୀ ଭାରତ ଗସ୍ତରେ ଆସି ସୋମବାର ଅପରାହ୍ନରେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ ସହିତ ପ୍ରତିରକ୍ଷା ମନ୍ତ୍ରୀ ମାର୍କ ଏସ୍ପର ମଧ୍ୟ ଭାରତ ଗସ୍ତରେ ଆସିଛନ୍ତି। ଗସ୍ତ ସମୟରେ ସେମାନେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ୍.ଜୟଶଙ୍କର ଏବଂ…
ଏମିତି କଲେ ଦୀପିକା ପାଦୁକୋନ: ଉତ୍ସାହିତ ହୋଇପଡ଼ିଲେ ପ୍ରଶଂସକ
ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ ଅନେକ ଦିନ ହେବ ସୋସିଆଲ ମିଡିଆରୁ ଦୂରେଇ ଯାଇଥିଲେ। ନିକଟରେ ସେ ଜଣେ ଅଭିନେତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏହାପରେ ଦୀପିକାଙ୍କ ପ୍ରଶଂସକମାନେ ବହୁତ ଉତ୍ସାହିତ ହୋଇପଡ଼ିଛନ୍ତି। ଡ୍ରଗ୍ସ କାରବାରରେ ଫସିବା ପରେ ଦୀପିକା ଇଣ୍ଟରନେଟ୍ରୁ…
ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ ଅନୁଷ୍ଠିତ: ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇଛନ୍ତି ଦାରୁଦିଅଁ
ପୁରୀଅଫିସ,୨୬।୧୦:ଶ୍ରୀମନ୍ଦିରରେ ସୋମବାର ପବିତ୍ର ଦଶହରାରେ ମହାପ୍ରଭୁଙ୍କ ସୁନାବେଶ ବା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ବିଭିନ୍ନ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇଛନ୍ତି ଦାରୁଦିଅଁ। ଏହି ଅବସରରେ ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସୁନାବେଶ ଅନୁଷ୍ଠିତ…
ବିବାହ କରିବେ ‘କୁଛ୍ କୁଛ୍ ହେତା ହୈ’ର ଛୋଟ ସର୍ଦ୍ଦାର: ଜାଣନ୍ତୁ କାହାକୁ…
ଫିଲ୍ମ ‘କୁଛ୍ କୁଛ୍ ହେତା ହୈ’ରେ ସର୍ଦ୍ଦାର ଚରିତ୍ରରେ ଅଭିନୟ କରିଥିବା ସେଇ ଛୋଟ କ୍ୟୁଟ୍ ପିଲାଟିକୁ ସମସ୍ତେ ମନେ ରଖିଥିବେ ନିଶ୍ଚୟ। ଫିଲ୍ମରେ ସେ ଶାହାରୁଖ୍ ଖାନ୍ଙ୍କ ଝିଅ ଅଞ୍ଜଳୀର ବନ୍ଧୁ ସାଜିଥିଲେ। ସବୁବେଳେ ରାତିରେ ତାଙ୍କୁ ତାରା ଗଣୁଥିବାର…
ରାଜନୀତି ମୈଦାନକୁ ଓହ୍ଲାଇବେ ପାୟଲ ଘୋଷ
ମୁମ୍ବାଇ,୨୬।୧୦: ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଅଭିନେତା ଅନୁରାଗ କଶ୍ୟପଙ୍କ ନାଁରେ ଯୌନ ଶୋଷଣ ଅଭିଯୋଗ ଆଣିଥିବା ଫିଲ୍ମ ଅଭିନେତ୍ରୀ ପାୟଲ ଘୋଷ ତାଙ୍କ ଓକିଲଙ୍କ ସହ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେଙ୍କ ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆ (ଆରପିଆଇ)ରେ ଯୋଗଦେବେ। ଦୀର୍ଘ…
Archives


